ମେଣ୍ଟକୁ ନେଇ ଦ୍ୱନ୍ଦ୍ୱ: ମୋହନଙ୍କ ଘରେ ବିଧାୟକଙ୍କ ମେଳିକୁ ନେଇ ଚର୍ଚ୍ଚା
ଭୁବନେଶ୍ୱର, ୧୨।୩ (ସୁନିତ୍ ମିଶ୍ର):ରାଜ୍ୟରେ ବିଜେଡି ଓ ଭାଜପା ମଧ୍ୟରେ ନିର୍ବାଚନୀ ମେଣ୍ଟକୁ ନେଇ ଦ୍ୱନ୍ଦ୍ୱ ଲାଗି ରହିଥିବାବେଳେ ସୋମବାର ଭାଜପା ବିଧାୟକ ତଥା ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝୀଙ୍କ ଘରେ ଦଳୀୟ ବିଧାୟକମାନଙ୍କ ବୈଠକ ବସିଛି, ଯାହାକୁ…
ଭାଜପା ରାଜ୍ୟ ନେତାଙ୍କ ଆଲୋଚନା ସରୁନି:ଆଜି ଆସିପାରେ ସ୍ପଷ୍ଟ ଚିତ୍ର
ଭୁବନେଶ୍ୱର, ୧୨।୩(ସୁନିତ୍ ମିଶ୍ର):୨୦୨୪ ସାଧାରଣ ନିର୍ବାଚନକୁ ନେଇ ବିଜେଡି-ଭାଜପା ଭିତରେ ଆରମ୍ଭ ହୋଇଥିବା ମେଣ୍ଟ ଚର୍ଚ୍ଚା ଥମିବାର ନାଁ ଧରୁନାହିଁ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗତ ୫ ତାରିଖରେ ଓଡ଼ିଶା ଗସ୍ତ ସାରି ଫେରିବା ପରଠାରୁ ହିଁ ଏହି ଚର୍ଚ୍ଚା ଆଲୋଚନାର…
ମାଟି ତଳୁ ମୃତଦେହ କାଢ଼ି ତଦନ୍ତ
ଝରିଗାଁ,୧୨।୩(କିଶୋର ଚନ୍ଦ୍ର ମଣ୍ଡଳ):୪ ଦିନ ତଳେ ଜଣେ ବୃଦ୍ଧା ନିଖୋଜ ହୋଇଯାଇଥିଲେ। ସେ ଗୁଣିଗାରେଡ଼ି କରୁଥିବା ନେଇ ଗାଁର କେତେଜଣ ବୃଦ୍ଧାଙ୍କୁ ହତ୍ୟା କରିଛନ୍ତି ବୋଲି ମୃତକଙ୍କ ଝିଅ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ ଆରମ୍ଭ କରି…
ପି.ସି.ଚନ୍ଦ୍ରା ଜୁଏଲର୍ସର ବସନ୍ତ ଉତ୍ସବ
ଭୁବନେଶ୍ୱର,୧୨।୩: ପି.ସି ଚନ୍ଦ୍ରା ଜୁଏଲର୍ସର ବହୁ ପ୍ରତୀକ୍ଷିତ ‘ବସନ୍ତ ଉତ୍ସବ’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏହି ଉତ୍ସବ ୨୦୨୪ ମାର୍ଚ୍ଚ ୧୭ ପର୍ଯ୍ୟନ୍ତ ଉଭୟ ଅନ୍ଲାଇନ ଓ ଅପ୍ଲାଇନ ବା ଏକ୍ସକ୍ଲୁସିଭ ଷ୍ଟୋରଗୁଡ଼ିକରେ ଉପଲବ୍ଧ। ଏହି ପରିପ୍ରେକ୍ଷୀରେ ଗ୍ରାହକ ଆକର୍ଷଣୀୟ…
ଟୟୋଟା ହାଇଲକ୍ସର ଅପରୋଡିଂ ଏକ୍ସପେରିଏନ୍ସ
ଭୁବନେଶ୍ୱର,୧୨।୩: ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ‘ଟୟୋଟା ଇଣ୍ଡିଆ’ର ବହୁ ପ୍ରତୀକ୍ଷିତ ତଥା ବ୍ରାଣ୍ଡ୍ର ପ୍ରମୁଖ ମଡେଲ ଟୟୋଟା ହାଇଲକ୍ସର ଦୁଃସାହସିକ ଡ୍ରାଇଭିଂ କଳା ପ୍ରଦର୍ଶନୀ ସର୍ବଭାରତୀୟସ୍ତରରେ ଶୁଭାରମ୍ଭ ହୋଇଯାଇଛି। ଏପରିକି କମ୍ପାନୀ ପକ୍ଷରୁ ଏକ ୩ ଦିନିଆ ସ୍ବତନ୍ତ୍ର ଡ୍ରାଇଭିଂ ତଥା…
ଆଜି ଓଡ଼ିଶାରେ ଗଡିବ ତୃତୀୟ ବନ୍ଦେ ଭାରତ ଏକ୍ସପ୍ରେସ୍:ଜାଣନ୍ତୁ କେଉଁଠୁ ଚାଲିବ
ଭୁବନେଶ୍ୱର,୧୨।୩:(ଅନୁରାଧା ମହାରଣା):ରେଲଓ୍ବେ ଭିତ୍ତିଭୂମିର ଅଭିବୃଦ୍ଧି ଏବଂ ଭାରତୀୟ ରେଳ ସଂଯୋଗୀକରଣ ପ୍ରକ୍ରିୟାର ବୃଦ୍ଧି ହେତୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ୮୫ହଜାର କୋଟିରୁ ଅଧିକ ମୂଲ୍ୟର ବିଭିନ୍ନ ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଓ ଲୋକାର୍ପଣ କରିବେ। ପ୍ରଧାନମନ୍ତ୍ରୀ ଦେଶର ବିଭିନ୍ନ…
ଏକାମ୍ର ଆୟକର ଆବାସ ପ୍ରକଳ୍ପ ଉଦ୍ଘାଟିତ
ଭୁବନେଶ୍ୱର,୧୨।୩ (ଅଭୟ ଦାଶ): ଆୟକର ବିଭାଗ ଆଞ୍ଚଳିକ କାର୍ଯ୍ୟାଳୟ ଭୁବନେଶ୍ୱରର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ସୁବିଧା ସୁଯୋଗ ବିଶିଷ୍ଟ ବହୁତଳ ପ୍ରାସାଦ ‘ଏକାମ୍ର ଆୟକର ଆବାସ’ ପ୍ରକଳ୍ପ ସୋମବାର ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି। ଏହି ଅବସରରେ କେନ୍ଦ୍ରୀୟ ପ୍ରତ୍ୟକ୍ଷ…
ଖସିଲା ଶେୟାର ବଜାର କାରବାର
ନୂଆଦିଲ୍ଲୀ,୧୨।୩: ଗତ କିଛି ସପ୍ତାହ ହେବ କ୍ରମାଗତ ଭାବେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟୁଛି। ଏପରିକି ଚଳିତ ସପ୍ତାହର ପ୍ରଥମ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷ କରି…
ଶୂନ୍ୟ ନିର୍ଗମନ ଲକ୍ଷ୍ୟ ହାସଲକୁ ଗୁରୁତ୍ୱ
ନୂଆଦିଲ୍ଲୀ,୧୨।୩: ଦେଶର ପ୍ରମୁଖ ଟେଲିକମ୍ ସେବା ପ୍ରଦାନକାରୀ ସଂସ୍ଥା ଭାରତୀ ଏୟାରଟେଲ ବା ଏୟାରଟେଲ୍ ଏବଂ ଆଇଡିଇଏମ୍ଆଇଏ ଗ୍ରୁପର ସହଯୋଗୀ ସଂସ୍ଥା ଆଇଡିଇଏମ୍ଆଇଏ ସିକ୍ୟୁର ଟ୍ରାଞ୍ଜାକ୍ସନ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି। ଉକ୍ତ ବୁଝାମଣା ଅନୁଯାୟୀ ଉଭୟ କମ୍ପାନୀ…
୧୮ରୁ କୁଆପଥର ସହ ବର୍ଷା ସମ୍ଭାବନା
ଭୁବନେଶ୍ୱର,୧୨ା୩(ଅନିଲ ଦାସ):ରାଜ୍ୟରେ ଆସନ୍ତା ୨୧ ତାରିଖ ଯାଏ ତାତି ବଢ଼ିବ ନାହିଁ। ଦିନର ସର୍ବୋଚ୍ଚ ତାପମାତ୍ରା ୩୫ରୁ ୩୬ ଡିଗ୍ରୀ ସେଲ୍ୟସ ରହିବ। ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୩୭ରୁ ୩୮ ଡିଗ୍ରୀ ସେଲ୍ସିୟସ ରହିବା ସମ୍ଭାବନା ରହିଛି।…
ବିବାଦୀୟ ଇଲେକ୍ଟୋରାଲ ବଣ୍ଡ୍
ନୂଆଦିଲ୍ଲୀ,୧୨ା୩: ରାଜନୈତିକ ଦଳଗୁଡ଼ିକୁ ଚାନ୍ଦା ଦେବା ଲାଗି ପ୍ରଚଳିତ ଇଲେକ୍ଟୋରାଲ ବଣ୍ଡ୍ ଯୋଜନାକୁ କାର୍ଯ୍ୟକାରୀ ହେବା ଦିନଠାରୁ ଏହାକୁ ବିରୋଧ କରାଯାଇଥିଲା। ଏହି ଯୋଜନାରେ ଚାନ୍ଦା ପ୍ରଦାନ କରୁଥିବା ବ୍ୟକ୍ତିବିଶେଷ ବା ଅନୁଷ୍ଠାନଙ୍କ ନାଁକୁ ଗୋପନ ରଖାଯାଉଥିବାରୁ କିଏ ରାଜନୈତିକ ଦଳଗୁଡ଼ିକୁ ଚାନ୍ଦା…
ବିରୋଧ ସତ୍ତ୍ୱେ ଲାଗୁହେଲା ସିଏଏ
ନୂଆଦିଲ୍ଲୀ,୧୨ା୩: ୨୦୨୪ ସାଧାରଣ ନିର୍ବାଚନର ଠିକ୍ ପୂର୍ବରୁ କେନ୍ଦ୍ର ସରକାର ନାଗରିକତ୍ୱ ସଂଶୋଧନ ଆଇନ୍(ସିଏଏ) ନେଇ ସୋମବାର ବିଜ୍ଞପ୍ତି ଜାରି କରିଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ସିଏଏରେ ବ୍ୟବସ୍ଥିତ ହୋଇଥିବା ଆଇନକୁ ସାର୍ବଜନୀନ କରାଯିବା ସହ ଏନେଇ ବିଧିବଦ୍ଧ ବିଜ୍ଞପ୍ତି ଜାରି ହୋଇଛି।…
Archives


