ଲକ୍ଷ୍ମୀପୁର ଖେରୀ ମାମଲା: ପୂର୍ବତନ କେନ୍ଦ୍ରମନ୍ତ୍ରୀ ଅଜୟ ମିଶ୍ରଙ୍କ ପୁଅଙ୍କୁ ଜାମିନ ଦେଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୨୨ା୭: ଲକ୍ଷ୍ମୀପୁର ଖେରୀରେ ହୋଇଥିବା ହିଂସା ମାମଲାରେ ଜେଲ୍ରେ ଥିବା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଅଜୟ ମିଶ୍ରଙ୍କ ପୁଅ ଆଶିଷଙ୍କୁ ସୋମବାର ଜାମିନ ପ୍ରଦାନ କରାଯାଇଛି। ତେବେ ଏହି ହିଂସା ମାମଲାରେ ଶୁଣାଣି ତ୍ୱରାନ୍ବିତ କରିବା ଏବଂ ସମୟ ସ୍ଥିର କରିବାକୁ ସୁପ୍ରିମକୋର୍ଟ…
ରାହୁଲଙ୍କ ଏହି ପ୍ରଶ୍ନ ଶୁଣି ଚିହିଙ୍କି ଉଠିଲେ ଧର୍ମେନ୍ଦ୍ର
ନୂଆଦିଲ୍ଲୀ,୨୨ା୭: ସୋମବାର ଆରମ୍ଭ ହୋଇଛି ଲୋକ ସଭାର ଅଧିବେଶନ। ଆରମ୍ଭରୁ ପାର୍ଲାମେଣ୍ଟରେ ପେପର ଲିକ୍ ପ୍ରସଙ୍ଗ ପୁଣି ଥରେ ଉଠିଛି। କଂଗ୍ରେସ ଏମ୍ପି ତଥା ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ କହିଛନ୍ତି, ପରୀକ୍ଷା ବ୍ୟବସ୍ଥାରେ ଅନେକ ତ୍ରୁଟି…
ସନ୍ତୁଳିତ ଓଜନ ଲାଗି…ଆପଣାନ୍ତୁ ଏହି ଟିପ୍ସ
ଆଜିକାଲି ଓଜନ ବୃଦ୍ଧି ବା ଓବେସିଟି ଏକ ସାଧାରଣ କଥା ପାଲଟି ଗଲାଣି। ଖାଦ୍ୟପେୟ, ନିୟମିତ ବ୍ୟାୟାମ ନ କରିବା, ଅସନ୍ତୁଳିତ ଜୀବନଶୈଳୀ ଏହାର କେତୋଟି ପ୍ରମୁଖ କାରଣ। ଓଜନକୁ ନିୟନ୍ତ୍ରଣରେ ନ ରଖିଲେ ତାହା ପରୋକ୍ଷରେ ଆଉ କେତେକ ରୋଗକୁ…
ଖାଆନ୍ତୁ ଡାଳିମ୍ବ: ଦୂର ହେବ ଏସବୁ ରୋଗ
ଡାଳିମ୍ବରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପଯୋଗୀ ଗୁଣ ଭରି ରହିଛି। ଜାଣନ୍ତୁ ସେ ସମ୍ପର୍କରେ… ଭିଟାମିନ୍ ‘ସି’ର ଅନ୍ୟତମ ପ୍ରମୁଖ ଉତ୍ସ ହେଉଛି ଡାଳିମ୍ବ। ଏଥିରେ ଥିବା ଆଣ୍ଟି-ଅକ୍ସିଡାଣ୍ଟ ଗୁଣ ଶରୀର ପାଇଁ ବେଶ୍ ଉପକାରୀ। ଏଥିରେ ଏଭଳି ତତ୍ତ୍ୱ ଭରି ରହିଛି,…
‘ମୋ ସରକାର ନିରପେକ୍ଷତାର ସହ କାମ କରିବ’
ଭୁବନେଶ୍ୱର,୨୨ା୭: ସୋମବାର ଆରମ୍ଭ ହୋଇଛି ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ। ରାଜ୍ୟପାଳ ରଘୁବର ଦାସ ଅଧିବେଶନ ଆରମ୍ଭରେ ଅଭିଭାଷଣ ଦେଇଛନ୍ତି। ରାଜ୍ୟପାଳ କହିଛନ୍ତି, ମୋର ସରକାର ନିରପେକ୍ଷତାର ସହ କାମ କରିବ। ଯୁବକଙ୍କୁ ରୋଜଗାର ଦେବା ମୋ ସରକାରର ପ୍ରାଥମିକତା ଅଟେ।…
ଲାଞ୍ଜ ହଜିବା ରହସ୍ୟ
”ଜାପାନସ୍ଥିତ କେଇଓ ବିଶ୍ୱବିଦ୍ୟାଳୟର କିଛି ଜୈବ ଇଞ୍ଜିନିୟର ମଣିଷଠାରେ ଲଗାଇବା ପାଇଁ କୃତ୍ରିମ ଲାଞ୍ଜ ତିଆରି କରିଛନ୍ତି। ଏହାର ନାମ ରଖାଯାଇଛି ‘ଆରକ୍ୟୁ’। ଭଲ କରି ଚାଲି ପାରୁ ନ ଥିବା ବୟସ୍କ ଲୋକଙ୍କଠାରେ ଏହା ଲଗାଯାଉଛି। ଫଳରେ ସେମାନେ ପାହାଡ଼…
ରାଜନୈତିକ ହଲଚଲ୍ ମଧ୍ୟରେ ମୋଦିଙ୍କୁ ଭେଟିବେ ଯୋଗୀ
ଲକ୍ଷ୍ନୌ,୨୨।୭: ଉତ୍ତରପ୍ରଦେଶରେ ଭାଜପାର ପରାଜୟ ପରଠାରୁ ଦଳରେ ବିଭିନ୍ନ ପ୍ରକାରର ମତଭେଦ ଥିବା ଦାବି କରାଯାଉଛି। ଗତ କିଛି ଦିନ ମଧ୍ୟରେ ସଂଗଠନ ଠାରୁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପର୍ଯ୍ୟନ୍ତ ଅନେକ ଗଣମାଧ୍ୟମ ରିପୋର୍ଟରେ ଅନେକ ପ୍ରକାରର ଦାବି କରାଯାଇଛି। ଏହି…
