Home

୫ ବର୍ଷ ପରେ ଜେଲରୁ ମୁକୁଳିଲେ ଓ୍ବିକିଲିକ୍ସର ଫାଉଣ୍ଡର

ଓ୍ବାଶିଂଟନ,୨୫।୬: ୱିକି ଲିକ୍ସ ୱେବସାଇଟ ପ୍ରତିଷ୍ଠାତା ଜୁଲିୟାନ ଆସେଞ୍ଜଙ୍କୁ ଶେଷରେ ବ୍ରିଟିଶ ଜେଲରୁ ମୁକ୍ତ କରାଯାଇଛି। ୱିକି ଲିକ୍ସର ପ୍ରତିଷ୍ଠାତା ଜୁଲିୟାନ ଆସେଞ୍ଜ ଆମେରିକାର ନ୍ୟାୟ ବିଭାଗ ସହିତ ହୋଇଥିବା ଚୁକ୍ତିନାମାରେ ସରକାରୀ ତଥ୍ୟ ଚୋରି ଅଭିଯୋଗରେ ଦୋଷୀ ସାବ୍ୟସ୍ତ ଦଲିଲରେ…

ଆଉ ମିଳିବନି ବ୍ରିଟାନିଆ ବିସ୍କୁଟ!

କୋଲକାତା,୨୫।୬: ପଶ୍ଚିମବଙ୍ଗରୁ ଟାଟା ନାନୋଙ୍କୁ ହଟାଇ କ୍ଷମତା ପ୍ରତିଷ୍ଠା କରିଥିବା ମମତା ବାନାର୍ଜୀ ରାଜ୍ୟ ବ୍ୟବସାୟ ପାଇଁ ଅନୁକୂଳ ମନେ ହେଉନାହିଁ। ନାନୋ ସମ୍ବନ୍ଧରେ ସିଙ୍ଗୁରରେ ଏତେ ବଡ ଆନ୍ଦୋଳନ ହୋଇଥିଲା ଯେ ମମତା ବାନାର୍ଜୀ କେବଳ ରାଜ୍ୟରେ ନୁହେଁ କେନ୍ଦ୍ରୀୟ…

ଇତିହାସରେ ପ୍ରଥମଥର: ବାଚସ୍ପତି ପଦ ପାଇଁ ହେବ ନିର୍ବାଚନ

ନୂଆଦିଲ୍ଲୀ,୨୫।୬: ଲୋକ ସଭା ବାଚସ୍ପତି ପଦକୁ ନେଇ ସହମତ ହୋଇ ନ ପାରିବା ପରେ ବିରୋଧୀଦଳ ଏହାର ପ୍ରାର୍ଥୀ ଘୋଷଣା କରିଛନ୍ତି। କେ ସୁରେଶ ବିରୋଧୀ ଦଳର ବାଚସ୍ପତି ପଦ ପାଇଁ ପ୍ରାର୍ଥୀ ହୋଇଛନ୍ତି। ଅନ୍ୟପକ୍ଷରେ ଓମ ବିର୍ଲା ଏନଡିଏ ପକ୍ଷରୁ…

ବାଚସ୍ପତି ରେସ୍‌: ଓମ ବିର୍ଲାଙ୍କୁ ଟକ୍କର ଦେବେ ସୁରେଶ

ନୂଆଦିଲ୍ଲୀ,୨୫।୬: ବିରୋଧୀ ଦଳ ‘ଇଣ୍ଡିଆ’ ମଧ୍ୟ ଲୋକ ସଭା ବାଚସ୍ପତି ପଦ ପାଇଁ ନିଜର ପ୍ରାର୍ଥୀ ଦେଇଛନ୍ତି। କେ ସୁରେଶ ବିରୋଧୀ ଦଳ ପକ୍ଷରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏଥି ସହିତ ଭାଜପା ନେତୃତ୍ୱାଧୀନ ନ୍ୟାସନାଲ ଡେମୋକ୍ରାଟିକ ଆଲାଇନ୍ସ (ଏନଡିଏ)ପ୍ରାର୍ଥୀ ଓମ…

ବଡ଼ ଖବର: ବବି ଦାସଙ୍କ ସରକାରୀ ଘରେ ଚାଲିଛି ଭଙ୍ଗାରୁଜା

ଭୁବନେଶ୍ୱର,୨୫।୬: ବିଜେଡି ନେତା ପ୍ରଣବ ପ୍ରକାଶ ଦାଶ(ବବି)ଙ୍କ ସରକାରୀ ଘରେ ଭଙ୍ଗା ଚାଲିଛି। କ୍ୱାର୍ଟର୍ସ ପରିସରରେ ହୋଇଥିବା ଅଣ୍ଡର ଗ୍ରାଉଣ୍ଡ ନିର୍ମାଣକୁ ଭଙ୍ଗାଯାଉଛି। ତେବେ କିଏ କାହିଁକି ଭାଙ୍ଗୁଛି ତାହା ଏଯାଏ ଜଣାପଡିନାହିଁ। ଅଣ୍ଡର ଗ୍ରାଉଣ୍ଡରୁ ଗୋଟିଏ ଏବଂ ଉପରକୁ ୩…

ଚିକେନ, ମାଛ, କବାବରେ ରଙ୍ଗ ମିଶାଇଲେ ହେବ ଜେଲ ଦଣ୍ଡ, ୧୦ଲକ୍ଷର ଜରିମାନା

ବେଙ୍ଗାଲୁରୁ,୨୫।୬: ଖାଦ୍ୟ ସାମଗ୍ରୀରେ ଅପମିଶ୍ରଣକୁ ରୋକିବା ପାଇଁ କର୍ନାଟକ ସରକାର ଏକ ବଡ ନିଷ୍ପତ୍ତି ନେଇଛନ୍ତି। କର୍ନାଟକ ସରକାରଙ୍କ ଖାଦ୍ୟ ସୁରକ୍ଷା ବିଭାଗ ଭେଜ ଏବଂ ନନ ଭେଜ କବାବରେ କୃତ୍ରିମ ରଙ୍ଗର ବ୍ୟବହାର ଉପରେ ପ୍ରତିବନ୍ଧକ ଲଗାଇଛି। ଏହି ନିୟମ…

ଅସୁସ୍ଥ ହେଲେ ଆତିଶି, ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ,୨୫।୬: ଦିଲ୍ଲୀର ଜଳ ସଙ୍କଟକୁ ନେଇ ଭୋକ ହଙ୍ଗର ଷ୍ଟ୍ରାଇକରେ ବସିଥିବା ଜଳ ମନ୍ତ୍ରୀ ଆତିଶି ଜୁନ ୨୪-୨୫ର ମଧ୍ୟବର୍ତ୍ତୀ ରାତିରେ ଅସୁସ୍ଥ ହୋଇ ପଡିଛନ୍ତି। ଏହା ପରେ ଆମ ଆଦମୀ ପାର୍ଟି (ଏଏପି) ନେତା ସଞ୍ଜୟ ସିଂ ଏବଂ ଦଳର…

୪୯ ବର୍ଷ ବୟସରେ ବିବାହ କରିବାକୁ ପ୍ରସ୍ତୁତ ଅଛନ୍ତି ଅମିଶା

ମୁମ୍ବାଇ: ଫିଲ୍ମ ଗଦର-୨ର ସଫଳତା ପରଠାରୁ ବଲିଉଡ ଅଭିନେତ୍ରୀ ଅମିଶା ପଟେଲ ଖଉବ ଚର୍ଚ୍ଚାରେ ଅଛନ୍ତି। ଗଦର ୨ ପରେ ଅଭିନେତ୍ରୀ ସବୁଠି ଛାଇ ହୋଇ ରହିଛନ୍ତି। ସେ ସୋସିଆଲ ମିଡିଆରେ ଖୁବ ଆକ୍ଟିଭ ଥାଆନ୍ତି ଏବଂ ତାଙ୍କ ଫଲୋୟର୍ସଙ୍କ ପାଇଁ…

ହୋଇଗଲା ଫାଇନାଲ! ଏହି ହେବେ ଲୋକ ସଭା ବାଚସ୍ପତି

ନୂଆଦିଲ୍ଲୀ,୨୫।୬: ସର୍ବସମ୍ମତି କ୍ରମେ ଲୋକ ସଭା ବାଚସ୍ପତି ଚୟନ କରାଯିବ। ବାଚସ୍ପତି ପଦ ପାଇଁ ନିର୍ବାଚନରର ସମ୍ଭାବନା ବହୁତ କମ ବୋଲି ବିବେଚନା କରାଯାଉଛି। ସୂଚନାନୁସାରେ, ବିରୋଧୀ ମଇଦାନକୁ ପ୍ରାର୍ଥୀ ଓହ୍ଲାଇବ ନାହିଁ। ତେବେ ଏନଡିଏ ପକ୍ଷରୁ ଓମ୍‌ ବିର୍ଲା ପୁଣିଥରେ…

ନିବେଶ ପ୍ରସ୍ତାବରେ ଓଡ଼ିଶା ଆଗୁଆ

ଭୁବନେଶ୍ୱର,୨୫।୬(ଅନୁରାଧା ମହାରଣା): କ୍ରମାଗତ ଭାବେ ଓଡ଼ିଶାରେ ନିବେଶ ପ୍ରସ୍ତାବ ବୃଦ୍ଧି ପାଉଥିବାବେଳେ ନିବେଶକମାନେ ମଧ୍ୟ ରାଜ୍ୟରେ ବ୍ୟାପକ ପରିମାଣର ପୁଞ୍ଜି ନିବେଶ ପାଇଁ ଓଡ଼ିଶା ସରକାରଙ୍କୁ ପ୍ରସ୍ତାବ ଦେଇଛନ୍ତି। ଏପରିକି ଶିଳ୍ପ ବିନିଯୋଗ କ୍ଷେତ୍ରରେ ଗତବର୍ଷ ୨୦.୪ ପ୍ରତିଶତ ବୃଦ୍ଧି ଘଟିଛି।…

ସୁମିତ ବିଓବିର ବ୍ରାଣ୍ଡ୍‌ ଆମ୍ବାସାଡର

ଭୁବନେଶ୍ୱର,୨୫।୬: ବ୍ୟାଙ୍କ ଅଫ୍‌ ବରୋଦା (ବିଓବି) ର ନୂତନ ବ୍ରାଣ୍ଡ୍‌ ଆମ୍ବାସାଡର ଭାବେ ଭାରତୀୟ ଟେନିସ୍‌ ଖେଳାଳି ସୁମିତ ନାଗଲଙ୍କୁ ନିଯୁକ୍ତି ଦିଆଯାଇଛି। ଏପରିକି ଉଦୀୟମାନ ତଥା ପ୍ରତିଭାବାନ ଏବଂ ଉଚ୍ଚାକାଂକ୍ଷୀ ଭାରତୀୟ କ୍ରୀଡ଼ାବିତମାନେ ବିଶ୍ୱସ୍ତରରେ ଶ୍ରେଷ୍ଠ ଖେଳାଳିଙ୍କ ସହ ପ୍ରତିଦ୍ୱନ୍ଦ୍ୱିତା…

ଜୁଲାଇ ୨୭ରେ ଆଇସିସିର ମେଗା ନିଯୁକ୍ତି ମେଳା

ଭୁବନେଶ୍ୱର,୨୫।୬ (ଅଭୟ ଦାଶ): ଇଣ୍ଡିଆନ ଚାମ୍ବର ଅଫ୍‌ କମର୍ସ(ଆଇସିସି)ର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ‘ମେଗା ନିଯୁକ୍ତି ମେଳା’ ସମ୍ପର୍କରେ ଘୋଷଣା କରାଯାଇଛି। ଏହି କାର୍ଯ୍ୟକ୍ରମ ୨୦୨୪ ଜୁଲାଇ ୨୭ ଓ ୨୮ ରେ ଭୁବନେଶ୍ୱରର ଲୁମ୍ବିନି କନ୍‌ଭେନ୍ସନଠାରେ ଅନୁଷ୍ଠିତ ହେବ ବୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?