ଲାଲ୍ଚାନ୍ଦ୍ ଜୁଏଲର୍ସର ମନ୍ସୁନ୍ ସେଲ୍
ଭୁବନେଶ୍ୱର,୯।୭ (ଅଭୟ ଦାଶ): ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ପୂର୍ବ ଭାରତର ପ୍ରମୁଖ ଗହଣା ବ୍ରାଣ୍ଡ୍ ଲାଲ୍ଚାନ୍ଦ୍ ଜୁଏଲର୍ସର ବହୁ ପ୍ରତୀକ୍ଷିତ ଅଫର ‘ମନ୍ସୁନ୍ ସେଲ୍’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବର୍ତ୍ତମାନ ସାରା ଓଡ଼ିଶାରେ ମୌସୁମୀ (ବର୍ଷାଋତୁ) ଜାରି…
‘ଆଇଟି କ୍ଷେତ୍ରରେ ବୈପ୍ଳବିକ ପରିବର୍ତ୍ତନ ଆଣିବ ପତଞ୍ଜଳି’
ଭୁବନେଶ୍ୱର,୯।୭ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ଆଇଟି (ଇନ୍ଫରମେଶନ ଟେକ୍ନୋଲୋଜି ବା ଆଇଟି) କମ୍ପାନୀ ଭରୁୱା ସଲ୍ୟୁଶନ ଅଧୀନରେ ଆୟୋଜିତ ‘ବୃତ୍ତିଗତ ବିକାଶ/କୋର ସ୍କିଲ୍ ପାଇଁ କର୍ପୋରେଟ୍ ଟ୍ରେନିଂ’ଶୀର୍ଷକ ବିଷୟବସ୍ତୁ ଉପରେ ୩ ଦିନିଆ ଆଇଟି କର୍ମଶାଳା ପତଞ୍ଜଳି ବିଶ୍ୱବିଦ୍ୟାଳୟ…
ନିଜେ ଗାଡି ଡ୍ରାଇଭ୍ କରି ମୋଦିଙ୍କୁ ବୁଲାଇଲେ ପୁଟିନ୍
ମସ୍କୋ,୯।୭:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଦିନିଆ ରୁଷିଆ ଗସ୍ତରେ ଯାଇ ମସ୍କୋରେ ପହଞ୍ଚତ୍ଛନ୍ତି। ସେ ମଙ୍ଗଳବାର ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍ଙ୍କ ସହ ଦ୍ୱିପାକ୍ଷିକ, ଅନ୍ତର୍ଜାତୀୟ ଏବଂ ଆଞ୍ଚଳିକ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ଏଥିସହିତ ବିଭିନ୍ନ ପ୍ରତିନିଧିମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କର ଓ୍ବାନ୍-ଅନ୍-ଓ୍ବାନ୍…
ଅରିନ୍ଦମ ଏନ୍ଟିପିସିର ଆଞ୍ଚଳିକ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ
ଭୁବନେଶ୍ୱର,୯।୭ (ଅଭୟ ଦାଶ): ଦେଶର ପ୍ରମୁଖ କେନ୍ଦ୍ରୀୟ ସଂସ୍ଥା ତଥା ନ୍ୟାଶନାଲ ଥର୍ମାଲ ପାଓ୍ବାର କର୍ପୋରେଶନ ବା ଏନ୍ଟିପିସି ଲିମିଟେଡର ନୂତନ ଆଞ୍ଚଳିକ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ (ଇଷ୍ଟର୍ନ ରିଜନ-୨, ମୁଖ୍ୟାଳୟ ଭୁବନେଶ୍ୱର) ଭାବେ ଅରିନ୍ଦମ ସିହ୍ନା ନିକଟରେ ଯୋଗ ଦେଇଛନ୍ତି। ଏହା…
ଦେଶରେ ୬% ନିଯୁକ୍ତି ବୃଦ୍ଧି
ଭୁବନେଶ୍ୱର,୯।୭(ଅନୁରାଧା ମହାରଣା): ଦେଶରେ ବର୍ଷକରେ ୪୬.୭ ନିୟୁତକୁ ନିଯୁକ୍ତି ସଂଖ୍ୟା ବୃଦ୍ଧି ପାଇଛି। ସୋମବାର ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍ବିଆଇ) ଏହି ତଥ୍ୟ ପ୍ରକାଶ କରିଛି। ମାର୍ଚ୍ଚରେ ଶେଷ ହୋଇଥିବା ୨୦୨୩-୨୪ ଆର୍ଥିକ ବର୍ଷରେ ଏହି ନିଯୁକ୍ତି ବୃଦ୍ଧି ପାଇଥିବାବେଳେ ଦକ୍ଷିଣ…
ଶପଥ ନେଉଥିବାବେଳେ ବଡ଼ ଭୁଲ୍ କରିଦେଲେ ମନ୍ତ୍ରୀ: ଆଉ ତା’ପରେ…
ଭୋପାଳ,୯।୭: ମଧ୍ୟପ୍ରଦେଶ ରେ ମୁଖ୍ୟମନ୍ତ୍ରୀ ମୋହନ ଯାଦବଙ୍କ ନେତୃତ୍ୱରେ କ୍ୟାବିନେଟକୁ ପ୍ରାୟ ସାତ ମାସ ପରେ (ସିଏମ ପଦ ଗ୍ରହଣ କରିବା ପରେ) ସମ୍ପ୍ରସାରିତ କରାଯାଇଛି। ମଧ୍ୟପ୍ରଦେଶ ରାଜ୍ୟପାଳ ମଙ୍ଗୁଭାଇ ପଟେଲ ପୁଣିଥରେ ମୁଖ୍ୟମନ୍ତ୍ରୀ ମୋହନ ଯାଦବ ଏବଂ ଅନ୍ୟ ମାନ୍ୟଗଣ୍ୟ…
ମୃତକଙ୍କ ପାଇଁ ମୁଭି ନାଇଟ୍ ଶୋ’
ବ୍ୟାଙ୍କକ୍: ଥାଇଲାଣ୍ଡରେ ଚାଇନିଜ୍ ସମୁଦାୟର ଲୋକଙ୍କ ପାଇଁ ରହିଥିବା ଏକ କବର ସ୍ଥାନରେ ମୃତକଙ୍କ ଲାଗି ଗୋଟିଏ ମନୋରଞ୍ଜନଧର୍ମୀ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି, ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଏହି କବର ସ୍ଥାନରେ ଜୁଲାଇ ୧ରୁ ୫ ପର୍ଯ୍ୟନ୍ତ ୫ ଦିନ…
ଜାତୀୟ ସ୍ବାର୍ଥକୁ ପ୍ରୋତ୍ସାହିତ କରିବ ରାଷ୍ଟ୍ରୀୟ ବିଦ୍ୟାର୍ଥୀ ଦିବସ
ବିଶ୍ୱର ସର୍ବବୃହତ ଛାତ୍ର ସଂଗଠନ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦର ସ୍ଥାପନା ଦିବସ ପ୍ରତିବର୍ଷ ଜୁଲାଇ ୯ରେ ପାଳନ କରାଯାଏ। ଭାରତରେ ଏହି ଦିବସକୁ ରାଷ୍ଟ୍ରୀୟ ବିଦ୍ୟାର୍ଥୀ ଦିବସ ଭାବରେ ପାଳନ କରାଯାଏ। ବିଶେଷ କରି ଛାତ୍ରୀଛାତ୍ରମାନଙ୍କ ଆଗ୍ରହ ଏବଂ ଜାତୀୟ…
‘ଜଓ୍ବାନ’କୁ ପଛରେ ପକାଇଲା ‘କଳ୍କୀ ୨୮୯୮ ଏଡି’
ମୁମ୍ବାଇ: ନାଗ୍ ଅଶ୍ୱିନ୍ଙ୍କ ନିର୍ଦ୍ଦେଶିତ ‘କଳ୍କୀ ୨୮୯୮ ଏଡି’ ଗତ ଜୁନ ୨୭ରେ ମୁକ୍ତିଲାଭ କରିଥିଲା, ଯାହା ଏବେ ଅନେକ ରେକର୍ଡ ଭାଙ୍ଗିପାରିଛି। ପ୍ରଭାସ, ଦୀପିକା ପାଦୁକୋନ, ଅମିତାଭ ବଚ୍ଚନ, ଦିଶା ପଟାନି ଓ କମଲ ହାସନଙ୍କ ଅଭିନୀତ ଏହି ଫିଲ୍ମ…
ଅଭିଯୁକ୍ତ ଗୁଗଲ ମ୍ୟାପ୍ ପିନ୍ ଦେବା ଜାମିନ୍ ସର୍ତ୍ତକୁ ସୁପ୍ରିମକୋର୍ଟଙ୍କ ନା
ନୂଆଦିଲ୍ଲୀ,୯ା୭: ଅଭିଯୁକ୍ତଙ୍କ ଉପରେ ପୋଲିସ କ୍ରମାଗତ ନଜର ରଖିବା ଏବଂ ଭର୍ଚୁଆଲ୍ରେ ତାଙ୍କ ପ୍ରିଭେସିରେ ହସ୍ତକ୍ଷେପ କରିବାକୁ ଜାମିନ ସର୍ତ୍ତାବଳୀ ରଖାଯାଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ ସୋମବାର କହିଛନ୍ତି। ଅଭିଯୁକ୍ତଙ୍କ ଅବସ୍ଥିତି ସମ୍ପର୍କରେ ଜାଣିବା ନିମନ୍ତେ ସେ ତଦନ୍ତକାରୀ ଅଫିସରଙ୍କୁ ଗୁଗଲ୍…
ଫ୍ରାନ୍ସରେ ଅଚଳାବସ୍ଥା ଆଶଙ୍କା
ପ୍ୟାରିସ୍,୯ା୭: ଫ୍ରାନ୍ସ ନିର୍ବାଚନରେ କୌଣସି ପ୍ରାର୍ଥୀଙ୍କୁ ଫ୍ରାନ୍ସ ନିର୍ବାଚନରେ କୌଣସି ଦଳକୁ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ମିଳିନାହିଁ। ଭୋଟଗୁଡ଼ିକ ଲେଫ୍ଟ, ସେଣ୍ଟର ଏବଂ ଫାର୍ ରାଇଟ୍ ଦଳ ମଧ୍ୟରେ ଭାଗ ଭାଗ ହୋଇଯାଇଛି। ସରକାର ଗଢ଼ିବା ପାଇଁ କେହି ମ୍ୟାଜିକ୍ ନମ୍ବର ୨୮୯…
ମୋଦିଙ୍କ କଥା ମାନି ପୁଟିନ ନେଲେ ବଡ଼ ନିଷ୍ପତ୍ତି
ନୂଆଦିଲ୍ଲୀ/ମସ୍କୋ,୯।୭: ପ୍ରଧାନମନ୍ତ୍ରୀ ମୋଦି ଆଜିକାଲି ରୁଷିଆରେ ଅଛନ୍ତି। ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ନିମନ୍ତ୍ରଣରେ ପ୍ରଧାନମନ୍ତ୍ରୀ ମୋଦି ମସ୍କୋ ଯାଇଛନ୍ତି। ଉଭୟ ନେତାଙ୍କ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଛି। ଏହି କ୍ରମରେ ରୁଷିଆ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଷ୍ଟ୍ରପତି…

