ବିଜେଡିର ୩୪ ମହିଳା ପ୍ରାର୍ଥୀଙ୍କ ମଧ୍ୟରୁ ୧୨ ବିଧାୟକଙ୍କ ସ୍ତ୍ରୀ
ଭୁବନେଶ୍ୱର,୨୪ା୪(ଅନିଲ ଦାସ):ବିଜୁ ଜନତା ଦଳ ସପ୍ତମ ପର୍ଯ୍ୟାୟ ସୁଦ୍ଧା ୧୪୧ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ସେମାନଙ୍କ ମଧ୍ୟରେ ୩୪ ଜଣ ମହିଳାଙ୍କୁ ଦଳ ଟିକେଟ ଦେଇଛି। ବିଧାନସଭା ଓ ପାର୍ଲାମେଣ୍ଟରେ ମହିଳାଙ୍କୁ ସଂରକ୍ଷଣ ଦେବାକୁ ବିଜେଡି ଜାତୀୟ ସ୍ତରରେ…
ଏପର୍ଯ୍ୟନ୍ତ ସମସ୍ତ ଆସନରେ ପ୍ରାର୍ଥୀ ଘୋଷଣା କରିପାରୁନାହାନ୍ତି ରାଜ୍ୟର ୩ ପ୍ରମୁଖ ଦଳ:ଜାଣନ୍ତୁ କାହାର କେତେ ଆସନ ବାକି ଅଛି
ଭୁବନେଶ୍ୱର,୨୪।୪(ସୁନିତ୍ ମିଶ୍ର):ରାଜ୍ୟରେ ହେବାକୁ ଥିବା ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ବୁଧବାର ପ୍ରାର୍ଥତ୍ପତ୍ର ଦାଖଲର ଶେଷ ଦିନ ରହିଛି। ହେଲେ ଏପର୍ଯ୍ୟନ୍ତ ରାଜ୍ୟର ୩ ପ୍ରମୁଖ ଦଳ ବିଜେଡି, ଭାଜପା ଏବଂ କଂଗ୍ରେସ ସମସ୍ତ ୧୪୭ ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା…
ପ୍ରଦୀପ୍ତଙ୍କୁ ରୋକିବାକୁ ବିଜେଡିର ମହିଳା କାର୍ଡ
ଭବାନୀପାଟଣା,୨୪।୪(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ବିଧାନସଭା ଆସନ ପାଇଁ ପ୍ରମୁଖ ରାଜନୈତିକ ଦଳ ଭାଜପା, ବିଜେଡି ଓ କଂଗ୍ରେସ ସେମାନଙ୍କ ପ୍ରାର୍ଥୀ ଘୋଷଣା କରିସାରିଛନ୍ତି। ଭବାନୀପାଟଣା ବିଧାନସଭା ଆସନରୁ ଭାଜପା ତା’ର ସିଟିଂ ବିଧାୟକ ପ୍ରଦୀପ୍ତ କୁମାର ନାଏକଙ୍କୁ ପୁଣି…
ରାସେଶ୍ୱରୀଙ୍କ ଇସ୍ତଫା ନେଇ ବିଜେଡିକୁ ଝଟକା ଚର୍ଚ୍ଚା
ସମ୍ବଲପୁର,୨୪ା୪(ପ୍ରମୋଦ ବହିଦାର):ସମ୍ବଲପୁରର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀ ମଙ୍ଗଳବାର ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସମ୍ବଲପୁର ବିଧାନ ସଭା ଓ ଲୋକ ସଭା କ୍ଷେତ୍ରରେ ବିଗ୍ ଫାଇଟ ହେବାକୁ ଯାଉଥିବା ବେଳେ ତାଙ୍କ ପରି ବରିଷ୍ଠ ନେତ୍ରୀଙ୍କ…
