Home

ଦରଦାମ ନିୟନ୍ତ୍ରଣ ପାଇଁ କିଛି ନାହିଁ

ନୂଆଦିଲ୍ଲୀ,୨୪ା୭: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ମଙ୍ଗଳବାର ପାର୍ଲାମେଣ୍ଟରେ ୨୦୨୪-୨୫ ଆର୍ଥିକବର୍ଷର ବଜେଟ ଉପସ୍ଥାପନ କରିଛନ୍ତି। ନରେନ୍ଦ୍ର ମୋଦି ସରକାରଙ୍କ ତୃତୀୟ ପାଳି କାର୍ଯ୍ୟକାଳରେ ପ୍ରଥମ ଆର୍ଥିକବର୍ଷର ରୂପରେଖ ଆଙ୍କିବାକୁ ଯାଇ ସୀତାରାମନ୍‌ ସରକାର ଗୁରୁତ୍ୱ ଦେଉଥିବା ୯ଟି ପ୍ରାଥମିକତା ଉପରେ ଜୋର୍‌…

୧୨ ବର୍ଷ ପରେ ବନ୍ଦ ହେଲା ଏହି ଟ୍ୟାକ୍ସ, ବଜେଟରେ ଏମାନଙ୍କୁ ମିଳିଲା ବଡ଼ ଉପହାର; ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୭: ବଜେଟ ୨୦୨୪ରେ କେନ୍ଦ୍ର ସରକାର ୧୨ ବର୍ଷ ପୁରୁଣା ଟ୍ୟାକ୍ସକୁ ବନ୍ଦ କରିଛନ୍ତି। ଏହି ଟ୍ୟାକ୍ସ ୟୁପିଏ-୨ ରେ ଆସିଥିବା ବେଳେ ଷ୍ଟାର୍ଟଅପ ଉପରେ ଲଗାଯାଇଥିଲା। ଏହି ଟ୍ୟାକ୍ସର ନାମ ଆଞ୍ଜେଲ ଟ୍ୟାକ୍ସ ଥିଲା। ଆଞ୍ଜେଲ ଟ୍ୟାକ୍ସ ଅର୍ଥ ହେଉଛି…

ଭାଜପା ମନ୍ତ୍ରୀଙ୍କ ନବୀନଙ୍କୁ ଗିରଫ ଦାବି ହାସ୍ୟାସ୍ପଦ: ଅରୁଣ

ଭୁବନେଶ୍ୱର,୨୦ା୭-ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଗିରଫ କରିବାକୁ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ କରିଥିବା ଦାବିକୁ ହାସ୍ୟାସ୍ପଦ ବୋଲି କହିଛନ୍ତି ବିଜେଡି ବିଧାୟକ ଅରୁଣ ସାହୁ। ପୂର୍ବରୁ ଏଭଳି ଦାବି କରାଯିବାର କୌଣସି ନଜିର ନାହିଁ। ବିଧାନସଭା କିମ୍ବା…

ଯିଏ ଅଣଓଡ଼ିଆଙ୍କ କଣ୍ଟ୍ରୋଲରେ ଥିଲେ ସିଏ ଆମକୁ ଓଡ଼ିଆ ‘ଅସ୍ମିତା’ ଶିଖାଉଛନ୍ତି: ଭାଜପା

ଭୁବନେଶ୍ୱର, ୨୩।୭: ଦୀର୍ଘ ୨୫ ବର୍ଷ ପରେ ବିରୋଧୀ ଆସନକୁ ଆସିଥିବା ବିଜେଡି ବିଧାନସଭାରେ ହଙ୍ଗାମା କରୁଥିବା ଦେଖାଯାଇଛି। ମଙ୍ଗଳବାର ରାଜ୍ୟପାଳଙ୍କ ପୁଅ ଏଏସ୍‌ଓଙ୍କୁ ମାଡ଼ ମାରିବା ଘଟଣାରେ ଗୃହରେ ଅଚଳାବସ୍ଥା ସୃଷ୍ଟି ହୋଇଥିଲା। ଗୋଟିଏ ପଟେ ବିଜେଡି ମୁଖ୍ୟମନ୍ତ୍ରୀ ବିବୃତି…

ବଜେଟ୍‌ ୨୦୨୪: ପଡୋଶୀକୁ ସବୁ ଦେଲେ, ଓଡ଼ିଶା ଭାଗକୁ ନାହିଁ!

