Home

ହୋଇପାରେ ବଡ ଧରଣର ଅଦଳବଦଳ: ଏସ୍‌ଆରସି ସତ୍ୟବ୍ରତ ସାହୁଙ୍କୁ ମିଳିବ ବଡ଼ ଦାୟିତ୍ୱ!

ଭୁବନେଶ୍ୱର,୧।୭: ରାଜ୍ୟ ପ୍ରଶାସନରେ ବଡ ଧରଣର ଅଦଳବଦଳ ହୋଇପାରେ ବୋଲି କୁହାଯାଉଛି । ଏହି ସମୟରେ ଉନ୍ନୟନ କମିଶନର ଅନୁ ଗର୍ଗ ଦିଲ୍ଲୀ ଯିବା ନେଇ ସଙ୍କେତ ମିଳିସାରିଛି । ତାଙ୍କ ସ୍ଥାନରେ ବର୍ତ୍ତମାନର ଏସ୍‌ଆରସି ସତ୍ୟବ୍ରତ ସାହୁଙ୍କୁ ଉନ୍ନୟନ କମିଶନର…

କେବେଠୁ ଲାଗୁ ହେବ ୩୦୦ ୟୁନିଟ୍‌ ପର୍ଯ୍ୟନ୍ତ ମାଗଣା ବିଜୁଳି, ଜାଣନ୍ତୁ କ’ଣ କହିଲେ ମନମୋହନ

ଭୁବନେଶ୍ୱର,୧।୭: ୩୦୦ ୟୁନିଟ୍‌ ପର୍ଯ୍ୟନ୍ତ ମାଗଣା ବିଜୁଳି ପ୍ରତିଶ୍ରୁତି ପ୍ରସଙ୍ଗ ଉଠାଇ ଭାଜପାକୁ ବିଜେଡି ଟାର୍ଗେଟ କରିଛି। ଏବେ ଭାଜପାଏହାର ଜବାବ ରଖିଛି । ଦଳର ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି, ଭାଜପାର ସଂକଳ୍ପପତ୍ରକୁ ବୋଧହୁଏ ବିଜେଡି ଠିକ ଢଙ୍ଗରେ…

ମନ୍ଦିରରେ ଘୂରି ବୁଲୁଛି ବ୍ରିଟେନ ରାଜନୀତି, ସୁନକଙ୍କ ବ୍ୟତୀତ ବିରୋଧୀ ନେତା ବି କରୁଛନ୍ତି ପୂଜାର୍ଚ୍ଚନା

ଲଣ୍ଡନ,୧।୭: ବ୍ରିଟେରେ ସାଧାରଣ ନିର୍ବାଚନ ପାଇଁ ଭୋଟ ତିନି ଦିନ ପରେ ଅର୍ଥାତ୍‌ ୪ ଜୁଲାଇରେ ଅନୁଷ୍ଠିତ ହେବ । କଞ୍ଜରଭେଟିଭ ପାର୍ଟି ବର୍ତ୍ତମାନ ବ୍ରିଟେନରେ କ୍ଷମତାରେ ଅଛି। ଏହି ପାର୍ଟି ନେତା ଋଷି ସୁନକ ହେଉଛନ୍ତି ଦେଶର ପ୍ରଧାନମନ୍ତ୍ରୀ। ବିଶେଷ…

ଦକ୍ଷିଣ ଆଫ୍ରିକାକୁ ୧୦ ଓ୍ବିକେଟରେ ହରାଇଲା ଭାରତୀୟ ମହିଳା କ୍ରିକେଟ ଟିମ

ମୁମ୍ବାଇ,୧।୭: ଏକମାତ୍ର ମହିଳା ଟେଷ୍ଟ ମ୍ୟାଚରେ ଭାରତୀୟ ମହିଳା କ୍ରିକେଟ ଟିମ୍‌ ଦକ୍ଷିଣ ଆଫ୍ରିକା ମହିଳା କ୍ରିକେଟ ଟିମ୍‌କୁ ୧୦ ୱିକେଟରେ ହରାଇଛି। ଚେନ୍ନାଇର ଏମଏ ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚରେ ହରମନପ୍ରୀତ କୌରଙ୍କ ଅଧିନାୟକତ୍ୱ ଟିମ୍‌ ୬୦୩/୬ ରେ…

ବିରାଟ, ରୋହିତ, ଜାଡେଜାଙ୍କ ପରେ ଏବେ ଏହି ଖେଳାଳି ନେଇପାରନ୍ତି ଅବସର, ବିଶ୍ୱକପରେ ଦେଇଛନ୍ତି ଚମତ୍କାର ପ୍ରଦର୍ଶନ

ନୂଆଦିଲ୍ଲୀ,୧।୭: ଟି -୨୦ ବିଶ୍ୱକପ ୨୦୨୪ରେ, ଟିମ ଇଣ୍ଡିଆ ଆଇସିସି ଟ୍ରଫିର ଅନ୍ତ ଘଟାଇ ଟାଇଟଲ ଜିତିଛି। ଭାରତର ଏହି ବିଜୟ ପରେ ବିରାଟ କୋହଲି ଏବଂ ରୋହିତ ଶର୍ମା ଟି-୨୦ରୁ ଅବସର ଘୋଷଣା କରିଛନ୍ତି। ଏହାର ଗୋଟିଏ ଦିନ ବିତି…

ବିଧାନପରିଷଦ ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା

ନୂଆଦିଲ୍ଲୀ,୧।୭: ଭାରତୀୟ ଜନତା ପାର୍ଟି (ଭାଜପା)ର କେନ୍ଦ୍ରୀୟ ନିର୍ବାଚନ କମିଟି ସୋମବାର ମହାରାଷ୍ଟ୍ର ବିଧାନ ପରିଷଦ ନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ଘୋଷିତ ହୋଇଥିବା ନାମଗୁଡିକ ମଧ୍ୟରେ ପଙ୍କଜା ମୁଣ୍ଡେ, ଯୋଗେଶ ତିଲକର, ପାରିନାଇ ଫୁକେ, ଅମିତ ଗୋର୍ଖେ…

ଇଣ୍ଡିଆ ମେଣ୍ଟ ଗୁଜରାଟରେ ଭାଜପାକୁ ହରାଇବ: ରାହୁଲ

ନୂଆଦିଲ୍ଲୀ,୧।୭: ସୋମବାର ସଂସଦ ଅଧିବେଶନରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ସେ କହିଛନ୍ତି ଗୁଜୁରାଟରେ ଇଣ୍ଡିଆ ମେଣ୍ଟ ଭାଜପାକୁ ପରାସ୍ତ କରିବ। ସେ କହିଛନ୍ତି ଯେ ଲୋକଙ୍କୁ ଭୟଭୀତ ଓ ଧମକ ଦେବା…

ଅଗ୍ନିବୀର ଯୋଜନାକୁ ନେଇ ଏମିତି କହିଲେ ରାହୁଲ ଗାନ୍ଧୀ, ରାଜନାଥ କହିଲେ…

ନୂଆଦିଲ୍ଲୀ,୧।୭:ବିଭିନ୍ନ ପ୍ରସଙ୍ଗକୁ ନେଇ ଲୋକ ସଭାରେ ସୋମବାର ହଟ୍ଟଗୋଳ ଜାରି ରହିଛି। ଅଗ୍ନିବୀର ଯୋଜନା ବିଷୟରେ ଆଲୋଚନା କରି ରାହୁଲ ଗାନ୍ଧୀ କହିଛନ୍ତି, ମୁଁ ଜଣେ ଶହୀଦଙ୍କ ଘରକୁ ଯାଇଥିଲି। ମୁଁ ତାଙ୍କୁ ଶହୀଦ ବୋଲି କହୁଛି, କିନ୍ତୁ ଏହି ସରକାର…

ରାହୁଲଙ୍କୁ ପାଠ ପଢାଇଲେ ମୋଦି, କହିଲେ ବିରୋଧୀ ଦଳ ନେତାଙ୍କୁ…

ନୂଆଦିଲ୍ଲୀ,୧।୭: ସୋମବାର ସଂସଦ ଅଧିବେଶନ ଉତ୍ତେଜନା ପୂର୍ଣ୍ଣ ହୋଇଥିଲା। କଂଗ୍ରେସ ଏମପି ତଥା ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଭାଜପା ଓ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ପ୍ରଧାନମନ୍ତ୍ରୀ ତାଙ୍କର ଗୋଟିଏ ପ୍ରଶ୍ନର ଉତ୍ତରରେ ରାହୁଲ ଗାନ୍ଧୀ ତାଙ୍କୁ ଥଟ୍ଟା…

ବିଭିନ୍ନ ବିଭାଗର ସଚିବଙ୍କ ସହିତ ଆଲୋଚନା କଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୧।୭: ନୂତନ ଭାବେ ଯୋଗଦେଇଥିବା ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ସୋମବାର ବିଭିନ୍ନ ବିଭାଗର ସଚିବମାନଙ୍କ ସହିତ ଆଲୋଚନା କରିଛନ୍ତି। ଲୋକସେବା ଭବନରେ ପ୍ରାରମ୍ଭିକ ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସ୍ବାଗତ…

ଲାଗୁ ହେଲା ନୂଆ ଆପରାଧିକ ଆଇନ

ଖୋର୍ଦ୍ଧା,୧।୭ (ପ୍ରଭାତ ପାଣିଗ୍ରାହୀ) : ଆଜିଠୁ ଦେଶରେ ଲାଗୁ ହେଲା ନୂଆ ଆପରାଧିକ ଆଇନ। ଏଣିକି ଦଣ୍ଡ ନୁହେଁ, ଜନତାଙ୍କୁ ନ୍ୟାୟ ଦେବା ଉପରେ କାର୍ଯ୍ୟ କରିବ ଦେଶର ନ୍ୟାୟ ବ୍ୟବସ୍ଥା । ଭାରତୀୟ ନ୍ୟାୟ ସଂହିତା, ଭାରତୀୟ ନାଗରିକ ସୁରକ୍ଷା…

ପ୍ରବଳ ବର୍ଷା ପରେ ରାସ୍ତାରେ ବୁଲୁଛି କୁମ୍ଭୀର, ଲୋକେ ଭୟଭୀତ

ମୁମ୍ବାଇ,୧।୭: ମୌସୁମୀ ଆସିବା ପରେ ମହାରାଷ୍ଟ୍ରର ଉପକୂଳ ଅଞ୍ଚଳ ରତ୍ନଗୀରିରେ ଏକ ଅଦ୍ଭୁତ ଦୃଶ୍ୟ ଦେଖିବାକୁ ମିଳିଛି। ପ୍ରବଳ ବର୍ଷା ପରେ ରାସ୍ତାରେ କୁମ୍ଭୀର ଚାଲୁଥିବାର ଦୃଶ୍ୟ ସମସ୍ତଙ୍କୁ ଭୟଭିତ କରି ପକାଇଛି। ସେହି ବାଟ ଦେଇ କାରରେ ଯାଉଥିବା ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?