Home

ସ୍ବାସ୍ଥ୍ୟସେବାରେ ଅପହଞ୍ଚ ୩୧୬ ଗାଁ: ବୋଟ-ବାଇକ୍‌ ଆମ୍ବୁଲାନ୍ସ ହିଁ ସାହା ଭରସା

ଭବାନୀପାଟଣା,୫।୧(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାକୁ ଆକାଂକ୍ଷୀ ଜିଲାଭାବେ ସରକାର ଚୟନ କରିଛନ୍ତି। ତେବେ ପଛୁଆ ଅଞ୍ଚଳର ସାମୂହିକ ବିକାଶ ସହିତ ଲୋକଙ୍କ ଖାଦ୍ୟ ସୁରକ୍ଷା, ପରିବହନ ବ୍ୟବସ୍ଥାର ଉନ୍ନତି ଓ ଶିକ୍ଷା, ବିଦ୍ୟୁତ୍‌, ପିଇବା ପାଣି ତଥା ସ୍ବାସ୍ଥ୍ୟସେବାର ବିକାଶ ହିଁ…

Delhi Riots: ସରଜିଲ୍‌ ଇମାମ୍‌ ଓ ଉମର ଖାଲିଦଙ୍କୁ ମିଳିଲାନି ଜାମିନ, ଆଉ ୫ ଅଭିଯୁକ୍ତଙ୍କୁ ସୁପ୍ରିମକୋର୍ଟ….

ନୂଆଦିଲ୍ଲୀ,୫।୧: ଦିଲ୍ଲୀ ଦଙ୍ଗା ସହିତ ଜଡିତ ଅଭିଯୋଗରେ ଗତ ପାଞ୍ଚ ବର୍ଷ ଧରି ଜେଲରେ ଥିବା ଉମର ଖାଲିଦ ଏବଂ ସରଜିଲ୍‌ ଇମାମ୍‌ଙ୍କୁ ସୁପ୍ରିମକୋର୍ଟରୁ ଏକ ବଡ଼ ଝଟକା ଲାଗିଛି। ହାଇକୋର୍ଟ ପରେ, ସୁପ୍ରିମକୋର୍ଟ ଏବେ ସେମାନଙ୍କର ଜାମିନ ଆବେଦନକୁ ଖାରଜ…

ଟ୍ରେନ୍‌ରେ କଟିଗଲେ ଯୁବକ, ରେଳଧାରଣାରେ ୨ ଗଡ଼ ହୋଇ ପଡ଼ିଛି ମୃତଦେହ

କେସିଙ୍ଗା,୫ା୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ ଓ୍ବାର୍ଡ ନଂ ୬ ଏମ୍‌ଇ ସ୍କୁଲପଡ଼ାର ନେପାଳ ମାଝୀ(୨୦) ନାମକ ଜଣେ ଯୁବକ ଟ୍ରେନ୍‌ରେ କଟି ସୋମବାର ସକାଳେ ମୃତ୍ୟୁବରଣ କରିଛନ୍ତି । ସମ୍ବଲପୁର ଡିଭିଜନ ଅନ୍ତର୍ଗତ କାଣ୍ଡେଲ ରୋଡ୍‌ ରେଳ ଷ୍ଟେଶନରୁ…

ପିକନିକ୍‌ କରିବାକୁ ଯାଇଥିଲେ, ଗାଧୋଉଥିବାବେଳେ ଖସିଗଲା ଗୋଡ଼: ୧୮ ଘଣ୍ଟା ପରେ…

ମୋହନା,୫।୧(ମନ୍ମଥ ମିଶ୍ର): ମାଙ୍କଡଡିଆଁ ଜଳପ୍ରପାତରୁ ଯୁବକଙ୍କ ମୃତଦେହ ଉଦ୍ଧାର। ପର୍ଯ୍ୟଟନ ଋତୁ ଚାଲିଥିବାବେଳେ ବିଭିନ୍ନ ପର୍ଯ୍ୟଟନସ୍ଥଳୀରେ ପର୍ଯ୍ୟଟକଙ୍କ ଭିଡ ଦେଖିବାକୁ ମିଳୁଛି। ଯାହା ଫଳରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ପାରଳାଖେମୁଣ୍ଡିର କିଛି ଯୁବକ ଆର ଉଦୟଗିରି ବ୍ଲକରେ…

