Home

ବିଜେଡ଼ିରେ ଥାଇ ବିଜେଡ଼ି ମଙ୍ଗ ଧରିବାକୁ ପଛଘୁଞ୍ଚା: ଛତ୍ରପୁର ସାଙ୍ଗଠନିକ ବୈଠକକୁ ନେଇ ଚର୍ଚ୍ଚା ଜୋର

ଛତ୍ରପୁର, ୨୩ା୭(ଦିଲ୍ଲୀପ ସାମଲ / ଦ୍ଵାରକା ପଟ୍ଟନାୟକ): ବିଗତ ଦିନର ସର୍ବବୃହତ ଆଞ୍ଚଳିକ ରାଜନୈତିକ ଦଳ ଭାବେ ବେଶ୍ ପରିଚିତ ଥିବା ବିଜୁ ଜନତା ଦଳ (ବିଜେଡ଼ି)ରେ ସମୟ ବଦଳିବା ସାଙ୍ଗେ ସାଙ୍ଗେ ପରିସ୍ଥିତି ମଧ୍ୟ ବଦଳିବାରେ ଲାଗିଛି। ୨୦୨୪ ନିର୍ବାଚନ…

‘ସରକାର ବହୁତ ଅହଂକାରୀ ହୋଇଗଲାଣି…’, ଜନ୍ତର ମନ୍ତର ପହଞ୍ଚି କାହିଁକି ଏମିତି କହିଲେ ମେହବୁବା ମୁଫତି? CJPକୁ କଲେ ସମର୍ଥନ

ନୂଆଦିଲ୍ଲୀ,୨୩।୭: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ପିଡିପି ମୁଖ୍ୟ ମେହବୁବା ମୁଫତି ଗୁରୁବାର (୨୩ ଜୁଲାଇ) ଦିଲ୍ଲୀର ଜନ୍ତର ମନ୍ତରରେ CJP ଦ୍ୱାରା ଆୟୋଜିତ ଏକ ପ୍ରତିବାଦକୁ ସମର୍ଥନ କରିବା ପାଇଁ ପହଞ୍ଚିଥିଲେ। ଏହି କାର୍ଯ୍ୟକ୍ରମ ସମୟରେ, ସେ NEET ପେପର୍‌…

ଘରକୁ ଫେରିବା ବେଳେ ଫରେଷ୍ଟରଙ୍କ ସ୍କୁଟିକୁ ଧକ୍କା ଦେଲା ଟ୍ରକ, ଘଟଣାସ୍ଥଳରେ…

ଭବାନୀପାଟଣା,୨୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଚଞ୍ଚରାବାଡି ଛକ ନିକଟରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଟ୍ରକ ଧକ୍କାରେ ଜଣେ ମହିଳା ଫରେଷ୍ଟରଙ୍କ ମୃତ୍ୟୁ ହୋଇଛି। ମୃତ ମହିଳା ଫରେଷ୍ଟରଙ୍କ ନାମ ଝୁନୁବାଳା…

ଗଞ୍ଜାମରେ ଅସାମାଜିକ ଯୁବକଙ୍କ ଆତଙ୍କ, ହସ୍ପିଟାଲରେ ପଶି ଭାଙ୍ଗିଦେଲେ…

ଗଞ୍ଜାମ,୨୩।୭(ବିଦ୍ୟାଧର ସାହୁ ): ଗୁରୁବାର ମଧ୍ୟାହ୍ନରେ ଗଞ୍ଜାମ ବଡବଜ଼ାର ଠାରେ ଥିବା ଆୟୁଷ୍ମାନ ଆରୋଗ୍ୟ ମନ୍ଦିରର ତଥା ସ୍ୱାସ୍ଥ୍ୟ କେନ୍ଦ୍ରରେ ଜଣେ ଅସାମାଜିକ ଯୁବକଙ୍କ ଗୁଣ୍ଡାରାଜ ଦେଖିବାକୁ ମିଳିଛି । ହସ୍ପିଟାଲରେ ପଶି ଭଙ୍ଗାରୁଜା କରିଥିବା ବେଳେ ସିସିଟିଭିରେ ଭିଡିଓ କୟଦ…

CJP ହିଂସା ମାମଲାରେ କଡ଼ା କାର୍ଯ୍ୟାନୁଷ୍ଠାନ! ବାତିଲ ହେବ….

