Home

ଜୋତା ଲୁଚାରେ ଏତିକି ଟଙ୍କା ଦେଇଥିଲେ ହାର୍ଦ୍ଦିକ ପାଣ୍ଡ୍ୟା, ଜାଣିଲେ ଉଡିଯିବ ହୋଶ୍‌: ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୧୯।୭: ଟିମ ଇଣ୍ଡିଆର ତାରକା ଖେଳାଳି ହାର୍ଦ୍ଦିକ ପାଣ୍ଡ୍ୟା ବର୍ତ୍ତମାନ ଏକ ଖରାପ ସମୟ ଦେଇ ଗତି କରୁଛନ୍ତି। ତାଙ୍କ ସ୍ତ୍ରୀ ନତାଶା ଷ୍ଟାନକୋଭିକଙ୍କ ସହ ତାଙ୍କର ଛାଡପତ୍ର ହୋଇଛି। ଏନେଇ ଉଭୟ ସୋସିଆଲ ମିଡିଆ ମାଧ୍ୟମରେ ଜଣାଇଛନ୍ତି। ହାର୍ଦ୍ଦିକ ୨୦୨୦ରେ…

ରୁଷିଆରେ ଜରୁରୀ ଅବତରଣ କଲା ଏୟାର ଇଣ୍ଡିଆ ବିମାନ

ମସ୍କୋ,୧୯ା୭: ରୁଷିଆରେ ଏୟାର ଇଣ୍ଡିଆ ବିମାନର ଜରୁରୀ ଅବତରଣ କରିଛି। ଦିଲ୍ଲୀରୁ ସାନ୍‌ ଫ୍ରାନ୍‌ସିସ୍କୋ ଯାଉଥିବା ବେଳେ ବିମାନରେ ଯାନ୍ତ୍ରିକ ତ୍ରୁଟି ଯୋଗୁ ରୁଷିଆର କ୍ରାସ୍ନୋୟାର୍ସ୍କ ଅନ୍ତର୍ଜାତୀୟ ବିମାନବନ୍ଦରରେ ଏଆଇ-୧୮୩ ବିମାନ ଅବତରଣ କରିଥିଲା। ଏନେଇ ସୋସିଆଲ ମିଡିଆ ‘ଏକ୍ସ’ରେ ଏୟାର…

ବଞ୍ଚିବା ପାଇଁ ରାହା ଖୋଜୁଛନ୍ତି ଭାଗ୍ୟଧର

ଡେରାବିଶ,୧୯ା୭ (ବେବର୍ତ୍ତା ଅଜୟ ଦାସ): ରାଜମିସ୍ତ୍ରି ଭାବେ କାର୍ଯ୍ୟ କରି ବିଭିନ୍ନ ଲୋକଙ୍କ ଘରକୁ ନିର୍ମାଣ କରିବା ସହ ନୂତନ ଘରେ ବସବାସ ପାଇଁ ସୁଯୋଗ ସୃଷ୍ଟି କରୁଥିଲେ। ମାତ୍ର ହଠାତ୍‌ ସ୍ବାସ୍ଥ୍ୟଗତ କାରଣରୁ ନିଜ ଘର ଏବେ ଉଜୁଡି ଯିବାକୁ…

ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ୍‌, କୋରାପୁଟ-ସୁନାବେଡ଼ା ଜାତୀୟ ରାଜପଥରେ ଗାଡ଼ି ଚଳାଚଳ ବନ୍ଦ

କୋରାପୁଟ/ଡୁମୁରିପୁଟ,୧୯ା୭(ଅମିତାଭ ବେହେରା/ସନ୍ତୋଷ ପାତ୍ର): ଶୁକ୍ରବାର ସକାଳେ ବିଶାଖାପାଟଣାରୁ କୋରାପୁଟ ଆସୁଥିବା ଏକ ସିମେଣ୍ଟ ବୋଝଇ ଟ୍ରକ୍‌ ଭାରସାମ୍ୟ ହରାଇ ଡୁମୁରିପୁଟ ନିକଟ ୨୬ ନଂ ଜାତୀୟ ରାଜପଥ ଉପରେ ଓଲଟି ପଡ଼ିଛି। ଫଳରେ କୋରାପୁଟ – ସୁନାବେଡ଼ା ମଧ୍ୟରେ ଗାଡ଼ି ଚଳାଚଳ…

ଭଗବାନ ମୋ ସହ ଅଛନ୍ତି….ଆକ୍ରମଣ ପରେ ପ୍ରଥମଥର ମୁହଁ ଖୋଲିଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୧୯।୭: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କ ଉପରେ ହୋଇଥିବା ମରଣାନ୍ତକ ଆକ୍ରମଣ ପରେ ପ୍ରଥମ ଥର ପାଇଁ ଜନତାଙ୍କୁ ସମ୍ବୋଧିତ କରିଛନ୍ତି। ନଭେମ୍ବରରେ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନରେ ସେ ଏକ ଜବରଦସ୍ତ ବିଜୟ ହାସଲ କରିବେ ବୋଲି…

ବସ୍‌କୁ ସାଇଡ୍‌ ଦେବା ବେଳେ ଓଲଟି ପଡ଼ିଲା ବାଲି ବୋଝେଇ ଟ୍ରକ୍‌

ନୀଳଗିରି,୧୯ା୭(ପ୍ରଶାନ୍ତ କୁମାର ବିଶ୍ୱାଳ): ନୀଳଗିରି ଥାନା ଶେରଗଡ଼ ଝରଣାଘାଟି ୧୯ନଂ ରାଜ୍ୟ ରାଜପଥ ରାସ୍ତାର ୧୧ ନମ୍ବର ପୋଲ ଭାଲୁକାଶୁଣି ଛକ ନିକଟରେ ଶୁକ୍ରବାର ସକାଳେ ବାଲି ବୋଝେଇ ଟ୍ରକ୍‌ ଏକ ବସ୍‌କୁ ସାଇଡ୍‌ ଦେବାକୁ ଯାଇ ଭାରସାମ୍ୟ ହରାଇ ଓଲଟି…

ଆମେରିକା ରାଷ୍ଟ୍ରପତିଙ୍କ ଶତ୍ରୁ ସାଜିଲେ ବନ୍ଧୁ ଓବାମା

ଓ୍ବାଶିଂଟନ୍‌,୧୯।୭: ଆମେରିକାର ରାଷ୍ଟ୍ରପତି ନିର୍ବାଚନରେ ଜୋ ବାଇଡେନଙ୍କ ପ୍ରାର୍ଥୀତ୍ୱକୁ ନେଇ ପ୍ରଶ୍ନ ବଢୁଛି। ୱାଶିଂଟନ ପୋଷ୍ଟ ଅନୁଯାୟୀ, ଆମେରିକାର ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମା ମଧ୍ୟ ବାଇଡେନଙ୍କ ଦାବି ଉପରେ ପ୍ରଶ୍ନ ଉଠାଇଛନ୍ତି। ଓବାମା ତାଙ୍କ ସହାୟକମାନଙ୍କୁ କହିଛନ୍ତି, ବାଇଡେନ ନିଜେ…

ସୁଧୁରୁନି ସହରର ପରିମଳ ବ୍ୟବସ୍ଥା

ଖୋର୍ଦ୍ଧା,୧୯ା୭(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ସହରର ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଡ୍ରେନ୍‌ ସଫା ନ ହେବା ଫଳରେ ପୋତିହୋଇଗଲାଣି। ଅଧିକାଂଶ ଡ୍ରେନ୍‌ ପଥର ଖସି ଭୁଶୁଡ଼ିପଡ଼ିଲାଣି। ଡ୍ରେନ୍‌ ପୋତିହୋଇପଡ଼ିଥିବା ବେଳେ ଅଳିଆ ଆବର୍ଜନା ଜମିରହି ପଚି ଦୁର୍ଗନ୍ଧ ହେଉଛି। ଫଳରେ ମଶା,…

ଭୁବନ ଏନ୍‌ଏସିରେ ହାତୀ ଆତଙ୍କ, ଜନସାଧାରଣ ଭୟଭୀତ

ଭୁବନ,୧୯ା୭(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସି ଅରାସାହିରେ ଗୋଟିକିଆ ହାତୀ ଆତଙ୍କ ସୃଷ୍ଟି କରିଛି। ହାତୀଟି ଭୁବନ ଏନ୍‌ଏସି ଚିନ୍ତା ପୋଖରୀ ରାସ୍ତା ଦେଇ ଗ୍ରାମର ବିଭିନ୍ନ ସାହିରେ ବୁଲି ରାତି ୩ଟା ସମୟରେ ୬ ନମ୍ବର ଓ୍ବାର୍ଡରେ…

ପିଏମ୍‌ କିଷାନ ନିଧି ଯୋଜନାରେ ୭୫ଲକ୍ଷ ଚାଷୀଙ୍କୁ ସାମିଲ କରାଯାଉ: କଂଗ୍ରେସ

ଭୁବନେଶ୍ୱର, ୧୯।୭(ସୁନିତ୍‌ ମିଶ୍ର):ନିକଟରେ ରାଜ୍ୟ ସରକାର ପିଏମ୍‌ କିଷାନ ନିଧି ଯୋଜନାରେ ଅଧିକ ୬ଲକ୍ଷ ଚାଷୀଙ୍କୁ ସାମିଲ କରିବା ପାଇଁ ବ୍ୟବସ୍ଥା କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜୁନ୍‌ ୧୮ରେ ବରଗଡ଼ରେ ପିଏମ୍‌ କିଷାନର ୧୭ତମ କିସ୍ତି ବଣ୍ଟନ ଉତ୍ସବରେ…

ଶ୍ରୀୟାସ୍ମିତାଙ୍କ ଉପରୁ ନିଲମ୍ବନ ଆଦେଶ ପ୍ରତ୍ୟାହୃତ

ଭୁବନେଶ୍ୱର, ୧୯।୭(ସୁନିତ୍‌ ମିଶ୍ର):କଂଗ୍ରେସ ନେତ୍ରୀ ଶ୍ରୀୟାସ୍ମିତା ପଣ୍ଡାଙ୍କ ବିରୋଧରେ ଲାଗିଥିବା ନିଲମ୍ବନ ଆଦେଶକୁ ଗୁରୁବାର ପ୍ରତ୍ୟାହାର କରିନିଆଯାଇଛି। ଶ୍ରୀୟାସ୍ମିତାଙ୍କ ଅନୁରୋଧ ଏବଂ ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ଶରତ ପଟ୍ଟନାୟକଙ୍କ ଆବେଦନକ୍ରମେ ଦଳର ହାଇକମାଣ୍ଡ ଏହି ନିଲମ୍ବନ ଆଦେଶ ପ୍ରତ୍ୟାହାର କରିନେଇଥିବା…

ନବୀନ ପଟ୍ଟନାୟକଙ୍କ ବିରୋଧରେ ଏତଲା

ଭୁବନେଶ୍ୱର,୧୯ା୭(ସତ୍ୟଜିତ୍‌ ରାଉତ):ନିଖିଳ ଓଡ଼ିଶା ଠିକାଦାର ମହାସଂଘକୁ ବିଜେଡି ସରକାର ଧୋକା ଦେଇଥିବା ଅଭିଯୋଗ ହୋଇଛି। ଦୀର୍ଘ ୨୫ବର୍ଷ ହେବ ଓଡ଼ିଶାର କାମକୁ ଅନ୍ୟ ରାଜ୍ୟର ଠିକାଦାରମାନଙ୍କୁ ଦେଇ ଓଡ଼ିଶାର ଠିକାଦାରମାନଙ୍କ ସହ ଛଳନା କରାଯାଇଥିବା ଠିକାଦାର ସଂଘ ପକ୍ଷରୁ ଅଭିଯୋଗ ଆଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?