Home

ସୁପ୍ରିମକୋର୍ଟଙ୍କ ଦଖଲ ପରେ ଚେତିଲେ ରାଜ୍ୟପାଳ

ନୂଆଦିଲ୍ଲୀ,୨୨।୩: ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ ପରେ ବରିଷ୍ଠ ଡିଏମ୍‌କେ ନେତା କେ. ପୁନମୁଡି ଆଜି ମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ତାମିଲନାଡୁର ରାଜ୍ୟପାଳ ଆର.ଏନ ରବି ପୁନମୁଡିଙ୍କୁ ଶପଥ ଗ୍ରହଣ କରାଇବେ। ଆଜି ଅପରାହ୍ନରେ ରାଜ ଭବନରେ ଏହି ଶପଥ ଗ୍ରହଣ…

ବୟସ ମାତ୍ର ୮ ମାସ, ରୋଜଗାର କରୁଛନ୍ତି ଲକ୍ଷାଧିକ ଟଙ୍କା

କୁହାଯାଏ, ଯେତେବେଳେ ମଣିଷ ଦୁନିଆକୁ ଆସେ ସେତେବେଳେ ନିଜ ଭାଗ୍ୟ ନିଜେ ଆଣି ଆସିଥାଏ। ଯଦି ନିଜ ଭାଗ୍ୟ ହେତୁ ଭଲ ଶିକ୍ଷା ଏବଂ ଚାକିରି ମିଳିଯାଏ ତେବେ ସବୁକିଛି ଠିକ୍‌ ରହିଥାଏ। କେହି ଯଦି ଅଳ୍ପ ବୟସରେ ସେହି ସବୁ…

କେଜ୍‌ରିୱାଲଙ୍କ ଗିରଫଦାରୀକୁ ନେଇ ମୁହଁ ଖୋଲିଲେ ଆନ୍ନା ହଜାରେ

ନୂଆଦିଲ୍ଲୀ,୨୨।୩: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲଙ୍କ ଗିରଫଦାରୀ ଉପରେ ପ୍ରସିଦ୍ଧ ସାମାଜିକ କର୍ମୀ ଆନ୍ନା ହଜାରେଙ୍କ ପ୍ରଥମ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ଆନ୍ନା ହଜାରେ କହିଛନ୍ତି, ଆମେ ମଦ ବିରୋଧରେ ଥିଲୁ। ଅରବିନ୍ଦ ମଧ୍ୟ ଏଥିରେ ଆମକୁ ସମର୍ଥନ କରିଥିଲେ। ସେ…

ଆଜିଠୁ ଆଇପିଏଲ୍‌: ଜାଣନ୍ତୁ କେଉଁଠି ନେଇପାରିବେ ଏହି ଫଟାଫଟ୍‌ ଗେମ୍‌ର ମଜା

ନୂଆଦିଲ୍ଲୀ,୨୨।୩: : ଆଇପିଏଲ ୨୦୨୪ର ପ୍ରଥମ ମ୍ୟାଚ ୨୨ ମାର୍ଚ୍ଚ ଅର୍ଥାତ୍‌ ଆଜି ଚେନ୍ନାଇରେ ସିଏସ୍‌କେ ଏବଂ ଆରସିବି ମଧ୍ୟରେ ଖେଳାଯିବ। ନିର୍ବାଚନକୁ ଦୃଷ୍ଟିରେ ରଖି ବିସିସିଆଇ ପ୍ରଥମ ପର୍ଯ୍ୟାୟର କାର୍ଯ୍ୟସୂଚୀ ଘୋଷଣା କରିଛି ଯାହା ମାର୍ଚ୍ଚ ୨୨ ରୁ ଏପ୍ରିଲ…

ନିର୍ବାଚନକୁ ନେଇ କଂଗ୍ରେସ ଦେଲା ଏହି ୯ ଗ୍ୟାରେଣ୍ଟି

କେନ୍ଦୁଝର,୨୨ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଆସନ୍ତା ୨୦୨୪ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସର ୯ଟି ଗ୍ୟାରେଣ୍ଟି ଯୋଜନା ପ୍ରସ୍ତୁତ ହୋଇଛି। ୨୪ ବର୍ଷର ବିଜେଡି ଶାସନ ଓ ୯ ବର୍ଷର ବିଜେଡି-ଭାଜପା ଶାସନରେ ଯାହା ହୋଇନାହିଁ, ଆଜି ତାହା କଂଗ୍ରେସ କରି ଦେଖାଇବ।…

ମୋଦିଙ୍କୁ ସ୍ବାଗତ କରି ଭୁଟାନବାସୀ କହିଲେ ଆମେ ଭାଗ୍ୟବାନ, ଭାରତ ଆମର ବନ୍ଧୁ

ଥିମ୍ପୁ,୨୨।୩: ଦୁଇ ଦିନିଆ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୁଟାନ ଗସ୍ତରେ ଅଛନ୍ତି। ପ୍ରଧାନମନ୍ତ୍ରୀ ଶୁକ୍ରବାର ସକାଳେ ନୂଆଦିଲ୍ଲୀରୁ ଭୁଟାନର ରାଜଧାନୀ ଥିମ୍ଫୁକୁ ଯାଇ କିଛି ଘଣ୍ଟା ପରେ ଭୁଟାନରେ ପହଞ୍ଚିଥିଲେ। ପ୍ରଧାନମନ୍ତ୍ରୀଙ୍କ ଭୁଟାନ ଗସ୍ତକୁ ନେଇ ସେଠାକାର ଲୋକମାନେ ବହୁତ…

