Home

ଉର୍ବସୀଙ୍କ ପ୍ରାଇଭେଟ୍‌ ଭିଡିଓ ଭାଇରାଲ୍‌: ବାଥ୍‌ରୁମ୍‌ରେ…

ବଲିଉଡ ଅଭିନେତ୍ରୀ ଉର୍ବସୀ ରଉତେଲା ପୁଣି ଚର୍ଚ୍ଚାକୁ ଆସିଛନ୍ତି। ଉର୍ବସୀଙ୍କ ଏକ ପ୍ରାଇଭେଟ୍‌ ଭିଡିଓ ଭାଇରାଲ ହୋଇଛି। ଏହାକୁ ନେଇ ଆଲୋଚନା ଜୋରସୋରରେ ଚାଲିଛି। ଉର୍ବଶୀଙ୍କ ଏକ ବାଥରୁମ ଭିଡିଓ ସୋସିଆଲ ମିଡିଆରେ ଲିକ ହୋଇଛି। ଏଥିରେ ସେ ତାଙ୍କ କୁର୍ତ୍ତା…

ପ୍ରାଇଭେଟ୍‌ ଚାକିରିରେ ମିଳିବ ସଂରକ୍ଷଣ, ଏମିତି ଟୁଇଟ୍‌ କରି ଡିଲିଟ୍‌ କଲେ ମୁଖ୍ୟମନ୍ତ୍ରୀ: ଆଉ ତା’ପରେ…

ବେଙ୍ଗାଲୁରୁ,୧୭।୭: କର୍ନାଟକର ଘରୋଇ କମ୍ପାନୀଗୁଡିକରେ ଗ୍ରୁପ ସି ଏବଂ ଡିରେ ସ୍ଥାନୀୟ ଲୋକଙ୍କୁ ୧୦୦% ସଂରକ୍ଷଣ ପ୍ରଦାନ ନିଷ୍ପତ୍ତି ବିବାଦ ଘେରକୁ ଆସିଛି। ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା ସୋସିଆଲ ମିଡିଆରେ ଏହି ଘୋଷଣା କରିଥିଲେ। କିନ୍ତୁ ୨୪ ଘଣ୍ଟା ମଧ୍ୟରେ ସେ ଏହି…

ସୁନାବେଶରେ ଚମକିଲେ ଚତୁର୍ଦ୍ଧାମୂର୍ତ୍ତି

ମୋରଡ଼ା,୧୭ା୭(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକର ପ୍ରସିଦ୍ଧ ଚିତ୍ରଡ଼ା ରଥଯାତ୍ରାର ବାହୁଡ଼ା ପର୍ବ ମଙ୍ଗଳବାର ଶେଷ ହୋଇଥିବା ବେଳେ ଚତୁର୍ଦ୍ଧାମୂର୍ତ୍ତି ଆଜି ଭକ୍ତଙ୍କୁ ସୁନାବେଶରେ ଦର୍ଶନ ଦେଇଛନ୍ତି। ମଧ୍ୟାହ୍ନ ଧୂପ ପରେ ସ୍ବତନ୍ତ୍ର ନୀତି ନିର୍ଘଣ୍ଟରେ ବଡ଼ଠାକୁର ବଳଭଦ୍ର, ଜଗନ୍ନାଥ…

୩୬ ଖେଳାଳିଙ୍କୁ ପଛରେ ପକାଇଲେ ଶୁଭମନ ଗିଲ, ଟପ୍‌-୪ ନିକଟତର ହେଲେ ଯଶସ୍ବୀ

ନୂଆଦିଲ୍ଲୀ,୧୭।୭: ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ୍‌(ଆଇସିସି) ପକ୍ଷରୁ ଟି୨୦ ର଼୍ୟାଙ୍କିଂ ଜାରି କରାଯାଇଛି। ନିକଟରେ ଜିମ୍ବାଓ୍ବେ ବିପକ୍ଷ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜରେ ଟିମ୍‌ ଇଣ୍ଡିଆ ୪-୧ରେ ବିଜେତା ହୋଇଛି। ଏହି ପ୍ରଦର୍ଶନ ଯୋଗୁ ଖେଳାଳିଙ୍କ ର଼୍ୟାଙ୍କିଂରେ ପରିବର୍ତ୍ତନ ହୋଇଛି। ଏହି…

ଉତ୍ତରପ୍ରଦେଶରେ ଯୋଗୀ ରହିବେ ମୁଖ୍ୟମନ୍ତ୍ରୀ, ମାତ୍ର ହେବ ଏସବୁ ପରିବର୍ତ୍ତନ

ଲକ୍ଷ୍ନୌ,୧୭ା୭: ଉତ୍ତରପ୍ରଦେଶରେ ରାଜନୈତିକ ଉଷ୍ଣତା ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଲକ୍ଷ୍ନୌରୁ ଦିଲ୍ଲୀ ପର୍ଯ୍ୟନ୍ତ ଭାଜପା ନେତାଙ୍କ ମଧ୍ୟରେ ଅନେକ ବୈଠକ ଚାଲିଛି। ଉତ୍ତରପ୍ରଦେଶ ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟ ଦିଲ୍ଲୀରେ ପହଞ୍ଚି ସନ୍ଧ୍ୟାରେ ଭାଜପା ସଭାପତି ଜେପି…

ଅଗ୍ନିବୀରଙ୍କ ପାଇଁ ବଡ଼ ଘୋଷଣା କଲେ ସରକାର

ଚଣ୍ଡିଗଡ,୧୭।୭: ହରିୟାଣାର ନାୟବ ସିଂ ସଇନି ସରକାର ଏକ ବଡ ନିଷ୍ପତ୍ତି ନେଇଛନ୍ତି। ସରକାରୀ ଚାକିରିରେ ଅଗ୍ନିବୀର କର୍ମଚାରୀଙ୍କୁ ୧୦ ପ୍ରତିଶତ ସଂରକ୍ଷଣ ମିଳିବ ବୋଲି ମୁଖ୍ୟମନ୍ତ୍ରୀ ସଇନି ଘୋଷଣା କରିଛନ୍ତି। ଗ୍ରୁପ ସିରେ ୧୦ ପ୍ରତିଶତ ସଂରକ୍ଷଣ ଦିଆଯିବ। ୫…

କାହାର ପତ୍ନୀଙ୍କ ଜନ୍ମଦିନ ଥିଲା ତ କିଏ ପିଲାଙ୍କୁ ଭେଟିବାକୁ ଗଣୁଥିଲେ ଦିନ…ଆଖି ଓଦା କରୁଛି ଡୋଡା ଶହୀଦଙ୍କ କାହାଣୀ…

ଜମ୍ମୁ,୧୭।୭: ଜମ୍ମୁ-କଶ୍ମୀରର ଡୋଡୋ ଜିଲାରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ଜଣେ ଅଧିକାରୀଙ୍କ ସହ ୫ ଯବାନ ଶହୀଦ ହୋଇଥିଲେ। ସେମାନଙ୍କ ମଧ୍ୟରୁ ଜଣେ ଥିଲେ ଯବାନ ବିଜେନ୍ଦ୍ର ସିଂ। ସେ ନିଜ ଘରକୁ କରିଥିବା ଅନ୍ତିମ କଲ୍‌ରେ ପତ୍ନୀଙ୍କୁ ଜନ୍ମଦିନ ଶୁଭେଚ୍ଛା…

ପୁଅ ବିବାହରେ ଏମିତି କ’ଣ କହିଲେ ନୀତା ଅମ୍ବାନୀ,କାନ୍ଦି ପକାଇଲେ ଲୋକେ…ଦେଖନ୍ତୁ ଭିଡିଓ

ପ୍ରତିଷ୍ଠିତ ବ୍ୟବସାୟୀ ମୁକେଶ ଅମ୍ବାନୀଙ୍କ ସାନ ପୁଅ ଅନନ୍ତ ରାଧିକା ମର୍ଚ୍ଚାଣ୍ଟକୁ ବିବାହ କରିଛନ୍ତି। ଏହି ବିବାହରେ ବଲିଉଡରୁ ଓଲିଉଡ ପର୍ଯ୍ୟନ୍ତ ସମସ୍ତ ତାରକା ଏବଂ କଳାକାରଙ୍କୁ ଦେଖିବାକୁ ମିଳିଥିଲା। ସୋସିଆଲ ମିଡିଆରେ ଅନନ୍ତ ଏବଂ ରାଧିକାଙ୍କ ବିବାହକୁ ନେଇ ଚର୍ଚ୍ଚା…

୫ ଦିନ ଯାଏ ପ୍ରବଳ ବର୍ଷିବ, ଏହି ୭ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୧୭ା୭: ଆସନ୍ତା ୫ ଦିନ ପାଇଁ ରାଜ୍ୟରେ ପ୍ରବଳ ବର୍ଷା ହେବ। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ ପାଇଛି। ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରବଳ ବର୍ଷା ହେବ। ଏନେଇ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ…

ୟୁପିରେ ହେବ ବଡ଼ ଓଲଟପାଲଟ! ମୋଦିଙ୍କୁ ଭେଟିବାକୁ ପହଞ୍ଚିଲେ ବଡ଼ ନେତା

ନୂଆଦିଲ୍ଲୀ,୧୭।୭: ଲୋକ ସଭା ନିର୍ବାଚନ ୨୦୨୪ର ଫଳାଫଳକୁ ନେଇ ନିରାଶ ହୋଇ ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ଖରାପ ପ୍ରଦର୍ଶନ ଉପରେ ସମୀକ୍ଷା ଆରମ୍ଭ କରିଛି। ଏହି ସଂପର୍କରେ ୟୁପି ରାଜ୍ୟ ସଭାପତି ଭୁପେନ୍ଦ୍ର ଚୌଧୁରୀ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ପୁଅବୋହୂଙ୍କ ମଧ୍ୟରେ ବିବାଦ ମଧ୍ୟରେ ଅମିତାଭଙ୍କୁ ଲଡ୍ଡୁ ଖୁଆଇବାକୁ ପହଞ୍ଚିଲେ ଜୟା, କ’ଣ ସବୁକିଛି…

ବମ୍ବେ: ବ୍ୟବସାୟୀ ମୁକେଶ ଅମ୍ବାନୀଙ୍କ ସାନ ପୁଅ ଅନନ୍ତ ଅମ୍ବାନୀଙ୍କ ବିବାହ ଉତ୍ସବରେ ଯୋଗ ଦେଇଥିବା ଅତିଥିମାନଙ୍କ ମଧ୍ୟରୁ ବେଶ ଚର୍ଚ୍ଚାରେ ଥିଲେ ବଚ୍ଚନ ପରିବାର। ଝିଅ ଆରାଧ୍ୟା ସହ ଐଶ୍ୱର୍ଯ୍ୟା ରାୟ ଏକାକି ପହଞ୍ଚିଥିବା ବେଳେ ଅଭିଷେକ ପରିବାର ସହ…

ରଶ୍ମିକାଙ୍କ ଉପରେ ଭାଙ୍ଗିଲା ଦୁଃଖର ପାହାଡ଼

ହାଇଦ୍ରାବାଦ: ଅଭିନେତ୍ରୀ ରଶ୍ମିକା ମନ୍ଦାନାଙ୍କ ଉପରେ ଭାଙ୍ଗିଛି ଦୁଃଖର ପାହାଡ଼। ତାଙ୍କର ପାଳିତ କୁକୁର ମେକ୍ସିର ମୃତ୍ୟୁ ହେବା ପରେ ସେ ପରିବାରର ଜଣେ ସଦସ୍ୟଙ୍କୁ ହରାଇଥିବା କହିଛନ୍ତି। ନିଜର ଇନଷ୍ଟାଗ୍ରାମ ଷ୍ଟୋରୀରେ ସେ ଏନେଇ ପ୍ରଶଂସକଙ୍କୁ ଜଣାଇଛନ୍ତି। ତାଙ୍କର ଭାବବିହ୍ବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?