ଝୁଲନ୍ତା ଅବସ୍ଥାରେ ଆମ୍ବଗଛରୁ ମିଳିଲା ନାବାଳକଙ୍କ ମୃତଦେହ: ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ
ବାଲିଗୁଡ଼ା,୧୩ା୩(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ଥାନା ଶ୍ରୀରାମପୁରରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ୧୨ ବର୍ଷର ନାବାଳକଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଝୁଲନ୍ତା ଅବସ୍ଥାରେ ନାବାଳକଙ୍କ ମୃତଦେହ ଗାଁ ନିକଟସ୍ଥ ଏକ…
ସିଏଏ ଦେଶ ପାଇଁ ବହୁତ ଖରାପ, ପାକିସ୍ତାନୀଙ୍କ ଉପରେ ଖର୍ଚ୍ଚ ହେବ ଟଙ୍କା: କେଜ୍ରିଓ୍ବାଲ
ନୂଆଦିଲ୍ଲୀ,୧୩।୩: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ସମ୍ବନ୍ଧରେ ବଡ଼ ବୟାନ ଦେଇଛନ୍ତି। କେଜ୍ରିୱାଲ କହିଛନ୍ତି ଯେ ସରକାରଙ୍କ ପାଖରେ ଭାରତର ଲୋକଙ୍କ ପାଇଁ ଟଙ୍କା ନାହିଁ। ମାତ୍ର ଏଠାରେ ପାକିସ୍ତାନ ଲୋକଙ୍କୁ ଥଇଥାନ କରିବାକୁୁ ଚାହୁଁଛନ୍ତି। ଏମାନେ…
ଏସ୍ଡିପିଓ କାର୍ଯ୍ୟାଳୟ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ
ପୁରୁଷୋତ୍ତମପୁର,୧୩ା୩(ସିମାଞ୍ଚଳ ମିଶ୍ର): ଓଡ଼ିଶାର ଏକମାତ୍ର ଏସ୍ଡିପିଓ ଅଫିସ ଭାବେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏସ୍ଡିପିଓ କାର୍ଯ୍ୟାଳୟ ନୂତନ କୋଠାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମାଧ୍ୟମରେ ବୁଧବାର ଲୋକାର୍ପଣ କରିଛନ୍ତି। ଏହି ଅବସରରେ କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ, ଏନ୍ଏସି ଅଧ୍ୟକ୍ଷା…
ୟୁସିସିକୁ ମିଳିଲା ରାଷ୍ଟ୍ରପତି ମଞ୍ଜୁରୀ: ଖୁସିରେ ଗଦ୍ଗଦ୍ ହେଲେ ମୁଖ୍ୟମନ୍ତ୍ରୀ
ନୂଆଦିଲ୍ଲୀ,୧୩।୩: ଉତ୍ତରାଖଣ୍ଡର ନାଗରିକତ୍ୱ ସଂଶୋଧନ ଆଇନ (ୟୁସିସି) ବିଲ ରାଷ୍ଟ୍ରପତିଙ୍କ ଅନୁମୋଦନ ଲାଭ କରିଛି। ଏବେ ଏହା ଆଇନରେ ପରିଣତ ହୋଇଛି। ୟୁସିସି ବିଲରେ ରାଷ୍ଟ୍ରପତିଙ୍କ ଅନୁମୋଦନ ପରେ ୟୁସିସି ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ଖୁସି ବ୍ୟକ୍ତ କରିଛନ୍ତି। ରାଷ୍ଟ୍ରପତି…
ବାଇକ୍ ଉପରେ ଚଢ଼ିଗଲା ଲୁହାପଥର ବୋଝେଇ ଟ୍ରକ୍, ଜଣଙ୍କ ଜୀବନ ଗଲା, ଗୁରୁତର
ଆନନ୍ଦପୁର,୧୩ା୩(ସୁଶାନ୍ତ କୁମାର ସାହୁ): ଘସିପୁରା ଥାନା ୨୦ ନଂ ଜାତୀୟ ରାଜପଥର କନକ ମଞ୍ଜରୀ ମହିଳା ମହାବିଦ୍ୟାଳୟ ସମ୍ମୁଖରେ ଦୁର୍ଘଟଣା ଘଟି ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି। ଗୁରୁତରମାନଙ୍କୁ ଅଗ୍ନିଶମ ବାହିନୀ କର୍ମଚାରୀଙ୍କ ସହାୟତାରେ ଆନନ୍ଦପୁର…
ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ସ୍ବାଧୀନତା ସଂଗ୍ରାମୀ ପବିତ୍ର ମୋହନଙ୍କ ନାତୁଣୀ
