କେନ୍ଦ୍ରକୁ ତଥ୍ୟ ମାଗିଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୪ା୫: ଦ୍ରବ୍ୟ ଓ ସେବା ଟିକସ (ଜିଏସ୍ଟି) ଆଇନରେ ଜାରି ହୋଇଥିବା ନୋଟିସ ଏବଂ ଗିରଫଦାରି ସମ୍ପର୍କିତ ସବିଶେଷ ତଥ୍ୟ ଦେବାକୁ ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ନାଗରିକଙ୍କୁ ସେମାନଙ୍କ ସ୍ବାଧୀନତାରୁ ବଞ୍ଚତ୍ତ କରାଇ ହଇରାଣ କରାଯାଉଥିଲେ, ସେଥିରୁ ସୁରକ୍ଷା ଦେବା…
ଏଚ୍.ଡି. ରେଭନ୍ନାଙ୍କ ବିରୋଧରେ ଅପହରଣ, ଅସଦାଚରଣ ଅଭିଯୋଗ
ମହୀଶୂର,୪ା୫: କର୍ନାଟକର ପୂର୍ବତନ ମନ୍ତ୍ରୀ ତଥା ଜେଡିଏସ୍ ନେତା ଏଚ୍.ଡି. ରେଭନ୍ନା ତାଙ୍କ ଘରେ ଚାକରାଣୀ ଭାବେ କାମ କରୁଥବା ଜଣେ ମହିଳାଙ୍କୁ ଅପହରଣ କରିନେଇ ଯୌନ ନିର୍ଯାତନା ଦେଇଥିବା ତାଙ୍କ ପୁଅ ଅଭିଯୋଗ ଆଣିଛନ୍ତି। ଅପହରଣରେ ରେଭନ୍ନାଙ୍କର ଜଣେ ପୂର୍ବତନ…
କଂଗ୍ରେସ ଗଡ଼ରେ ବିଗ୍ ଫାଇଟ୍
ରାଏବରେଲି/ନୂଆଦିଲ୍ଲୀ,୪ା୫, (ପ୍ରସ୍ତୁତି: ଦୁର୍ଯ୍ୟୋଧନ ମିଶ୍ର): ସର୍ବପୁରାତନ ଦଳ କଂଗ୍ରେସ ଶୁକ୍ରବାର ସକାଳେ ସବୁ କଳ୍ପନାଜଳ୍ପନାର ଅବସାନ ଘଟାଇ ଦୁଇ ହାଇପ୍ରୋଫାଇଲ ଆସନରେ ଦଳୀୟ ପ୍ରାର୍ଥୀଙ୍କ ନାମ ଘୋଷଣା କଲା। ରାଏବରେଲିରୁ ରାହୁଲ ଗାନ୍ଧୀ ଓ ଅମେଠିରୁ କିଶୋରୀ ଲାଲ୍ ଶର୍ମାଙ୍କ ନାମ ଘୋଷଣା ପରେ…
ଆଜି ୩ ଲୋକ ସଭା କ୍ଷେତ୍ରରେ ପ୍ରଚାର କରିବେ ନବୀନ
ଭୁବନେଶ୍ୱର,୪ା୫(ଅନିଲ ଦାସ): ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ପୁଣି ପ୍ରଚାର ମଇଦାନକୁ ଓହ୍ଲାଇବେ। ରାଜ୍ୟରେ ପ୍ରଥମ ପର୍ଯ୍ୟାୟରେ ହେବାକୁ ଥିବା ୪ଟି ଲୋକ ସଭା କ୍ଷେତ୍ର ମଧ୍ୟରୁ ୩ଟି ଲୋକ ସଭା କ୍ଷେତ୍ରରେ ନବୀନ ପ୍ରଚାର କରିବେ।…
ହିଞ୍ଜିଳିରେ ରାଜନୈତିକ ଉଷ୍ମତା: ନବୀନଙ୍କ ଆଗରେ କଣ୍ଟା ବିଦ୍ରୋହୀ ସ୍ବାଧୀନ ପ୍ରାର୍ଥୀ
ହିଞ୍ଜିଳିକାଟୁ, ୩।୫(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ରାଜ୍ୟ ବିକାଶର ପ୍ରୟୋଗଶାଳା, ଦୁର୍ନୀତି, ଓଡ଼ିଆ ଅସ୍ମିତା, ସ୍ଥାନୀୟ ବାସିନ୍ଦା ତଥା ଅନ୍ୟାନ୍ୟ ଇସ୍ୟୁକୁ ନେଇ ହିଞ୍ଜିଳି ନିର୍ବାଚନ ମାହୋଲ ଉଷ୍ମତା ସୃଷ୍ଟି କରିଛି। ବିଜେଡ଼ି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଲଗାତାର ୬ଷ୍ଠ…
ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ମିଳିଲା ବଡ଼ ଦାୟିତ୍ୱ
ଭୁବନେଶ୍ୱର,୩।୫(ଅସମାପିକା ସାହୁ) : ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ମିଳିଲା ବଡ଼ ଦାୟିତ୍ୱ। ଓଡ଼ିଶା କ୍ୟାଡର ଆଇଏଏସ ଅଫିସର ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ଅର୍ଥ ବିଭାଗର ସ୍ବତନ୍ତ୍ର ସଚିବ ଭାବେ ନିଯୁକ୍ତି କରାଯାଇଛି। ଅନ୍ୟପଟେ ବରିଷ୍ଠ ଆଇଏଏସ ଅଧିକାରୀ ଶାଲିନୀ ପଣ୍ଡିତଙ୍କୁ ମିଶନ…
ଶକ୍ତି ପ୍ରଦର୍ଶନ କଲା ଭାଜପା, ଅନନ୍ତ-ମୋହନ-ଅଖିଳ କଲେ ନାମାଙ୍କନ
କେନ୍ଦୁଝର,୩।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଭାଜପାର ଏମପି ପ୍ରାର୍ଥୀ ଅନନ୍ତ ନାଏକଙ୍କ ସହ କେନ୍ଦୁଝର ସଦର ଏବଂ ପାଟଣା ବିଧାନସଭା ଆସନର ବିଧାୟକ ପ୍ରାର୍ଥୀ ମୋହନ ଚରଣ ମାଝୀ ଓ ଅଖିଳ ନାଏକ ଶୁକ୍ରବାର ଦିନ ନିଜ ନିଜର ପ୍ରାର୍ଥୀ ପତ୍ର…
ଧର୍ମେନ୍ଦ୍ରଙ୍କ ଟାର୍ଗେଟ ପରେ ବବିଙ୍କ କାଉଣ୍ଟର ଆଟାକ୍, କହିଦେଲେ ଏମିତି…
ଭୁବନେଶ୍ୱର,୩।୫: ପ୍ରେସମିଟ୍ କରି ରାଜ୍ୟ ସରକାରଙ୍କୁ ସମାଲୋଚନା କରିବା ପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ କାଉଣ୍ଟର ଆଟାକ୍ କରିଛନ୍ତି ବବି ଦାସ। ସେ କହିଛନ୍ତି, ଯେତେବେଳେ ଧର୍ମେନ୍ଦ୍ରଜୀ ନିର୍ବାଚନ ଲଢ଼ିବା ପାଇଁ ସ୍ଥିର କଲେ ମିଶନ ଶକ୍ତି ମା’ମାନଙ୍କ ଦୁବାଇ ଯିବା…
ନାଁ ନ ନେଇ ଟାର୍ଗେଟ କଲେ ଧର୍ମେନ୍ଦ୍ର, କହିଲେ ନେତୃତ୍ୱ ନେବାକୁ ନବୀନବାବୁ…