ସୁପ୍ରିମକୋର୍ଟରୁ ଆବେଦନ ପ୍ରତ୍ୟାହାର କରିନେଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୨୨।୩: ଇଡି ଗିରଫ ସମ୍ପର୍କରେ ସୁପ୍ରିମକୋର୍ଟରେ ଦାଖଲ ହୋଇଥିବା ଆବେଦନକୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ପ୍ରତ୍ୟାହାର କରି ନେଇଛନ୍ତି। କୁହାଯାଇଛି ଯେ କୋର୍ଟ ଏହା ପୂର୍ବରୁ ଶୁଣାଣି କରିବାକୁ ରାଜି ହୋଇଥିଲେ। ଏଥିପାଇଁ ମୁଖ୍ୟ ବିଚାରପତି ଡି. ଓ୍ବାଇ ଚନ୍ଦ୍ରଚୁଡ…

ଏଭଳି ଥିଲା କେଜ୍‌ରିଓ୍ବାଲଙ୍କ ରାଜନୈତିକ ଯାତ୍ରା

ନୂଆଦିଲ୍ଲୀ,୨୨।୩: ମଦ ଦୁର୍ନୀତି ଅଭିଯୋଗରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟିର ସଂଯୋଜକ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଗୁରୁବାର ଗିରଫ କରିଛି। ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ରାଜନୈତିକ ଯାତ୍ରା ୨୦୧୨ରେ ଆରମ୍ଭ ହୋଇଥିଲା ଏବଂ ସେ ୨୦୧୩ରେ ପ୍ରଥମ ଥର…

ଶକ୍ତିଶାଳୀ ଭୂକମ୍ପରେ ଥରିଲା ଇଣ୍ଡୋନେସିଆ

ଜାକର୍ତ୍ତା,୨୨।୩: ଶୁକ୍ରବାର ଇଣ୍ଡୋନେସିଆର ଜାଭା ଦ୍ୱୀପ ଉପକୂଳରେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଇଣ୍ଡୋନେସିଆର ଜିଓଫିଜିକ୍ସ ଏଜେନ୍ସି (BKMG) କହିଛି ଯେ ରକ୍ଟର ସ୍କେଲରେ ଏହା ୬.୧ ମାପ ବିଶିଷ୍ଟ ଏକ ଭୂକମ୍ପ ଉପକୂଳଠାରୁ ୧୦ କିଲୋମିଟର (୬.୨୧ମାଇଲ) ଗଭୀରତାରେ…

୨ଜି ଘୋଟାଲା: ଏ. ରାଜାଙ୍କ ସମେତ ଅନ୍ୟମାନଙ୍କୁ ଝଟ୍‌କା

ନୂଆଦିଲ୍ଲୀ,୨୨।୩: ୨ଜି ସ୍ପେକ୍ଟ୍ରମ ଆବଣ୍ଟନ ସ୍କାମ ମାମଲାରେ ପୂର୍ବତନ ଟେଲିକମ ମନ୍ତ୍ରୀ ଏ ରାଜା, କମ୍ପାନୀ ଏବଂ ଅନ୍ୟମାନଙ୍କୁ ନିର୍ଦ୍ଦୋଷରେ ଖଲାସ କରିବା ପାଇଁ ଦିଲ୍ଲୀ ହାଇକୋର୍ଟ ଶୁକ୍ରବାର ସିବିଆଇର ଆବେଦନକୁ ଗ୍ରହଣ କରିଛନ୍ତି। ଜଷ୍ଟିସ ଦୀନେଶ କୁମାର ଶର୍ମା କହିଛନ୍ତି…

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରଥମ ନିର୍ବାଚନ ଲଢିଥିଲେ କେଜ୍‌ରିଓ୍ବାଲ, ଏବେ ତାଙ୍କ ସରକାରରେ ଗଲେ ଜେଲ୍‌

ନୂଆଦିଲ୍ଲୀ,୨୨।୩: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଗୁରୁବାର ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟିର ସଂଯୋଜକ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଗିରଫ କରିଛି। ମଦ ଦୁର୍ନୀତି ଅଭିଯୋଗରେ ଇଡି ତାଙ୍କ ଉପରେ ଅଭିଯୋଗ ଆଣିଥିଲା। ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ରାଜନୈତିକ ଯାତ୍ରା ୨୦୧୨ରେ ଆରମ୍ଭ ହୋଇଥିଲା…

ବିଶାଳକାୟ ଗଛ ପଡ଼ି ୨ ପରିବାରର ୯ ଆହତ

ଦାରିଙ୍ଗବାଡ଼ି,୨୨ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ତାଜୁଙ୍ଗିଆ ପଞ୍ଚାୟତ ଅଞ୍ଚଳରେ ଏକ ବଡ଼ ଅଘଟଣ ଘଟିଛି। ଗୁରୁବାର ରାତିରେ ଶୋଇଥିବା ଅବସ୍ଥାରେ ଘର ନିକଟରେ ରହିଥିବା ବିଶାଳକାୟ ଆମ୍ବଗଛ ପଡ଼ି ୨ଟି ଘର ସମ୍ପୂର୍ଣ୍ଣ ନଷ୍ଟ ହୋଇଯିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri