ବିବାଦ ପରେ ପଞ୍ଜାବ କିଙ୍ଗ୍ସରୁ ବାଦ୍ ପଡ଼ିଲେ ଶିଖର ଧାଓ୍ବନ୍! ସାମ୍ନାକୁ ଆସିଲା ବଡ଼ ଅପ୍ଡେଟ୍…
ନୂଆଦିଲ୍ଲୀ,୧୪।୪: ଆଇପିଏଲ୍ରେ ପଞ୍ଜାବ କିଙ୍ଗ୍ସ ପ୍ରାରମ୍ଭିକ ୬ ମ୍ୟାଚ୍ରେ ନୈରାଶ୍ୟଜନକ ପ୍ରଦର୍ଶନ କରିଆସୁଛି। ଘରୋଇ ମଇଦାନ ସହ ବାହାରେ ମଧ୍ୟ ଦଳ ପରାଜିତ ହେଉଛି। ଅନ୍ତିମ ଓଭରରେ ହିଁ ଦଳଠାରୁ ମ୍ୟାଚ୍ ହାତଛଡ଼ା ହୋଇଯାଉଛି। ଗୋଟିଏ ପଟେ ଏହାକୁ ନେଇ ଚାପ…
୨୦୧୪ରୁ ୨୦୧୯ ଭିତରେ କେତେ ପ୍ରତିଶ୍ରୁତିକୁ ପୂରଣ କରିଛନ୍ତି ମୋଦି ସରକାର? ଜାଣନ୍ତୁ…
ନୂଆଦିଲ୍ଲୀ,୧୪।୩: ଭାଜପା ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ନିଜ ଘୋଷଣା ପତ୍ର ଜାରି କରିଛି। ଏହି ଘୋଷଣା ପତ୍ରର ନାଁ ଦଳ ସଂକଳ୍ପ ପତ୍ର ରଖିଛି। ତେବେ ପୂର୍ବ ଦୁଇ ଲୋକ ସଭା ନିର୍ବାଚନରେ ଭାଜପା ନିଜ ବିଚାରଧାରା ସହ…
‘ଆମକୁ କଟାକ୍ଷ କରୁଥିଲେ, ଏବେ ଭୋଟ ପାଇଁ ମାଗଣା ବିଜୁଳି ଦେବାକୁ କହୁଛି ଭାଜପା’
ନୂଆଦିଲ୍ଲୀ,୧୪।୪: ଲୋକ ସଭା ନିର୍ବାଚନ ୨୦୨୪ ଲାଗି ଭାଜପା ନିଜର ଘୋଷଣା ପତ୍ର ଜାରି କରିଛି। ଭାଜପା ମୁଖ୍ୟାଳୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାକୁ ଜାରି କରିବା ପରେ ରାଜନୈତିକ ବୟାନବାଜି ଆରମ୍ଭ ହୋଇଛି। କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଘୋଷଣା…
ଡିଭାଇଡର୍ ଉପରେ ଚଢ଼ିଗଲା କାର୍, ଚାଲିଗଲା ବାପ-ଝିଅଙ୍କ ଜୀବନ, ୩ ଗୁରୁତର
ଭଦ୍ରକ,୧୪ା୪(ସନାତନ ରାଉତ): ପୁରୀରୁ ଖଡ଼ଗପୁର ଆସୁଥିବା ଏକ କାର୍ ରବିବାର ଭାରସାମ୍ୟ ହରାଇ ଡିଭାଇଡର ଉପରେ ଚଢ଼ି ଯିବାରୁ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି। ସୂଚନାନୁଯାୟୀ, ୧୬ ନମ୍ବର ଜାତୀୟ ରାଜପଥର ଭଦ୍ରକ ଜିଲା…
