ଆଜି ଆସିପାରେ କଂଗ୍ରେସର ପ୍ରଥମ ଲିଷ୍ଟ:୪୦ ଜଣିଆ ପ୍ରାର୍ଥୀ ତାଲିକା ଚୂଡ଼ାନ୍ତ
ନୂଆଦିଲ୍ଲୀ,୮।୩:ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସର କେନ୍ଦ୍ରୀୟ ନିର୍ବାଚନ କମିଟି (ସିଇସି) ୪୦ ଜଣିଆ ପ୍ରାର୍ଥୀ ତାଲିକା ଗୁରୁବାର ଚୂଡ଼ାନ୍ତ କରିଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ପୁଣିଥରେ କେରଳର ଓ୍ବାୟନାଡ୍ରୁ ନିର୍ବାଚନ ଲଢ଼ିବେ ବୋଲି ଏକ ସୂତ୍ରରୁ ଜଣାପଡ଼ିଛି।…
ରାତି ଉଜାଗର ରହିବେ ପଞ୍ଚ ଦେବତା
ଚଣ୍ଡିଖୋଲ,୮ା୩(ପ୍ରଦୀପ୍ତ କୁମାର ପୃଷ୍ଟି): ମହା ଶିବରାତ୍ରି ଜାଗର ଅବସରରେ ଯାଜପୁର ଜିଲାର ପ୍ରସିଦ୍ଧ ଶୈବ ପୀଠ ମହାବିନାୟକ ମନ୍ଦିରରେ ନିଆରା ପରମ୍ପରା ଦେଖିବାକୁ ମିଳିଥାଏ। ପ୍ରସିଦ୍ଧ ଶୈବ ପୀଠ ହେଇଥିଲେ ମଧ୍ୟ ପୁତ୍ର ମହାବିନାୟକଙ୍କ ନାମରେ ନାମିତ ମନ୍ଦିରରେ ପଞ୍ଚ ଦେବତା…
ଟାଙ୍କିଏ ପାଣିକୁ ୨୦୦୦ ଟଙ୍କା
ବେଙ୍ଗାଲୁରୁ,୮।୩:କର୍ନାଟକ ରାଜଧାନୀ ବେଙ୍ଗାଲୁରୁରେ ଉତ୍କଟ ଜଳସଙ୍କଟ ଦେଖାଦେଇଥିବାବେଳେ ଲୋକେ ଘୋର ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ଏଭଳି ଜଳସଙ୍କଟ କେବେ ଦେଖାଦେଇ ନ ଥିଲା। ଏହାର ସୁଯୋଗ ନେଇ ମାଫିଆମାନେ ପାଣି ଟ୍ୟାଙ୍କର ଦାମ୍ ମନଇଚ୍ଛା ବଢ଼ାଇ ଦେଇଛନ୍ତି। ୧,୦୦୦ ଟଙ୍କାରେ ପୂର୍ବରୁ…
୩.୭୦ କୋଟି ମୁଦ୍ରାଋଣ ଠକେଇ ମାମଲା: ଆଇଡିବିଆଇ ବ୍ୟାଙ୍କ ଆସିଷ୍ଟାଣ୍ଟ୍ ମ୍ୟାନେଜର ଗିରଫ
ଭୁବନେଶ୍ୱର,୮।୩(ସତ୍ୟଜିତ୍ ରାଉତ): ୩କୋଟି ୭୦ଲକ୍ଷ ଟଙ୍କାର ମୁଦ୍ରାଋଣ ଠକେଇ ମାମଲାରେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ପୁରୀ ଜିଲା ପିପିଲି ଦାଣ୍ଡମୁକୁନ୍ଦପୁରସ୍ଥିତ ଆଇଡିବିଆଇ ବ୍ୟାଙ୍କ ଶାଖାର ଆସିଷ୍ଟାଣ୍ଟ୍ ମ୍ୟାନେଜର ତନ୍ମୟ କୁମାର ମହାରଣାଙ୍କୁ ବୁଧବାର ଛତିଶଗଡ଼ ରାୟପୁରରୁ ଗିରଫ କରିଛି।…
