ମେଡିକାଲରେ ପଶି ଭଙ୍ଗାରୁଜା, ମୁଖ୍ୟ ଅଭିଯୁକ୍ତ ଗିରଫ, ପୂର୍ବରୁ ରହିଛି ଏସବୁ କେସ୍…
ଗଞ୍ଜାମ,୨୪ା୭(ବିଦ୍ୟାଧର ସାହୁ): ଗଞ୍ଜାମ ବଡ଼ ବଜାରସ୍ଥିତ ଆୟୁଷ୍ମାନ ଆରୋଗ୍ୟ ମନ୍ଦିରର ସ୍ବାସ୍ଥ୍ୟକେନ୍ଦ୍ରରେ ଜଣେ ଅସାମାଜିକ ଯୁବକ ମେଡିକାଲ ଭିତରେ ପଶି ମେଡିକାଲ ଅଫିସର ଏବଂ ଆୟୁଷ ଡାକ୍ତରଙ୍କ ଚାମ୍ବର ଗ୍ଲାସ ଭାଙ୍ଗି ଦେଇଥିଲେ। ଏନେଇ ମେଡିକାଲରେ କାର୍ଯ୍ୟରତ ଡାକ୍ତରଙ୍କ ଏତଲା ପରେ…
ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦେବେ ନା ନାହିଁ? ଜାଣନ୍ତୁ ସୋନମ ଓ୍ବାଙ୍ଗଚୁକଙ୍କୁ କ’ଣ ପ୍ରତିଶ୍ରୁତି ଦେଲେ ସରକାର
ନୂଆଦିଲ୍ଲୀ,୨୪।୭: NEET ପେପର ଲିକ ବିରୋଧରେ ଅନଶନରେ ବସିଥିବା କର୍ମୀ ସୋନମ ୱାଙ୍ଗଚୁକ ଗୁରୁବାର ରାତିରେ ତାଙ୍କର ଅନଶନ ଶେଷ କରିଛନ୍ତି। କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଏବଂ କେନ୍ଦ୍ର ମନ୍ତ୍ରୀ ଜିତେନ୍ଦ୍ର ସିଂହ ପ୍ରାୟ 12:30 AM ଗୁରୁଗ୍ରାମର ମେଦାନ୍ତ…
ଅମିତ ଶାହାଙ୍କ ବୈଠକ, ନଡ୍ଡାଙ୍କ ଚିଠି, ସୋନମଙ୍କ ପତ୍ନୀଙ୍କୁ ଫୋନ…, ଜାଣନ୍ତୁ ୱାଙ୍ଗଚୁକଙ୍କ ଅନଶନ ଶେଷ ପଛର ଇନସାଇଡ଼ ଷ୍ଟୋରୀ
ନୂଆଦିଲ୍ଲୀ,୨୪।୭: NEET ପେପର୍ ଲିକ ମାମଲାକୁ ନେଇ ଦିଲ୍ଲୀର ଜନ୍ତରମନ୍ତରରେ ଛାତ୍ରଙ୍କ ପ୍ରତିବାଦ ଏବଂ ୨୬ ଦିନ ଧରି ଅନଶନରେ ଥିବା ସୋନମ ୱାଙ୍ଗଚୁକଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା କେନ୍ଦ୍ର ସରକାରଙ୍କ ପାଇଁ ଚିନ୍ତାର କାରଣ ପାଲଟିଥିଲା। ଏହା ପ୍ରଶାସନ ପାଇଁ…
ପ୍ରଥମଥର ପୁରୁଷୋତ୍ତମପୁର ପୋଲିସର ଏନକାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ କାଳିଆକୁ ଏନ୍କାଉଣ୍ଟର
ପୁରୁଷୋତ୍ତମପୁର,୨୪।୭(ସବିତା ମିଶ୍ର): ଗଞ୍ଜାମ ଜିଲାରେ ପୁଣି ଏନକାଉଣ୍ଟର । ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ପ୍ରଥମଥର ଏନକାଉଣ୍ଟର କରାଯାଇଥିଲା । ପୁରୁଷୋତ୍ତମପୁର ନଦୀତଟ ସାହିର କୁକ୍ଷାତ ଅପରାଧି କାଳିଆ ଓରଫ ଘନଶ୍ଯାମବେହେରାଙ୍କୁ ପୋଲିସ ଏନକାଉଣ୍ଟର କରିଛି । କାଳିର ଗ୍ଯାଙ୍ଗ ଦିର୍ଘଦିନହେଲା ପୁରୁଷୋତ୍ତମରପୁର…