ଇସ୍ରାଏଲର ବଡ଼ ଭାଇ ସାଜି ଆଗକୁ ଆସିଲା ଆମେରିକା, ଆଉ ତା’ ପରେ…
ଓ୍ବାଶିଂଟନ,୧୪ା୪: ତେହେରାନରୁ ଆରମ୍ଭ ହୋଇଥିବା ବିସ୍ଫୋରକରେ ଭରା ଡ୍ରୋନ୍କୁ ଶନିବାର ଗୁଳି କରି ଖସାଇବା ପାଇଁ ଆମେରିକା ସୈନ୍ୟ ସାମିଲ ହୋଇଥିଲେ। ଏହି ସମୟରେ ରାଷ୍ଟ୍ରପତି ଜୋ ବାଇଡେନ ଏବଂ ତାଙ୍କ ଜାତୀୟ ସୁରକ୍ଷା ଦଳ ଇରାନର ଇସ୍ରାଏଲ ବିରୋଧରେ ହୋଇଥିବା…
ବିରୋଧୀଙ୍କୁ ଟକ୍କର୍ ଦବେ ମୋକିମଙ୍କ ଝିଅ! କଟକ ରାଜନୀତିରେ ନୂଅ ଟ୍ବିଷ୍ଟ
କଟକ,୧୪।୪: ନିର୍ବାଚନ ଯେତେ ପାଖେଇ ଆସୁଛି ସେତିକି ସରଗରମ ହେଉଛି ରାଜ୍ୟ ରାଜନୀତି। ତେବେ ଲୋକ ସଭା ନିର୍ବାଚନକୁ ଆଉ ଦିନ କେଇଟା ବାକି ଥିବାବେଳେ ବିଭିନ୍ନ ଦଳର ପ୍ରାର୍ଥୀ ଘୋଷଣା ରାଜନୀତିକୁ ଆହୁରି ଉଷ୍ମ କରୁଛି। କାହାର ଟିକେଟ୍ କଟିବ…
ତାତିରେ ରେକର୍ଡ ଭାଙ୍ଗିଲା ଭୁବନେଶ୍ୱର
ଭୁବନେଶ୍ୱର,୧୪ା୪: ରାଜ୍ୟର ବିଭିନ୍ନ ସ୍ଥାନର ତାପମାତ୍ରା ପୁଣି ବଢ଼ିଛି। ରବିବାର ସାଢ଼େ ୧୧ଟା ସୁଦ୍ଧା ୫ ସହରର ତାପମାତ୍ରା ୩୫ ଡିଗ୍ରୀ ଟପିଥିବା ବେଳେ ରାଜଧାନୀ ଭୁବନେଶ୍ୱରରେ ତାପମାତ୍ରା ୩୭.୪ ଡିଗ୍ରୀ ରହିଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂତ୍ରରୁ ପ୍ରକାଶ। ସେହିପରି…
ଦେଶ ପାଇଁ ୟୁସିସି ଆବଶ୍ୟକ: ମୋଦି
ନୂଆଦିଲ୍ଲୀ,୧୪ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଭାଜପାର ପ୍ରତିଶ୍ରୁତି ପତ୍ର ବା ସଂକଳ୍ପ ପତ୍ର ଉନ୍ମୋଚନ କରିଛନ୍ତି। ଏଥିରେ ଅନେକ ପ୍ରକାରର ପ୍ରତିଶ୍ରୁତି ଦିଆଯାଇଛି। ଏହି ଅବସରରେ ପ୍ରଧାନମନ୍ତ୍ରୀଙ୍କ ସହ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ…
ସ୍ବାମୀ-ସ୍ତ୍ରୀ ସରକାରୀ ଚାକିରିଆ ହୋଇଥିଲେ ଜଣେ କରିବେ ନିର୍ବାଚନ ଡ୍ୟୁଟି, ନିର୍ବାଚନ କମିଶନରଙ୍କ ବଡ଼ ଘୋଷଣା
