ମାଟ୍ରିକ ପରୀକ୍ଷା: ହିନ୍ଦୀ, ସଂସ୍କୃତରେ କପି କରି ଧରାପଡ଼ିଲେ ୭
କଟକ,୨୮ା୨(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷାର ବୁଧବାର ତୃତୀୟ ଭାଷା ପରୀକ୍ଷାରେ ୭ ଜଣ ପରୀକ୍ଷାର୍ଥୀ ଅସାଧୁ ଉପାୟ ଅବଲମ୍ବନ କରି ସ୍କ୍ବାଡ୍ ହାତରେ ଧରାପଡ଼ିଛନ୍ତି। ତେବେ ତୃତୀୟ ଭାଷା ହିନ୍ଦୀ/ସଂସ୍କୃତ ପରୀକ୍ଷା ସୁଚାରୁ…
ମର୍ମନ୍ତୁଦ ଦୁର୍ଘଟଣା: ଟ୍ରେନ୍ ଧକ୍କାରେ ୧୨ ମୃତ, ଅନେକ ଆହତ
ରାଞ୍ଚି,୨୮ା୨: ଜାମତରା-କର୍ମାତାଣ୍ଡ ରେଳ ବିଭାଗର କଳାଝରିଆ ନିକଟରେ ଟ୍ରେନ୍ ଧକ୍କାରେ ବୁଧବାର ୧୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଛନ୍ତି। ବେଙ୍ଗାଲୁରୁ-ଯଶବନ୍ତପୁର ଏକ୍ସପ୍ରେସ ଡାଉନ ଲାଇନରେ ଯାଉଥିବା ବେଳେ ଲାଇନ ପାର୍ଶ୍ୱରେ ପକାଯାଇଥିବା ବୋଲ୍ଡର ଗୁଣ୍ଡ ଉଡ଼ିଥିଲା। ଡ୍ରାଇଭର…
ସଞ୍ଜ ନଇଁଲେ ବଢୁଛି ବନ୍ୟଜନ୍ତୁଙ୍କ ଭୟ, ଖରବାଦୁମାଣି ସାହିକୁ ବିଦ୍ୟୁତ୍ ସଂଯୋଗ ଦାବି
କେନ୍ଦୁଝର,୨୮ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଅନ୍ତର୍ଗତ ପିଠାଗୋଡ଼ା ପଞ୍ଚାୟତ ଖରବାଦୁମାଣି ସାହିକୁ ବିଦ୍ୟୁତ୍ ସଂଯୋଗ ଦାବିରେ ବୁଧବାର ବାସିନ୍ଦା କେନ୍ଦୁଝର ଜିଲାପାଳଙ୍କୁ ଭେଟି ଲିଖିତ ଦାବିପତ୍ର ପ୍ରଦାନ କରିଛନ୍ତି। ଛୋଟ ଛୋଟ ପିଲାଙ୍କୁ ଧରି ଦୀର୍ଘ ବହୁ ବାଟ ଆସି…
ମାର୍ଚ୍ଚ ୬ରୁ ୯ମ ଶ୍ରେଣୀ ବାର୍ଷିକ ପରୀକ୍ଷା
କଟକ,୨୮ା୨(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ହାଇସ୍କୁଲ ଓ ମଧ୍ୟମାର ନବମ ଶ୍ରେଣୀ ବାର୍ଷିକ ପରୀକ୍ଷା ମାର୍ଚ୍ଚ ୬ରୁ ଆରମ୍ଭ ହୋଇ ୧୫ରେ ଶେଷ ହେବ। ଛାତ୍ରୀଛାତ୍ର ବାର୍ଷିକ ପରୀକ୍ଷା ନିଜ ହାଇସ୍କୁଲ ଓ ଟୋଲ୍ରେ ଦେବେ।…
ଉଚ୍ଚ ରକ୍ତଚାପରେ ପୀଡ଼ିତ କି? ଭୁଲ୍ରେ ବି ଖାଆନ୍ତୁ ନାହିଁ ଏହି ୬ ଖାଦ୍ୟ…
ଉଚ୍ଚ ରକ୍ତଚାପର ସ୍ଥାୟୀ ଉପଚାର କିଛି ନାହିଁ। ହେଲେ ଔଷଧ ଏବଂ ଖାଦ୍ୟପେୟରେ ସାବଧାନତା ଅବଲମ୍ବନ କଲେ ଏହାକୁ ନିୟନ୍ତ୍ରଣକୁ ଅଣାଯାଇପାରେ। ରକ୍ତଚାପ ୧୨୦/୮୦ ଥିଲେ ଏହାକୁ ସାଧାରଣ କୁହାଯାଏ । ମାତ୍ର ଏହା ବଢ଼ିଯାଇ ୧୩୦/୯୦ ହେଲେ ଏହା ଚିନ୍ତାଜନକ…
ଘରେ ପଶି କୁକୁର ଶିକାର କଲା ଚିତାବାଘ, କ୍ୟାମେରାରେ କଏଦ ହେଲା ଲୋମହର୍ଷଣକାରୀ ଦୃଶ୍ୟ, ଦେଖନ୍ତୁ…
ଜଙ୍ଗଲର ଘାତକ ଶିକାରୀଙ୍କ ମଧ୍ୟରୁ ଚିତାବାଘ ଅନ୍ୟତମ। ଏହା ଥରେ ଶିକାର ଉପରେ ଆଖି ପକାଇଲେ ତାର ବଞ୍ଚିବା ଏକପ୍ରକାର ଅସମ୍ଭବ। ହେଲେ ଜଙ୍ଗଲର ଏହି ଜନ୍ତୁକୁ ଜନବସତିରେ ଶିକାର କରୁଥିବା ଦେଖିଛନ୍ତି କି। ହୁଏତ ନା। କିଛି ଏଭଳି ଦୃଶ୍ୟ…
ରାଜ୍ୟ ସଭାରେ ବଦଳିଯିବ ଗଣିତ, ଭାଜପାକୁ ମିଳିବ ମ୍ୟାଜିକ୍ ନମ୍ବର
ନୂଆଦିଲ୍ଲୀ,୨୮ା୨: ଚଳିତ ବର୍ଷ ଏପ୍ରିଲରେ ଶାସକ ଭାଜପା ନେତୃତ୍ୱାଧୀନ ନ୍ୟାଶନାଲ ଡେମୋକ୍ରାଟିକ୍ ଆଲାଇନ୍ସ (ଏନ୍ଡିଏ) ରାଜ୍ୟ ସଭାରେ ସଂଖ୍ୟାଗରିଷ୍ଠତା ହାସଲ କରିବାର ସମ୍ଭାବନା ରହିଛି। ଯେତେବେଳେ ନାମାଙ୍କିତ ବର୍ଗ ଅନ୍ତର୍ଭୁକ୍ତ ଅବଶିଷ୍ଟ ୬ଟି ସିଟ୍ ପୂରଣ ହେବ ଏବଂ ନୂତନ ନିର୍ବାଚିତ…
ପ୍ରେମରେ କିଭଳି ପଡ଼ନ୍ତି ଲୋକେ, ଲାଇଭ୍ କ୍ୟାମେରାରେ କଏଦ ହେଲା ଦୃଶ୍ୟ; ଦେଖନ୍ତୁ Video…
ପ୍ରେମରେ କିଭଳି ପଡ଼ନ୍ତି କେବେ ଦେଖିଛନ୍ତି କି, ହୁଏତ ନା। ସୋସିଆଲ ମିଡିଆରେ ଏଭଳି ଏକ ମଜାଦାର ଭିଡିଓ ଭାଇରାଲ ହେଉଛି ଯେଉଁଥିରେ ଏହାର ଉଦାହରଣ ଦେଖିବାକୁ ମିଳୁଛି। ଆପର ଭାବୁଥିବେ କିଭଳି। ତେବେ ତାହା ଭିଡିଓ ଦେଖିଲେ ଆପେଆପେ ବୁଝିଯିବେ।…
FASTag KYC: ଫେବୃଆରୀ ୨୯ ପୂର୍ବରୁ ଅପ୍ଡେଟ୍ କରି ନିଅନ୍ତୁ ଫାଷ୍ଟଟ୍ୟାଗ୍ କଓ୍ବୋଇସି, ନଚେତ ଟୋଲ୍ରେ ଅସୁବିଧାରେ ପଡ଼ିବେ…
ନୂଆଦିଲ୍ଲୀ,୨୮।୨: ନ୍ୟାଶନାଲ ହାଇଓ୍ବେ ଅଥୋରିଟି ଅଫ୍ ଇଣ୍ଡିଆ(ଏନ୍ଏଚ୍ଏଆଇ) ସ୍ପଷ୍ଟ କରିଛି ଯେ ଯେଉଁ ଫାଷ୍ଟଟ୍ୟାଗ୍ ବ୍ୟବହାରକାରୀ କଓ୍ବୋଇସି ଅପ୍ଡେଟ୍ କରିନାହାନ୍ତି, ତାଙ୍କର ଟ୍ୟାଗ୍କୁ ଫେବୃୟାରୀ ୨୯ ପରଠାରୁ ବ୍ଲାକ୍ଲିଷ୍ଟ କରିଦିଆଯିବ। ଏଥିପାଇଁ ଆପଣ ଯଦି ନିଜର ଯାନକୁ ଫାଷ୍ଟଟ୍ୟାଗ୍ ବ୍ୟାଙ୍କରୁ କଓ୍ବୋଇସି…
ମୋ ଗର୍ଲଫ୍ରେଣ୍ଡକୁ ଦେଖ…କହି ଏମିତି କାମ କଲେ ଅଙ୍କଲ୍: ସାଉଁଟୁଛନ୍ତି ପ୍ରଶଂସା
ପ୍ରେମ ପାଇଁ କୌଣସି ବୟସ ନାହିଁ। ଯଦି ଜୀବନ ଖୁସିରେ ବଞ୍ଚନ୍ତି, ତେବେ ଏହା ବହୁତ ସୁନ୍ଦର ହୋଇଯାଏ। ଏହି ଉକ୍ତିଟି ଜଣେ ବୃଦ୍ଧ ଦମ୍ପତିଙ୍କ ସହିତ ସମ୍ପୂର୍ଣ୍ଣ ଫିଟ ହୋଇଛି। ଏହି ବୃଦ୍ଧ ଦମ୍ପତି ଏକ ଚ୍ୟାଲେଞ୍ଜରେ ଭାଗ ନେଇଥିଲେ,…
ମୋଦି ମଡେଲ୍ କପି କରୁଛି ପାକିସ୍ତାନ!
ଇସଲାମାବାଦ୍,୨୮।୨: ପାକିସ୍ତାନର ପଞ୍ଜାବ ପ୍ରଦେଶରେ ଇତିହାସ ସୃଷ୍ଟି କରି ମରିୟମ ନୱାଜ ସରିଫ ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ଏହି ପଦ ଗ୍ରହଣ କରିବା ପରେ ସେ ଲୋକମାନଙ୍କୁ ପ୍ରତିଶ୍ରୁତି ଦେଇଥିଲେ, ସେ ପଞ୍ଜାବକୁ ବହୁତ ଆଗକୁ ନେବାକୁ ଚାହୁଁଛନ୍ତି। ସେ…
ନବୀନଙ୍କୁ ସାକ୍ଷାତ କଲେ ବିଲ୍ ଗେଟ୍ସ
ଭୁବନେଶ୍ୱର,୨୮ା୨: ମାଇକ୍ରୋସଫ୍ଟ ସହ ପ୍ରତିଷ୍ଠାତା ବୁଧବାର ଓଡ଼ିଶା ଗସ୍ତରେ ଆସି ରାଜଧାନୀର ବିଭିନ୍ନ ଅଞ୍ଚଳ ବୁଲିଛନ୍ତି। ଏହି ଗସ୍ତ ସମୟରେ ସେ ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ବିଲ୍ ଗେଟ୍ସ ଏବଂ ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ବିଭିନ୍ନ ପ୍ରସଙ୍ଗକୁ…
Archives