ଭୁବନେଶ୍ୱର,୩।୫: ଖବରଦାତା ସମ୍ମିଳନୀ କରି ରାଜ୍ୟ ସରକାରଙ୍କୁ ସମାଲୋଚନା କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ପ୍ରେସମିଟ୍ରେ ନାଁ ନ ନେଇ ସେ ନବୀନ ସରକାରଙ୍କୁ ଜବାବ ମାଗିଛନ୍ତି। ସେ କହିଛନ୍ତି, ଓଡ଼ିଆ ଅସ୍ମିତା ଉପରେ ଆଜି ପ୍ରଶ୍ନ ଚିହ୍ନ ଲାଗିଛି ।…
ଏତେ କୋଟି ଟଙ୍କାର ମାଲିକ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ହେଲେ ସ୍ତ୍ରୀଙ୍କ ଆୟ…
ଭୁବନେଶ୍ୱର,୩।୫: ପାଖେଇ ଆସିଲାଣି ନିର୍ବାଚନ। ଏନେଇ ମଇଦାନରେ ପ୍ରଚାର ଜୋରଦାର କଲେଣି ନେତା।ଏହାରି ଭିତରେ ନାମାଙ୍କନ ଦାଖଲ ମଧ୍ୟ ଚାଲିଛି। ନାମାଙ୍କନ ଦାଖଲବେଳେ ନେତାଏ ତାଙ୍କ ସମ୍ପର୍କିତ ସମସ୍ତ ତଥ୍ୟ ସତ୍ୟପାଠରେ ଦାଖଲ କରିଛନ୍ତି। ସତ୍ୟପାଠରେ ସମ୍ବଲପୁର ଲୋକ ସଭା ଭାଜପା…
ସ୍ବାମୀ ପ୍ରସାଦ ମୌର୍ଯ୍ୟଙ୍କ ଉପରକୁ ଜୋତା ମାଡ, ଗିରଫ ହୋଇଥିବା ଯୁବକ ଯୋଗୀ ୟୁଥ ବ୍ରିଗେଡର ମେମ୍ବର
ଆଗ୍ରା,୩।୫: ଫତେହାବାଦର ସତୀ ମନ୍ଦିରରେ ଶୋଶିତ ସମାଜ ପାର୍ଟି ପ୍ରାର୍ଥୀ ହୋତମ ସିଂଙ୍କ ସମର୍ଥନ ସଭାରେ ପହଞ୍ଚିଥିବା ରାଷ୍ଟ୍ରୀୟ ଅଧ୍ୟକ୍ଷ ସ୍ବାମୀ ପ୍ରସାଦ ମୌର୍ଯ୍ୟଙ୍କ ଉପରେ ଯୋଗୀ ୟୁଥ ବ୍ରିଗେଡର ଜଣେ କର୍ମୀ ଜୋତା ଫିଙ୍ଗିଛନ୍ତି। ତେବେ ସ୍ବାମୀ ପ୍ରସାଦ ମୌର୍ଯ୍ୟ…
କେବେ ପ୍ରାର୍ଥିପତ୍ର ଦାଖଲ କରିବେ ମୋଦି, ଏହା ପୂର୍ବରୁ ହେବ ରୋଡ ଶୋ’
ନୂଆଦିଲ୍ଲୀ,୩।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉତ୍ତରପ୍ରଦେଶର ବାରାଣାସୀ ଲୋକ ସଭା ଆସନରୁ ଏମପି। ଭାରତୀୟ ଜନତା ପାର୍ଟି ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଏଥର ବାରାଣାସୀରୁ ପ୍ରାର୍ଥୀ କରିଛନ୍ତି। ଶେଷ ପର୍ଯ୍ୟାୟରେ ବାରାଣାସୀରେ ଭୋଟ ଅନୁଷ୍ଠିତ ହେବ, ଅର୍ଥାତ୍ ଜୁନ ୧ରେ ପ୍ରଧାନମନ୍ତ୍ରୀ ମୋଦିଙ୍କ…
Archives


