୬ ବର୍ଷ ପରେ ପୁଣି ଦେଖାଗଲା ବ୍ଲାକ୍ ପାନ୍ଥର
ଭୁବନେଶ୍ୱର, ୧୪।୩(ଅସମାପିକା ସାହୁ)ଓଡ଼ିଶାରେ ପୁଣି ଦେଖିବାକୁ ମିଳିଛି ବ୍ଲାକ ପାନ୍ଥର ବା କଳା କଲରାପତରିଆ ବାଘ। ସୁନ୍ଦରଗଡ଼ ହେମଗିରି ବନାଞ୍ଚଳରେ ଏହି ବିରଳ ବାଘ ରହିଥିବା ନେଇ ପିସିସିଏଫ୍(ଓ୍ବାଇଲ୍ଡଲାଇଫ) ସୁଶାନ୍ତ ନନ୍ଦ ନିଜ ସୋସିଆଲ ମିଡିଆ ‘ଏକ୍ସ’ ଆକାଉଣ୍ଟରେ ପୋଷ୍ଟ କରି…
ଆଜି ହଟିପାରେ ମେଣ୍ଟ ଦ୍ୱନ୍ଦ୍ୱ
ଭୁବନେଶ୍ୱର,୧୪।୩(ସୁନିତ୍ ମିଶ୍ର) ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଓଡ଼ିଶାରେ ବିଜେଡି-ଭାଜପା ମଧ୍ୟରେ ମେଣ୍ଟ ହେବ ବୋଲି ଯେଉଁ ଚର୍ଚ୍ଚା ଚାଲିଛି ସେକଥାର ସ୍ପଷ୍ଟ ଚିତ୍ର ଏ ପର୍ଯ୍ୟନ୍ତ ଆସି ନ ଥିଲେ ମଧ୍ୟ କିଛି ଘଟଣାକ୍ରମ ଦେଖିଲେ ଏହି ପ୍ରସଙ୍ଗକୁ ଏଡ଼ାଇ…
ଆଇପିଏଲ୍ରେ ଇତିହାସ ରଚିବାକୁ ଆଉ ଗୋଟିଏ ପାଦ ଦୂରରେ ହିଟ୍ମ୍ୟାନ୍
ନୂଆଦିଲ୍ଲୀ,୧୩।୩: କ୍ରିକେଟ ଦୁନିଆର ଶ୍ରେଷ୍ଠ ଓପନିଂ ବ୍ୟାଟ୍ସମ୍ୟାନଙ୍କ ମଧ୍ୟରେ ରୋହିତ ଶର୍ମା ଅନ୍ୟତମ। ଆଇପିଏଲରେ ତାଙ୍କ ରେକର୍ଡ ଭଲ। ଆଜି ପର୍ଯ୍ୟନ୍ତ ସେ ୨୪୩ ମ୍ୟାଚରେ ୬,୨୧୧ ରନ ସ୍କୋର କରିଛନ୍ତି ଏବଂ ସର୍ବାଧିକ ରନ ସ୍କୋର କରିଥିବା ବ୍ୟାଟ୍ସମ୍ୟାନ ତାଲିକାରେ…
ପୁଣି ଆଣବିକ ଅସ୍ତ୍ର ଧମକ ଦେଲେ ପୁଟିନ୍
ମସ୍କୋ,୧୩ା୩:ରୁଷିଆର ସାର୍ବଭୌମତ୍ୱ କିମ୍ବା ସ୍ବାଧୀନତା ଉପରେ ବିପଦ ଦେଖାଦେଲେ ମସ୍କୋ ଆଣବିକ ଅସ୍ତ୍ର ବ୍ୟବହାର କରିବ ବୋଲି ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍ କହିଛନ୍ତି। ଏଥିସହ ଆମେରିକାକୁ ଆଣବିକ ସଂଘର୍ଷରୁ ଦୂରେଇ ରହିବାକୁ ସେ ପରାମର୍ଶ ଦେଇଛନ୍ତି। ରୁଷୀୟ ସରକାରୀ ଟିଭି…
ସିବିଏସ୍ଇ ଅଧ୍ୟକ୍ଷ ଭାବେ ନିଯୁକ୍ତ ହେଲେ ରାହୁଲ ସିଂ