କାରକୁ ଧକ୍କା ଦେଲା ଟ୍ରକ: ଜାତୀୟ ରାଜପଥରେ ଘଟିଗଲା…

ଧର୍ମଶାଳା,୫।୧(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ନେଉଳପୁର ନିକଟରେ ଏକ କାରକୁ ଟ୍ରକ ଧକ୍କା ଦେଇଛି, ଯାହା ଫଳରେ କାରର ଗୋଟିଏ ପାର୍ଶ୍ୱ ସଂପୂର୍ଣ୍ଣ ନଷ୍ଟ ହୋଇ ଯାଇଥିବାବେଳେ କାହାର କୌଣସି କ୍ଷତି…

ପ୍ରମିଳା ମଲ୍ଲିକଙ୍କ ଘରେ ଯାଜପୁର ବିଜେଡି ନେତାଙ୍କ ବଡ଼ ବୈଠକ, ଏକାଠି ହେଲେ…

ଭୁବନେଶ୍ବର,୫ା୧: ପ୍ରମିଳା ମଲ୍ଲିକଙ୍କ ଘରେ ଯାଜପୁର ବିଜେଡି ନେତାଙ୍କ ମେଳି । ଆଜି ତାଙ୍କର ଭୁବନେଶ୍ବର ସରକାରୀ ବାସଭବନରେ ଯାଜପୁରର ବିଜେଡି ନେତାମାନେ ଏକାଠି ହୋଇଛନ୍ତି । ପ୍ରଣବ ପ୍ରକାଶ ଦାସ, ବିଧାୟକ ବିଶ୍ୱ ରଞ୍ଜନ ମଲ୍ଲିକ, ପୂର୍ବତନ ସାଂସଦ ଶର୍ମିଷ୍ଠା…

୬ ପରିବାରର ୧୬ ବଖରା ପୋଡି ପାଉଁଶ, ଗୋରୁ-ଛେଳି ଜୀବନ୍ତ ଦଗ୍ଧ

ତିହିଡି଼,୫୧(ସଞ୍ଜିତ ବଳ):ତିହିଡି଼ ତହସିଲ ପୀରହାଟ ଥାନା ନରେନ୍ଦ୍ରପୁର ପଞ୍ଚାୟତ ଅଧୀନ ଛତ୍ରପଦା ଗ୍ରାମର ପଣ୍ଡିତସାହିରେ ରବିବାର ବିଳମ୍ବିତ ରାତିରେ ଭୟବହ ଅଗ୍ନିକାଣ୍ଡ ଘଟିଛି l ଏଥିରେ ୬ପରିବାରର ୧୬ ବଖରା ଘର ସହିତ ଗୋରୁ ଗୁହାଳ ପୋଡ଼ି ପାଉଁଶ ହୋଇଯାଇଛି l…

ଭାଜପାଠାରୁ କାହିଁକି ଅଲଗା ହେଲେ ଅଜିତ ପାଓ୍ବାର? ନିଜେ କହିଲେ ଏହାର କାରଣ

ମୁମ୍ବାଇ,୫।୧: ମୁମ୍ବାଇ ନଗର ନିଗମ ନିର୍ବାଚନ (BMC ନିର୍ବାଚନ ୨୦୨୬) ପୂର୍ବରୁ, ମହାରାଷ୍ଟ୍ରର ସମସ୍ତ ରାଜନୈତିକ ନେତାମାନେ ସେମାନଙ୍କ ଦଳ ପାଇଁ ବିଜୟ ସୁନିଶ୍ଚିତ କରିବା ପାଇଁ ସକ୍ରିୟ ଭାବରେ କଠିନ ପରିଶ୍ରମ କରୁଛନ୍ତି। ଏହି ସମୟରେ, ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଏବଂ…

ଭାଜପା ଜିଲା ସଭାପତି ଘୋଷଣା: ରାମଚନ୍ଦ୍ର ମେହେରଙ୍କୁ ବଡ଼ ଦାୟିତ୍ୱ

ସମ୍ବଲପୁର, ୫।୧(ପ୍ରମୋଦ ବହିଦାର): ରାମଚନ୍ଦ୍ର ମେହେର ସମ୍ବଲପୁର ଭାଜପା ଜିଲା ସଭାପତି ଭାବେ ନିଯୁକ୍ତ ହୋଇଛନ୍ତି। ଫଳରେ ଏହି ପଦବୀକୁ ନେଇ ଦୀର୍ଘ ଦିନରୁ ଲାଗି ରହିଥିବା ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ଶନିବାର ବିଳମ୍ବିତ ରାତିରେ ଭାଜପା ରାଜ୍ୟ ସଭାପତି…

ଟିମ ଇଣ୍ଡିଆକୁ କେମିତି ଫେରିବେ ମହମ୍ମଦ ଶାମି,ଇରଫାନ କହିଲେ ସରଳ ସୂତ୍ର, ଯାହା ହେଉଛି ଭାଇରାଲ

ନୂଆଦିଲ୍ଲୀ,୫।୧: ଭାରତର ଘାତକ ଦ୍ରୁତ ବୋଲର ମହମ୍ମଦ ଶାମି ଚାମ୍ପିଅନ୍ସ ଟ୍ରଫି ୨୦୨୫ରେ ଟିମ ଇଣ୍ଡିଆର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ଏବେ, ସେ ଭାରତୀୟ ଦଳକୁ ଫେରି ପାରିବେ ନାହିଁ। ଶାମି ପ୍ରଥମେ ଆଘାତ ଯୋଗୁ ବାଦ ପଡ଼ିଥିଲେ,…

ଖ୍ରୀଷ୍ଟିୟାନା ନାଗଙ୍କୁ ପ୍ରଥମ ଲୋଇସିଂହା ସୁନ୍ଦରୀ ମୁକୁଟ

ଲୋଇସିଂହା,୫ା୧(ସୁଶାନ୍ତ ବାରିକ):ପୌଷ ପୂର୍ଣ୍ଣିମା ଅବସରରେ ବଲାଙ୍ଗୀର ଜିଲା ଲୋଇସିଂହା ଦୁର୍ଗାମଣ୍ଡପରେ ୨ଦିନ ଧରି ଚାଲିଥିବା ୧୬ତମ ଲୋଇସିଂହା ମହୋତ୍ସବ ଶନିବାର ଉଦ୍‌ଯାପିତ ହୋଇଯାଇଛି। ଏହି ଅବସରରେ ୧୫ ବର୍ଷରୁ ଊର୍ଦ୍ଧ୍ୱ ପିଲାଙ୍କୁ ନେଇ ପ୍ରଥମଥର ର଼୍ୟାମ୍ପ ଶୋ’ ତଥା ଲୋଇସିଂହା ସୁନ୍ଦରୀ…

T20 World Cup 2026: ବାଂଲାଦେଶର ସମସ୍ତ T20 ବିଶ୍ୱକପ ମ୍ୟାଚ ଭାରତ ବାହାକୁ ସ୍ଥାନାନ୍ତରିତ ହେବ କି? ICC ନେଇପାରେ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୫।୧: ICC ପୁରୁଷ T20 ବିଶ୍ୱକପ ୨୦୨୬ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏକ ରିପୋର୍ଟ ଅନୁଯାୟୀ, ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ବାଂଲାଦେଶର ସମସ୍ତ T20 ବିଶ୍ୱକପ ମ୍ୟାଚ ଭାରତ ବାହାରକୁ ସ୍ଥାନାନ୍ତର କରିବାକୁ ବିଚାର କରିପାରେ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri