Home

ଆସନ୍ତା ୨୨ରୁ ବିଧାନସଭା ଅଧିବେଶନ, ୨୫ରେ ବଜେଟ୍‌

ଭୁବନେଶ୍ୱର,୫।୭: ଆସନ୍ତା ୨୨ ତାରିଖରୁ ସପ୍ତଦଶ ବିଧାନସଭା ଅଧିବେଶନ ଆରମ୍ଭ ହେବ। ଦୁଇଟି ପର୍ଯ୍ୟାୟରେ ଏହି ଅଧିବେଶନ ସେପ୍ଟେମ୍ବର ୧୩ତାରିଖ ପର୍ଯ୍ୟନ୍ତ ଚାଲିବ । ଅଧିବେଶନରେ ମୋଟ ୨୭ଟି କାର୍ଯ୍ୟଦିବସ ଥିବା ବେଳେ ଜୁଲାଇ ୨୫ରେ ୨୦୨୪-୨୫ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ…

ଇତିହାସ ରଚିଲେ ବ୍ରିଟେନ୍‌ର ନୂଆ ସରକାର,ପ୍ରଥମ ଥର ପାଇଁ ମହିଳା ହେଲେ ଅର୍ଥମନ୍ତ୍ରୀ

ଲଣ୍ଡନ,୫।୭: ଦୀର୍ଘ ୧୪ ବର୍ଷ ପରେ ବ୍ରିଟେନ୍‌ରେ ବଦଳିଛି ସରକାର। କନ୍ଜର୍ଭେଟିଭ୍‌ ପାର୍ଟିକୁ ହରାଇ ସରକାର ଗଢ଼ିଛି ଲେବର ପାର୍ଟି। କିର୍‌ ଷ୍ଟାର୍ମର ବ୍ରିଟେନ୍‌ର ନୂଆ ପ୍ରଧାନମନ୍ତ୍ରୀ ହୋଇଛନ୍ତି। ଏହି ଐତିହାସିକ ବିଜୟ ପରେ ସରକାରଙ୍କ ପକ୍ଷରୁ ବଡ଼ ପଦକ୍ଷେପ ଗ୍ରହଣ…

ବିଏସ୍‌ପିର ତାମିଲନାଡ଼ୁ ଅଧ୍ୟକ୍ଷଙ୍କୁ ନିର୍ମମ ହତ୍ୟା, ୬ ଜଣ ଘେରିଯାଇ ନେଇଗଲେ ଜୀବନ

ଚେନ୍ନାଇ,୫।୭: ତାମିଲନାଡ଼ୁ ବିଏସ୍‌ପିର ପ୍ରଦେଶ ଅଧ୍ୟକ୍ଷ ଆର୍ମଷ୍ଟ୍ରଙ୍ଗଙ୍କୁ ଚେନ୍ନାଇରେ ହତ୍ୟା କରାଯାଇଛି। ତାଙ୍କ ଉପରେ ଆକ୍ରମଣ ହେବା ପରେ ଚିକିତ୍ସା ଲାଗି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ମୃତ୍ୟୁ ଘଟିଛି। ଚେନ୍ନାଇ ପୋଲିସର ଏକ ଅଧିକାରୀ କହିଛନ୍ତି ଯେ, ବହୁଜନ…

ଅନ୍ୟର ଜମିରେ ଚାଷ କରୁଛନ୍ତି କି? ଜାଣନ୍ତୁ କ’ଣ ଏଭଳି ଭାଗଚାଷୀଙ୍କୁ ମିଳିବ ପିଏମ୍‌ କିଷାନ ଟଙ୍କା…

ନୂଆଦିଲ୍ଲୀ,୫।୭: ଦେଶର କୃଷକମାନଙ୍କୁ ଆର୍ଥିକ ଭାବେ ସହାୟତା କରିବା ଲାଗି କେନ୍ଦ୍ର ସରକାରଙ୍କ ପକ୍ଷରୁ ‘ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି ଯୋଜନା’ ଚାଲୁ ରହିଛି। ଏହି ଯୋଜନା ଅଧୀନରେ ସରକାର କୃଷକଙ୍କୁ ପ୍ରତିବର୍ଷ ୬୦୦୦ ଟଙ୍କା ଦେଉଛି। ଏହି ଟଙ୍କା ୩…

କ୍ୟାନସର ଜାଣିବା ପରେ ହିନା ଖାନଙ୍କୁ ଆଉ ବିବାହ କରିବେନି ରକି! ସାମ୍ନାକୁ ଆସିଲା ବଡ଼ ପ୍ରତିକ୍ରିୟା

ମୁମ୍ବାଇ: ‘ୟେ ରିସ୍ତା କ୍ୟା କେହଲତା ହୈ’ ର ଅକ୍ସରା ଭାବେ ପରିଚିତ ହିନା ଖାନ ଜଣେ ଲୋକପ୍ରିୟ ଟିଭି ଅଭିନେତ୍ରୀ । ହିନା ତାଙ୍କ ଅଭିନୟ ଜୀବନ ଅପେକ୍ଷା ତାଙ୍କ ପ୍ରେମ ଜୀବନକୁ ନେଇ ସବୁବେଳେ ଚର୍ଚ୍ଚାରେ ଥା’ନ୍ତି ।…

ଓଡ଼ିଶାକୁ ଦାଦନ ଖଟିବାକୁ ଆସି ରାସ୍ତା ନିର୍ମାଣବେଳେ ଚାଲିଗଲା ଜୀବନ

ପଟ୍ଟାଙ୍ଗି,୫।୦୭(ଶରତ ଧଳ): ନିଜ ପରିବାରଙ୍କୁ ବାହାର ରାଜ୍ୟରେ ଛାଡ଼ି ଓଡିଶାରେ ପହଞ୍ଚି କିଛି ରୋଜଗାର କରିବା ସ୍ବପ୍ନ ଦେଖି ଆସିଥିଲେ। ହେଲେ ଲାଲ ବିହାରୀ ମହାରଣାଙ୍କୁ ଓଡ଼ିଶାରେ ମିଳିଥିଲା ଦାଦନ ଚାକିରି। ଏବେ ସେହି ରୋଜଗାର ପରିବାର ସଦସ୍ୟଙ୍କ ପାଇଁ ଦୁଃଖ…

ଭିଜିଲାନ୍ସ ଜାଲରେ ତହସିଲଦାର

ରାୟଗଡ଼ା,୫।୭(ଆଶିଷ ରଞ୍ଜନ ପଣ୍ଡା): ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ରାୟଗଡ଼ା ଜିଲା ଚନ୍ଦ୍ରପୁର ତହସିଲଦାର ବିଚିତ୍ରାନନ୍ଦ ନାୟକ। ତାଙ୍କ ସରକାରୀ ଗାଡି ଭିତରୁ ଜବତ କରାଯାଇଛି ୧ ଲକ୍ଷ ୧୫ ହଜାର ଟଙ୍କା। ହନୁମନ୍ତପୂର ଗ୍ରାମର ଗୋଟିଏ ଗୋଷ୍ଠୀ ଠାରୁ ସେ ଏହି…

ଗଛରେ ଚଢ଼ି ଏଭଳି କିଛି ଦୃଶ୍ୟ କଏଦ କରିଥିଲେ ପ୍ରଶଂସକ, Video ସାମ୍ନାକୁ ଆସିବା ପରେ…

ନୂଆଦିଲ୍ଲୀ,୫।୭: ଟି୨୦ ବିଶ୍ୱକପ୍‌ ଜିତିବା ପରେ ଭାରତରେ ଉତ୍ସବର ମାହୋଲ ଦେଖିବାକୁ ମିଳୁଛି। ଏହି କ୍ରମରେ ଖେଳାଳିମାନେ ସ୍ବଦେଶକୁ ଫେରି ରୋଡ ଶୋ’ କରି ପ୍ରଶଂସକଙ୍କ ସହ ଖୁସି ବାଣ୍ଟିଛନ୍ତି। ଦିଲ୍ଲୀରୁ ନେଇ ବମ୍ବେ ଯାଇ ପ୍ରଶଂସକମାନେ ଖେଳାଳିଙ୍କ ଝଲକ ପାଇବାକୁ…