ନୂଆଦିଲ୍ଲୀ,୧୩ା୩:କେନ୍ଦ୍ର ସରକାର ବୁଧବାର ବରିଷ୍ଠ ଅମଲାତନ୍ତ୍ରୀ ରାହୁଲ ସିଂଙ୍କୁ ସେଣ୍ଟ୍ରାଲ ବୋର୍ଡ୍ ଅଫ୍ ସେକେଣ୍ଡାରି ଏଜୁକେଶନ୍ (ସିବିଏସ୍ଇ) ଅଧ୍ୟକ୍ଷ ଭାବେ ନିଯୁକ୍ତ କରିଛନ୍ତି। ବରିଷ୍ଠ ପ୍ରଶାସନିକ ସ୍ତରରେ ହୋଇଥିବା ଅଦଳବଦଳ ଅନୁସାରେ ରାହୁଲଙ୍କୁ ନିଧି ଛିବ୍ବେରଙ୍କ ସ୍ଥାନରେ ଅବସ୍ଥାପିତ କରାଯାଇଛି। ନିଧିଙ୍କୁ…
ଥରିଲା ଆଫଗାନିସ୍ତାନ
କାବୁଲ,୧୩।୩: ଆଫଗାନିସ୍ତାନରେ ଭୂକମ୍ପ ଅନୁଭୂତ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲରେ ୫.୩ରେ ମାପ କରାଯାଇଛି। ଏହାର କେନ୍ଦ୍ର ଭୂମିଠାରୁ ୧୪୬ କିଲୋମିଟର ଗଭୀର ଥିଲା। ପାକିସ୍ତାନର କିଛି ଅଞ୍ଚଳରେ କମ୍ପନ ଅନୁଭୂତ ହୋଇଥିଲା। ବର୍ତ୍ତମାନ ସୁଦ୍ଧା କୌଣସି କ୍ଷୟକ୍ଷତିର ଖବର…
ବିଜୁ ପଟ୍ଟନାୟକ ଇନ୍ଡୋର୍ ଷ୍ଟାଡିୟମ୍ର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଗୋପାଳପୁର/ବ୍ରହ୍ମପୁର,୧୩ା୩(ନବୀନ ରାଜ ଆଚାରୀ/ତନୁଶ୍ରୀ ନାହାକ): ବୁଧବାର ଅପରାହ୍ନରେ ଗଞ୍ଜାମ ଜିଲା ଗୋପାଳପୁର ଥାନାର ନିର୍ମିତ କୋଠା ଓ ବିଜୁପଟ୍ଟନାୟକ ବହୁମୁଖୀ ଇନ୍ଡୋର୍ ଷ୍ଟାଡିୟମ ମୁଖ୍ୟମନ୍ତ୍ରୀ ଭିଡିଓ କନ୍ଫରେନ୍ସିଂ ଜରିଆରେ ଲୋକାର୍ପଣ କରିଛନ୍ତି। ଏଥିରେ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଉପସ୍ଥିତ ଥିଲେ।…
ଗୋବରୀ ନଦୀ ଖନନରେ ଅଦାଲତ ଅବମାନନା: କେନ୍ଦ୍ରାପଡ଼ା ଡ୍ରେନେଜ୍ ଡିଭିଜନ୍ ଯନ୍ତ୍ରୀଙ୍କୁ ହାଜିରା ନିର୍ଦ୍ଦେଶ
କଟକ,୧୩ା୩(କାର୍ତ୍ତିକ ସାହୁ): ଗୋବରୀ ନଦୀ ଖନନ ବେଳେ ଅଦାଲତ ଅବମାନନା ନେଇ ରୁଜୁ ମାମଲାରେ ହାଇକୋର୍ଟ କେନ୍ଦ୍ରାପଡ଼ା ଡ୍ରେନେଜ୍ ଡିଭିଜନ୍ ଯନ୍ତ୍ରୀଙ୍କୁ ବ୍ୟକ୍ତିଗତ ହାଜିରା ହେବାକୁ ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟର ବିଚାରପତି ବିଭୂ ପ୍ରସାଦ ରାଉତରାୟ ମାମଲାର ଶୁଣାଣି କରି ଏହି…