ଭାଜପା ଟି-ଶାର୍ଟରେ ନାହିଁ ମନମୋହନଙ୍କ ଫଟୋ
କାଏମା,୨୪ା୪(ଶିବପ୍ରସାଦ ମହାନ୍ତି):ଯାଜପୁର ଜିଲାର ଧର୍ମଶାଳା ନିର୍ବାଚନ ମଣ୍ଡଳୀରେ ମଙ୍ଗଳବାର ଆହୂତ ଏକ ବାଇକ୍ ଶୋଭାଯାତ୍ରାରେ କର୍ମୀମାନେ ପିନ୍ଧିଥିବା ଟି-ସାର୍ଟରେ ଭାଜପା ଉଚ୍ଚ ନେତୃବର୍ଗଙ୍କୁ ଉପେକ୍ଷା କରାଯାଇଥିବା ଚର୍ଚ୍ଚା ହେଉଛି। ଉକ୍ତ ଟି-ଶାର୍ଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଧର୍ମେନ୍ଦ୍ର ପ୍ରଧାନଙ୍କ ଫଟୋ…
ନୁଡୁଲ୍ସ ପ୍ୟାକେଟ୍ରୁ ୨ କୋଟିର ହୀରା ଜବତ
ମୁମ୍ବାଇ,୨୪ା୪:ସୀମାଶୁଳ୍କ ବିଭାଗ ଅଧିକାରୀମାନେ ମୁମ୍ବାଇ ବିମାନବନ୍ଦରରୁ ୬.୪୬ କୋଟି ଟଙ୍କାର ସୁନା ଓ ହୀରା ଜବତ କରିଛନ୍ତି। ଜଣେ ଯାତ୍ରୀ ନୁଡୁଲ୍ସ ପ୍ୟାକେଟରେ ହୀରାକୁ ଲୁଚାଇଥିବାବେଳେ ଅନ୍ୟମାନେ ନିଜ ଶରୀର ଏବଂ ବ୍ୟାଗେଜ୍ରେ ସୁନା ରଖିଥିଲେ। ଜବତ ସୁନାର ପରିମାଣ ୬.୮…
ପବନକୁ ସମ୍ଭାଳି ପାରିଲାନି ବ୍ରିଜ୍
ହାଇଦ୍ରାବାଦ୍,୨୪ା୪:ତେଲଙ୍ଗାନାର ପେଦ୍ଦାପଲ୍ଲୀରେ ସୋମବାର ରାତି ୯ଟା ୪୫ରେ ଏକ ନିର୍ମାଣାଧୀନ ବ୍ରିଜ୍ ପବନକୁ ସମ୍ଭାଳି ନ ପାରି ଭୁଶୁଡ଼ିପଡ଼ିଛି। ଉକ୍ତ ବ୍ରିଜ୍ର ଏକ ଅଂଶ ଭାଙ୍ଗିଯାଇଛି। ୧୦୦ ଫୁଟ୍ ଉଚ୍ଚତାର ଏହି ବ୍ରିଜ୍ ତଳେ ୨ଟି ପିଲାର ଥିବାବେଳେ ୫ଟି ସ୍ଲାବ୍…
ମତଦାନ କମିବା ଆଶଙ୍କା
ନୂଆଦିଲ୍ଲୀ,୨୪ା୪: ଲୋକ ସଭା ନିର୍ବାଚନରେ ବିଜୟୀ ହୋଇ ଭାଜପା ତୃତୀୟ ଥର ସରକାର ଗଢ଼ିବାକୁ ଲକ୍ଷ୍ୟ ରଖିଥିବାବେଳେ ଏହାକୁ ଅଟକାଇବା ପାଇଁ ଇଣ୍ଡିଆ ମେଣ୍ଟ ଜୋର୍ଦାର ଉଦ୍ୟମ ଚଳାଇଛି। ଏହାକୁ ନେଇ କେବଳ ରାଜନୈତିକ ତାତି ବଢ଼ିନାହିଁ ବରଂ ଅଧିକାଂଶ ରାଜ୍ୟରେ…