ଭୁବନେଶ୍ୱର,୧୩ା୩(ଅସମାପିକା ସାହୁ): ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ତଥା ପ୍ରଜାମଣ୍ଡଳ ଆନ୍ଦୋଳନର ପୁରୋଧା ଓଡ଼ିଶାର ପୂର୍ବତନ ଉପ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ପବିତ୍ର ମୋହନ ପ୍ରଧାନଙ୍କ ସ୍ମୃତି ରକ୍ଷା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନେକ ପଦକ୍ଷେପ ନେଇଛନ୍ତି। ତାଳଚେରରେ ପବିତ୍ର ମୋହନ ମେଡିକାଲ…
ରୋହିତ ଶର୍ମାଙ୍କୁ ଲାଭ, କୋହଲିଙ୍କୁ କ୍ଷତି
ନୂଆଦିଲ୍ଲୀ,୧୩,୩: ଆଇସିସି ବୁଧବାର ଟେଷ୍ଟ ର଼୍ୟାଙ୍କିଙ୍ଗ ପ୍ରକାଶ କରିଛି। ଧର୍ମଶାଳାରେ ଶତକ ହାସଲ କରିଥିବା ରୋହିତ ଶର୍ମା ଏବଂ ଶୁଭମନ ଗିଲ ମଧ୍ୟ ଟେଷ୍ଟ ବ୍ୟାଟ୍ସମ୍ୟାନ ର଼୍ୟାଙ୍କିଙ୍ଗରେ ଲାଗ ପାଇଛନ୍ତି। ରୋହିତ ପାଞ୍ଚଟି ସ୍ଥାନକୁ ଡେଇଁ ଷଷ୍ଠ ସ୍ଥାନରେ ପହଞ୍ଚିଛନ୍ତି। ଏଥି…
ବିଶ୍ୱର ନମ୍ବର ୧ ବୋଲର ହେଲେ ଅଶ୍ୱିନ
ନୂଆଦିଲ୍ଲୀ,୧୩,୩: ଆଇସିସି ବୁଧବାର ଟେଷ୍ଟ ର଼୍ୟାଙ୍କିଙ୍ଗ ପ୍ରକାଶ କରିଛି। ଭାରତର ରବିଚନ୍ଦ୍ରନ ଅଶ୍ୱିନ ବିଶ୍ୱର ଏକ ନମ୍ବର ବୋଲର ହୋଇଛନ୍ତି। ଧର୍ମଶାଳାରେ ଇଂଲଣ୍ଡ ବିପକ୍ଷ ୧୦୦ତମ ଟେଷ୍ଟରେ ୯ ଉଇକେଟ ନେବା ପରେ ସେ ଗୋଟିଏ ସ୍ଥାନକୁ ଶୀର୍ଷ ସ୍ଥାନକୁ ଉନ୍ନୀତ…
୨ ଥାନା, ଏସ୍ଡିପିଓ, ଫାଣ୍ଡିର ନୂତନ କୋଠା ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ
ଛତ୍ରପୁର,୧୩ା୩(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ଅଧୀନ ଛତ୍ରପୁର ଓ ହିଞ୍ଜିଳି ଥାନା, ପୁରୁଷୋତ୍ତମପୁର ଏସ୍ଡିପିଓ ଓ ବାଲିପଦର ଆଉଟ୍ପୋଷ୍ଟ ନୂତନ ବିଲ୍ଡିଂ ଉଦ୍ଘାଟିତ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍ଫରେନ୍ସିଂ ମାଧ୍ୟମରେ ଏଗୁଡ଼ିକୁ ଲୋକାର୍ପିତ କରିଛନ୍ତି। ଏନେଇ…
ଶକ୍ତି ପରୀକ୍ଷାରେ ପାସ୍ ହେଲେ ସୈନି ସରକାର
ଚଣ୍ଡିଗଡ,୧୩।୩: ହରିୟାଣାର ନୟାବ ସିଂ ସାଇନି ସରକାର ଗୃହରେ ସଂଖ୍ୟାଗରିଷ୍ଠତା ହାସଲ କରିଛନ୍ତି। ବୁଧବାର ଉପସ୍ଥାପିତ ହୋଇଥିବା ଅନାସ୍ଥା ପ୍ରସ୍ତାବ ଧ୍ୱନିମତ ଦ୍ୱାରା ପାରିତ ହୋଇଛି। ମୁଖ୍ୟମନ୍ତ୍ରୀ ଅନାସ୍ଥା ପ୍ରସ୍ତାବ ଉପସ୍ଥାପନ କରିଥିଲେ। ଏହା ପରେ ପ୍ରସ୍ତାବ ଉପରେ ଆଲୋଚନା ହୋଇଥିଲା।…
କନିଷ୍ଠ ଶିକ୍ଷକଙ୍କ ଦରମା ବଢ଼ାଇଲେ ସରକାର
ଭୁବନେଶ୍ୱର,୧୩ା୩(ଅସମାପିକା ସାହୁ): ରାଜ୍ୟ ସରକାର ବୁଧବାର କନିଷ୍ଠ ଶିକ୍ଷକଙ୍କ ଦରମା ବଢ଼ାଇଛନ୍ତି। ରାଜ୍ୟରେ ଥିବା ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଗୁଡ଼ିକରେ ନିୟୋଜିତ ଥିବା କନିଷ୍ଠ ଶିକ୍ଷକ (ଯେଉଁମାନେ ଯୋଜନା ଭିତ୍ତିକ ପଦବୀରେ ୩ ବର୍ଷ କାର୍ଯ୍ୟ କରିସାରିଛନ୍ତି) ସେମାନଙ୍କର ବିଭିନ୍ନ…
ଅକାଳରେ ଝଡ଼ିଗଲେ ଦୁଇ ଭଉଣୀ, କାନ୍ଦବୋବାଳିରେ ଫାଟିପଡୁଛି ଗାଁ ଦାଣ୍ଡ
କେନ୍ଦୁଝର,୧୩ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ପାଟଣା ବ୍ଲକ ବୁଢ଼ୀକାପୁଡ଼ି ପଞ୍ଚାୟତ ଅଧିନସ୍ଥ ପୁରନ୍ଦରପୁର ଗାଁରେ ଦୁଇ ଭଉଣୀଙ୍କର ସନ୍ଦେହଜନକ ମୃତ୍ୟୁ ହୋଇଛି। ଟଙ୍କଧର ମହାରଣାଙ୍କର ମୃତ ଦୁଇ ନାବାଳିକା ଝିଅ ହେଲେ ଇତିଶ୍ରୀ (୪) ଏବଂ ଲିପି (୨)। ୨ ଶିଶୁକନ୍ୟାଙ୍କ…
Archives