୩୦୦ ଟଙ୍କା ଉଜ୍ଜ୍ୱଳା ସବ୍ସିଡି ଆଉ ବର୍ଷେ ବଢ଼ିଲା
ନୂଆଦିଲ୍ଲୀ,୮।୩ : ଉଜ୍ଜ୍ୱଳା ଯୋଜନା ହିତାଧିକାରୀମାନଙ୍କୁ ମିଳୁଥିବା ରନ୍ଧନ ଗ୍ୟାସ (ଏଲ୍ପିଜି) ସିଲିଣ୍ଡର ପିଛା ସବ୍ସିଡିକୁ କେନ୍ଦ୍ର ସରକାର ଗୁରୁବାର ୩୦୦ ଟଙ୍କା ବଢ଼ାଇଛନ୍ତି। ଏପ୍ରିଲ ୧ରୁ ଆରମ୍ଭ ହେଉଥିବା ନୂତନ ଆର୍ଥତ୍କ ବର୍ଷରେ ଏହି ସବ୍ସିଡି ସୁବିଧା ମିଳିବ। ଗତ…
ଜଗିବେ ୧୨ ପ୍ଲାଟୁନ ପୋଲିସ ଫୋର୍ସ
ଭୁବନେଶ୍ୱର,୮।୩(ସୂର୍ଯ୍ୟକାନ୍ତ ବେହେରା): ମହାଶିବରାତ୍ରୀରେ ଶ୍ରୀଲିଙ୍ଗରାଜ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ପ୍ରବଳ ସମାଗମ ହେବ। ଏହାକୁ ଦୃଷ୍ଟିରେ ରଖି କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି। ଶ୍ରଦ୍ଧାଳୁମାନେ କିପରି ଶାନ୍ତିଶୃଙ୍ଖଳାରେ ଲିଙ୍ଗରାଜ ମହାପ୍ରଭୁଙ୍କୁ ଦର୍ଶନ କରିବେ ସେନେଇ କମିଶନରେଟ ପୋଲିସ ପକ୍ଷରୁ ସୁରକ୍ଷା…
ଜାତୀୟ ଦଳଙ୍କ ଅଜଣା ଆୟର ୮୨.୪୨% ଇଲେକ୍ଟୋରାଲ ବଣ୍ଡ୍ରୁ: ଏଡିଆର୍
ନୂଆଦିଲ୍ଲୀ,୮।୩(ପି.ଟି.):୨୦୨୨-୨୩ ଆର୍ଥିକ ବର୍ଷରେ ଜାତୀୟ ଦଳଗୁଡ଼ିକ ଘୋଷଣା କରିଥିବା ଅଜଣା ସୂତ୍ର ଆୟର ୮୨.୪୨% ଇଲେକ୍ଟୋରାଲ ବଣ୍ଡ୍ରୁ ଆସିଥିବା ଆସୋସିଏଶନ ଫର୍ ଡେମୋକ୍ରାଟିକ୍ ରିଫମର୍ସ (ଏଡିଆର୍) ପକ୍ଷରୁ କୁହାଯାଇଛି। ଜାତୀୟ ଦଳଗୁଡ଼ିକର ଅଡିଟ୍ ରିପୋର୍ଟ ଏବଂ ନିର୍ବାଚନ କମିଶନଙ୍କ ନିକଟରେ ସେମାନେ…
ଏସ୍ବିଆଇ ବିରୋଧରେ ଅଦାଲତ ଅବମାନନା
ନୂଆଦିଲ୍ଲୀ,୮।୩(ପି.ଟି.):ସୁପ୍ରିମକୋର୍ଟ ଇଲେକ୍ଟୋରାଲ ବଣ୍ଡ୍ ବ୍ୟବସ୍ଥାକୁ ଅସାମ୍ବିଧାନିକ ଏବଂ ତଥ୍ୟ ଜାଣିବା ଅଧିକାରର ଉଲ୍ଲଂଘନ ଦର୍ଶାଇ ଏହାକୁ ରଦ୍ଦ କରିବା ସହ ମାର୍ଚ୍ଚ ୬ ସୁଦ୍ଧା ନିର୍ବାଚନ କମିଶନ(ଇସି)ଙ୍କ ନିକଟରେ ଏହାର ସବିଶେଷ ତଥ୍ୟ ଦାଖଲ କରିବାକୁ ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ(ଏସ୍ବିଆଇ)କୁ…
