Home

୮୦,୦୦୦ ଛୁଇଁଲା ସେନ୍‌ସେକ୍ସ

ନୂଆଦିଲ୍ଲୀ,୪।୭ (ଅଭୟ ଦାଶ): ପ୍ରଥମ ଥର ପାଇଁ ଭାରତୀୟ ଷ୍ଟକ୍‌ ଏକ୍ସଚେଞ୍ଜ ଏକ ଐତିହାସିକ ସଫଳତା ହାସଲ ସହ ନୂତନ ରେକର୍ଡ କରିଛି। ଏପରିକି ଘରୋଇ ଶେୟାର ବଜାର କାରବାରରେ ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ) ଏବଂ ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ…

ପ୍ରଥମ ସ୍ତ୍ରୀ ଫେରି ଅଦିନରେ ପାଳିଲେ ସାବିତ୍ରୀ ବ୍ରତ, ଚିନ୍ତାରେ ଦ୍ୱିତୀୟ ସ୍ତ୍ରୀ

ସାଲେପୁର,୪।୭(ଅରବିନ୍ଦ ଭୂୟଁା)ପ୍ରଥମ ସ୍ତ୍ରୀ ନିଜ ସ୍ବାମୀଙ୍କୁ ଛାଡପତ୍ର ଦେଇ ଅନ୍ୟତ୍ର ପଳାଇ ଯିବାର ୧୫ ବର୍ଷ ପରେ ସ୍ବାମୀ ପାଖକୁ ଫେରି ଅଦିନରେ ସାବିତ୍ରୀ ବ୍ରତ ପାଳନ କରିଛନ୍ତି। ଏହାକୁ ନେଇ ଏବେ ଦ୍ୱିତୀୟ ସ୍ତ୍ରୀ ଚିନ୍ତାରେ ପଡିଯାଇଛନ୍ତି। ଏଭଳି ଦେଖିବାକୁ…

ଟେଲି ଷ୍ଟାର୍‌ କ୍ରିଷ୍ଟଲ, କରନଙ୍କୁ ଇଡି ଜେରା

ମୁମ୍ବାଇ, ୪।୭: ଟଙ୍କା ବଦଳରେ ଅନ୍‌ଲାଇନ ଫରେକ୍ସ ଟ୍ରେଡିଂ ଆପ୍‌ ‘ଅକ୍ଟାଏଫ୍‌ଏକ୍ସ’ ପାଇଁ ପ୍ରଚାର ଅଭିଯୋଗରେ ଟେଲି ଷ୍ଟାର୍‌ କ୍ରିଷ୍ଟଲ ଡିସୁଜା ଓ କରନ ଓ୍ବାହିଙ୍କୁ ଇଡି ବୁଧବାର ପଚରାଉଚରା କରିଛି। ଜେରାରେ ବେଆଇନ ଅନ୍‌ଲାଇଲ ବିଦେଶୀ ଟ୍ରେଡିଂ ମାମଲାରେ ଉଭୟ…

କୌଳିକ ବୃତ୍ତିରେ ବାପାଙ୍କ ସହ ଉଚ୍ଚଶିକ୍ଷିତା କନ୍ୟା

କଟକ,୪ା୭ (କାର୍ତ୍ତିକ ସାହୁ)ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସମେତ ଚତୁର୍ଦ୍ଧାମୂର୍ତ୍ତି ଜ୍ୱରରୁ ଆରୋଗ୍ୟ ଲାଭ କରିଛନ୍ତି। ଆଉ ୨ ଦିନ ପରେ ନବଯୌବନ ଦର୍ଶନ। ଭକ୍ତମାନେ ଅତ୍ୟନ୍ତ ଆଗ୍ରହରେ ଅପେକ୍ଷା କରିଛନ୍ତି ଏହି ଦିନକୁ। ହେଲେ ଦେବସ୍ନାନ ପୂର୍ଣ୍ଣିମା ପରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଅଣସର ବା…