ନୂଆଦିଲ୍ଲୀ,୨୩।୭: ଜନ୍ତର ମନ୍ତରରେ ‘କକ୍ରୋଚ୍ ଜନତା ପାର୍ଟି’ (CJP) ପ୍ରତିବାଦ ସମୟରେ ଘଟିଥିବା ହିଂସାରେ ଜଡିତ ଲୋକଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦିଲ୍ଲୀ ପୋଲିସ ପ୍ରସ୍ତୁତ ହେଉଛି। ପୋଲିସ ସୂତ୍ର ଅନୁଯାୟୀ, ପ୍ରତିବାଦର ଆଳରେ ହିଂସାରେ ଲିପ୍ତ ଏବଂ…

CJP ଆନ୍ଦୋଳନ, ଏଣ୍ଟ୍ରି ମାରିଲାଣି ପାକିସ୍ତାନ! ଲାଠିଚାର୍ଜକୁ ନେଇ କହିଲା ଏମିତି ହେଉଛି ଖୁବ ଆଲୋଚନା

ନୂଆଦିଲ୍ଲୀ/ଇସଲାମାବାଦ,୨୩।୭: NEET-UG ପେପର୍‌ ଲିକ ବିବାଦ ଏବଂ ‘କକ୍ରୋଚ ଜନତା ପାର୍ଟି’ (CJP) ଦ୍ୱାରା ଧର୍ମେନ୍ଦ୍ର ପ୍ରଧାନଙ୍କୁ ଟାର୍ଗେଟ କରି କରାଯାଇଥିବା ପ୍ରତିବାଦ ଉପରେ ପାକିସ୍ତାନ ପ୍ରତିକ୍ରିୟା ଦେଇଛି। ଯେତେବେଳେ ପାକିସ୍ତାନର ବୈଦେଶିକ କାର୍ଯ୍ୟାଳୟ ମୁଖପାତ୍ର ତାହିର ହୁସେନ ଆନ୍ଦ୍ରାବିଙ୍କୁ ପଚରାଗଲା…

ଖୁବଶୀଘ୍ର ଇସ୍ତଫା ଦେବେ ବାଂଲାଦେଶ ରାଷ୍ଟ୍ରପତି; କିଏ ନେବେ ନେତୃତ୍ୱ? ରାଜନୈତିକ ମହଲରେ ହେଲାଣି ତୀବ୍ର ଆଲୋଚନା

ଢାକା,୨୩।୭: ବାଂଲାଦେଶରେ ରାଜନୈତିକ ଅସ୍ଥିରତା ଆରମ୍ଭ ହୋଇଛି। ଅନେକ ଗଣମାଧ୍ୟମ ରିପୋର୍ଟରେ ଦାବି କରାଯାଇଛି ଯେ ରାଷ୍ଟ୍ରପତି ମହମ୍ମଦ ଶାହାବୁଦ୍ଦିନ ଖୁବ ଶୀଘ୍ର ଇସ୍ତଫା ଦେବାକୁ ଯାଉଛନ୍ତି; ଉଲ୍ଲେଖଯୋଗ୍ୟ, ତାଙ୍କର କାର୍ଯ୍ୟକାଳ ଶେଷ ହେବାକୁ ଆଉ ଦୁଇ ବର୍ଷ ବାକି ଅଛି।…

ବରଗଡ଼ ଉପକଣ୍ଠ ରାଜପଥରେ ରାହାଜାନୀ, ୩ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ୍

ବରଗଡ଼,୨୩।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଦେଇ ଯାଇଥିବା ରାଜପଥରେ ରାହାଜାନୀ ତଥା ବିଭିନ୍ନ ସ୍ଥାନରେ ଲୁଟପାଟ୍ ଅଭିଯୋଗ ହୋଇ ଆସୁଥିଲା । ଏହି ଘଟଣାରେ ପୋଲିସ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି । ଅଭିଯୁକ୍ତମାନେ ହେଲେ ବରଗଡ଼ ସହର ତଳିପଡାର…

ଧର୍ମେନ୍ଦ୍ର ପ୍ରଧାନଙ୍କ ପୁରୁଣା ପୋଷ୍ଟ ଭାଇରାଲ, ସୋନମ ଓ୍ବାଙ୍ଗଚୁକ ଏବଂ ତାଙ୍କ ପତ୍ନୀଙ୍କୁ କରିଥିଲେ ଏଭଳି ପ୍ରଶଂସା

ନୂଆଦିଲ୍ଲୀ,୨୩।୯: ଜଳବାୟୁ କର୍ମୀ ଓ ଶିକ୍ଷା ସଂସ୍କାରକ ସୋନମ ୱାଙ୍ଗଚୁକଙ୍କ ଅନଶନ ଜାରି ଥିବା ବେଳେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ତିନି ବର୍ଷ ପୁରୁଣା ଏକ ସୋସିଆଲ ମିଡିଆ ପୋଷ୍ଟ ଏବେ ଭାଇରାଲ ହେବାରେ ଲାଗିଛି । ସେହି ପୋଷ୍ଟରେ…

NEET UG ପେପର ଲିକ: ପରୀକ୍ଷାର ୧୦ ଦିନ ପୂର୍ବରୁ ଅଭିଯୁକ୍ତଙ୍କ ମୋବାଇଲ ଫୋନକୁ ଆସିଯାଇଥିଲା ପ୍ରଶ୍ନ, କୋର୍ଟରେ CBI ଖୋଲିଲା…

ନୂଆଦିଲ୍ଲୀ,୨୩।୭: NEET-UG 2026 ପେପର୍‌ ଲିକ ମାମଲାରେ ଅଭିଯୁକ୍ତ ଡକ୍ଟର ମନୋଜ ଭଗବାନରାଓ ଶିରୁରେ ଏବଂ ଶିବରାଜ ମୋଟେଗାଓଁକରଙ୍କ ଜାମିନ ଆବେଦନ ଉପରେ କୋର୍ଟ ଜୁଲାଇ ୨୪ରେ ତାଙ୍କର ରାୟ ଘୋଷଣା କରିବେ। ଉଭୟ ପକ୍ଷ ରାଉଜ ଆଭେନ୍ୟୁରେ ଥିବା ସ୍ବତନ୍ତ୍ର…

ଲାଞ୍ଚ ନେବା ପଡ଼ିଲା ମହଙ୍ଗା: ଉପକୋଷାଗାର ପୂର୍ବତନ କର୍ମଚାରୀଙ୍କୁ ଜେଲ୍‌ଦଣ୍ଡ

ବରଗଡ଼,୨୩ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଉପକୋଷାଗାର କାର୍ଯ୍ୟାଳୟର ପୂର୍ବତନ କର୍ମଚାରୀ ତଥା ବରିଷ୍ଠ କିରାଣି ନାରାୟଣ ମେହେରଙ୍କୁ ଲାଞ୍ଚ ନେବା ମହଙ୍ଗା ପଡ଼ିଛି। ତାଙ୍କ ବିରୋଧରେ ଚାଲିଥିବା ଏକ ଲାଞ୍ଚ ମାମଲାର ବିଚାର କରି ଭିଜିଲାନ୍ସ କୋର୍ଟର ସ୍ବତନ୍ତ୍ର ବିଚାରପତି…

୨ବର୍ଷ ପରେ ଦମଦାର ପ୍ରତ୍ୟାବର୍ତ୍ତନ, ପ୍ରଥମ ବଲ୍‌ରେ ୱିକେଟ୍ ନେଇ ଇତିହାସ ରଚିଲେ ମୟଙ୍କ

ନୂଆଦିଲ୍ଲୀ,୨୩।୭: ମୟଙ୍କ ଯାଦବ ଜିମ୍ବାୱେ ବିପକ୍ଷରେ ଖେଳାଯାଉଥିବା ପ୍ରଥମ ଟି-୨୦ ମ୍ୟାଚ୍‌ରେ ଦୁଇ ବର୍ଷରୁ ଅଧିକ ସମୟ ପରେ ପ୍ରତ୍ୟାବର୍ତ୍ତନ କରିଛନ୍ତି । ସେ ତାଙ୍କର ପ୍ରଥମ ବଲ୍‌ରେ ୱିକେଟ୍ ନେଇ ଇତିହାସ ରଚିଛନ୍ତି । ତାଙ୍କର ଉଚ୍ଚ ଗତି ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?