ରଥଯାତ୍ରାରେ ପ୍ରବଳ ବର୍ଷା, ସୃଷ୍ଟି ହେଲା ଘୂର୍ଣ୍ଣିବଳୟ

ଭୁବନେଶ୍ୱର,୫।୭: ବର୍ଷାରେ ଭିଜିବେ ମହାପ୍ରଭୁ ଜଗନ୍ନାଥ। ରଥଯାତ୍ରାରେ ପୁରୀରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଶ୍ରୀକ୍ଷେତ୍ର ପରି ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଆଉ କିଛି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏଥିସହ ବଜ୍ରପାତ…

ଶାଢ଼ୀ ପିନ୍ଧି କବାଡ଼ି ଖେଳିଲେ ଗାଁ ମହିଳା, Video ଦେଖିଲେ କହିବେ ବାଃ…

ଶାଢ଼ୀ ପିନ୍ଧି କବାଡ଼ି ଖେଳିଲେ ଗାଁର ମହିଳା। ଖୁସ ହସିବା ସହ ପ୍ରତିଟି ମୂହୁର୍ତ୍ତକୁ ଭରପୂର ଉପଭୋଗ ବି କଲେ। କିଛି ଏଭଳି ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଯାହାକୁ ଦେଖି ଅନେକ ମହିଳାଙ୍କ ପ୍ରଶଂସା କରିବା ସହ…

ବିଶ୍ୱ ବିଜେତା ହୋଇ ଘରକୁ ଫେରିଲେ ହିଟ୍‌ମ୍ୟାନ୍‌, ଫୁଲ ବିଛାଇ ସ୍ବାଗତ କଲେ…

ନୂଆଦିଲ୍ଲୀ,୫।୭: ଟିମ୍‌ ଇଣ୍ଡିଆ ଅଧିନାୟକ ଭାବେ ବିଶ୍ୱକପ୍‌ ଜିତି ଘରକୁ ଫେରିବା ପରେ ରୋହିତ ଶର୍ମାଙ୍କୁ ଭବ୍ୟ ସ୍ବାଗତ ମିଳିଛି। ଏଥିଲାଗି ପ୍ରାୟ ୧ ମାସରୁ ଅଧିକ ସମୟ ବାହାରେ ରହିଥିଲେ ସେ। ଏଣୁ ଯେତେବେଳେ ସେ ଘରକୁ ଫେରିଥିଲେ, ଫୁଲ…

ବିଜେଡି ରାଜ୍ୟ ସଭା ଏମପି ମୁନା ଖାନ୍‌ଙ୍କ ଦମଦାର୍‌ ଭାଷଣ, ପ୍ରଶଂସା କଲେ ଧନକର, ଟାର୍ଗେଟରେ ଥିଲେ ମୋଦି

ଭୁବନେଶ୍ୱର,୫।୭: ରାଜ୍ୟ ସଭାରେ ବଦଳିଛି ବିଜୁ ଜନତା ଦଳର ଆଭିମୁଖ୍ୟ। ଆକ୍ରାମଣତ୍ମକ ଢଙ୍ଗରେ ଶାସକ ଭାରତୀୟ ଜନତା ପାର୍ଟିକୁ ଟାର୍ଗେଟ କରୁଛନ୍ତି ବିଜେଡି ଏମପି। ପୂର୍ବରୁ ସବୁ ପ୍ରସଙ୍ଗରେ ବିଜେଡିକୁ ସାଥ୍‌ ଦେଉଥିବା ଏହି ଦଳ ଏବେ କିନ୍ତୁ ବିରୋଧୀଙ୍କ ସ୍ବରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?