୧୫ ଘରୁ କଳାକନା ବୁଲାଇଲେ ଦୁର୍ବୃତ୍ତ: ୪୦ ଲକ୍ଷ ଟଙ୍କାର ସୁନା ଗହଣା କଲେ ଲୁଟ୍
ଟେନ୍ସା,୧୪ା୭(ସମୀର କୁମାର ପାଢ଼ୀ):ସୁନ୍ଦରଗଡ଼ ଜିଲା କୋଇଡ଼ା ଥାନା ସାନଇନ୍ଦୁପୁର ରୁଙ୍ଗଟା କଲୋନୀରେ ଶୁକ୍ରବାର ବିଳମ୍ବିତ ରାତିରେ ୧୫ଟି ଘରୁ ଚୋରି ହୋଇଛି। ୪୦ ଲକ୍ଷ ଟଙ୍କାର ସୁନା ଗହଣା ଓ ୫ରୁ ୧୦ ଲକ୍ଷ ଟଙ୍କା ଦୁର୍ବୃତ୍ତ ନେଇଯାଇଥିବା ଜଣାପଡିଛି। କୋଇଡ଼ା…
ଟ୍ରମ୍ପ୍ଙ୍କୁ ଆକ୍ରମଣ ଘଟଣାକୁ ନେଇ ଏମିତି କହିଲା ରୁଷିଆ
ମସ୍କୋ,୧୪ା୭:ଆମେରିକାର ପୂର୍ବତନ ରାଷ୍ଟ୍ରପତି ତଥା ଆଗାମୀ ନିର୍ବାଚନ ପାଇଁ ରିପବ୍ଲିକାନ୍ ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ୍ ପେନ୍ସିଲ୍ଭାନିଆର ବଟଲର ସହରରେ ଏକ ପ୍ରଚାର ରାଲିକୁ ସମ୍ବୋଧନ କରୁଥିବାବେଳେ ତାଙ୍କୁ ହତ୍ୟା ଉଦ୍ୟମ ହୋଇଛି। ଜଣେ ଯୁବ ଶୁଟର ଟ୍ରମ୍ପ୍ଙ୍କୁ ଟାର୍ଗେଟ କରି ଏକାଧିକ…
ଐଶ୍ୱର୍ଯ୍ୟା-ଅଭିଷେକଙ୍କ ଛାଡପତ୍ର ଚର୍ଚ୍ଚା ମଧ୍ୟରେ ଆସିଲା ବଡ଼ ଖବର: ସମ୍ପର୍କରେ…
ଅନନ୍ତ ଅମ୍ବାନୀ ଓ ରାଧିକା ମର୍ଚାଣ୍ଟଙ୍କ ଗ୍ରାଣ୍ଡ ୱେଡିଂରେ ଦେଶ ବିଦେଶର ବହୁ କଳାକାର ଓ ସେଲିବ୍ରିଟି ଯୋଗ ଦେଇଥିଲେ। ମୁମ୍ବାଇର ଜିଓ ୱାଲର୍ଡ କନ୍ଭେନ୍ସନ୍ ସେଣ୍ଟରରେ ଆୟୋଜିତ ଏହି ବିବାହ ଉତ୍ସବରେ ବଚ୍ଚନ ପରିବାର ସମେତ ବଲିଉଡ୍ର ବହୁ ତାରକା…
କିଏ ହେବେ କଂଗ୍ରେସର ଉପନେତା: ଘୋଷଣା ହେଲା ନାଁ
ନୂଆଦିଲ୍ଲୀ,୧୪ା୭?:କଂଗ୍ରେସ ଏମ୍ପି ଗୌରବ ଗୋଗୋଇ ଲୋକ ସଭାରେ ଦଳର ଉପନେତା ହେବାକୁ ଯାଉଛନ୍ତି। ଦଳର ଏହି ନିଷ୍ପତ୍ତି ଲୋକ ସଭା ବାଚସ୍ପତି ଓମ୍ ବିର୍ଲାଙ୍କୁ ଜଣାଇ ଦିଆଯାଇଛି। କଂଗ୍ରେସ ସଂସଦୀୟ ଦଳ ଅଧ୍ୟକ୍ଷା ସୋନିଆ ଗାନ୍ଧି ବାଚସ୍ପତିଙ୍କୁ ପତ୍ର ଲେଖି ଲୋକ…