ଦେଶୀ ନାଁରେ ବିକ୍ରି ହେଉଛି ଅପମିଶ୍ରିତ କ୍ଷୀର, ଦହି, ଘିଅ

ଅସ୍ତରଙ୍ଗ,୪।୭(ପ୍ରଦୀପ୍ତ କୁମାର ଦୀକ୍ଷିତ)ଘରେ ଗାଈ ନାହିଁ, କିନ୍ତୁ ଘରକୁ ଘର ବୁଲି ଯୋଗାଇ ଦେଉଛନ୍ତି କ୍ଷୀର, ଦହି, ଘିଅ, ପନିର। କେତେକ ଦୋକାନରେ ବି ଦେଶୀ ନଁାରେ ବେଧଡକ ବେପାର ଚାଲିଛି। ଏସବୁ ଅସଲି କି ନକଲି ଜାଣିବା ସାଧାରଣଲୋକଙ୍କ ପାଇଁ…

ହାଥରସ୍‌ ଦଳାଚକଟା ପଛରେ ଷଡ଼ଯନ୍ତ୍ର: ଭୋଲେ ବାବାଙ୍କ ଓକିଲ

ହାଥରସ୍‌,୪।୭: ହାଥରସ୍‌ ଦଳାଚକଟା ପଛରେ ଅସାମାଜିକ ତତ୍ତ୍ୱଙ୍କ ହାତ ରହିଛି ବୋଲି ଭୋଲେ ବାବାଙ୍କ ଓକିଲ ଏ.ପି. ସିଂ ଅଭିଯୋଗ ଆଣିଛନ୍ତି। ସତ୍‌ସଙ୍ଗ ବେଳେ ଭୋଲେ ବାବାଙ୍କ ପାଦ ଛୁଇଁବାକୁ ନେଇ ଅନୁଗାମୀଙ୍କ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିବାରୁ ଏଭଳି ସ୍ଥିତି ଉପୁଜିଥିବା…

କଲେଜରେ ଅଧ୍ୟକ୍ଷଙ୍କୁ ଅଧ୍ୟାପକଙ୍କ ଆକ୍ରମଣ

ଖୋର୍ଦ୍ଧା,୪ା୭(ପ୍ରଭାତ ପାଣିଗ୍ରାହୀ)ଖୋର୍ଦ୍ଧା ବ୍ଲକ ଅଞ୍ଚଳରେ ଥିବା ହଳଦିଆ ମହାବିଦ୍ୟାଳୟରେ ଅଭାବନୀୟ ଘଟଣା ଘଟିଛି। ମହାବିଦ୍ୟାଳୟର ଅଧ୍ୟକ୍ଷ ପଦବୀକୁ ନେଇ ଆଇନଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହୋଇଛି। ଇତିହାସ ଅଧ୍ୟାପକ ଓ ପରିଚାଳନା କମିଟି ସଭାପତି ସ୍ଥାନୀୟ ୪ଜଣ ଯୁବକଙ୍କ ସହ କଲେଜ ଅଧ୍ୟକ୍ଷଙ୍କୁ…

ଓଡ଼ିଆ ଲେଖି ଜାଣି ନ ଥିବାରୁ ସରପଞ୍ଚ ପଦ ଅସିଦ୍ଧ

ମୋହନା, ୪ା୭ (ମନ୍ମଥ ମିଶ୍ର)ଓଡ଼ିଆ ଲେଖି ଜାଣି ନ ଥିବା ଅଭିଯୋଗରେ ସରପଞ୍ଚଙ୍କୁ ଅସିଦ୍ଧ ଘୋଷଣା କରିଛନ୍ତି କୋର୍ଟ । ଗଜପତି ଜିଲା ମୋହନା ବ୍ଲକ୍‌ ଚାନ୍ଦିପୁଟ ସରପଞ୍ଚ କନକଲତା ପାଲ ଓଡ଼ିଆ ଲେଖି ଜାଣି ନ ଥିବା ନେଇ ତାଙ୍କଠାରୁ…

ଥମୁନି ବିଜେଡି କର୍ପୋରେଟର ବିବାଦ

ଭୁବନେଶ୍ୱର, ୪।୭(ଅନିଲ ଦାସ/ବନ୍ଦନା ସେଠୀ)ଗତ ସାଧାରଣ ନିର୍ବାଚନ ପୂର୍ବରୁ ଭୁବନେଶ୍ୱର ମହାନଗର ନିଗମର ୨ ବିଜେଡି କର୍ପୋରେଟର ଅମରେଶ ଜେନା ଓ ବିରଞ୍ଚି ନାରାୟଣ ମହାସୁପକାର ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା ଏବଂ ଏକାମ୍ର ବିଧାୟକ ଅଶୋକ ପଣ୍ଡାଙ୍କ…

ପୁଣି ହସ୍ପିଟାଲରେ ଭର୍ତ୍ତି ହେଲେ ଆଡ଼ଭାନୀ

ନୂଆଦିଲ୍ଲୀ, ୪।୭ : ଭେଟେରାନ ଭାଜପା ନେତା ତଥା ପୂର୍ବତନ ଉପ ପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡ଼ଭାନୀ(୯୬) ବୁଧବାର ରାତିରେ ଦିଲ୍ଲୀର ଆପୋଲୋ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି ଏବଂ ତାଙ୍କୁ ନ୍ୟୁରୋଲୋଜି ବିଭାଗରେ ଭର୍ତ୍ତି କରାଯାଇଥିବା ହସ୍ପିଟାଲ…

ବିଜେଡି ଅମଳରେ ଦରଦାମ୍‌ ଥିଲା ଆକାଶ ଛୁଆଁ: ଭାଜପା

ଭୁବନେଶ୍ୱର, ୪।୭(ସୁନିତ୍‌ ମିଶ୍ର)ଦରଦାମ ନିୟନ୍ତ୍ରଣ କରିବା ପାଇଁ ପ୍ରଳାପ କରୁଥିବା ବିଜେଡି ଗତ ୨୫ ବର୍ଷରେ ଏଥିପାଇଁ କୌଣସି ପଦକ୍ଷେପ ନେଇ ନ ଥିଲା। ଫଳରେ କିଛିବର୍ଷ ହେବ ପରିବା ଦର ନିୟନ୍ତ୍ରଣ ବାହାରକୁ ଚାଲିଯାଇଛି। ଭାଜପା ମାତ୍ର ୨୧ ଦିନ…

କଙ୍ଗନାଙ୍କୁ ଚାପୁଡ଼ା ମାରି କର୍ନାଟକକୁ ବଦଳି ହେଲେ କୁଲଓ୍ବିନ୍ଦର

ନୂଆଦିଲ୍ଲୀ, ୪।୭: ହିମାଚଳ ପ୍ରଦେଶର ମଣ୍ଡିରୁ ନବ ନିର୍ବାଚିତ ଭାଜପା ଏମ୍‌ପି କଙ୍ଗନା ରାଣାଓ୍ବତଙ୍କୁ ଜୁନ୍‌ ୬ରେ ଚଣ୍ଡିଗଡ଼ ଏୟାରପୋର୍ଟରେ ସିଆଏସ୍‌ଏଫ୍‌ କନ୍‌ଷ୍ଟେବଳ କୁଲଓ୍ବିନ୍ଦର କୌର ଚାପୁଡ଼ା ମାରିଥିଲେ। ଏହାପରେ ସିଆଏସ୍‌ଏଫ୍‌ ତାଙ୍କୁ ନିଲମ୍ବନ କରିଥିଲା। ବୁଧବାର କୁଲଓ୍ବିନ୍ଦରଙ୍କୁ ବେଙ୍ଗାଲୁରୁର ଦଶମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?