Video: ଆଉଟ୍ ଦେଇଥିବା ଅମ୍ପାୟାରଙ୍କଠାରୁ ‘ପ୍ରତିଶୋଧ’ ନେଲେ ବିରାଟ, ସର୍ବସମ୍ମୁଖରେ କଲେ ଏଭଳି…
ନୂଆଦିଲ୍ଲୀ,୨୩।୪: ବିରାଟ କୋହଲି କ୍ରିକେଟ ମଇଦାନରେ ନିଜର କ୍ରୋଧକୁ ନେଇ ପରିଚିତ। ଖେଳ ସମୟରେ ନିଜ ବିରୋଧୀ ଟିମ୍ର ମୁହଁ ଏବଂ ବ୍ୟାଟ୍ ଉଭୟର ଉଚିତ ଜବାବ ଦେଇଛନ୍ତି। ହେଲେ ଏବେ ଜଣେ ଅମ୍ପାୟାର ତାଙ୍କ ଟାର୍ଗେଟକୁ ଆସିଛନ୍ତି। କୋଲକାତା ନାଇଟ୍…
ନବୀନଙ୍କ ଲୁଙ୍ଗିକୁ ନେଇ ରାଜନୀତିରେ ଝଡ଼, ଧର୍ମେନ୍ଦ୍ର କହିଲେ…
ଭୁବନେଶ୍ୱର,୨୩।୦୪: ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ରୋଚକ ଘଟଣା ଦେଖିବାକୁ ମିଳିଛି। ନବୀନଙ୍କ ଲୁଙ୍ଗି ପିନ୍ଧା ଘଟଣାକୁ ନେଇ ବିଜେଡି-ଭାଜପା ଭିତରେ ବାକଯୁଦ୍ଧ ଆରମ୍ଭ ହୋଇଛି। ପ୍ରଥମେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କଲେ ଟାର୍ଗେଟ ଏହାପରେ ତା’ର କାଉଣ୍ଟରରେ ଲୁଙ୍ଗି ପିନ୍ଧି…
ପ୍ରଦୀପ ପାଣିଗ୍ରାହୀଙ୍କୁ ଝଟକା
କଟକ,୨୩ା୪ (କାର୍ତ୍ତିକ ସାହୁ) ଟାଟା ମୋଟର୍ସରେ ଚାକିରି କରାଇଦେବାକୁ କହି ଲକ୍ଷ ଲକ୍ଷ ଟଙ୍କା ଠକିବା ଅଭିଯୋଗ ମାମଲାରେ ପ୍ରଦୀପ ପାଣିଗ୍ରାହୀଙ୍କୁ ବଡ଼ ଝଟକା ଲାଗିଛି। ହାଇକୋର୍ଟ ତାଙ୍କ ଉପରୁ ସମସ୍ତ ସ୍ଥଗିତାଦେଶ ହଟାଇବା ସହ ଏଣିକି ନିୟମିତ କୋର୍ଟରେ ହାଜର…
ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପାଇଁ ସରିଲା ନିର୍ବାଚନ ପ୍ରଚାର, ଶୁକ୍ରବାର ପଡିବ ଭୋଟ୍
ନୂଆଦିଲ୍ଲୀ,୨୩।୪: ଆରମ୍ଭ ହୋଇଯାଇଛି ଦେଶର ସବୁଡାରୁ ମଡ଼ ମହାପର୍ବ ନିର୍ବାଚନ ୨୦୨୪। ତେବେ ଆଜି ୨ୟ ପର୍ଯ୍ୟାୟ ମତଦାନ ପାଇଁ ସରିଛି ପ୍ରଚାର । ଶେଷ ଦିନରେ ପ୍ରଚାର ମଇଦାନରେ ଦେଖିବାକୁ ମିଳିଛନ୍ତି ହେଭିୱେଟ ନେତା । ପ୍ର୍ରାର୍ଥୀଙ୍କ ପାଇଁ ମଇଦାନରେ…
Archives


