ସ୍ତ୍ରୀଙ୍କୁ ଉପମୁଖ୍ୟମନ୍ତ୍ରୀ ପଦ ମିଳିବା ପରେ କାନ୍ଦିଲେ ସ୍ବାମୀ, କହିଦେଲେ ମନର କଥା
ଭୁବନେଶ୍ୱର,୧୨।୬: ନିମାପଡ଼ା ମାଟିର ବୋହୂ ତଥା ନିମାପଡ଼ା ନିର୍ବାଚନମଣ୍ଡଳୀର ପ୍ରଥମ ମହିଳା ବିଧାୟିକା ପ୍ରଭାତୀ ପରିଡ଼ା ରାଜ୍ୟର ନୂତନ ଭାଜପା ସରକାରରେ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଛନ୍ତି। ଏଥିସହ ସେ ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ହେବାର ସୌଭାଗ୍ୟ ଅର୍ଜନ କରିବେ।…
ଉପେନ୍ଦ୍ର ଦ୍ବିବେଦୀ ହେଲେ ନୂଆ ସ୍ଥଳସେନା ମୁଖ୍ୟ
ନୂଆଦିଲ୍ଲୀ,୧୨।୬: ନୂଆ ସ୍ଥଳସେନା ମୁଖ୍ୟ ଭାବେ ନିଯୁକ୍ତି ପାଇଛନ୍ତି ଲେଫ୍ଟନାଣ୍ଟ ଜେନେରାଲ ଉପେନ୍ଦ୍ର ଦ୍ବିବେଦୀ। ସେ ଏବେ ସ୍ଥଳସେନା ମୁଖ୍ୟ ଭାବେ କାର୍ଯ୍ୟ କରୁଥିବା ଜେନରାଲ ମନୋଜ ପାଣ୍ଡେଙ୍କ ସ୍ଥାନ ନେବେ। ମନୋଜଙ୍କ କାର୍ଯ୍ୟକାଳ ଆସନ୍ତା ୩୦ ରେ ଶେଷ ହେଉଛି।…
ସେନା କ୍ୟାମ୍ପ୍ ଉପରେ ଆତଙ୍କବାଦୀ ଆକ୍ରମଣ
ଶ୍ରୀନଗର,୧୨।୬: ଆତଙ୍କବାଦୀମାନେ ଜମ୍ମୁ ଡିଭିଜନର ଛତ୍ରଗାଲାନରେ ସେନା ଏବଂ ପୋଲିସର ମିଳିତ ବ୍ଲକକୁ ଟାର୍ଗେଟ କରିଥିଲେ। ଆତଙ୍କବାଦୀମାନେ ନିର୍ଦ୍ଦିଷ୍ଟ ଭାବେ ଗୁଳି ଚଳାଇଥିଲେ। ସୁରକ୍ଷା ବାହିନୀର ପ୍ରତିଶୋଧ ପରାୟଣ ହେତୁ ଏନକାଉଣ୍ଟର ଆରମ୍ଭ ହୋଇଥିଲା। ଏହି ଆକ୍ରମଣରେ ପାଞ୍ଚ ସେନା ସୈନିକ…
କାହିଁକି ମୋହନଙ୍କୁ ମୁଖ୍ୟମନ୍ତ୍ରୀ ବାଛିଲା ଭାଜପା, ସାମ୍ନାକୁ ଆସିଲା ଏହି ବଡ଼ କାରଣ
ଭୁବନେଶ୍ୱର,୧୨।୬: ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ହେବେ ମୋହନ ମାଝି। ସେ ଆଜି ବିଧିବଦ୍ଧ ଭାବେ ଶପଥ ନେବେ। ମଙ୍ଗଳବାର ମୁଖ୍ୟମନ୍ତ୍ରୀ ଭାବେ ମୋହନଙ୍କ ନାଁ ଘୋଷଣା ହେବା ପରେ ଚର୍ଚ୍ଚା ହେଉଛି କି ଭାଜପା କାହିଁକି ମୋହନଙ୍କୁ ମୁଖ୍ୟମନ୍ତ୍ରୀ ଚେହେରା ବାଝିଲା।…
ଶପଥ ପୂର୍ବରୁ ବଡ଼ ପ୍ରତିଶ୍ରୁତି ଦେଲେ ମୋହନ ମାଝି
ଭୁବନେଶ୍ୱର,୧୨।୬: ଆଜିଠାରୁ ଓଡ଼ିଶାରେ ଭାଜପା ସରକାର ଆରମ୍ଭ ହେବାକୁ ଯାଉଛି। ମୋହନ ମାଝି ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେବାର କାର୍ଯ୍ୟକ୍ରମ ରହିଛି। ଶପଥ ନେବା ପୂର୍ବରୁ ମୋହନ ଗୋପବନ୍ଧୁ ଛକରେ ବରପୁତ୍ରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଛନ୍ତି। ଏହି ସମୟରେ…
ବନ୍ଧୁକ ରଖିବା ଅପରାଧରେ ବାଇଡେନ୍ଙ୍କ ପୁଅ ଦୋଷୀ
ଓ୍ବାଶିଂଟନ,୧୨ା୬:ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ଙ୍କ ପୁଅ ହଣ୍ଟର ବାଇଡେନ୍ ବେଆଇନ ଭାବେ ବନ୍ଧୁକ ରଖିବା ମାମଲାରେ ମଙ୍ଗଳବାର ଦୋଷୀସାବ୍ୟସ୍ତ ହୋଇଛନ୍ତି। ଓ୍ବିଲମିଙ୍ଗଟନ୍ ଫେଡେରାଲ କୋର୍ଟର ଜୁରୀ ତାଙ୍କୁ ସମସ୍ତ ୩ ଅଭିଯୋଗରେ ଦୋଷୀସାବ୍ୟସ୍ତ କରିଥିବାରୁ ସେ ୨୫ ବର୍ଷ ଜେଲଦଣ୍ଡର ସମ୍ମୁଖୀନ…
ଆସିଲା ଟ୍ରାଫିକ୍ କଟକଣା: ସକାଳ ୯ରୁ ସନ୍ଧ୍ୟା ୭ଟା ଜୟଦେବ ବିହାର-ନାଲ୍କୋ ଛକ ରାସ୍ତା ବନ୍ଦ
ଭୁବନେଶ୍ୱର,୧୨ା୬(ସତ୍ୟଜିତ୍ ରାଉତ):ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ ପାଇଁ କମିଶନରେଟ୍ ପୋଲିସ ପକ୍ଷରୁ ଟ୍ରାଫିକ୍ କଟକଣା ଲାଗୁ କରାଯାଇଛି। ଗାଡି ପାର୍କିଂ ଓ ଜନସାଧାରଣ ଯାତାୟାତ ପାଇଁ ନିର୍ଦ୍ଦେଶାବଳୀ ଜାରି କରାଯାଇଛି। ବୁଧବାର ସକାଳ ୯ରୁ ସା ୭ଟା ଯାଏ…
କଟକରେ ନିର୍ବାଚନୀ ସଙ୍ଗୀତ ପ୍ରସ୍ତୁତି କରିଥିଲେ ମୋହନ
କଟକ, ୧୨ା୬(ଶିଳ୍ପା ପ୍ରିୟଦର୍ଶିନୀ):କେନ୍ଦୁଝରର ବିଧାୟକ ମୋହନ ଚରଣ ମାଝିଙ୍କୁ ଓଡ଼ିଶାର ମୁଖ୍ୟମନ୍ତ୍ରୀ କରାଯିବା ପାଇଁ ସର୍ବସମ୍ମତିକ୍ରମେ ନିଷ୍ପତ୍ତି ହୋଇଛି। ବୁଧବାର ବିଧିବଦ୍ଧ ଭାବେ ସେ ଶପଥ ଗ୍ରହଣ କରିବେ। ଏଥିପାଇଁ ରାଜ୍ୟର କୋଣ ଅନୁକୋଣରୁ ତାଙ୍କୁ ଶୁଭେଚ୍ଛାର ସୁଅ ଛୁଟୁଛି। ଇତିମଧ୍ୟରେ…
ପାଣ୍ଡିଆନ୍ ଗଲାପରେ ଲଣ୍ଡା ହେଲେ ଗାଁ ସାଥୀ ସଂଘର ସଭାପତି
ଭୁବନେଶ୍ୱର,୧୨।୬(ଅନୁରାଧା ମହାରଣା):ସାଧାରଣ ନିର୍ବାଚନରେ ଓଡ଼ିଶାରେ ଭାଜପା ବହୁମତ ଲାଭ କରିବା ସହ ସରକାର ଗଠନ କରିବାକୁ ଯାଉଛି। ମଙ୍ଗଳବାର ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀଙ୍କ ନାମ ଘୋଷଣା କରାଯାଇଥିବା ବେଳେ ବୁଧବାର ନୂଆ ସରକାରଙ୍କ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ। ତେବେ…
ଶପଥଗ୍ରହଣ ଉତ୍ସବ ପାଇଁ ୬୭ ପ୍ଲାଟୁନ୍ ଫୋର୍ସ
ଭୁବନେଶ୍ୱର,୧୨ା୬(ସତ୍ୟଜିତ୍ ରାଉତ):ଭୁବନେଶ୍ୱର ଜନତା ମଇଦାନରେ ବୁଧବାର ଓଡିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ବହୁ ଭିଭିଆଇପି ଓ ଭିଆଇପି ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏଥିପାଇଁ କମିଶନରେଟ୍ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି…
୧୪ ବଗି ଛାଡ଼ି ୨ କି.ମି. ଗଡ଼ିଲା ଇଞ୍ଜିନ
ରୂପ୍ସା, ୧୨।୬(ବାଞ୍ଛାନିଧି ଦେ):ଦକ୍ଷିଣ ପୂର୍ବ ରେଳପଥ ଖଡ଼ଗପୁର ଡିଭିଜନର ବାଲେଶ୍ୱର ଜିଲା ଅଧୀନ ଅମର୍ଦ୍ଦାରୋଡ ଷ୍ଟେଶନ ନିକଟରେ ମଙ୍ଗଳବାର ଏକ ମାଲବାହୀ ଟ୍ରେନର ଭ୍ୟାକୁମ ପାଇପ୍ ଅଚଳ ହେବାରୁ ୧୪ଟି ବଗି ଛାଡି ଇଞ୍ଜିନ ୨ କି.ମି. ଗଡ଼ିଯାଇଥିଲା। ଇଞ୍ଜିନ ସହ…
ଧୋକା ଦେଲା ମୌସୁମୀ:ଗରମ, ଗୁଳୁଗୁଳିରେ ଛଟପଟ ଓଡ଼ିଶା
ଭୁବନେଶ୍ୱର,୧୨ା୬(ଅନିଲ ଦାସ):ପ୍ରଚଣ୍ଡ ଗ୍ରୀଷ୍ମ ଓ ଗୁଳୁଗୁଳିରେ ଆଉଟୁପାଉଟୁ ହେଉଛି ସାରା ରାଜ୍ୟ। ଉପକୂଳରୁ ଉପାନ୍ତ ସବୁଠି ତାତି କରୁଛି କଲବଲ। ମନୁଷ୍ୟଠାରୁ ଆରମ୍ଭକରି ଜୀବଜନ୍ତୁ ବର୍ଷାକୁ ଚାହିଁ ରହିଛନ୍ତି। ରାଜ୍ୟର ଦକ୍ଷିଣ ଭାଗକୁ ଜୁନ୍ ୮ ତାରିଖରେ ଦକ୍ଷିଣ-ପଶ୍ଚିମ ମୌସୁମୀ ପ୍ରବେଶ…
Archives