ଆଜି ଜାଗର: ଚଳଚଞ୍ଚଳ ଏକାମ୍ରକ୍ଷେତ୍ର
ଭୁବନେଶ୍ୱର,୮।୩(ଶର୍ମିଷ୍ଠା ପାଣିଗ୍ରାହୀ): ଜାଗର ଯାତ୍ରା ପାଇଁ ଚଳଚଞ୍ଚଳ ରାଜଧାନୀର ସମସ୍ତ ଶୈବପୀଠ। ଶିବଙ୍କ ମନ୍ତ୍ରଧ୍ୱନିରେ ଶୁକ୍ରବାର ଏକାମ୍ରକ୍ଷେତ୍ର କମ୍ପି ଉଠିବ। ପ୍ରଭୁ ଶ୍ରୀଲିଙ୍ଗରାଜଙ୍କଠୁ ନେଇ କପିଳେଶ୍ୱର, ମେଘେଶ୍ୱର, ମୁକ୍ତେଶ୍ୱର, କେଦାରଗୌରୀ, ବ୍ରହ୍ମେଶ୍ୱର, ଭାସ୍କରେଶ୍ୱର ଭଳି ଅନେକ ଶୈବପୀଠରେ ଶିବଙ୍କ ଆରାଧାନରେ ମଗ୍ନ…
ଝିଅକୁ ହତ୍ୟା ପରେ ଗର୍ଭବତୀ ମା’ଙ୍କ ଆତ୍ମହତ୍ୟା
ପୋଲସରା,୮ା୩ (ସୁବ୍ରତ ବେହେରା):ଗଞ୍ଜାମ ଜିଲା ପୋଲସରା ଥାନା ନିମିନା ପଞ୍ଚାୟତ ସାନବରଗାଁ ଗ୍ରାମ ବାଲିହତାରେ ଗୁରୁବାର ସାରେ ଗୋଟିଏ କୋଠରୀରୁ ମା’ ଝିଅଙ୍କ ମୃତଦେହ ଜବତ କରାଯାଇଛି। ମୃତକମାନେ ହେଲେ ମା’ ମାଣିକ ଗୌଡ଼ ଓ ୨ ବର୍ଷର ଝିଅ ଗେଲି।…
ଆଜି ମହାଶିବରାତ୍ରି: ଝଲସୁଛି ଶୈବପୀଠ
କଟକ,୮ା୩(ଶିଳ୍ପା ପ୍ରିୟଦର୍ଶିନୀ): ଶୁକ୍ରବାର ମହାଶିବରାତ୍ରି। ବିଭିନ୍ନ ଶୈବପୀଠରେ ଭକ୍ତମାନେ ଠାକୁରଙ୍କୁ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରିବେ। ଏଥିପାଇଁ ବିଭିନ୍ନ ଶୈବପୀଠ ଚଳଚଞ୍ଚଳ ହୋଇପଡିଥିବାବେଳେ ଗୁରୁବାର ସୁଦ୍ଧା ପ୍ରସ୍ତୁତି ଶେଷ ହୋଇଛି। ମନ୍ଦିରଗୁଡିକ ରଙ୍ଗବେରଙ୍ଗର ଆଲୋକମାଳାରେ ଝଲସି ଉଠୁଛି। ବିଶେଷକରି କଟକ…
ବିଜେଡି-ଭାଜପା ମେଣ୍ଟ! ଏମିତି ହେବ ଆସନ ବୁଝାମଣା
ଭୁବନେଶ୍ୱର,୮ା୩ (ଅନିଲ ଦାସ):ବିଜେଡି ଏବଂ ଭାଜପା ମଧ୍ୟରେ ମେଣ୍ଟ ଓ ଆସନ ବୁଝାମଣା ଚୂଡ଼ାନ୍ତ ହୋଇଥିବା ସୂଚନା ମିଳିଛି। ମିଳିଥିବା ଅସମର୍ଥିତ ସୂଚନା ଅନୁଯାୟୀ, ବିଜେଡି ନେତା ତଥା ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଏବଂ ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ…
Archives