ନୂଆଦିଲ୍ଲୀ,୧୪।୪: ସ୍ବାମୀ-ସ୍ତ୍ରୀ ଉଭୟ ସରକାରୀ ଚାକିରିଆ ହୋଇଥିଲେ ନିର୍ବାଚନ ଡ୍ୟୁଟି ଜଣେ ତୁଲାଇବେ। ତେବେ କିଏ ଡ୍ୟୁଟି କରିବ ଆଉ କିଏ କରିବ ନାହିଁ ଏନେଇ ଜିଲା ନିର୍ବାଚନ ଅଧିକାରୀ ନିଷ୍ପତ୍ତି ନେବେ। ଏ ପ୍ରକାର ନିର୍ଦ୍ଦେଶନାମା ଜାରି କରିଛନ୍ତି ଉତ୍ତରପ୍ରଦେଶ…
୩୯ବର୍ଷ ବୟସରେ ଡକ୍ଟରେଟ ଡିଗ୍ରୀ ପାଇଲେ ଅଭିନେତା ରାମଚରଣ, ପୋଷ୍ଟ କରି ଖୁସି ବାଣ୍ଟିଲେ ସ୍ତ୍ରୀ
ମୁମ୍ବାଇ: ତେଲଗୁ ଓ ହିନ୍ଦୀ ଫିଲ୍ମର ସୁପରଷ୍ଟାର ରାମ ଚରଣ ଡକ୍ଟରେଟ ଡିଗ୍ରୀ ହାସଲ କରିଛନ୍ତି। ଚେନ୍ନାଇ ବିଶ୍ୱବିଦ୍ୟାଳୟରେ ତାଙ୍କୁ ଲିଟରେଚରରେ ସମ୍ମାନଜନକ ଡକ୍ଟରେଟ ପ୍ରଦାନ କରାଯାଇଛି। ୩୯ବର୍ଷ ବୟସରେ ସେ ଏହି ଡିଗ୍ରୀ ହାସଲ କରିଛନ୍ତି। ଏନେଇ ରାମ ଚରଣଙ୍କ…
ଭାଜପାର ସଂକଳ୍ପ ପତ୍ର ଜାରି କଲେ ମୋଦି, ଜାଣନ୍ତୁ କ’ଣ ଦେଲେ ପ୍ରତିଶ୍ରୁତି
ନୂଆଦିଲ୍ଲୀ,୧୪।୪: ସାଧାରଣ ନିର୍ବାଚନ ପାଇଁ ଆଜି ସଂକଳ୍ପ ପତ୍ର ଜାରି କଲା ଭାଜପା। ଦିଲ୍ଲୀ ଭାଜପା ମୁଖ୍ୟାଳୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାକୁ ଉନ୍ମୋଚନ କରିଛନ୍ତି। ଏହି ଅବସରରେ ମୋଦିଙ୍କ ସହ ଭାଜପା ସଭାପତି ଜେପି ନଡ୍ଡା ଓ ପ୍ରତିରକ୍ଷା ମନ୍ତ୍ରୀ…
ହ୍ୟାଟ୍ରିକ୍ ଲକ୍ଷ୍ୟରେ ସାରଥି, ଭାଜପାର ଭରସା ନୂଆ ପ୍ରାର୍ଥୀ
ନିିଶ୍ଚିନ୍ତକୋଇଲି,୧୪।୪(ଅଶୋକ କୁମାର ମହାପାତ୍ର)କଟକ ଜିଲା ଅଧୀନ କଟକ ସଦର ବିଧାନସଭା କ୍ଷେତ୍ର ପାଇଁ ଆସନ୍ତା ମେ’୨୫ରେ ନିର୍ବାଚନ ଅନୁଷ୍ଠିତ ହେବ। ବିଜେଡି ବିଧାୟକ ଚନ୍ଦ୍ରସାରଥି ବେହେରାଙ୍କୁ ପ୍ରାର୍ଥୀ କରାଇଥିବା ବେଳେ ଭାଜପା ପ୍ରକାଶ ସେଠୀଙ୍କୁ ନିର୍ବାଚନ ମଇଦାନକୁ ଓହ୍ଲାଇଛି। ଏଯାବତ୍ କଂଗ୍ରେସ…
Archives