ଏହି କାରଣ କହୁଛି ରାଜ୍ୟରେ ମେଣ୍ଟ ହେବା ଏକପ୍ରକାର ନିଶ୍ଚିତ
ଭୁବନେଶ୍ୱର,୧୩।୩: ରାଜ୍ୟରେ ଭାଜପା-ବିଜେଡି ମେଣ୍ଟକୁ ନେଇ ଚର୍ଚ୍ଚା ଥମୁନାହିଁ। ଦିଲ୍ଲୀରେ ଭାଜପା ମେଣ୍ଟ ପାଇଁ କସରତ କରୁଥିବାବେଳେ ରାଜ୍ୟରେ ବିଜେଡି ନୀରବ ଭାବରେ ଆଲୋଚନା କରୁଛି। କିନ୍ତୁ କୌଣସି ଫଳଫଳ ସାମ୍ନାକୁ ଆସିନାହିଁ। ଏସବୁ ଭିତରେ ଭାଜପା ବୁଧବାର ଦ୍ୱିତୀୟ ପର୍ଯ୍ୟାୟରେ…
ମହିଳାଙ୍କ ଅଶ୍ଳୀଳ ଫଟୋ ଭାଇରାଲ କରି ଟଙ୍କା ମାଗୁଥିଲେ ଯୁବକ, ଉଠାଇନେଲା ପୋଲିସ
ଗୋପାଳପୁର,୧୩ା୩(ନବୀନ ରାଜ ଆଚାରୀ): ମହିଳାଙ୍କର ସାମାଜିକ ଗଣମାଧ୍ୟମରେ ଅଶ୍ଳୀଳ ଫଟୋ ଭାଇରାଲ କରିବାକୁ କହି ଧମକ ଚମକ ଦେଇ ଟଙ୍କା ନେଇଥିବା ଅଭିଯୋଗରେ ବୁଧବାର ଗୋଳନ୍ଥରା ଥାନା ଅଞ୍ଚଳରୁ ଯୁବକକୁ ମୋଟାଙ୍ଗ ପୋଲିସ ଉଠାଇ ନେଇଥିବା ଜଣାପଡ଼ିଛି l ଯୁବକ ଜଣକ…
ମହାରାଷ୍ଟ୍ରରେ ଆସନ ବୁଝାମଣା ଶେଷ: ଏତିକି ଆସନରେ ଲଢିବ ଭାଜପା
ମୁମ୍ବାଇ, ୧୩।୩:ଆଗାମୀ ଲୋକ ସଭା ନିର୍ବାଚନକୁ ନେଇ ମହରାଷ୍ଟ୍ରରେ ଶାସନରେ ଥିବା ଜାତୀୟ ଗଣତାନ୍ତ୍ରିକ ମେଣ୍ଟ(ଏନ୍ଡିଏ) ପକ୍ଷରୁ ଆସନ ବୁଝାମଣା ଚୁଡାନ୍ତ ହୋଇଛି। ଏନେଇ ଦୀର୍ଘ ଦିନ ଧରି ଚାଲିଥିବା ବିଚାରବିମର୍ଶ ପରେ ରାଜ୍ୟର ସମୁଦାୟ ୪୮ଟି ଆସନ ମଧ୍ୟରୁ ଭାଜପା…
ଶ୍ରୀମନ୍ଦିରରେ ଦୁଇ ସେବାୟତ ହାତାହାତି
ପୁରୀ, ୧୩ା୩(ଅଜିତ୍ ମହାନ୍ତି)- ଶ୍ରୀମନ୍ଦିରରେ ବୁଧବାର ସକାଳେ ଦୁଇଜଣ ସେବାୟତ ପାଳିକୁ ନେଇ ହାତାହାତି ହୋଇଛନ୍ତି। ଶ୍ରୀମନ୍ଦିର ପରିସରସ୍ଥ ବିମଳାଙ୍କ ମନ୍ଦିର ନିକଟରେ ଏହି ଘଟଣା ଘଟିଛି। ଏହାକୁ ନେଇ ଭକ୍ତମାନେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ସୂଚନା ଅନୁଯାୟୀ, ପାଳି ଖଟିବାକୁ…
Archives


