Home

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା ସୁଦ୍ଧା ଥାନାରେ ହାଜର ହେବା ପାଇଁ କୁହାଯାଇଛି । କ୍ୟାପିଟାଲ୍‌ ପୋଲିସ ଷ୍ଟେସନ…

ହଠାତ୍‌ ପ୍ରେସ୍‌ କନ୍‌ଫରେନ୍ସ କଲେ ନଡ୍ଡା: ଛାତ୍ରମାନଙ୍କ ଆନ୍ଦୋଳନରେ ରାହୁଲ ରାଜନୈତିକ ରୁଟି ସେକୁଛନ୍ତି କହି ବର୍ଷିଲେ, ସବୁର ଜବାବ…

ନୂଆଦିଲ୍ଲୀ,୨୨।୭: ପ୍ରଶ୍ନପତ୍ର ଲିକ୍‌ ମାମଲାରେ ରାଜନୈତିକ ଘମାସାନ ଜାରି ରହିଥିବା ବେଳେ ବୁଧବାର କେନ୍ଦ୍ରମନ୍ତ୍ରୀ ଜେ.ପି. ନଡ୍ଡା ଏକ ଖବରଦାତା ସମ୍ମିଳନୀରେ କରି ବିରୋଧୀଙ୍କୁ କଡ଼ା ଜବାବ ଦେଇଛନ୍ତି। ନଡ୍ଡା କହିଛନ୍ତି ଯେ ଛାତ୍ରମାନଙ୍କ ଦାବିକୁ ନେଇ କୌଣସି ପ୍ରକାରର ରାଜନୀତି…

ବିଦ୍ରୋହ ମଧ୍ୟରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ବୟାନ, ‘୨୯ ଜୁଲାଇ ସମସ୍ତଙ୍କ ପାଇଁ….’

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ଶିକ୍ଷା ମନ୍ତ୍ରୀମାନଙ୍କ ଏକ ସମ୍ମିଳନୀରେ ବୁଧବାର ଦିନ ଉଦବୋଧନ ଦେଇଥିଲେ। ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, ଜୁଲାଇ ୨୯ ଆମ ସମସ୍ତଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଦିନ। ଜାତୀୟ ଶିକ୍ଷା…

ଜଣେ ମନ୍ତ୍ରୀ ଇସ୍ତଫା ଦେଇଦେଲେ ସରକାର ଭୁଶୁଡ଼ି ପଡ଼େ ନାହିଁ: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଚିଠି ଲେଖି ଏମିତି ଅପିଲ୍‌ କଲେ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ NEET ପ୍ରଶ୍ନପତ୍ର ଲିକ୍‌ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିକୁ ନେଇ ଜାରି ରହିଥିବା ଆନ୍ଦୋଳନ ମଧ୍ୟରେ ପ୍ରସିଦ୍ଧ ସମାଜସେବୀ ଅନ୍ନା ହଜାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏକ ଚିଠି ଲେଖିଛନ୍ତି। ସେ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ…

ହସ୍ପିଟାଲରୁ ପ୍ରଥମ Video ଜାରିକଲେ ସୋନମ ୱାଙ୍ଗଚୁକ୍, ସରକାରଙ୍କୁ କହିଲେ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ ହେବା ପରେ ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ୍ ତାଙ୍କର ପ୍ରଥମ ଭିଡିଓ ବାର୍ତ୍ତା ଜାରି କରିଛନ୍ତି । ସେ କହିଛନ୍ତି ଯେ ଏହା ତାଙ୍କର ଅନଶନର ୨୫ତମ ଦିନ ଏବଂ…

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ ପ୍ଲେଇଂ-୧୧ରେ ସୁଯୋଗ ପାଇ ନ ଥିବା କୁଲଦୀପ ଏବେ ଇଂଲଣ୍ଡର ଘରୋଇ କ୍ରିକେଟରେ…

ଲଗାଣ ବର୍ଷାରେ ଭୁଶୁଡ଼ିଲା ବାଞ୍ଛା ପୋଲ, ଯୋଗାଯୋଗ ବିଚ୍ଛିନ୍ନ

ହାଟଡିହୀ/ଛେନାପଦୀ,୨୨ା୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ଲଗାଣ ବର୍ଷାରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ପରିସ୍ଥିତି ସଙ୍ଗୀନ ହୋଇ ପଡିଛି । ଲୋକେ ଘରୁ ବାହାରିବା ମୁସ୍କିଲ ହୋଇପଡିଛି । ଲଗାଣ ବର୍ଷା ପାଇଁ ବାଲିବରେଇ ଗାଁ ନିକଟରେ ଥିବା ବାଞ୍ଛା ପୋଲଟି…

ଚାଇନା ବିରୋଧରେ ଚନ୍ଦ୍ରଗିରିରେ ତିବତୀୟ ୟୁଥ୍ କଂଗ୍ରେସ ପକ୍ଷରୁ ଶାନ୍ତିପୂର୍ଣ୍ଣ ପ୍ରତିବାଦ, ଦାବି ରଖି…

ମୋହନା,୨୨ା୭( ମନ୍ମଥ ମିଶ୍ର ): ଗଜପତି ଜିଲା ଚନ୍ଦ୍ରଗିରିରେ ବସବାସ କରୁଥିବା ତିବତୀୟ ଶରଣାର୍ଥୀମାନେ ଚାଇନାର କଥିତ ଦମନ ନୀତିକୁ ବିରୋଧ କରି ଶାନ୍ତିପୂର୍ଣ୍ଣ ଭାବେ ଶୋଭାଯାତ୍ରା କରିଛନ୍ତି। ଗତ ଜୁଲାଇ ୨ ତାରିଖରେ ଜାତିସଂଘ ମୁଖ୍ୟାଳୟ ସମ୍ମୁଖରେ ଆତ୍ମହତ୍ୟା କରିଥିବା…

୪ ମାସର ବକେୟା ଭତ୍ତା ଅପେକ୍ଷାରେ ହିତାଧିକାରୀ, ଅଭିଯୋଗ କରିବାରୁ….

ଗୁଡାରି,୨୨ା୭(ପ୍ରମୋଦ କୁମାର ପତି): ସାମାଜିକ ସୁରକ୍ଷା ଯୋଜନାରେ ଗୁଡାରି ବ୍ଲକର ବହୁ ହିତାଧିକାରୀ ଗତ ୪ ମାସ ହେବ ଭତ୍ତା ପାଇନଥିବା ଅଭିଯୋଗ କରିଛନ୍ତି । ଏ ନେଇ ବହୁ ହିତାଧିକାରୀ ଗତ ସୋମବାର ବ୍ଲକ କାର୍ଯ୍ୟାଳୟରେ ଅନୁଷ୍ଠିତ ଜିଲାପାଳଙ୍କ ଯୁଗ୍ମ…

ଡୋନାଲ୍ଡ ଟ୍ରମ୍ପଙ୍କ ବଡ଼ ଘୋଷଣା, ଜେନେରିକ୍ ଔଷଧ ଉପରେ ଲାଗିବ ଏତିକି % ଶୁଳ୍କ

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜେନେରିକ୍ ଔଷଧ ଆମଦାନୀ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି । ସେ କହିଛନ୍ତି ଯେ ଆଗାମୀ ଦୁଇ ବର୍ଷ ପାଇଁ ଆମେରିକାକୁ ଆସୁଥିବା ଜେନେରିକ୍ ଔଷଧ ଉପରେ କୌଣସି ଶୁଳ୍କ ଲଗାଯିବ ନାହିଁ ।…

୮ମ ଶ୍ରେଣୀ ଛାତ୍ରଙ୍କ ବେକରେ ଗୁଡାଇ ହୋଇଗଲା ଦୋଳି; ଅଚେତ ହୋଇ ତଳେ ପଡିଗଲେ ଛାତ୍ର, ତାପରେ…

ଦିଗପହଣ୍ଡି,୨୨ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରା ପଦର ପଞ୍ଚାୟତ ଭୁଡୁକି ଗ୍ରାମରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି । ୮ମ ଶ୍ରେଣୀରେ ପଢୁଥିବା ଡି. ଭିକାରି ଦୋରାଙ୍କ ପୁଅ ଆକାଶ ଦୋରା(୧୨) ଦୋଳି ଖେଳୁଥିଲେ…

ଦିଲ୍ଲୀ ପୋଲିସ ନାଁରେ ଗୁରୁତର ଅଭିଯୋଗ, ଝିଅମାନଙ୍କୁ ପ୍ରବଳ ମାଡ଼….

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀ ପୋଲିସ ନାଁରେ ଜାତୀୟ ମାନବାଧିକାର କମିଶନରେ ଅଭିଯୋଗ ଦାଖଲ ହୋଇଛି । ୨୦ ଜୁଲାଇରେ ଜନ୍ତର ମନ୍ତରରେ ବିକ୍ଷୋଭ କରୁଥିବା ଛାତ୍ରମାନଙ୍କ ବିରୁଦ୍ଧରେ ଦିଲ୍ଲୀ ପୋଲିସ ଦ୍ୱାରା ନିଆଯାଇଥିବା କଥିତ କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ ସୁପ୍ରିମକୋର୍ଟ ବାର ଆସୋସିଏସନର ସଦସ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?