Home

ବ୍ୟାଟିଂ ନ କରିବି ସାମସନଙ୍କ ପାଇଁ ସ୍ମରଣୀୟ ହୋଇଗଲା ତୃତୀୟ ଟି୨୦

ହରାରେ,୧୦।୭: ଟି୨୦ ବିଶ୍ୱକପ୍‌ ୨୦୨୪ର ଟୁର୍ନାମେଣ୍ଟ ଜିତିଥିବା ଟିମ୍‌ର ଅଂଶ ଥିବା ଉଇକେଟକିପର ବ୍ୟାଟ୍ସମ୍ୟାନ୍‌ ସଞ୍ଜୁ ସାମସନଙ୍କ ପାଇଁ ଜିମ୍ବାଓ୍ବେ ବିପକ୍ଷ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜର ତୃତୀୟ ମୁକାବିଲା ସ୍ମରଣୀୟ ହୋଇଛି। ସିରିଜର ଅନ୍ତିମ ୩ ମ୍ୟାଚ୍‌ ଲାଗି…

ସମ୍ବଲପୁରରୁ ହଟିଲା ଧାର୍ମିକ ଶୋଭାଯାତ୍ରା କଟକଣା

ସମ୍ବଲପୁର,୧୦ା୭: ସମ୍ବଲପୁରରେ ଧାର୍ମିକ ଶୋଭାଯାତ୍ରା ଉପରେ ଲାଗିଥିବା କଟକଣା ବର୍ଷକ ପରେ ଜିଲା ପ୍ରଶାସନ ପକ୍ଷରୁ ହଟାଇ ଦିଆଯାଇଛି। ସମ୍ବଲପୁର ଜିଲାପାଳ ଅକ୍ଷୟ ସୁନୀଲ ଅଗ୍ରଓ୍ବାଲ କହିଛନ୍ତି, ବର୍ଷେ ପୂର୍ବରୁ ସହରରେ ସୃଷ୍ଟି ହୋଇଥିବା ପରିସ୍ଥିତିକୁ ଦୃଷ୍ଟିରେ ରଖି ଧାର୍ମିକ ଶୋଭାଯାତ୍ରା…

ରାହୁଲ ଦ୍ରାବିଡ ଯିବା ଦେଖି ଦୁଃଖରେ ଭାଙ୍ଗିପଡିଲେ ଏହି କ୍ରିକେଟର୍‌ଙ୍କ ସ୍ତ୍ରୀ

ନୂଆଦିଲ୍ଲୀ,୧୦।୭: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଓପନର୍‌ ଗୌତମ ଗମ୍ଭୀରଙ୍କୁ ଟିମ ଇଣ୍ଡିଆର ନୂତନ ମୁଖ୍ୟ କୋଚ କରାଯାଇଛି। ନିକଟରେ ଭାରତକୁ ଟି-୨୦ ବିଶ୍ୱକପ ଚାମ୍ପିୟନ କରିଥିବା ରାହୁଲ ଦ୍ରାବିଡ ଏହି ଟୁର୍ନାମେଣ୍ଟ ପରେ ଭାରତୀୟ ଦଳ ସହ ଚୁକ୍ତିନାମା ଶେଷ…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ୨୩୩ କୋଟିର ବିମାନ, ମନ୍ତ୍ରୀଙ୍କ ପାଇଁ କିଣାଗଲା ଦାମୀ ଗାଡ଼ି

ଭୋପାଳ,୧୦।୭: ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ ଯାଦବଙ୍କ ପାଇଁ କିଣାଯିବ ବିମାନ। ଏହାର ମୂଲ୍ୟ ୨୦୦ କୋଟିରୁ ଊର୍ଦ୍ଧ୍ୱ ବୋଲି କୁହାଯାଉଛି। ଏଥିସହ ମନ୍ତ୍ରୀମାନଙ୍କ ପାଇଁ ଦାମୀ ଗାଡ଼ି ମଧ୍ୟ କିଣାଯାଇସାରିଛି। ଦିନେ କିମ୍ବା ଦୁଇ ଦିନ ମଧ୍ୟରେ ମନ୍ତ୍ରୀମାନଙ୍କୁ ତାହା ଯୋଗାଇ…

ସ୍ବାମୀ ପ୍ରେମିକାଙ୍କ ସହ ଘରେ ଥିବା ବେଳେ ପୋଲିସ ନେଇ ପହଞ୍ଚିଗଲେ ସ୍ତ୍ରୀ, ପରେ ଯାହା ହେଲା ଦେଖିଲେ…

ବର୍ତ୍ତମାନ ସମୟରେ ବିବାହ ପରେ ଅନୈତିକ ସମ୍ପର୍କ ରଖିବା ମାମଲା ବୃଦ୍ଧି ପାଇବାରେ ଲାଗିଛି। ସେମାନଙ୍କ ମଧ୍ୟରୁ କିଛି ଧରାପଡ଼ୁଥିବାର ଭିଡିଓ ସାମ୍ନାକୁ ଆସିଥାଏ। ଏହି କ୍ରମରେ ଏବେ ଜଣେ ସ୍ବାମୀଙ୍କ ଭିଡିଓ ଭାଇରାଲ ହେଉଛି। ଭିଡିଓରେ ପତ୍ନୀଜଣଙ୍କ ସ୍ବାମୀଙ୍କୁ ଅନ୍ୟ…

ବିଦାୟ ନେବାବେଳେ ଏମିତି କାମ କରି ହୃଦୟ ଜିତିଲେ ରାହୁଲ ଦ୍ରାବିଡ

ନୂଆଦିଲ୍ଲୀ, ୧୦।୭: ଟିମ୍‌ ଇଣ୍ଡିଆର ବିଦାୟୀ କୋଚ ରାହୁଲ ଦ୍ରାବିଡ ପୁଣି ମହାନତା ଦେଖାଇଛନ୍ତି। କୋଚ ଭାବରେ ଭାରତକୁ ବିଶ୍ୱ ଚାମ୍ପିୟନ କରିଥିବା ରାହୁଲ ବର୍ତ୍ତମାନ ଅତିରିକ୍ତ ବୋନସ ନେବାକୁ ମନା କରିବାରୁ ଦେେ ଚର୍ଚ୍ଚାରେ ଅଛନ୍ତି। ବୋର୍ଡ ଅଫ କଣ୍ଟ୍ରୋଲ…

ଗିଲ୍‌ଙ୍କ ବିସ୍ଫୋରକ ବ୍ୟାଟିଂ: ଜିମ୍ବାଓ୍ବେକୁ ୧୮୩ ରନ୍‌ର ଟାର୍ଗେଟ୍‌

ହରାରେ,୧୦।୭: ଭାରତ ଜିତିବା ପାଇଁ ଜିମ୍ବାୱେକୁ ୧୮୩ ରନ୍‌ର ଲକ୍ଷ୍ୟ ଦେଇଛି। କ୍ୟାପଟେନ ଶୁବମନ ଗିଲ ଅର୍ଦ୍ଧଶତକ ହାସଲ କରିଥିଲେ। ସେ ୧୯ ବଲ ସମ୍ମୁଖରେ ୬୬ ରନ ସ୍କୋର କରିଥିଲେ। ଗିଲଙ୍କ ଏହି ଇନିଂସରେ ୭ ଚୌକା ଓ ୩…

ଅମ୍ବାନୀଙ୍କ ପୁଅ ଅନନ୍ତଙ୍କ ବିବାହକୁ ‘ସର୍କସ’ କହିଲେ ଆଲିଆ, ଆତ୍ମସମ୍ମାନ ପାଇଁ…

ବମ୍ବେ: ଖ୍ୟାତନାମା ବ୍ୟବସାୟୀ ମୁକେଶ ଅମ୍ବାନୀଙ୍କ ପୁଅ ଅନନ୍ତ ଅମ୍ବାନୀ ଜୁଲାଇ ୧୨ରେ ବିବାହ କରିବାକୁ ଯାଉଛନ୍ତି। ହେଲେ ବିବାହ ପୂର୍ବରୁ ହେଉଥିବା ନାନାଦି ଉତ୍ସବ ସରିବାର ନାଁ ନେଉନାହିଁ। ବଲିଉଡ୍‌ ତାରକାମାନେ ବେଶ ସଜେଇ ହୋଇ ଏସବୁରେ ଯୋଗ ଦେଉଥିବା…

ଦୋଷ ମାନିଲା ଏନ୍‌ଟିଏ: NEET-UG ପରୀକ୍ଷାରେ ହୋଇଛି ବିଭ୍ରାଟ

ନୂଆଦିଲ୍ଲୀ,୧୦।୭: ଜାତୀୟ ପରୀକ୍ଷା ଏଜେନ୍ସି (ଏନ୍‌ଟିଏ) NEET-UG ୨୦୨୪ ପରୀକ୍ଷା ସମ୍ପର୍କରେ ସୁପ୍ରିମକୋର୍ଟରେ ଏକ ଆଫିଡେଭିଟ ଦାଖଲ କରିଛି। ଏନଟିଆର ଅନୁଯାୟୀ ପାଟନା ଏବଂ ଗୁଜରାଟର ଗୋଧ୍ରାସ୍ଥିତ କେତେକ କେନ୍ଦ୍ରରେ ପରୀକ୍ଷାରେ ଅନିୟମିତତା ହୋଇଛି। ଏନେଇ ଏହା ମଧ୍ୟ କହିଛି ଯେ,…

ଶେଷ ହେବ ୟୁକ୍ରେନ ଯୁଦ୍ଧ

ହଙ୍ଗେରୀ/ନୂଆଦିଲ୍ଲୀ,୧୦ା୭: ଅଷ୍ଟ୍ରିଆର ଚାନ୍ସେଲର କାର୍ଲ ନେହାମରଙ୍କ ସହ ହୋଇଥିବା ବୈଠକରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମ ଏସିଆର ପରିସ୍ଥିତି ସମେତ ବିଶ୍ୱରେ ଚାଲିଥିବା ବିବାଦ ଉପରେ ଆଲୋକପାତ କରିଛନ୍ତି। ଅନେକ ପ୍ରସଙ୍ଗରେ ଦୁଇ ଦେଶ ମଧ୍ୟରେ ସହମତି ମଧ୍ୟ ହୋଇଥିଲା।…

ନବୀନ-ପାଣ୍ଡିଆନଙ୍କୁ ନେଇ ଏମିତି କହିଦେଲେ ସୁର ରାଉତରାୟ

ଭୁବନେଶ୍ୱର,୧୦।୭: କଂଗ୍ରେସର ପୂର୍ବତନ ନେତା ସୁର ରାଉତରାୟ ନିଜ ଚିରାଚରିତ ମନ୍ତବ୍ୟ ପାଇଁ ସର୍ବଦା ଚର୍ଚ୍ଚାରେ ଥାନ୍ତି। ଏଥର ସେ ପୂର୍ବତନ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଏବଂ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟଙ୍କୁ ବହୁତ ପ୍ରଶଂସା କରିନ୍ତି। ସେ କହିଛନ୍ତି,…

ମିଛ-ମନଗଢ଼ା କାହାଣୀରେ ମୋତେ ଫସାଯାଇଛି, ଗିରଫଦାରୀ ଅବୈଧ: ହାଇକୋର୍ଟରେ କହିଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୧୦।୭: ଅବକାରୀ ଦୁର୍ନୀତି ମାମଲାରେ ଜେଲରେ ବନ୍ଦ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ମଙ୍ଗଳବାର ଦିଲ୍ଲୀ ହାଇକୋର୍ଟରେ ତାଙ୍କୁ ଫସାଯାଇଥିବା କହିଛନ୍ତି। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ତାଙ୍କୁ ଏମ ଜାଲ ତଥା ମନଗଢ଼ା କାହାଣୀରେ ଫସାଇଛି। ଏପରିକି ତାଙ୍କ ଗିରଫଦାରୀ ସମ୍ପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?