Home

ନିର୍ବାଚନ ସାମଗ୍ରୀ ବିଷୟରେ ସମୀକ୍ଷାକଲେ ସିଇଓ

ଭୁବନେଶ୍ୱର, ୧୫।୩(ସୁନିତ୍‌ ମିଶ୍ର):ଓଡ଼ିଶାରେ ଆଗାମୀ ନିର୍ବାଚନର ସୁପରିଚାଳନା ପାଇଁ ମୁଖ୍ୟ ନିର୍ବାଚନ ଅଧିକାରୀ(ସିଇଓ)ଙ୍କ ପକ୍ଷରୁ ସବୁ ଜିଲାର ନିର୍ବାଚନ ସାମଗ୍ରୀ ନୋଡାଲ ଅଧିକାରୀଙ୍କ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ସିଇଓଙ୍କ କାର୍ଯ୍ୟାଳୟ ତରଫରୁ ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଡ.…

ବିଜେପୁର ଆସନ ଉପରେ ସଭିଙ୍କ ଆଖି

ବରଗଡ଼,୧୫।୩(ପ୍ରେମାନନ୍ଦ ଖମାରୀ):ମୁଖ୍ୟମନ୍ତ୍ରୀଙ୍କ ଦ୍ୱିତୀୟ ନିର୍ବାଚନମଣ୍ଡଳୀ କୁହାଯାଉଥିବା ବରଗଡ଼ ଜିଲା ବିଜେପୁର ଆସନ ପ୍ରତି ଏବେ ସଭିଙ୍କ ଆଖି ରହିଛି। ୩ ପ୍ରମୁଖ ଦଳ ବିଜେଡି, କଂଗ୍ରେସ ଓ ଭାଜପା ଏହି ଆସନ ହାତେଇବାକୁ ପ୍ରୟାସ ଜାରି ରଖିଛନ୍ତି। ଅନ୍ୟପଟେ ଭାଜପା-ବିଜେଡି ମେଣ୍ଟ…

କାହା ପାଖକୁ ଯିବ ରାଜନଗର ବିଧାନସଭା ଆସନ

ପଟ୍ଟାମୁଣ୍ଡାଇ,୧୫ା୩ (କଳ୍ପତରୁ ନାୟକ): ୨୦୨୪ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି କିଛି ମାସ ହେବ ରାଜ୍ୟର ୩ ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଏବଂ କଂଗ୍ରେସ ନିଜ ନିଜର ପ୍ରସ୍ତୁତି ଜୋର୍‌ଦାର ଚଳାଇ ଆସୁଥିଲେ। ମାତ୍ର କିଛିଦିନ ହେବ ବିଜେଡି-ଭାଜପା…

ଲୁଣାନଦୀ ଉପରେ ସେତୁ: ବ୍ଲକକୁ ୪୦ କିମି ଦୂରତା କମିବ

ମହାକାଳପଡ଼ା, ୧୫ା୩ (ପ୍ରତାପ ଚନ୍ଦ୍ର ସ୍ବାଇଁ): ଦୀର୍ଘବର୍ଷ ଧରି ଦାବି ହୋଇ ଆସୁଥିଲା, ତେରଗାଁ ସଂଲଗ୍ନ ଲୁଣାନଦୀ ଉପରେ ଏକ ସେତୁ ନିର୍ମାଣ ହେଲେ ମହାକାଳପଡ଼ା ମୁଖ୍ୟାଳୟକୁ ୪୦ କିମି ଦୂରତା କମିବ। ସାଧାରଣ ଲୋକ ବ୍ଲକକୁ ଆସିବାକୁ ହେଲେ ୪୦କିମି…

ଚିନ୍ତାଧାରା ବଦଳାଇବାକୁ ପ୍ରୟାସ

ପ୍ର- ବ୍ୟାଙ୍କିଙ୍ଗ୍‌ କ୍ଷେତ୍ରରୁ ବ୍ୟବସାୟର ଯାତ୍ରା କିଭଳି ରହିଛି? ଉ- ଦୀର୍ଘ ବର୍ଷର ବ୍ୟାଙ୍କିଙ୍ଗ୍‌ ସେବାର ଅଭିଜ୍ଞତା ଓ ନୂଆ କିଛି କରିବାର ଆଶା ସହ ବଜାର ଆବଶ୍ୟକତା ଓ ସ୍ଥାନୀୟ ଅଞ୍ଚଳର ଚାହିଦା ପୂରଣ କରିବା ଲକ୍ଷ୍ୟରେ ବ୍ୟବସାୟର ଯାତ୍ରା…

ଖଣି, ସହରାଞ୍ଚଳରେ ସର୍ବାଧିକ ଡ୍ରପ୍‌ ଆଉଟ

ଯାଜପୁର,୧୫ା୩(ହର୍ଷବର୍ଦ୍ଧନ ବେହେରା): ବହୁଳ ପ୍ରସାରିତ ସର୍ବଶିକ୍ଷା ଅଭିଯାନ ଯାଜପୁର ଜିଲାର ଖଣି ଓ ଗ୍ରାମାଞ୍ଚଳରେ ବିଫଳ ହୋଇଛି। ଖଣି ସମ୍ପଦରେ ଭରପୂର ଜିଲାର ସୁକିନ୍ଦା ଅଞ୍ଚଳରେ ୧୬୩୧ ଓ ବ୍ୟାସନଗର ପୌରପରିଷଦ ତଥା କୋରେଇ ବ୍ଲକ ଅଞ୍ଚଳରେ ୨୨୫୮ ଛାତ୍ରୀଛାତ୍ର ଅଧାରୁ…

ରୁଷିଆ ରାଷ୍ଟ୍ରପତି ନିର୍ବାଚନ ପାଇଁ ଆଜି ମତଦାନ, ପଞ୍ଚମ ଥର ପାଇଁ ଶାସନ କ୍ଷମତା ହାତେଇ ପାରନ୍ତି ପୁଟିନ

ମସ୍କୋ,୧୫।୩: ୟୁକ୍ରେନ ସହିତ ଯୁଦ୍ଧ ମଧ୍ୟରେ ପ୍ରଥମ ଥର ପାଇଁ ରୁଷିଆରେ ସାଧାରଣ ନିର୍ବାଚନ ହେବାକୁ ଯାଉଛି। ଆଜି ଅର୍ଥାତ୍‌ ଶୁକ୍ରବାର ରାଷ୍ଟ୍ରପତି ନିର୍ବାଚନ ହେବାକୁ ଯାଉଛି। ଭ୍ଲାଦିମିର ପୁଟିନ ପୁଣି ଥରେ ରାଷ୍ଟ୍ରପତି ପ୍ରାର୍ଥୀ ଭାବରେ ଛିଡା ହୋଇଛନ୍ତି। ପୁଟିନ…

ଭୁବନେଶ୍ୱରରେ ବେଦାନ୍ତୁ ଅଫ୍‌ଲାଇନ ଲର୍ନିଂ ସେଣ୍ଟର

ଭୁବନେଶ୍ୱର,୧୫।୩ (ଅଭୟ ଦାଶ):ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଅଗ୍ରଣୀ ଅନ୍‌ଲାଇନ କୋଚିଂ ସେଣ୍ଟର ‘ବେଦାନ୍ତୁ’ର ଅଫ୍‌ଲାଇନ ଲର୍ନିଂ ସେଣ୍ଟର ଭୁବନେଶ୍ୱରର ଜୟଦେବ ବିହାର ନିକଟସ୍ଥ ଆର୍‌ସିଏମ୍‌ କ୍ୟାମ୍ପସଠାରେ ଶୁଭାରମ୍ଭ ହୋଇଯାଇଛି। ଏପରିକି ୨୦୨୪ ମାର୍ଚ୍ଚ ୧୭ରେ ଉକ୍ତ ସେଣ୍ଟରର ଆନୁଷ୍ଠାନିକ…

ବ୍ରାହ୍ମଣୀ ଆଁରେ ଜୁଣଗଡି, ପଞ୍ଚୁପଲ୍ଲୀ

ରାଜନଗର, ୧୫ା୩(ଭାସ୍କର ରାଉତରାୟ): ବ୍ରାହ୍ମଣୀ ନଦୀ ଏବେ କୂଳ ଖାଇବାରେ ଲାଗିଛି। ରାଜନଗର ବ୍ଲକର ଜୁଣଗଡି ଓ ପଞ୍ଚୁପଲ୍ଲୀ ନିକଟରେ ୫ ବର୍ଷ ଧରି ପାଟ୍ଟଶାଳା ନଦୀ ପଠା ଖାଇ ରାଜନଗର-ତାଳଚୁଆ ମୁଖ୍ୟ ରାସ୍ତାକୁ ଗିଳିବା ଆରମ୍ଭ କରିଥିଲା। ଏବେ ସେହି…

ଶେୟାର ବଜାରରେ ଉତ୍ସାହ

ନୂଆଦିଲ୍ଲୀ,୧୫।୩:ଦିନକ ପରେ ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଏପରିକି ଚଳିତ ସପ୍ତାହର ୪ର୍ଥ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବୃଦ୍ଧି କରିଛନ୍ତି। ବିଶେଷ କରି ଗୁରୁବାର ବମ୍ବେ…

ତୃତୀୟ ପକ୍ଷ ୟୁପିଆଇ ଆପ୍‌ ହେବ ପେଟିଏମ୍‌

ନୂଆଦିଲ୍ଲୀ,୧୫।୩:ଦେଶର ଅଗ୍ରଣୀ ତଥା ଇ ପ୍ଲାଟ୍‌ଫର୍ମ (ଡିଜିଟାଲ) ଜରିଆରେ ଆର୍ଥିକ ସେବା ପ୍ରଦାନ କରୁଥିବା ପେଟିଏମ୍‌ ବର୍ତ୍ତମାନ ସମୟରେ ତୃତୀୟ ପକ୍ଷ ୟୁପିଆଇ ଆପ୍‌ରେ ପରିଣତ ହୋଇଛି। ଫଳରେ ପେଟିଏମ୍‌ ହିତାଧିକାରୀମାନେ ପ୍ରାଥମିକ ପର୍ଯ୍ୟାୟରେ କାରବାର ସହ ସ୍ବୀକୃତିପ୍ରାପ୍ତ ବ୍ୟାଙ୍କ ସହ…

ଉପଭୋକ୍ତା ସଚେତନ ହେବା ଜରୁରୀ

ଆଜିର ଯୁଗରେ ଗ୍ରାହକ ଅର୍ଥାତ୍‌ ଉପଭୋକ୍ତା ସଚେତନ ହେବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ପୁଞ୍ଜିବାଦର ଏହି ଯୁଗରେ ଉପଭୋକ୍ତା ପ୍ରତ୍ୟେକ ଦିଗରେ ସତର୍କ ରହିବା ଉଚିତ୍‌। ଜଣେ ଉପଭୋକ୍ତାଙ୍କୁ ଅନେକ ଅଧିକାର ଦିଆଯାଇଛି, ଯାହା ବିଷୟରେ ସମସ୍ତଙ୍କୁ ସଚେତନ ହେବା ଆବଶ୍ୟକ। ପ୍ରତିବର୍ଷ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri