Home

ଉତ୍କଳୀୟ କାରିଗରଙ୍କ ସୂକ୍ଷ୍ମ ଭାସ୍କର୍ଯ୍ୟର ପ୍ରତୀକ ‘କୋଣାର୍କ’:ଜାଣନ୍ତୁ କିଛି ଅଜଣା କଥା

କୋଣାର୍କ ସୂର୍ଯ୍ୟମନ୍ଦିର ଉତ୍କଳୀୟ ସ୍ଥାପତ୍ୟ କଳାର ଚରମ ନିଦର୍ଶନ। ତ୍ରୟୋଦଶ ଶତାବ୍ଦୀର ଏହି କୀର୍ତ୍ତିରାଜି ଏକ ଦୁର୍ମୂଲ୍ୟ ତଥା ଦୁଃସାଧ୍ୟ ବିଭବ ଭାବରେ ପ୍ରତୀୟମାନ ହୁଏ। ଉତ୍କଳୀୟ କାରୀଗରମାନଙ୍କ ଶକ୍ତି, ସାହସ ଓ କାର୍ଯ୍ୟଦକ୍ଷତା ବିଶାଳକାୟ ସୂର୍ଯ୍ୟମନ୍ଦିରର ସୂକ୍ଷ୍ମ ଭାସ୍କର୍ଯ୍ୟରୁ ସ୍ପଷ୍ଟ…

ଡାକ୍ତରଙ୍କୁ ଏମିତି ପରାମର୍ଶ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ବଲାଙ୍ଗୀର, ୨୮ା୬(ବୀରେନ୍ଦ୍ର କୁମାର ଝାଙ୍କର):ରୋଗୀଙ୍କୁ ମେଡିକାଲ ଚିକିତ୍ସା ସେବା ସହ ଡାକ୍ତରଙ୍କ ଦୁଇପଦ ମିଠାକଥା ଓ ଭଲ ବ୍ୟବହାର ବଡ଼ ଔଷଧ। ଗୁରୁବାର ବଲାଙ୍ଗୀର ଭୀମ ଭୋଇ ମେଡିକାଲ କଲେଜର ଷଷ୍ଠ ବାର୍ଷିକ ଉତ୍ସବ ସମାରୋହରେ ଏହା କହିଛନ୍ତି ସ୍ବାସ୍ଥ୍ୟ ଓ…

ବିଜେଡି ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ସଜ୍ଜନ ଶର୍ମା

ଭୁବନେଶ୍ୱର, ୨୮।୬(ସୁନିତ୍‌ ମିଶ୍ର):ବିଜେଡି ୨୪ ବର୍ଷ ଧରି ନିରୁଙ୍କଶ ଶାସନରେ ଥିବା ସତ୍ତ୍ୱେ ରାଜ୍ୟର ସାମୂହିକ ସ୍ବାର୍ଥକୁ ଅଣଦେଖା କରି ଚାଲିଥିଲା। ଫଳସ୍ବରୂପ ଓଡ଼ିଶାର ବିକାଶ ବାଧାପ୍ରାପ୍ତ ହେଲା। ଦୁର୍ନୀତି, ଭ୍ରଷ୍ଟାଚାରରେ ଲିପ୍ତ ବିଜେଡି ସରକାରର ମନ୍ତ୍ରୀ ଓ ନେତାମାନେ ସ୍ବର୍ଣ୍ଣଗର୍ଭା…

ଏଥର ରାଜ୍ୟରେ ହେବ ଛାତ୍ର ସଂସଦ ନିର୍ବାଚନ

ଭୁବନେଶ୍ୱର,୨୮ା୬(ଅନୁରାଧା ମହାରଣା): ଦୀର୍ଘ ୬ ବର୍ଷ ପରେ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ହେବ ବୋଲି ଆଶା ଉଜ୍ଜୀବିତ ହୋଇଛି। ଛାତ୍ର ସଂସଦ ନିର୍ବାଚନକୁ ସରକାର ଗମ୍ଭୀରତାର ସହ ବିଚାର କରୁଛନ୍ତି ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ କହିବା ପରେ…

ବିଜେଡି ରାଜ୍ୟ ସଭା ସଦସ୍ୟଙ୍କ ଚାଞ୍ଚଲ୍ୟକର ଟୁଇଟ୍‌: ବିଭିନ୍ନ ମହଲରେ ଚର୍ଚ୍ଚା ଆରମ୍ଭ

ଭୁବନେଶ୍ୱର,୨୮ା୬(ଅନିଲ ଦାସ):ବିଜେଡି ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ଗୁରୁବାର ନିଜର ସୋସିଆଲ ମିଡିଆ ଆକାଉଣ୍ଟ ‘ଏକ୍ସ’ରୁ କରିଥିବା ଧାଡ଼ିକିଆ ପୋଷ୍ଟକୁ ନେଇ ବିଭିନ୍ନ ମହଲରେ ଚର୍ଚ୍ଚା ହେଉଛି। ପ୍ରଭୁ ଜଗନ୍ନାଥ ସବୁ ସହିବେ କିନ୍ତୁ କାହାର ଗର୍ବ ଅହଙ୍କାର ସହନ୍ତି…

ଧାରଣାରୁ ଉଠୁନାହାନ୍ତି ଶ୍ରୀୟାସ୍ମିତା: କହିଲେ, ନ୍ୟାୟ ନ ମିଳିବା ପର୍ଯ୍ୟନ୍ତ ବସି ରହିବି

ଭୁବନେଶ୍ୱର, ୨୮।୬(ବ୍ୟୁରୋ):ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ଶରତ ପଟ୍ଟନାୟକଙ୍କ ଉପରକୁ କାଳିମାଡ଼ ଘଟଣାରେ ୬ ବର୍ଷ ଲାଗି ବହିଷ୍କୃତ ହୋଇଥିବା ଶ୍ରୀୟାସ୍ମିତା ପଣ୍ଡା ଏ ପର୍ଯ୍ୟନ୍ତ ତାଙ୍କ ଧାରଣା ଜାରି ରଖିଛନ୍ତି। ଗୁରୁବାର ସାରେ ପ୍ରବଳ ବର୍ଷା ସତ୍ତ୍ୱେ ସେ ତାଙ୍କ…

ବିଦ୍ୟାଳୟ ସମ୍ପର୍କିତ ତଥ୍ୟ ନେଇ ଓ୍ବେବସାଇଟ୍‌ରେ ରହିବ ଦୁଇଟି ଫର୍ମାଟ୍‌ର ସୂଚନା

କଟକ,୨୮ା୬(କାର୍ତ୍ତିକ ସାହୁ): ରାଜ୍ୟର ବିଭିନ୍ନ ବିଦ୍ୟାଳୟରେ ରହିଥିବା ମୌଳିକ ସୁବିଧାଗୁଡ଼ିକ ସଂକ୍ରାନ୍ତରେ ଆମିକସ୍‌ କ୍ୟୁରିଙ୍କ ପକ୍ଷରୁ ପ୍ରସ୍ତୁତ ଫର୍ମାଟ୍‌କୁ ରାଜ୍ୟ ସରକାର ଗ୍ରହଣ କରିଥିବା ହାଇକୋର୍ଟଙ୍କୁ ଅବଗତ କରାଯାଇଛି। ଆମିକସ୍‌ କ୍ୟୁରିଙ୍କ ପ୍ରଦତ୍ତ ଫର୍ମାଟ୍‌ ଆଧାରରେ ବିଦ୍ୟାଳୟ ସମ୍ପର୍କିତ ତଥ୍ୟ ଦର୍ଶାଇ…

ମନ୍ତ୍ରୀଙ୍କ ବଡ଼ ଘୋଷଣା: ପ୍ରତି ଜିଲାରେ ହେବ ସ୍କିଲ୍‌ ହବ୍‌

ଭୁବନେଶ୍ୱର,୨୮ା୬(ଅନିଲ ଦାସ):ଦକ୍ଷତା ବିକାଶ କାର୍ଯ୍ୟକ୍ରମକୁ ନିର୍ଦ୍ଦିଷ୍ଟ କେତେକ ପ୍ରଶିକ୍ଷିତ ଛାତ୍ରୀଛାତ୍ରଙ୍କ ମଧ୍ୟରେ ସୀମିତ ରଖାଯିବ ନାହିଁ। ଏହାକୁୁ ଶିଳ୍ପାନୁଷ୍ଠାନ, ମହାବିଦ୍ୟାଳୟ ଓ ମିଶନଶକ୍ତି ପରିସରଭୁକ୍ତ କରାଯିବ ବୋଲି ଦକ୍ଷତା ବିକାଶ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ବାଇଁ କହିଛନ୍ତି। ଗୁରୁବାର ପୂର୍ବାହ୍ନରେ ଦକ୍ଷତା…

ଭୁଶୁଡିଲା ବିମାନବନ୍ଦର ଛାତ: ୪ ଗୁରୁତର

ନୂଆଦିଲ୍ଲୀ,୨୮।୬: ଦିଲ୍ଲୀ ବିମାନବନ୍ଦରର ଟର୍ମିନାଲ-୧ରେ ଛାତ ଭୁଶୁଡ଼ିବା କାରଣରୁ ଏକ ବଡ଼ ଦୁର୍ଘଟଣା ଘଟିଛି। ଶୁକ୍ରବାର ସକାଳେ ବିମାନ ବନ୍ଦରର ଛାତ ଟର୍ମିନାଲ ୧ରେ ଏକ ଗାଡି ଉପରେ ପଡିଯାଇଥିଲା। ଏହି ଦୁର୍ଘଟଣାରେ ୪ ଜଣ ଆହତ ହୋଇଛନ୍ତି। ସୂଚନା ପାଇବା…

ଏସବୁ ଜିଲାକୁ ପ୍ରବଳ ବର୍ଷା ସମ୍ଭାବନା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨୮ା୬: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ସକ୍ରିୟ ମୌସୁମୀ ପ୍ରଭାବରେ ବର୍ଷା ଜାରି ରହିଛି। ଗୁରୁବାର ନବରଙ୍ଗପୁରରେ ସର୍ବାଧିକ ୮୨.୦ ମି.ମି. ବର୍ଷା ହୋଇଥିବାବେଳେ ପାରଳାଖେମୁଣ୍ଡିରେ ୬୯.୮ ମି.ମି., କୋରାପୁଟରେ ୬୫.୪ ମି.ମି., ମାଲକାନଗିରି ଓ ସୋନପୁରରେ ୨୪.୪…

ଏସ୍‌ସିବିରେ ରକ୍ତ ପାଇଁ ମଗାଯାଉଛି ଟଙ୍କା

କଟକ,୨୮।୬(ଶିଳ୍ପା ପ୍ରିୟଦର୍ଶିନୀ): ଚିକିତ୍ସା କ୍ଷେତ୍ରରେ ଇତିହାସ ରଚୁଥିବା ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିିକାଲ କଲେଜ ଆଣ୍ଡ ହସ୍ପିଟାଲ(ଏସ୍‌ସିବି)ର ବିକଳ ଚିତ୍ର ଗୋଟିକ ପରେ ଗୋଟିଏ ସାମ୍ନାକୁ ଆସିବାରେ ଲାଗିଛି। ଏସ୍‌ସିବି ରକ୍ତ ଭଣ୍ଡାରରେ ରକ୍ତ ପାଇଁ ରୋଗୀ ଓ ସମ୍ପର୍କୀୟଙ୍କୁ ଟଙ୍କା ମଗାଯାଉଛି।…

ଟି୨୦ କ୍ରିକେଟ ବିଶ୍ୱକପ୍‌ ସେମିଫାଇନାଲ: ଇଂଲଣ୍ଡ ଆଗରେ ୧୭୨ ରନ୍‌ର ଟାର୍ଗେଟ୍‌

ଜର୍ଜଟାଉନ,୨୬ା୬: ସ୍ଥାନୀୟ ପ୍ରୋଭିଡେନ୍ସ ଷ୍ଟାଡିୟମ, ଗୁଏନାରେ ଗୁରୁବାର ଖେଳାଯାଉଥିବା ଟି୨୦ କ୍ରିକେଟ ବିଶ୍ୱକପ୍‌ ସେମିଫାଇନାଲ ମ୍ୟାଚ୍‌ରେ ଇଂଲଣ୍ଡ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଫଳରେ ଆମନ୍ତ୍ରଣ ପାଇ ଭାରତ ପ୍ରଥମ ବ୍ୟାଟିଂ କରି ନିଦ୍ଧାରିତ ୨୦ ଓଭରରେ ୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?