Home

କୁସୁମା କଟେଜ୍‌ ନିର୍ମାଣକୁ ନେଇ ବଢୁଛି ସନ୍ଦେହ

ଯାଜପୁର,୭ା୭(ହର୍ଷବର୍ଦ୍ଧନ ବେହେରା)ଯାଜପୁର ସହରର କୁସୁମା ପୋଖରୀ ପରିସରରେ ୨ ମହଲାବିଶିଷ୍ଟ ୯ଟି କଟେଜ୍‌ ନିର୍ମାଣକୁ ନେଇ ସନ୍ଦେହ ବଢ଼ିବାରେ ଲାଗିଛି। ଯାଜପୁର ପୌର ପରିଷଦ ପକ୍ଷରୁ ଏହି କଟେଜ୍‌ଗୁଡିକ କର୍ପୋରେଟ ସାମାଜିକ ଦାୟିତ୍ୱ(ସିଏସ୍‌ଆର୍‌) ପାଣ୍ଠିରୁ କ୍ରୀଡ଼ା ଭିତ୍ତିଭୂମିର ବିକାଶ ପାଇଁ ନିର୍ମାଣ…

ତୁଳସୀ କ୍ଷେତ୍ରରେ ୨ଦିନ ରଥଟଣା

କେନ୍ଦ୍ରାପଡ଼ା,୭ା୭(ଜଗନ୍ନାଥ ଧଳ)ତୁଳସୀ କ୍ଷେତ୍ରରେ ଆସନ୍ତା ୭ ଓ ୮ ଦୁଇଦିନ ଧରି ଶ୍ରଦ୍ଧାଳୁ ଶ୍ରୀବ୍ରହ୍ମ ତାଳଧ୍ୱଜ ରଥ ଟାଣିବେ ା ଏଥିପାଇଁ କ୍ଷେତ୍ରାଧିପତି ଶ୍ରୀବଳଦେବଜୀଉଙ୍କ ରଥ ପ୍ରସ୍ତୁତି ଶେଷ ହୋଇଛି ା ଚଳିତ ବର୍ଷ ନୀତି ନିର୍ଘଣ୍ଟ ଅନୁଯାୟୀ ଶ୍ରୀଜୀଉଙ୍କ ନବଯୌବନ…

ରଥ ପଥ ଜଗନ୍ନାଥ…

ପୁରୀ ୭ା୭(ଅଜିତ୍‌ କୁମାର ମହାନ୍ତି)ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ରବିବାର ପବିତ୍ର ଘୋଷଯାତ୍ରା। ଏଥିପାଇଁ ରଥ, ପଥ, ଭକ୍ତ ଏବଂ ସେବାଯତ ସମସ୍ତେ ପ୍ରସ୍ତୁତ। କେବଳ ମହାପ୍ରଭୁଙ୍କୁ ଅପେକ୍ଷା। ଶ୍ରୀମନ୍ଦିର ରନତ୍ସିଂହାସନ ଛାଡ଼ି ଭକ୍ତଙ୍କୁ ଦର୍ଶନ ଦେବା ନିମନ୍ତେ ପୁରୀ ବଡ଼ଦାଣ୍ଡକୁ…

ବାଲୁଖଣ୍ଡରେ ହେବ ସଫାରି

ଭୁବନେଶ୍ୱର,୭ା୭(ଅସମାପିକା ସାହୁ)ପୁରୀ ବାଲୁଖଣ୍ଡ ଅଭୟାରଣ୍ୟରେ ଜଙ୍ଗଲ ସଫାରି ହେବ। ପର୍ଯ୍ୟଟକଙ୍କୁ ଜଙ୍ଗଲ ବୁଲିବାର ଅନୁଭୂତି ମିଳିବ। ଅକ୍ଟୋବରରୁ ଏହି କାର୍ଯ୍ୟ ଆରମ୍ଭ ହେବ ବୋଲି ଶନିବାର ବନ୍ୟପ୍ରାଣୀ ପିସିସିଏଫ୍‌ ସୁଶାନ୍ତ ନନ୍ଦ କହିଛନ୍ତି। ସେ କହିଛନ୍ତି, ରାଜ୍ୟରେ ବିଭିନ୍ନ ସ୍ଥାନରେ ବା…

କଟକରୁ ପୁରୀ ଗଡ଼ିବ ୨୦୦ ବସ୍‌

କଟକ,୭ା୭ (କାର୍ତ୍ତିକ ସାହୁ)ପୁରୀ ରଥଯାତ୍ରାକୁ ଯାତ୍ରୀ ପରିବହନ ପାଇଁ କଟକରୁ ପ୍ରାୟ ୨୦୦ ବସ୍‌ ଗଡ଼ିବ। କଟକ ନେତାଜୀ ବସ୍‌ ଟର୍ମିନାଲ(ସିଏନ୍‌ବିଟି)ରୁ ବସ୍‌ଗୁଡ଼ିକ ଯାତ୍ରୀ ନେଇ ପୁରୀ ଅଭିମୁଖେ ଯାତ୍ରା କରିବେ। ରଥଯାତ୍ରାରେ ପୁରୀକୁ ଯାତ୍ରୀ ପରିବହନ ପାଇଁ ସିଏନ୍‌ବିଟିରେ ସ୍ବତନ୍ତ୍ର…

ଚାଣକ୍ୟ ହସ୍ପିଟାଲ ସିଲ୍‌

କଟକ,୭ା୭(ଶିଳ୍ପା ପ୍ରିୟଦର୍ଶିନୀ)କଟକ ରାଣୀହାଟ ଅଞ୍ଚଳରେ ଥିବା ଚାଣକ୍ୟ ହସ୍ପିଟାଲକୁ ଶନିବାର ସିଲ୍‌ କରାଯାଇଛି। ଜାତୀୟ ମାନବାଧିକାର କମିଶନ୍‌(ଏନ୍‌ଏଚ୍‌ଆର୍‌ସି)ଙ୍କ ନିର୍ଦ୍ଦେଶକ୍ରମେ ଜିଲା ସ୍ବାସ୍ଥ୍ୟ ବିଭାଗ ଓ ଜିଲା ପ୍ରଶାସନ ପକ୍ଷରୁ ଉକ୍ତ ହସ୍ପିଟାଲରେ ଚଢ଼ାଉ କରି ବିଭିନ୍ନ କାଗଜପତ୍ର ଯାଞ୍ଚ କରାଯାଇଥିଲା। ଯାଞ୍ଚ…

ଖବରଦାତା ନିର୍ମଳ ପଣ୍ଡାଙ୍କ ପରଲୋକ

ମାହାଙ୍ଗା/ନିଶ୍ଚିନ୍ତକୋଇଲି,୭ା୭(ଯଯାତି ସିଂହ/ଅଶୋକ କୁମାର ମହାପାତ୍ର)ବରିଷ୍ଠ ଖବରଦାତା ନିର୍ମଳ ପଣ୍ଡାଙ୍କ ଶନିବାର ପରଲୋକ ଘଟିଛି। ତାଙ୍କୁ ୪୯ ବର୍ଷ ହୋଇଥିଲା। ତାଙ୍କ ଘର ମାହାଙ୍ଗା ବ୍ଲକ ଅନ୍ତର୍ଗତ ଉଷୁମା ଗ୍ରାମରେ। ସେ ମଧ୍ୟାହ୍ନରେ ବଜାରରୁ ଫେରି ଘରେ ଶୋଇଥିଲେ। ଦେହରୁ ପ୍ରବଳ ଝାଳ…

ଆଜି ୭ ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର,୭ା୭(ଅନୁରାଧା ମହାରଣା)ମୌସୁମୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି। ଶନିବାର ବାରିପଦାରେ ସର୍ବାଧିକ ୯୨.୦ ମି.ମି. ବର୍ଷା ରେକର୍ଡ କରାଯାଇଛି। ସେହିପରି ତାଳଚେରରେ ୪୩.୦ ମି.ମି., ବୌଦ୍ଧରେ ୩୧.୦ ଓ ନୟାଗଡ଼ରେ ୩୦.୦ ମିମି ବର୍ଷା ହୋଇଛି। ଏହା ବ୍ୟତୀତ…

ରଥଯାତ୍ରାବେଳେ ବିପଦପୂର୍ଣ୍ଣ ରେଳଯାତ୍ରାକୁ ବାରଣ

ଭୁବନେଶ୍ୱର,୭।୭(ଅନୁରାଧା ମହାରଣା)ରଥଯାତ୍ରା ମହୋତ୍ସବ ସମୟରେ ଟ୍ରେନ୍‌ଗୁଡିକରେ ମାତ୍ରାଧିକ ଭିଡ଼ ହୋଇଥାଏ। ବିଶେଷକରି ପୁରୀ ଷ୍ଟେଶନରେ ଅତ୍ୟଧିକ ଭିଡ଼ ରହିଥାଏ। ଲୋକେ ବିପଦପୂର୍ଣ୍ଣ ଭାବେ ଟ୍ରେନ୍‌ରେ ଯାତ୍ରା କରିଥାନ୍ତି। ତେବେ ଏହାକୁ ଦୃଷ୍ଟିରେ ରଖି ପୂର୍ବତଟ ରେଳପଥ ପକ୍ଷରୁ ଯାତ୍ରୀ ସଚେତନା ଅଭିଯାନ…

ଭାଜପା ଯୋଗାଯୋଗରେ ବିଜେଡି କର୍ପୋରେଟର

ବ୍ରହ୍ମପୁର,୭ା୭(ନରସିଂହ ସାହୁ)ବ୍ରହ୍ମପୁର ମହାନଗର ନିଗମ (ବିଇଏମ୍‌ସି)ର କେତେଜଣ ବିଜେଡି କର୍ପୋରେଟର ଭାଜପା ସହ ଯୋଗାଯୋଗରେ ଅଛନ୍ତି। ଗଞ୍ଜାମ ସାଙ୍ଗଠନିକ ଜିଲା ଭାଜପା ସଭାପତି ସୁବାସ ସାହୁ ଏହି ସୂଚନା ଦେଇଛନ୍ତି। ଖୁବଶୀଘ୍ର ନିଗମର ରାଜନୀତି ଓଲଟପାଲଟ ହେବ ବୋଲି ସେ ଦମ୍ଭୋକ୍ତି…

ଆବଶ୍ୟକ ହେଲେ ତାଲା ଭାଙ୍ଗିବୁ

ପୁରୀ,୭ା୭(ଅଜିତ୍‌ କୁମାର ମହାନ୍ତି)ରାଜ୍ୟ ସରକାରଙ୍କ ପକ୍ଷରୁ ହାଇକୋର୍ଟର ପୂର୍ବତନ ବିଚାରପତି ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ଗଠନ କରାଯାଇଥିବା ରତ୍ନଭଣ୍ଡାର ଯାଞ୍ଚ କମିଟିର ପ୍ରଥମ ବୈଠକ ଶନିବାର ଅନୁଷ୍ଠିତ ହୋଇଛି। ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟଠାରେ ବିଚାରପତି ରଥଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ୧୬ଜଣିଆ…

ପଥକୁ ଓହ୍ଲାଇବେ ଦାରୁଦିଅଁ

ପୁରୀ ୭ା୭(ଅଜିତ୍‌ କୁମାର ମହାନ୍ତି)ରବିବାର ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା। ଏହି ଦିବସରେ ଅର୍ଥାତ୍‌ ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥିରେ ଦାରୁଦିଅଁ ଶ୍ରୀମନ୍ଦିର ରତ୍ନବେଦି ଛାଡ଼ି ପଥ(ବଡ଼ଦାଣ୍ଡ)କୁ ଓହ୍ଲାଇବେ। ରଥରେ ଯିବେ ଶ୍ରୀଗୁଣ୍ଡିଚା ମନ୍ଦିର। ଏଥିପାଇଁ ୩ ରଥ ନନ୍ଦିଘୋଷ, ଦେବଦଳନ ଏବଂ ତାଳଧ୍ୱଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?