Home

ହଠାତ୍‌ ନବୀନ ନିବାସରେ ପହଞ୍ଚିଲେ ମୋହନ ମାଝି: ଏହି କାମ ପାଇଁ କଲେ ନିମନ୍ତ୍ରଣ

ଭୁବନେଶ୍ୱର,୨୧।୭:ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ରବିବାରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ନବୀନ ନିବାସ ଯାଇ ସର୍ବଦଳୀୟ ବୈଠକରେ ଯୋଗଦେବାକୁ ସେ ତାଙ୍କୁ ନିମନ୍ତ୍ରଣ କରିଛନ୍ତି। ସାକ୍ଷାତ ପରେ ନବୀନଙ୍କୁ ବିଧାନସଭାକୁ ସବୁଦିନ ଆସିବା ପାଇଁ ମୁଖ୍ୟମନ୍ତ୍ରୀ ପ୍ରସ୍ତାବ…

‘ହାର୍ଦ୍ଦିକ ଏଭଳି କିଛି ଖରାପ କାମ କରିନାହାନ୍ତି…’ ବୋର୍ଡ ନିଷ୍ପତ୍ତିକୁ ନେଇ ଏଭଳି କହିଲେ…

ନୂଆଦିଲ୍ଲୀ,୨୧।୭: ଶ୍ରୀଲଙ୍କା ସିରିଜ ଲାଗି ଟିମ୍‌ ଇଣ୍ଡିଆ ଟି୨୦ ଅଧିନାୟକ ପଦରୁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ହଟାଇ ସୂର୍ଯ୍ୟକୁମାର ଯାଦବଙ୍କୁ ଦାୟିତ୍ୱ ଦିଆଯାଇଛି। ଏପରିକି ଉପଅଧିନାୟକ ଭାବେ ଶୁଭମନ ଗିଲଙ୍କୁ ସାମିଲ କରାଯାଇଛି। ଏନେଇ ଘୋଷଣା ହେବା ପରଠାରୁ ଅନେକ ପୂର୍ବତନ କ୍ରିକେଟର…

ପଞ୍ଚଭୂତରେ ବିଲୀନ ହେଲେ କମଳା ପୂଜାରୀ

ଜୟପୁର,୨୧।୭: ବିଶିଷ୍ଟ ଜୈବିକ କୃଷିବିତ୍‌ ପଦ୍ମଶ୍ରୀ କମଳା ପୂଜାରୀଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଜନ୍ମମାଟି ପାତ୍ରପୁର ଗାଁ ଶ୍ମଶାନରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ତାଙ୍କର ଶେଷକୃତ୍ୟ ହୋଇଛି। ତାଙ୍କ ସାନ ପୁଅ ଟଙ୍କଧର ପୂଜାରୀ ମୁଖାଗ୍ନି ଦେଇଛନ୍ତି। ଜିଲାପାଳ, ଏସ୍‌ପି ସେଠାରେ…

ଘରେ ସ୍ତ୍ରୀ-ପିଲାଛୁଆ ଅଛନ୍ତି…ଇଂଲଣ୍ଡର ବୋଲରଙ୍କୁ କାହିଁକି ଏମିତି କହିଲେ ଓ୍ବେଷ୍ଟଇଣ୍ଡିଜ୍‌ ବ୍ୟାଟ୍ସମ୍ୟାନ୍‌

ନଟିଂହାମ,୨୧।୭:ଇଂଲଣ୍ଡ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ଦ୍ୱିତୀୟ ମ୍ୟାଚ ନଟିଂହାମରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଇଂଲଣ୍ଡର ଦ୍ରୁତ ବୋଲର ମାର୍କ ଉଡ୍‌ ବୋଲିଂ ପେସ୍‌ ସହିତ ହଇଚଇ ସୃଷ୍ଟି କରୁଥିବା ଦେଖିବାକୁ ମିଳିଛି। ଏହି ମ୍ୟାଚରେ…