ଯଦି କେହି ସରକାରୀ କର୍ମଚାରୀ ଆର୍ଏସ୍ଏସ୍ର ମେମ୍ବର ହୋଇଥାନ୍ତି ତେବେ…
ହାଇଦ୍ରବାଦ,୨୨ା୭: କେନ୍ଦ୍ର ସରକାର ସରକାରୀ କର୍ମଚାରୀଙ୍କୁ ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ(ଆର୍ଏସ୍ଏସ୍)ର କାର୍ଯ୍ୟକଳାପରେ ଅଂଶଗହଣ କରିବା ଉପରେ ପ୍ରତିବନ୍ଧକ ଲଗାଇଥିଲେ। କଂଗ୍ରେସ ପ୍ରଥମେ ଏହି କଥା କରିଥିଲା। ବର୍ତ୍ତମାନ ଏହି ପ୍ରସଙ୍ଗରେ ଏଆଇଏମ୍ଆଇଏମ୍ର ମୁଖ୍ୟ ଅସ୍ଦୁଦ୍ଦିନ ଓଓ୍ବାଇସି କହିଛନ୍ତି, ଯଦି କୌଣସି…
କେମିତି ହେବ ଆଗାମୀ ବଜେଟ୍: ପ୍ରଧାନମନ୍ତ୍ରୀ ମୋଦି କଲେ ଖୁଲାସା
ନୂଆଦିଲ୍ଲୀ,୨୨।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବଜେଟ ଅଧିବେଶନ ପୂର୍ବରୁ ଦେଶକୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ବଜେଟ୍କୁ ନେଇ ପ୍ରଧାନମନ୍ତ୍ରୀ ନିଜ ମତ ପ୍ରକାଶ କରିଛନ୍ତି। ମୋଦି କହିଛନ୍ତି, ଆସନ୍ତାକାଲି ଆମେ ଉପସ୍ଥାପନ କରୁଥିବା ବଜେଟ ଅମୃତକାଳର ଏକ ଗୁରୁତ୍ୱପୂର୍ଣ୍ଣ ବଜେଟ।…
ବଜେଟ୍ ଅଧିବେଶନ ପୂର୍ବରୁ ବିରୋଧୀଙ୍କୁ ଏମିତି ଅପିଲ୍ କଲେ ମୋଦି: ତରଳି ଯିବ ହୃଦୟ
ନୂଆଦିଲ୍ଲୀ,୨୨।୭: ବଜେଟ ଅଧିବେଶନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶକୁ ସମ୍ବୋଧିତ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଆଜି ଶ୍ରାବଣର ପ୍ରଥମ ସୋମବାର। ଏହି ଶୁଭ ଦିନରେ ଏକ ଗୁରୁତ୍ୱପୂର୍ଣ୍ଣ ଅଧିବେଶନ ଆରମ୍ଭ ହେଉଛି। ମୁଁ ଶ୍ରାବଣର ପ୍ରଥମ ସୋମବାରରେ ଦେଶବାସୀଙ୍କୁ ଶୁଭେଚ୍ଛା…
ମୁଁ ଗୁରୁତ୍ୱପୂର୍ଣ୍ଣ ନୁହେଁ: କାହିଁକି ଏମିତି କହିଲେ ଗୌତମ ଗମ୍ଭୀର
ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ଏବଂ ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକରଙ୍କ ସୋମବାର ଏକ ସାମ୍ବାଦିକ ସମ୍ମିଳନୀ କରିଛନ୍ତି। ଏହି ସାମ୍ବାଦିକ ସମ୍ମିଳନୀରେ ଗମ୍ଭୀର ଏବଂ ଅଗରକର ଅନେକ ପ୍ରଶ୍ନର ଉତ୍ତର ଦେଇଛନ୍ତି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ…
ନିର୍ଦ୍ଦେଶ ସତ୍ତ୍ୱେ ଗୀତାଞ୍ଜଳିଙ୍କୁ ଦିଆଯାଉନି ନିଯୁକ୍ତି: ପରିବାର ସହିତ ସାମୂହିକ ଆତ୍ମାହୂତି ଦେବାକୁ ରାଷ୍ଟ୍ରପତିଙ୍କୁ ଲେଖିଲେ ଚିଠି
ଅମରପାଲି,୨୨ା୭(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢି ଗ୍ରାମର ଗୀତାଞ୍ଜଳି ସାହୁଙ୍କୁ କୋର୍ଟ ଆଦେଶ ଦେଇଥିଲେ ମଧ୍ୟ ନିଯୁକ୍ତି ଦିଆଯାଉନାହିଁ। ଏହି କାରଣରୁ ସେ ପରିବାର ସହିତ ଆତ୍ମାହୂତି ଦେବାକୁ ରାଷ୍ଟ୍ରପତିଙ୍କୁ ଚିଠି ଲେଖିଛନ୍ତି। ଅଭିଯୋଗ ଅନୁସାରେ ମୁର୍ଷୁଣ୍ଢି ଗ୍ରାମର…

