ଆରମ୍ଭ ହେବ ଯୁକ୍ତ ୨ ପାଠପଢ଼ା: ନୂଆ ଛାତ୍ରୀଛାତ୍ରଙ୍କୁ ସରକାରଙ୍କ ନୀତି ନିୟମ ଉପରେ ସଚେତନ କରାଇ…
ଭଞ୍ଜନଗର,୨୩ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଯୁକ୍ତ ୨ ପ୍ରଥମ ବର୍ଷ ଛାତ୍ରୀଛାତ୍ରଙ୍କ ନିମନ୍ତେ ପ୍ରବେଶ ଉତ୍ସବ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ନୂତନ ଛାତ୍ରୀଛାତ୍ରଙ୍କୁ ସ୍ବାଗତ କରାଯିବା ସହ ସରକାରଙ୍କ ନୀତି…
ବିଲ ଭିତରକୁ ଓଲଟିଲା ବସ୍, ଭିତରେ ଥିଲେ ୫୦ ଯାତ୍ରୀ, ଆର୍ତ୍ତ ଚିତ୍କାର ଶୁଣି…
ନବରଙ୍ଗପୁର,୨୩ା୭(ସଦାଶିବ ପ୍ରହରାଜ): ୫୦ ଯାତ୍ରୀ ଥିବା ଏକ ବସ୍ ଗୁରୁବାର ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ବିଲ ମଧ୍ୟକୁ ଓଲଟି ପଡ଼ିଛି। ଫଳରେ ୧୫ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ବେଳେ ଅଳ୍ପକେ ଟଳିଯାଇଛି ଏକ ବଡ଼ ଅଘଟଣ। ବେପରୁଆ ଗତି…
ପୁଣି ପ୍ରଶ୍ନପତ୍ର ଲିକ୍: ୨ ପରୀକ୍ଷା ବାତିଲ
ନୂଆଦିଲ୍ଲୀ,୨୩।୭: ଦିଲ୍ଲୀର ଜନ୍ତରମନ୍ତରରେ ପେପର ଲିକ ନେଇ ଚାଲିଥିବା ପ୍ରତିବାଦ ମଧ୍ୟରେ, ଉତ୍ତରାଖଣ୍ଡରେ ଆଉ ଏକ ପେପର ଲିକ ଖବର ସାମ୍ନାକୁ ଆସିଛି। ଉତ୍ତରାଖଣ୍ଡ ବୈଷୟିକ ବିଶ୍ୱବିଦ୍ୟାଳୟରେ ଦୁଇଟି ଇଞ୍ଜିନିୟରିଂ ପେପର ଲିକ ହୋଇଥିବା ଅଭିଯୋଗ ହୋଇଛି। ଏହା ପରେ ଉତ୍ତରାଖଣ୍ଡ…
ସରକାରୀ ଔଷଧ ଗୋଦାମ ପାର୍ଶ୍ଵରେ ପଡ଼ିଛି କୁଢ଼ କୁଢ଼ ଔଷଧ, ଏକ୍ସପାୟାରି…
ମୋହନା,୨୩।୭(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଗୋଦାମ ଗୃହ ପାର୍ଶ୍ୱରେ ଥିବା ସରକାରୀ ପରିତ୍ୟକ୍ତ ଘର ଓ ବାହାରେ କୁଢ଼ କୁଢ଼ ଔଷଧ ପଡ଼ିଥିବା ଦେଖିବାକୁ ମିଳିଛି । ବହୁବର୍ଷ ପୂର୍ବରୁ ଏହି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଔଷଧ…
୪୦ ଘଣ୍ଟା ପର୍ଯ୍ୟନ୍ତ ବନ୍ଦ ହୋଇଗଲା ହୃଦ୍ସ୍ପନ୍ଦନ, ପରେ ଘଟିଲା ଏମିତି, ଡାକ୍ତର ହେଲେ ଆଶ୍ଚର୍ଯ୍ୟ…
କିଛି ସେକେଣ୍ଡ କିମ୍ବା ମିନିଟ୍ ପାଇଁ ନୁହେଁ, ୪୦ ଘଣ୍ଟାରୁ ଅଧିକ ସମୟ ଧରି ଜଣେ ବ୍ୟକ୍ତିଙ୍କ ହୃଦ୍ସ୍ପନ୍ଦନ ବନ୍ଦ ହୋଇଗଲା। ତା’ ପରେ ଯାହା ଘଟିଲା ଡାକ୍ତରମାନେ ମଧ୍ୟ ଆଶ୍ଚର୍ଯ୍ୟ ହୋଇଗଲେ। ପୂର୍ବ ଚାଇନାର ଜଣେ ବ୍ୟକ୍ତିଙ୍କ ସହିତ ଠିକ୍…
ରେଳ ଯାତ୍ରୀଙ୍କ ପାଇଁ ବଡ଼ ଖବର: TTE କରିବେ ଏହି ବଡ଼ କାମ, ଯୁକ୍ତିତର୍କ ସବୁ ହେବ ରେକର୍ଡ!
ନୂଆଦିଲ୍ଲୀ,୨୩।୭: ଟ୍ରେନରେ ଟିକେଟ ଯାଞ୍ଚ ଏବେ କ୍ୟାମେରା ନିରୀକ୍ଷଣରେ କରାଯିବ। ଟିଟିଇ ଏବଂ ଯାତ୍ରୀଙ୍କ ମଧ୍ୟରେ ବାର୍ତ୍ତାଳପକ ଭିଡିଓ ଫୁଟେଜ୍ ରେକର୍ଡ କରିବା ପାଇଁ ଟିଟିଇମାନେ ସେମାନଙ୍କ ୟୁନିଫର୍ମରେ ଏକ କ୍ୟାମେରା ପିନ୍ଧିବେ। କୌଣସି ଯୁକ୍ତି କିମ୍ବା ବିବାଦ ହେଲେ, କିଏ…
ଘରୁ ବଡ଼ ଧରଣର ଲୁଟ୍, ଶୋଇଥିବା ବେଳେ ଲୁଟିନେଲେ ୨୦ଲକ୍ଷ….
ଖଇରା,୨୩।୭(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅନ୍ତର୍ଗତ କୁରୁଣ୍ଟା ପଞ୍ଚାୟତ ଅଧୀନ ବାରିଙ୍ଗିଆ ଗ୍ରାମରେ ବଡ଼ ଧରଣର ଲୁଟ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅନନ୍ତ କୁମାର ମିଶ୍ରଙ୍କ ଘରୁ ବୁଧବାର ବିଳମ୍ବିତ ରାତିରେ ଚୋରମାନେ ତାଲା ଭାଙ୍ଗି…
ସରପଞ୍ଚ-ସମିତିସଭ୍ୟଙ୍କ ତୁ ତୁ ମେ ମେ, ଦୁର୍ଦ୍ଦଶା ଭୋଗୁଛନ୍ତି ଲୋକେ
ରିଷିଡ଼ା,୨୩ା୭(ସୁଶାନ୍ତ ମଲ୍ଲିକ): ରାସ୍ତା କାମ କରିବା ପାଇଁ ଜନପ୍ରତିନିଧି ସରପଞ୍ଚ ଓ ସମିତିସଭ୍ୟଙ୍କ ଭିତରେ ତୁ ତୁ ମେ ମେ ଯୋଗୁ ଦେଢ଼ମାସ ହେଲା ରାସ୍ତା କାମ ବନ୍ଦ ହେଇ ପଡ଼ିରହିଛି। ଫଳରେ ଅନୁସୂଚିତ ଜାତି ଓ ଜନଜାତିବହୁଳ ଗାନ୍ଧିନଗର ପଡ଼ା…
ସ୍ବାମୀଙ୍କୁ ଛାଡ଼ି ଦ୍ୱିତୀୟ ବିବାହ କରିଥିଲେ ଅର୍ଚ୍ଚନା: ୪୫ ଦିନ ପରେ ସ୍ବାମୀଙ୍କୁ କଲେ ହତ୍ୟା, କାରଣ ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି
ଭୋପାଳ,୨୩।୭: ମଧ୍ୟପ୍ରଦେଶର ପାନ୍ନା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ବିବାହର ମାତ୍ର ୪୫ ଦିନ ପରେ ଜଣେ ମହିଳା ତାଙ୍କ ପୂର୍ବତନ ସ୍ବାମୀଙ୍କ ସହିତ ତାଙ୍କ ବର୍ତ୍ତମାନର ସ୍ବାମୀଙ୍କୁ ହତ୍ୟା କରିବା ପାଇଁ ଷଡ଼ଯନ୍ତ୍ର କରିଥିଲେ। ଏହି ‘ଅନ୍ଧ’…
ଅଧିନାୟକ ଆୟରଙ୍କ ବଡ଼ ବୟାନ: ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ କହିଲେ….