କମିଲା ପେଟ୍ରୋଲ-ଡିଜେଲ ଦର, ଜାଣନ୍ତୁ ଆପଣଙ୍କ ସହରର ନୂଆ ରେଟ୍‌…

ନୂଆଦିଲ୍ଲୀ,୨୧।୭: ତୈଳ କମ୍ପାନୀ ପକ୍ଷରୁ ରବିବାର ପେଟ୍ରୋଲ ଏବଂ ଡିଜେଲ ଦର ଜାରି କରାଯାଇଛି। ଏଥିରେ କୌଣସି ପରିବର୍ତ୍ତନ ହୋଇ ନ ଥିଲେ ବି କିଛି ରାଜ୍ୟରେ ଟ୍ୟାକ୍ସ କମିବା ଏବଂ ବଢ଼ିବା ଯୋଗୁ କିଛି ପ୍ରମୁଖ ସହରରେ ତୈଳ ଦରରେ…

ଦିନକରେ ନିଷ୍ପତ୍ତି ବଦଳାଇଲେ ମୋହନ ସରକାର: କାଲି ଘୋଷଣା, ଆଜି ଓହରିଲେ

ଭୁବନେଶ୍ୱର,୨୧।୭: ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାରର ନାମ ବଦଳାଇ ଦେବାର ଗୋଟିଏ ଦିନ ପରେ ୟୁ-ଟର୍ନ ନେଇଛନ୍ତି ରାଜ୍ୟ ସରକାର। ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ନାଁ ପରିବର୍ତ୍ତନ ହେବନି । ପୂର୍ବ ପରି ବିଜୁ ପଟ୍ଟନାୟକଙ୍କ ନାମରେ କ୍ରୀଡ଼ା ପୁରସ୍କାର…

ଆଇସିସି ଉପରେ ରାଗିକି ନିଆଁବାଣ ପାକିସ୍ତାନ: ସଫାସଫା କହିଦେଲା ଏମିତି

ଇସଲାମାବାଦ୍‌,୨୧।୭: ଚାମ୍ପିଅନ୍ସ ଟ୍ରଫି ୨୦୨୫ ପାକିସ୍ତାନରେ ଆୟୋଜିତ ହେବ ଜିଦ୍‌ ଧରି ବସିଛନ୍ତି ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ଅଧ୍ୟକ୍ଷ ମୋହସିନ ରଜା ନକଭି। ଚାମ୍ପିୟନ ଟ୍ରଫି ପାଇଁ କୌଣସି ହାଇବ୍ରିଡ ମଡେଲକୁ ବିଚାର କରାଯିବ ନାହିଁ ବୋଲି ନକଭି ଆଇସିସିକୁ…

ଧମକ ଦେଲା ପାକିସ୍ତାନ: ଭାରତ ବିନା ଖେଳିବୁ ଚାମ୍ପିୟନ୍ସ ଟ୍ରଫି

ଇସଲାମାବାଦ୍‌,୨୧।୭: ଚାମ୍ପିଅନ୍ସ ଟ୍ରଫି ୨୦୨୫ ଆୟୋଜନକୁ ନେଇ ଏବେ ବି ଦ୍ୱନ୍ଦ୍ୱ ଲାଗିରହିଛି। ପାକିସ୍ତାନ ଏହି ଟୁର୍ନାମେଣ୍ଟ ଆୟୋଜନ କରୁଛି, କିନ୍ତୁ ଟିମ ଇଣ୍ଡିଆ ଆଇସିସି ଟୁର୍ନାମେଣ୍ଟ ପାଇଁ ପାକିସ୍ତାନ ଗସ୍ତ କରିବାକୁ ପ୍ରସ୍ତୁତ ନୁହେଁ। ୨୦୨୩ରେ ଖେଳାଯାଇଥିବା ଏସିଆ କପରେ…

