କେବେ ଭାବି ନ ଥିଲି ଏମିତି ଦିନ ଆସିବ: ଭାବବିହ୍ବଳ ହୋଇପଡ଼ିଲେ ମୋଦି
ନୂଆଦିଲ୍ଲୀ,୭।୧୦: ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ମୁଖ୍ୟ ଭାବେ ୨୫ ବର୍ଷ ପୂରଣ କରିଛନ୍ତି। ୨୦୦୧ ମସିହା ଅକ୍ଟୋବର ୭ରେ ସେ ପ୍ରଥମଥର ପାଇଁ ଗୁଜରାଟର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ। ଏହାପରେ ଦୀର୍ଘ ରାଜନୈତିକ ଯାତ୍ରା ପରେ ୨୦୧୪ରେ…
Chanakya Niti: ଜୀବନରେ ସଫଳତା ପାଇବାକୁ ହେଲେ ମାନନ୍ତୁ ଏହି ୩ ବଡ଼ କଥା…
ଆଚାର୍ଯ୍ୟ ଚାଣକ୍ୟଙ୍କ ‘ଚାଣକ୍ୟ ନୀତି’ରେ ମାନବ ସମାଜ, ବ୍ୟକ୍ତିଗତ ବ୍ୟବହାର, ଏବଂ ଜୀବନରେ ସଫଳତା ପାଇଁ ଅନେକ ବାସ୍ତବିକ ଉପଦେଶ ରହିଛି। ସେଥିମଧ୍ୟରୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ହେଲା… ଅତ୍ୟନ୍ତ ଖୁସିରେ ପ୍ରତିଶ୍ରୁତି ନ ଦେବା… ଚାଣକ୍ୟ କହିଛନ୍ତି, ଅତ୍ୟଧିକ ଖୁସିରେ ପ୍ରତିଶ୍ରୁତି…
ପ୍ରଥମ T20I ଶତକ ପରେ ମନର କଥା ଖୋଲି କହିଦେଲେ ଶ୍ରେୟସ ଆୟର: କହିଲେ, ଏମିତି ଖେଳିଲେ…
ଲକ୍ଷ୍ନୌ,୭।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟି-୨୦ରେ ଭାରତୀୟ ଅଧିନାୟକ ଶ୍ରେୟସ ଅୟରଙ୍କ ଧୂଆଁଧାର ଶତକ ବଳରେ ଭାରତ ୮ ଉଇକେଟ୍ରେ ବଡ଼ ବିଜୟ ହାସଲ କରିଛି। ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ୧୭୨ ରନ୍ର ଲକ୍ଷ୍ୟକୁ ଭାରତ ମାତ୍ର ୧୪.୪ ଓଭରରେ ୨…
RBIର ବଡ଼ ଝଟକା: ୪ ବର୍ଷ ପରେ ବୃଦ୍ଧି ପାଇଲା ରେପୋ ରେଟ, ଜାଣନ୍ତୁ କେତେ ବଢ଼ିବ EMI
ନୂଆଦିଲ୍ଲୀ,୭।୧୦: ଅକ୍ଟୋବର ୨୦୨୬ରେ ଅନୁଷ୍ଠିତ ମୁଦ୍ରା ନୀତି କମିଟି (MPC) ବୈଠକରେ, ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ରେପୋ ହାରକୁ ୨୫ ବେସିସ ପଏଣ୍ଟ (୦.୨୫%) ବୃଦ୍ଧି କରିଛି। ଅକ୍ଟୋବର ୫ରୁ ୭ ପର୍ଯ୍ୟନ୍ତ ଚାଲିଥିବା ଏହି ବୈଠକରେ ପଶ୍ଚିମ ଏସିଆରେ…