ଭୁବନେଶ୍ୱର,୨୩।୭: ମୋଦି ସରକାର ତୃତୀୟ ପାଳି ପୂର୍ଣ୍ଣାଙ୍ଗ ବଜେଟ୍‌ର ସିଂହ ଭାଗ ବିହାର ଓ ଆନ୍ଧ୍ର ପ୍ରଦେଶକୁ ଓଜାଡି ଦେଇଛନ୍ତି। ଏହି ଦୁଇ ରାଜ୍ୟରେ ସ୍ବତନ୍ତ୍ର ପ୍ୟାକେଜ ସହ ଏକାଧିକ ବିକାଶ କାର୍ଯ୍ୟ ନେଇ ଘୋଷଣା କରାଯାଇଛି। ଯାହାକୁ ନେଇ ସୋସିଆଲ…

ରାଜ୍ୟପାଳଙ୍କ ପୁଅଙ୍କଠାରୁ ମାଡ଼ ଖାଇ ବଦଳି ହେଲେ ଏଏସ୍‌ଓ, ଆଇନମନ୍ତ୍ରୀଙ୍କ ମନ୍ତବ୍ୟ ଦାୟିତ୍ୱହୀନ କହିଲେ…

ଭୁବନେଶ୍ୱର, ୨୩।୭: ବିଧାନସଭାରେ ରାଜ୍ୟପାଳଙ୍କ ପୁଅ ଏଏସ୍‌ଓଙ୍କୁ ମାଡ଼ ମାରିବା ଘଟଣାକୁ ନେଇ ଅଚଳାବସ୍ଥା ଦେଖିବାକୁ ମିଳିଛି। ମଙ୍ଗଳବାର ବିରୋଧୀ ବିଜେଡି ଏବଂ କଂଗ୍ରେସ ବିଧାୟକମାନେ ମୁଖ୍ୟମନ୍ତ୍ରୀଙ୍କ ବିବୃତି ଦାବି କରିଛନ୍ତି। ଏନେଇ ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ…

‘ଭାଜପା ସରକାର ଚଳାଇବାରେ ଅକ୍ଷମ’

ଭୁବନେଶ୍ୱର, ୨୩।୭: ରାଜ୍ୟପାଳଙ୍କ ପୁଅ ଏଏସ୍‌ଓଙ୍କୁ ମାଡ଼ ମାରିବା ଘଟଣାରେ ବିରୋଧୀ ସରକାରଙ୍କୁ ଘେରିଛନ୍ତି। ଏହି ପ୍ରସଙ୍ଗକୁ ନେଇ ମଙ୍ଗଳବାର ଉଭୟ ବିଜେଡି ଓ କଂଗ୍ରେସ ବିଧାନସଭାରେ ପ୍ରବଳ ହଟ୍ଟଗୋଳ କରିଥିବା ଦେଖାଯାଇଛି। ତେବେ ଏନେଇ ବିଜେଡି ବିଧାୟକ ଅରୁଣ ସାହୁ…

ନବୀନ ପଟ୍ଟନାୟକଙ୍କୁ ଗିରଫ କର, ଏମିତି କାହିଁକି ଦାବି କଲେ ମନ୍ତ୍ରୀ

ଭୁବନେଶ୍ୱର,୨୩।୭: ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଗିରଫ କରିବାକୁ ବିଧାନସଭାରେ ଦାବି କରିଛନ୍ତି ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ। ରାଜ୍ୟପାଳଙ୍କ ଅଭିଭାଷଣ ବେଳେ ଗୃହ ଭିତରେ ବିଶୃଙ୍ଖଳା ସୃଷ୍ଟି କରିଥିବାରୁ ନବୀନଙ୍କୁ ଗିରଫ କରିବାକୁ ସେ ଦାବି କରିଛନ୍ତି।…

ବଜେଟ୍‌କୁ ନେଇ ପ୍ରଥମଥର ମୋଦିଙ୍କ ଉପରେ ରାଗିଗଲେ ନବୀନ ପଟ୍ଟନାୟକ, କହିଦେଲେ ଏମିତି…

ଭୁବନେଶ୍ୱର,୨୩।୭: କେନ୍ଦ୍ର ସରକାର ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିଛନ୍ତି । ବଜେଟକୁ ନେଇ ବିଭିନ୍ନ ମହଲରୁ ଭିନ୍ନ ଭିନ୍ନ ପ୍ରତିକ୍ରିୟା ଆସୁଥିବା ବେଳେ ପ୍ରଥମଥର ପାଇଁ କେନ୍ଦ୍ରର ଭାଜପା ସରକାରକୁ ଟାର୍ଗେଟ କରିଛନ୍ତି ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ…

ରାଗରେ ନିଆଁବାଣ ପାକିସ୍ତାନୀ କ୍ରିକେଟର, ଜୟ ଶାହାଙ୍କୁ ନେଇ କହିଦେଲେ ବଡ଼ କଥା…

ନୂଆଦିଲ୍ଲୀ,୨୩।୭: ଭାରତ ଏବଂ ପାକିସ୍ତାନ ମଧ୍ୟରେ ‘ଚାମ୍ପିଅନ୍ସ ଟ୍ରଫି’କୁ ନେଇ ବିବାଦ ବଢ଼ିବାରେ ଲାଗିଛି। ପାକିସ୍ତାନ ଏହାର ଆୟୋଜନକୁ ନେଇ ଖୁସି ଥିବା ବେଳେ ଟିମ୍‌ ଇଣ୍ଡିଆ ନ ଯିବା ଏକ ପ୍ରକାର ସ୍ପଷ୍ଟ ବୋଲି କୁହାଯାଉଛି। ଏମିତିରେ ପାକିସ୍ତାନର କ୍ରିକେଟର,…

Video: ଶ୍ରୀଲଙ୍କା ଯିବା ପୂର୍ବରୁ ବାଗେଶ୍ୱର ଧାମ ସରକାରଙ୍କ ଆଶୀର୍ବାଦ ନେଲେ କୂଲଦୀପ

ନୂଆଦିଲ୍ଲୀ,୨୩।୭: ଭାରତୀୟ ଟି୨୦ ଟିମ୍‌ ଶ୍ରୀଲଙ୍କାରେ ପହଞ୍ଚି ସାରିଛି। ସେହିଭଳି କିଛି ଖେଳାଳି ଦିନିକିଆରେ ଚୟନ ହୋଇଥିବାରୁ ସେମାନେ ଖୁବ୍‌ଶୀଘ୍ର ପହଞ୍ଚିବେ। ଉକ୍ତ ଖେଳାଳିଙ୍କ ମଧ୍ୟରୁ ଜଣେ ହେଲେ କୂଲଦୀପ ଯାଦବ, ଯିଏକି ଶ୍ରୀଲଙ୍କା ଗସ୍ତରେ ଯିବା ପୂର୍ବରୁ ନିଜ ଗୁରୁଙ୍କୁ…

‘୨୪ ଘଣ୍ଟାରେ ଓମ୍‌ ବିର୍ଲାଙ୍କ ଝିଅଙ୍କ ବିରୋଧରେ କରାଯାଇଥିବା ବିବାଦୀୟ ପୋଷ୍ଟ ହଟାଅ’

ନୂଆଦିଲ୍ଲୀ,୨୩।୭: ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲାଙ୍କ ଝିଅ ଅଞ୍ଜଳି ବିର୍ଲାଙ୍କ ନାମରେ ଅପମାନଜନକ ସୋସିଆଲ ମିଡିଆ ପୋଷ୍ଟକୁ ହଟାଇବାକୁ ଦିଲ୍ଲୀ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। କୋର୍ଟ ‘ଏକ୍ସ’ ଏବଂ ଗୁଗୁଲ୍‌କୁ ବିବାଦୀୟ ପୋଷ୍ଟଗୁଡ଼ିକୁ ୨୪ ଘଣ୍ଟା ମଧ୍ୟରେ ହଟାଇବାକୁ କହିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?