ଗୋଟିଏ ଫୋନ କଲ୍‌ ବଦଳାଇଦେଲା ଭାଗ୍ୟ: ମିଳିଲା ଅଲମ୍ପିକ୍‌ ଟିକେଟ୍‌

ନୂଆଦିଲ୍ଲୀ,୨୧।୭: ପ୍ୟାରିସ ଅଲିମ୍ପିକ୍ସ ୨୦୨୪ ଜୁଲାଇ ୨୬ରୁ ଆରମ୍ଭ ହେବାକୁ ଯାଉଛି। ଭାରତୀୟ ଆଥଲେଟ୍‌ମାନେ ସେମାନଙ୍କ ପ୍ରସ୍ତୁତିରେ ବ୍ୟସ୍ତ ଅଛନ୍ତି। ଅଲିମ୍ପିକ୍ସ ୨୦୨୪ରେ ଭାରତୀୟ କୁସ୍ତି ଦଳରେ ସମୁଦାୟ ୬ ଜଣ ରେସଲର ଅଛନ୍ତି। ସେଥିମଧ୍ୟରୁ କେବଳ ଜଣେ ପୁରୁଷ ରେସଲର…

ହାର୍ଦ୍ଦିକଙ୍କୁ ମିଳିଗଲା ନୂଆ ଜୀବନସାଥୀ: ଏହି ଅଭିନେତ୍ରୀଙ୍କୁ କଲେ ଫଲୋ

ମୁମ୍ବାଇ,୨୧।୭: ଟି-୨୦ ବିଶ୍ୱକପ ୨୦୨୪ର ବିଜୟ ପରେ ଭାରତୀୟ କ୍ରିକେଟର୍‌ ହାର୍ଦ୍ଦିକ ପାଣ୍ଡ୍ୟା ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଅଛନ୍ତି। ସେ ସ୍ତ୍ରୀ ନତାଶା ଷ୍ଟାନକୋଭିକ ଅଲଗା ହୋଇଛନ୍ତି। ନତାଶାଙ୍କଠାରୁ ଅଲଗା ହେବା ପରେ ପାଣ୍ଡ୍ୟା ବର୍ତ୍ତମାନ ଅନ୍ୟ ଜଣେ ଅଭିନେତ୍ରୀଙ୍କ…

ବର୍ଷାରେ ଭିଜିଲା ଏକାଧିକ ମୃତଦେହ

କଟକ,୨୧ା୭(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲରେ ଅନେକ ଅବ୍ୟବସ୍ଥା ରହିଛି। ବିଭିନ୍ନ ପରୀକ୍ଷା ପାଇଁ ଲୋକମାନେ ଏଠାକୁ ଆସି ଅସୁବିଧାର ସମ୍ମୁଖୀନ ହେଉଥିବାବେଳେ ଚିକିତ୍ସା ସେବା ବାଧାପ୍ରାପ୍ତ ହେଉଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା ମେଡିକାଲର ମୃତଦେହ ସଂରକ୍ଷଣ ଗୃହ ସମ୍ମୁଖରେ ବ୍ୟବଚ୍ଛେଦ…

ବଦଳିବ ନାକ୍‌ ମାନ୍ୟତା ବ୍ୟବସ୍ଥା

ଭୁବନେଶ୍ୱର, ୨୧ା୭(ଅସମାପିକା ସାହୁ): ଆସେସ୍‌ମେଣ୍ଟ ଆଣ୍ଡ୍‌ ଆକ୍ରିଡେଶନ୍‌ କାଉନ୍‌ସିଲ(ନାକ୍‌) ମାନ୍ୟତାରେ ପରିବର୍ତ୍ତନ ହେବ। ଗ୍ରେଡେଶନ୍‌ ବ୍ୟବସ୍ଥା ଆଉ ରହିବନି। ଏହା ବଦଳରେ ବାଇନାରୀ ଆକ୍ରିଡେଶନ୍‌ ବ୍ୟବସ୍ଥା ପ୍ରଚଳନ କରାଯିବ। ଅର୍ଥାତ୍‌ ପୂର୍ବରୁ ପ୍ରଦାନ କରାଯାଉଥିବା ବିଭିନ୍ନ ଗ୍ରେଡ୍‌ ବଦଳରେ ଏବେ କେବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?