Home

ଅଖିଲ ଗୁପ୍ତା ଭାରତୀ ଆକ୍ସାର ନ୍ୟୁ ଚେୟାରମ୍ୟାନ

ଭୁବନେଶ୍ୱର,୨୫।୬: ଦେଶର ପ୍ରମୁଖ ଘରୋଇ ବୀମା କମ୍ପାନୀ ତଥା ଭାରତୀ ଆକ୍ସା ଲାଇଫ୍‌ ଇନ୍‌ସ୍ୟୁରାନ୍ସର ନୂତନ ଅଧ୍ୟକ୍ଷ ( ନ୍ୟୁ ଚେୟାରମ୍ୟାନ) ଭାବେ ଅଖିଲ ଗୁପ୍ତା ନିକଟରେ ଯୋଗଦାନ କରିଛନ୍ତି। ଏହା ପୂର୍ବରୁ ସେ ଭାରତୀ ଏଣ୍ଟରପ୍ରାଇଜେସ୍‌ର ଉପାଧ୍ୟକ୍ଷ ଭାବେ କାର୍ଯ୍ୟ…

ଗହମ ଷ୍ଟକ୍‌ ପାଇଁ ସୀମା ନିର୍ଦ୍ଧାରିତ

ଭୁବନେଶ୍ୱର,୨୫।୬(ଅନୁରାଧା ମହାରଣା): ସାମଗ୍ରିକ ଖାଦ୍ୟ ନିରାପତ୍ତାକୁ ନିୟନ୍ତ୍ରଣ କରିବା ଏବଂ ବେଆଇନ ମହଜୁଦ ରୋକିବା ପାଇଁ ଭାରତ ସରକାର ସମସ୍ତ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ ବ୍ୟବସାୟୀ, ହୋଲସେଲର, ରିଟେଲର, ବିଗ ଚେନ ରିଟେଲର ଏବଂ ପ୍ରୋସେସରମାନଙ୍କ ପାଇଁ ପ୍ରଯୁଜ୍ୟ ଗହମ…

‘ମଟ୍‌କା କିଙ୍ଗ୍‌’ରେ ଜଲୱା ଦେଖାଇବେ କୃତ୍ତିକା

ମୁମ୍ବାଇ: ଅଭିନେତା ବିଜୟ ବର୍ମା ତାଙ୍କର ଆଗାମୀ କ୍ରାଇମ ଡ୍ରାମା ୱେବ୍‌ ସିରିଜ୍‌ ‘ମଟ୍‌କା କିଙ୍ଗ୍‌’କୁ ନେଇ ଏବେ ବେଶ୍‌ ଚର୍ଚ୍ଚାରେ ରହିଛନ୍ତି। ନିକଟରେ ଏହାର ପ୍ରଥମ ପୋଷ୍ଟର ମଧ୍ୟ ରିଲିଜ୍‌ ହୋଇଛି। ତେବେ ଏହି ସିରିଜ୍‌କୁ ନେଇ ଏକ ଗୁରୁତ୍ତ୍ୱପୂର୍ଣ୍ଣ…

ବିନା କାମରେ ୨୦ ବର୍ଷ ଦରମା

ପ୍ୟାରିସ: କାର୍ଯ୍ୟ ସମ୍ପାଦନ କରି ଅଫିସ ବା ସଂସ୍ଥାରୁ ଦରମା ନ ମିଳିଲେ କ୍ଷୁବ୍ଧ କର୍ମଚାରୀ ଆଇନର ଆଶ୍ରୟ ନେଇଥାନ୍ତି। କିନ୍ତୁ ଫ୍ରାନ୍ସରେ ଏହାର ଓଲଟା ଦେଖିବାକୁ ମିଳିଛି। ଜଣେ ମହିଳା କର୍ମଚାରୀଙ୍କୁ ଟେଲିକମ୍‌ କମ୍ପାନୀ ଅରେଞ୍ଜ କିଛି କାମ ନ…

ପାର୍ଲାମେଣ୍ଟ ଅଭିଯାନ ବେଳେ ବହୁ ଛାତ୍ରୀଛାତ୍ର ଅଟକ

ନୂଆଦିଲ୍ଲୀ,୨୫ା୬: ଡାକ୍ତରୀ ପାଠ୍ୟକ୍ରମରେ ନାମଲେଖା ପାଇଁ ଚଳିତ ବର୍ଷ ଅନୁଷ୍ଠିତ ଏନ୍‌ଇଇଟି-ୟୁଜି ପରୀକ୍ଷାରେ ବ୍ୟାପକ ଅନିୟମିତତା ଏବଂ ପ୍ରଶ୍ନପତ୍ର ପ୍ରଘଟ ପ୍ରତିବାଦରେ ସୋମବାର ପାର୍ଲାମେଣ୍ଟ ଅଭିଯାନ ବେଳେ ୨ ଡଜନ୍‌ରୁ ଅଧିକ ଛାତ୍ରୀଛାତ୍ରଙ୍କୁ ପୋଲିସ ଅଟକ ରଖିଛି। ସେମାନଙ୍କ ମଧ୍ୟରେ କଂଗ୍ରେସ…

କେରଳ ହେବ କେରଳମ୍‌

ଥିରୁଭାନନ୍ତପୁରମ, ୨୫।୬: କେରଳର ନାମ ପରିବର୍ତ୍ତନ କରି କେରଳମ୍‌ କରିବାକୁ ସୋମବାର ରାଜ୍ୟ ବିଧାନସଭାରେ ସଂକଳ୍ପ ପାରିତ ହୋଇଛି। ପ୍ରାୟ ବର୍ଷେ ତଳେ ଏହି ସଂକଳ୍ପକୁ ରାଜ୍ୟ ବିଧାନସଭା ସର୍ବ ସମ୍ମତିରେ ପାରିତ କରିଥିବାବେଳେ ଏଥିରେ ସଂଶୋଧନର ଆବଶ୍ୟକତା ଥିବା କହି…

ମୁଖ୍ୟମନ୍ତ୍ରୀ ପଦ ମର୍ଯ୍ୟାଦା ରଖନ୍ତୁ: ପ୍ରତାପ ଦେବ

ଭୁବନେଶ୍ୱର,୨୫ା୬(ଅନିଲ ଦାସ): କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଟିପ୍ପଣୀକୁ ନେଇ ବିଜେଡି କଡ଼ା ପ୍ରତିକ୍ରିୟା ପ୍ରକାଶ କରିଛି। ସୋମବାର ଏକ ଖବରଦାତା ସମ୍ମିଳନୀରେ ବିଜେଡିର ବରିଷ୍ଠ ନେତା ତଥା ବିଧାୟକ ପ୍ରତାପ କେଶରୀ ଦେବ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ କେନ୍ଦୁଝରରେ…

ଅଷ୍ଟ୍ରେଲିଆକୁ ହରାଇ ସେମିଫାଇନାଲରେ ପହଞ୍ଚିଲା ଭାରତ

ଗ୍ରସ ଆଇସ୍ଲେଟ, ୨୪।୬: ସେଣ୍ଟ ଲୁସିଆସ୍ଥିତ ଡାରେନ ସାମି ଜାତୀୟ କ୍ରିକେଟ ଷ୍ଟାଡିୟମରେ ସୋମବାର ଖେଳାଯାଇଥିବା ଟି୨୦ କ୍ରିକେଟ ବିଶ୍ୱକପର ଶେଷ ସୁପର-୮ ମ୍ୟାଚ୍‌ରେ ଅଷ୍ଟ୍ରେଲିଆକୁ ୨୪ ରନ୍‌ରେ ପରାସ୍ତ କରି ଭାରତ ଅପରାଜେୟ ଭାବେ ସେମିଫାଇନାଲରେ ପହଞ୍ଚିଛି। ଅଷ୍ଟ୍ରେଲିଆ ଟସ୍‌…

୨୦୨୭ରେ ଅଖିଳେଶ କେମିତି ହେବେ ୟୁପି ମୁଖ୍ୟମନ୍ତ୍ରୀ, ଏସ୍‌ପି ସାଂସଦ କହିଦେଲେ ଏହି ଫର୍ମୁଲା

ଲକ୍ଷ୍ନୌ,୨୪।୬: ୨୦୨୭ରେ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଲୋକ ସଭା ନିର୍ବାଚନରେ ୨୦୨୪ରେ ବିଜୟରେ ଆନନ୍ଦିତ ଥିବା ଇଣ୍ଡିଆ ନିଶ୍ଚିତ ଯେ ସମାଜବାଦୀ ପାର୍ଟି ଆଗାମୀ ବିଧାନସଭା ନିର୍ବାଚନରେ ପୁଣିଥରେ ଚମତ୍କାର କରିବ ଏବଂ ଅଖିଳେଶ ଯାଦବ ମୁଖ୍ୟମନ୍ତ୍ରୀ ହେବେ।…

ମୁଖ୍ୟମନ୍ତ୍ରୀଙ୍କୁ କିଏ ଯାଚିଥିଲେ ଖଣି? ବଡ଼ ଖୁଲାସା କଲେ ମୋହନ ମାଝି

ଭୁବନେଶ୍ୱର,୨୪।୬: ୨ ଦିନିଆ କେନ୍ଦୁଝର ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ବିଜେଡିକୁ ଟାର୍ଗେଟ୍‌ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କ୍ରୀତଦାସ ବୋଲାଉଥିବା ଲୋକେ ମୋତେ ନିଜ ସପକ୍ଷକୁ ଆଣିବା ପାଇଁ ଉଦ୍ୟମ କରିଥିଲେ। ମୋତେ ମନ୍ତ୍ରୀପଦ ଓ ଖଣି ଦେବାର ଲୋଭ ଦେଖାଇଥିଲେ…

ଜନ୍ମମାଟିରେ ମା’ଙ୍କ ହାତରୁ ପଖାଳ ଖାଇଲେ ମୁଖ୍ୟମନ୍ତ୍ରୀ, କହିଲେ…

କେନ୍ଦୁଝର,୨୪ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମଥର ପାଇଁ ନିଜ ଜିଲା କେନ୍ଦୁଝରକୁ ଦୁଇ ଦିନିଆ ଗସ୍ତରେ ଆସି ସୋମବାର ଦ୍ୱିତୀୟ ଦିନରେ ନିଜ ଜନ୍ମମାଟିରେ ପାଦ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ହେଲିକପ୍ଟର ଯୋଗେ କେନ୍ଦୁଝରରୁ ପୂର୍ବାହ୍ନ…

ଗଞ୍ଜାମ ଜିଲାରେ ୩୧ ପ୍ରତିଶତ ବର୍ଷା କମ୍‌, ଚାଷୀଙ୍କୁ ଯୋଗାଇ ଦିଆଯିବ…

ଛତ୍ରପୁର,୨୪ା୬(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ ): ଗଞ୍ଜାମ ଜିଲାରେ ୩୧ ପ୍ରତିଶତ ବର୍ଷା କମ୍‌ ହୋଇଛି। ସୋମବାର ଜିଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକରେ ଏହା ପ୍ରକାଶ ପାଇଛି। ଗଞ୍ଜାମ ଜିଲା ପରିଷଦ ଋଷିକୁଲ୍ୟା ସମ୍ମିଳନୀ କକ୍ଷଠାରେ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ାଙ୍କ ଅଧ୍ୟକ୍ଷତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?