ଚିଲିକା ମଝିରେ ଅଟକିଲା ଡଙ୍ଗା: ଭୟରେ ଥରିଲେ ଯାତ୍ରୀ, ଆଉ ତା’ପରେ…
କୃଷ୍ଣପ୍ରସାଦ,୭।୧୦(କୈଳାଶ ଚନ୍ଦ୍ର ପଟ୍ଟନାୟକ):ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ସାତପଡ଼ା- ଜହ୍ନିକୁଦା ଚିଲିକା ମଝିରେ ଘଟିଛି ଅଘଟଣ। ବୁଧବାର ସକାଳ ୭ଟାରେ ଏକ ଯାତ୍ରୀବାହୀ ଡ଼ଙ୍ଗା ୫୦ରୁ ଉର୍ଦ୍ଧ୍ୱ ଯାତ୍ରୀ ଏବଂ ୨୫ ମୋଟର ସାଇକେଲ ନେଇ ଜହ୍ନିକୁଦାରୁ ସାତପଡ଼ା ଅଭିମୁଖେ ଯାତ୍ରା…
ଅବିଶ୍ୱସନୀୟ କ୍ୟାଚ ଧରିଲେ ଇଶାନ କିଶନ: ନିଜେ ବି କରିପାରିଲେନି ବିଶ୍ୱାସ, ଦେଖନ୍ତୁ VIDEO
ଲକ୍ଷ୍ନୌ,୭।୧୦: ଟି-୨୦ କ୍ରିକେଟ୍ରେ ଭାରତୀୟ ଦଳର ଫିଲ୍ଡିଂକୁ ନେଇ ଅନେକ ସମୟରେ ପ୍ରଶ୍ନ ଉଠିଥାଏ। ବିଶେଷକରି କ୍ୟାଚ ଧରିବା ମାମଲାରେ ଭାରତର ରେକର୍ଡ ଆହୁରି ଉନ୍ନତ ହେବାର ଆବଶ୍ୟକତା ରହିଛି। କିନ୍ତୁ ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟି-୨୦ରେ ଇଶାନ କିଶନ ଏଭଳି…
ଗୁମ୍ମା ଘାଟିରେ ଓଲଟିଲା ଟ୍ରଲର: ରାୟଗଡ଼ା-କୋରାପୁଟ ରାସ୍ତା ଜାମ
ରାୟଗଡ଼ା, ୭/୧୦(ସଂକେତ ପାତ୍ର/ଜଗନ୍ନାଥ ଗୌଡ଼): ରାୟଗଡ଼ା ଜିଲା ଗୁମ୍ମା ଘାଟିରେ ଏକ ଟ୍ରଲର ଓଲଟି ପଡ଼ିବାରୁ ରାୟଗଡ଼ା-କୋରାପୁଟ ମୁଖ୍ୟ ରାସ୍ତାରେ ଯାତାୟାତ ଜାମ ହୋଇଛି। ସ୍ଥାନୀୟ ଲୋକଙ୍କ କହିବା ଅନୁସାରେ, ରାତି ୧୧ଟା ପୂର୍ବରୁ ଟ୍ରଲରଟି ଘାଟି ରାସ୍ତାରେ ଓଲଟି ପଡ଼ିଥିଲା।…
ଡେବ୍ୟୁ ମ୍ୟାଚ୍ରେ ଇତିହାସ ରଚିଲେ ଏହି ବୋଲର୍: ପ୍ରଥମ ଭାରତୀୟ ସ୍ପିନର୍ ଭାବେ କଲେ ଏମିତି କାରନାମା
ଲକ୍ଷ୍ନୌ,୭।୧୦: ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚ୍ରେ ଭାରତୀୟ ଯୁବ ଅଲରାଉଣ୍ଡର ନମନ ଧୀର ବୋଲିଂରେ ଚମତ୍କାର ପ୍ରଦର୍ଶନ କରିଛନ୍ତି। ଆକ୍ରମଣାତ୍ମକ ବ୍ୟାଟିଂ ପାଇଁ ପରିଚିତ ନମନ ଏହି ମ୍ୟାଚ୍ରେ ନିଜ ଅଫ-ସ୍ପିନ୍ରେ କ୍ୟାରିବିଆନ ବ୍ୟାଟରଙ୍କୁ ଅସୁବିଧାରେ…