ଏହି ନାଁ ଧରି ରତ୍ନଭଣ୍ଡାର ଭିତରକୁ ପ୍ରବେଶ କରିଥିଲେ ୧୧ଜଣ ସଦସ୍ୟ
ପୁରୀ,୧୪।୭: ୫ ଦଶନ୍ଧି ପରେ ଶେଷରେ ପୁରୀ ଶ୍ରୀମନ୍ଦିରର ରହସ୍ୟମୟ ରତ୍ନଭଣ୍ଡାର ଖୋଲିଲା। ପୂର୍ବ ନିର୍ଦ୍ଧାରିତ ସମୟ ଦିନ ୧ଟା ୨୮ରେ ରତ୍ନଭଣ୍ଡାର ଖୋଲିଥିଲା। ରତ୍ନଭଣ୍ତାର ଖୋଲିବା ପାଇଁ ମୋଟ ୧୧ଜଣ ସଦସ୍ୟ ଭିତରକୁ ଯାଇଥିଲେ। ଏନେଇ ରତ୍ନଭଣ୍ଡାର ଯାଞ୍ଚ କମିଟି…
ମାଟି କାମୁଡିଲା ଜିମ୍ବାଓ୍ବେ: ୪-୧ରେ ସିରିଜ୍ ଜିତିଲା ଟିମ୍ ଇଣ୍ଡିଆ
ହରାରେ,୧୪ା୭: ଜିମ୍ବାଓ୍ବେ ବିପକ୍ଷ ୫ ମ୍ୟାଚ ବିଶିଷ୍ଟ ଟି୨୦ ସିରିଜ୍ର ଅନ୍ତିମ ମ୍ୟାଚକୁ ୪୨ ରନ୍ରେ ଜିତିବା ସହିତ ୪-୧ରେ ସିରିଜ ଜିତି ନେଇଛି। ଭାରତ ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ ୬ ଉଇକେଟ ହରାଇ ୧୬୭ ରନ୍ କରିଥିଲା।…
ୟୁଟ୍ୟୁବ୍ ଦୁନିଆରେ ଇତିହାସ ରଚିଲେ ‘ମିଷ୍ଟର ବିଷ୍ଟ’: ହାସଲ କଲେ ବଡ଼ ଉପଲବ୍ଧି
ପ୍ରସିଦ୍ଧ ୟୁଟ୍ୟୁବର ଜିମି ଡୋନାଲ୍ଡସନ୍(ମିଷ୍ଟର ବିଷ୍ଟ ନାମରେ ଜଣାଶୁଣା) ଏକ ନୂତନ ରେକର୍ଡ ସୃଷ୍ଟି କରିଛନ୍ତି। ସେ ବିଶ୍ୱର ପ୍ରଥମ ୟୁଟ୍ୟୁବର ହୋଇପାରିଛନ୍ତି ଯାହାଙ୍କ ସବ୍ସ୍କ୍ରାଇବରଙ୍କ ସଂଖ୍ୟା ୩୦ କୋଟି ଅତିକ୍ରମ କରିଛି। ପ୍ରାୟ ମାସେ ପୂର୍ବେ ତାଙ୍କର ‘ମିଷ୍ଟର ବିଷ୍ଟ’…
ଭିତର ରତ୍ନଭଣ୍ଡାରରେ କ’ଣ ରହିଛି, ଜଷ୍ଟିସ ବିଶ୍ୱନାଥ ରଥ କଲେ ଖୁଲାସା
ପୁରୀ,୧୪।୭: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରତ୍ନଭଣ୍ଡାର ଆଜି ଖୋଲିଛି। ପ୍ରଥମେ ବାହାର ଏବଂ ପରେ ଭିତର ରତ୍ନଭଣ୍ଡାରକୁ ଖୋଲାଯାଇଛି। ଏସ୍ଓପି ଅନୁସାରେ ତାଲା ଭାଙ୍ଗି ଭିତର ରତ୍ନଭଣ୍ଡାର ଖୋଲାଯାଇଛି। ଟ୍ରେଜେରିରୁ ଯେଉଁ ଚାବି ଆସିଥିଲା, ସେଥିରେ ତାଲା ଖୋଲି ପାରି ନ ଥିଲା।…
X ରେ ରେକର୍ଡ କଲେ ମୋଦି, ୧୦୦ ମିଳିୟନ ଫଲୋୟର୍ସ
ନୂଆଦିଲ୍ଲୀ,୧୪।୭: ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସ (ପୂର୍ବ ଟୁଇଟର) ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର (ଜୁଲାଇ ୧୪)ରେ ୧୦୦ ମିଳିୟନ ଅର୍ଥାତ୍ ୧୦ କୋଟି ଫଲୋୟର୍ସ ଅତିକ୍ରମ କରିଛନ୍ତି। ଏହା ସହିତ ସେ ଅଧିକ ଫଲୋ କରାଯାଉଥିବା ଗ୍ଲୋବାଲ ଲିଡର…
ଗୁଳି ଫୁଟିବା ପରେ ଏମିତି କ’ଣ କହିଲେ ଟ୍ରମ୍ପ, ଚମକି ପଡିଲେ ପାଖରେ ଥିବା ଲୋକେ
ଓ୍ବାଶିଂଟନ,୧୪।୭: ଏକ ନିର୍ବାଚନ ରାଲିରେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଗୁଳି କରାଯାଇଥିଲା। ଏହି ଘଟଣାର ଭିଡିଓ ସୋସିଆଲ ମିଡିଆରେ ମଧ୍ୟ ପ୍ରକାଶ ପାଇଥିଲା ଯେଉଁଥିରେ ଗୁଳି ବିନିମୟ ପରେ ଟ୍ରମ୍ପଙ୍କ କାନରୁ ରକ୍ତସ୍ରାବ ହେଉଥିବା ଦେଖିବାକୁ ମିଳିଥିଲା। ତେବେ…
ହସ୍ପିଟାଲରେ ଗୁଳିକାଣ୍ଡ, ରୋଗୀଙ୍କୁ ଗୁଳି କଲେ ୧୮ ବର୍ଷର ଯୁବକ
ନୂଆଦିଲ୍ଲୀ,୧୪।୭: ଉତ୍ତର-ପୂର୍ବ ଦିଲ୍ଲୀର ଜିଟିବି ହସ୍ପିଟାଲରେ ଜଣେ ଯୁବକ ଗୁଳି ଚଳାଇଛନ୍ତି। ଖଜୁରୀ ଖାସ ଶ୍ରୀରାମ ନଗର ବାସିନ୍ଦା ରିଜାୟୁଦ୍ଦିନ (୩୨) ପେଟ ସଂକ୍ରମଣରେ ପୀଡିତ ହେବା ପରେ ଜୁନ ୨୩ ରୁ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ। ହସ୍ପିଟାଲର ଚତୁର୍ଥ ମହଲାର…
ପୁଅ ବାହାଘରରେ କାନ୍ଦିଲେ ମୁକେଶ ଅମ୍ବାନୀ
ବିଶିଷ୍ଟ ମୁକେଶ ଅମ୍ବାନୀଙ୍କ ସାନ ପୁଅ ଅନନ୍ତଙ୍କ ସହ ରାଧିକା ମର୍ଚ୍ଚାଣ୍ଟଙ୍କ ବାହାଘର ସାରା ଦେଶରେ ଚର୍ଚ୍ଚାର ବିଷୟ ପାଲଟିଛି। ଉଭୟଙ୍କ ବିବାହ ଜୁଲାଇ ୧୨ରେ ଜିଓ ୱାଲର୍ଡ କନଭେନସନ ସେଣ୍ଟରରେ ଏହି ବିବାହ ଉତ୍ସବ ଅନୁଷ୍ଠିତ ହୋଇଥିଲା। ଜୁଲାଇ ୧୩…