୫ ଦିନରେ ଏତେ କୋଟି କ୍ଷତି, CJP ଧାରଣା ଶେଷ କରିବାକୁ ମୋଦିଙ୍କୁ ଚିଠି ଲେଖିଲେ…
ନୂଆଦିଲ୍ଲୀ,୨୪।୭: ଦିଲ୍ଲୀରେ ଚାଲିଥିବା ବଡ଼ ଧରଣର ପ୍ରତିବାଦ ଏବଂ ପ୍ରଦର୍ଶନ ଯୋଗୁଁ ବାଣିଜ୍ୟ ଏବଂ ଅର୍ଥନୀତି ଉପରେ ଗୁରୁତର ପ୍ରଭାବ ପଡ଼ିବା ସମ୍ପର୍କରେ ଚାମ୍ବର ଅଫ୍ ଟ୍ରେଡ୍ ଆଣ୍ଡ୍ ଇଣ୍ଡଷ୍ଟ୍ରି (CTI) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି। ସିଟିଆଇ ଅଧ୍ୟକ୍ଷ…
ବତିଘର ପଞ୍ଚାୟତକୁ ମିଳିଲା ମୋବାଇଲ ଆମ୍ବୁଲାନ୍ସ: ଡୋର୍ ଟୁ ଡୋର୍ ସ୍କ୍ରିନ୍ ଟେଷ୍ଟ କରିବେ ସ୍ବାସ୍ଥ୍ୟ କର୍ମଚାରୀ
ମହାକାଳପଡ଼ା,୨୪ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନଦୀନାଳ ଘେରା ଆଇଲାଣ୍ଡ ବତିଘର ପଞ୍ଚାୟତକୁ ନାହିଁ ଯାତାୟାତ ବ୍ୟବସ୍ଥା। ଫଳରେ ପଞ୍ଚାୟତ ଅଧୀନ ୧୦ଟି ଗାଁରେ ବସବାସ କରୁଥିବା ୧୨ହଜାରରୁ ଊର୍ଦ୍ଧ୍ୱ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ…
ସୋନମ ଓ୍ବାଙ୍ଗ୍ଚୁକ୍ ଅନଶନ ଭାଙ୍ଗିବା ପରେ ଏହି ବଡ଼ କଥା କହିଦେଲେ ରେଖା ଗୁପ୍ତା, ଛାତ୍ରଙ୍କ ସମସ୍ୟା…
ନୂଆଦିଲ୍ଲୀ,୨୪ା୭: NEET ପେପର ଲିକ୍ ନେଇ ଅନିର୍ଦ୍ଦିଷ୍ଟ କାଳ ପାଇଁ ଅନଶନରେ ବସିଥିବା ପରିବେଶବିତ୍ ତଥା ସମାଜସେବୀ ସୋନମ ଓ୍ବାଙ୍ଗ୍ଚୁକ୍ ସରକାରଙ୍କଠାରୁ ପ୍ରତିଶ୍ରୁତି ପାଇବା ପରେ ତାଙ୍କର ଅନଶନ ଭାଙ୍ଗିଛନ୍ତି। ଗୁରୁବାର ବିଳମ୍ବିତ ରାତିରେ ମେଦାନ୍ତ ହସ୍ପିଟାଲରେ କେନ୍ଦ୍ରମନ୍ତ୍ରୀ ଜେ.ପି. ନଡ୍ଡା…
ପୁଣି ଫୁଟିଲା ଟ୍ରମ୍ପଙ୍କ ଟାରିଫ୍ ବୋମା: ଭାରତ ଉପରେ ଲଗାଇଲେ ଟାରିଫ୍
ଓ୍ବାଶିଂଟନ୍,୨୪।୭:ମଧ୍ୟ ପୂର୍ବର ଉତ୍ତେଜନା ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ ପଦକ୍ଷେପ ନେଇଛନ୍ତି। ବାଧ୍ୟତାମୂଳକ ଶ୍ରମ ସହ ଜଡିତ ଉତ୍ପାଦ ବିରୋଧରେ ସେମାନେ ଏକ ବଡ ପଦକ୍ଷେପ ନେଇଛନ୍ତି। ଭାରତରୁ ଆମଦାନୀ ହେଉଥିବା ସାମଗ୍ରୀ ଉପରେ ଟ୍ରମ୍ପ ଅତିରିକ୍ତ…
ମୋଦିଙ୍କ ମଧ୍ୟରାତ୍ରି ଭିଡିଓକୁ ନେଇ CJPର କଟାକ୍ଷ! ଧର୍ମେନ୍ଦ୍ର ପ୍ରଧାନଙ୍କୁ ନେଇ କହିଦେଲା ଏହି କଥା
ନୂଆଦିଲ୍ଲୀ,୨୪।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଘୋଷଣା ପରେ ‘କକ୍ରୋଚ୍ ଜନତା ପାର୍ଟି’ (CJP) ଏକ ବିବୃତ୍ତି ଜାରି କରିଛି । NEET ପେପର୍ ଲିକ୍ ବିରୋଧରେ କଠୋର ବ୍ୟବସ୍ଥା ସମ୍ବଳିତ ଏକ ବିଲ୍ ସଂସଦରେ ଆଗତ କରାଯିବ। ତେବେ ସିଜେପିର ଯୁକ୍ତି…
ଅଭିଶପ୍ତ ଜୀବନ ବିତାଉଛନ୍ତି କୁମିଆପାଲିର ଉମାଙ୍କ ପରିବାର: କବାଟ ବନ୍ଦ କରି ରହିବାକୁ ପଡୁଛି
ବଲାଙ୍ଗୀର,୨୪ା୭(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଅନ୍ତର୍ଗତ କୁମିଆପାଲି ଗଁା ଏବେ ଚର୍ଚ୍ଚାରେ ରହିଛି। ଲୋୟର ସୁକ୍ତେଲ ଡ୍ୟାମ୍ର ଠେଲା ପାଣିରେ ଆଉ ଅଳ୍ପ କିଛି ଦିନ ପରେ ଏଇ ଗଁା ସମ୍ପୂର୍ଣ୍ଣ ଜଳମଗ୍ନ ହୋଇଯିବା କୁହାଯାଉଛି। ଏହି ଗଁାର…
ଥମିଯିବ କି ଆନ୍ଦୋଳନ, ଅଭିଜିତ କଲେ ବଡ଼ ଘୋଷଣା: ମୁଁ ଖୁସି ଯେ…
ନୂଆଦିଲ୍ଲୀ,୨୪।୭: ପରିବେଶବିତ୍ ତଥା ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ସରକାରଙ୍କ ପ୍ରତିଶ୍ରୁତି ପରେ ତାଙ୍କ ଅନଶନ ସମାପ୍ତ କରିଛନ୍ତି। କକ୍ରୋଚ ଜନତା ପାର୍ଟି(ସିଜେପି) ମୁଖ୍ୟ ଅଭିଜିତ ଦୀପକେ ସୋନମ ୱାଙ୍ଗଚୁକ ଅନଶନ ବାତିଲ କରିବା ଉପରେ ପ୍ରତିକ୍ରିୟା ଦେଇଛନ୍ତି। ସୋସିଆଲ ମିଡିଆରେ…
ଟେନ୍ସନ୍ରେ ମୋଦି: ଡାକିଲେ କ୍ୟାବିନେଟ୍ ବୈଠକ, ୨୪ ଘଣ୍ଟା ଭିତରେ…
ନୂଆଦିଲ୍ଲୀ,୨୪।୭: ଜନ୍ତର ମନ୍ତରରେ ପେପର ଲିକ ପ୍ରସଙ୍ଗକୁ ନେଇ ପ୍ରତିବାଦ ଜାରି ରହିଛି। ଦାୟୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନର ପ୍ରତିଶ୍ରୁତି ପରେ ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ମଧ୍ୟ ତାଙ୍କର ଅନଶନ ସମାପ୍ତ କରିଛନ୍ତି। ସୋନମ ତାଙ୍କ ଅନଶନ ପ୍ରତ୍ୟାହାର କରିବା…