ନୂଆଦିଲ୍ଲୀ,୨୩।୭: ଭାରତୀୟ ଦଳ ବର୍ତ୍ତମାନ ଟି-୨୦ ଫର୍ମାଟରେ ଏକ ପରିବର୍ତ୍ତନଶୀଳ ପର୍ଯ୍ୟାୟ ଦେଇ ଗତି କରୁଛି ଏବଂ ନୂତନ ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଆରମ୍ଭ ଆଶା ଅନୁଯାୟୀ ହୋଇନାହିଁ । ଆୟରଙ୍କ ନେତୃତ୍ୱରେ, ଟିମ୍ ଇଣ୍ଡିଆ ସାତଟି ଟି-୨୦ ମ୍ୟାଚ୍…
ଜୀବନକାଳ ଭିତରେ ସୁନ୍ଦରୀ ଗ୍ରହଣ କରି ନ ଥିଲେ ସରକାରଙ୍କ ଭତ୍ତା ଟଙ୍କା, ଦେହାନ୍ତ ପରେ ଅଞ୍ଚଳବାସୀ…
ମହାକାଳପଡ଼ା,୨୩ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଧରିତ୍ରୀ ଖବରଦାତା ପ୍ରତାପ ଚନ୍ଦ୍ର ସ୍ବାଇଁଙ୍କ ମା’ ସୁନ୍ଦରୀ ସ୍ବାଇଁ(୯୬) ଙ୍କର ମଙ୍ଗଳବାର ବାରଡ଼ାଙ୍ଗସ୍ଥିତ ବାସଭବନରେ ରାତି ପ୍ରାୟ ୧୨ଟା ୩୦ରେ ପରଲୋକ ଘଟିଛି। ବୁଧବାର ପୂର୍ବାହ୍ନରେ ଗ୍ରାମ ଶ୍ମଶାନରେ ତାଙ୍କ…
ମୋଦିଙ୍କ ଘୋଷଣା ପରେ ଟାର୍ଗେଟ କଲେ ରାହୁଲ, ଧର୍ମେନ୍ଦ୍ର ପ୍ରଧାନଙ୍କୁ ନେଇ କହିଦେଲେ ବଡ଼ କଥା
ନୂଆଦିଲ୍ଲୀ,୨୩।୭: NEET ପେପର୍ ଲିକ୍ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବୟାନ ପରେ, ଲୋକସଭାରେ ବିରୋଧୀ ଦଳ ନେତା ଏବଂ କଂଗ୍ରେସ ଏମପି ରାହୁଲ ଗାନ୍ଧୀ ଏବେ ମୁହଁ ଖୋଲିଛନ୍ତି । ସେ ଯୁବପିଢ଼ି ଏବଂ ଛାତ୍ରମାନଙ୍କ ସହ ଜଡିତ ପ୍ରସଙ୍ଗକୁ…