ବଡ଼ ଉପଲବ୍ଧି ହାସଲ କଲେ ମୋଦି: ଛୁଟୁଛିୁ ଶୁଭେଚ୍ଛାର ସୁଅ, ଜାଣନ୍ତୁ ପୂରା ରାଜନୈତିକ ଘଟଣା
ନୂଆଦିଲ୍ଲୀ,୭।୧୦: ଭାରତୀୟ ରାଜନୀତିରେ ନରେନ୍ଦ୍ର ମୋଦିଙ୍କ ଶାସନ ଯାତ୍ରାକୁ ୨୫ ବର୍ଷ ପୂରିଛି। ୨୦୦୧ ମସିହା ଅକ୍ଟୋବର ୭ରେ ସେ ଗୁଜରାଟର ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେଇଥିଲେ। ଏହାର ପ୍ରାୟ ୧୩ ବର୍ଷ ପରେ ୨୦୧୪ରେ ସେ ଦେଶର ପ୍ରଧାନମନ୍ତ୍ରୀ ହୋଇଥିଲେ।…
ମୋଦିଙ୍କ ୨୫ ବର୍ଷର ସଫଳତାକୁ ପ୍ରଶଂସା: କ୍ୟାବିନେଟ୍ରେ ପ୍ରସ୍ତାବ ଗୃହୀତ,ଅଶ୍ୱିନ ବୈଷ୍ଣବ କହିଲେ…
ନୂଆଦିଲ୍ଲୀ,୭ା୧୦(ପି.ଟି.):ଗୁଜରାଟ ମୁଖ୍ୟମନ୍ତ୍ରୀ ଏବଂ ଭାରତର ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦିଙ୍କ ଗତ ୨୫ ବର୍ଷର ସଫଳତାକୁ ପ୍ରଶଂସାକରି ମଙ୍ଗଳବାର କେନ୍ଦ୍ର କ୍ୟାବିନେଟ୍ରେ ପ୍ରସ୍ତାବ ଗୃହୀତ ହୋଇଛି। ଏହି ପ୍ରସ୍ତାବ ୨୦୦୧ ଅକ୍ଟୋବର ୭ରୁ ୨୦୨୬ ଅକ୍ଟୋବର ୭ ମଧ୍ୟରେ ମୋଦିଙ୍କ ନିରନ୍ତର…
ଚୌକା-ଛକା ବର୍ଷା କରି ୪ ବଡ଼ ରେକର୍ଡ ଭାଙ୍ଗିଦେଲେ ଶ୍ରେୟସ ଆୟର
ଲକ୍ଷ୍ନୌ,୭।୧୦: ଶ୍ରେୟସ ଆୟରଙ୍କ ଧୂଆଁଧାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟି-୨୦ରେ ଭାରତ ୮ ଉଇକେଟରେ ବଡ଼ ବିଜୟ ହାସଲ କରିଛି। ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ ପ୍ରଥମେ ବ୍ୟାଟିଂ କରି ୧୭୧ ରନ କରିଥିବା ବେଳେ ଭାରତ ମାତ୍ର…
ପ୍ରଶଂସା ନୁହେଁ ପ୍ରୋତ୍ସାହନ
ଜାପାନର ଆଇଚି-ନାଗୋୟାରେ ଶେଷ ହୋଇଥିବା ଏସିଆନ ଗେମ୍ସରେ ଚାଇନା, ଜାପାନ, ଦକ୍ଷିଣ କୋରିଆ ପରେ ଭାରତ ୪ର୍ଥ ସ୍ଥାନରେ ରହିଛି। ଏହା ୨୧ ସ୍ବର୍ଣ୍ଣ, ୨୭ ରୌପ୍ୟ ଓ ୩୭ କାଂସ୍ୟକୁ ମିଶାଇ ୮୫ ପଦକ ହାସଲ କରିଛି। ଏତିକି ସଫଳତା…

