ଜଗନ୍ନାଥ ମନ୍ଦିରରୁ ଚୋରି
ଖୋର୍ଦ୍ଧା,୨୯ା୨(ପ୍ରଭାତ ପାଣିଗ୍ରାହୀ)୫୭ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱ ଗଡ଼ଖୋର୍ଦ୍ଧା ଛକ ନିକଟରେ ରହିଥିବା ମହାପ୍ରଭୁଙ୍କ ଲୀଳାକ୍ଷେତ୍ର ଭାବେ ପରିଚିତ ଗଡ଼ଖୋର୍ଦ୍ଧା ଶ୍ରୀଜଗନ୍ନାଥ ମନ୍ଦିରରୁ ମଙ୍ଗଳବାର ବିଳମ୍ବିତ ରାତିରେ ଚୋରି ହୋଇଛି। ଦୁର୍ବୃତ୍ତମାନେ ହୁଣ୍ଡିବାକ୍ସ, ୩ଟି ଆଲମିରା ତାଡ଼ି ଲକ୍ଷାଧିକ ଟଙ୍କା ସମେତ…
ଶାଶୁଘର ଯିବା ଲାଗି ୬ ଘଣ୍ଟା ବସି ରହିଲା କନ୍ୟା
ରାଜନଗର,୨୯ା୨(ଭାସ୍କର ରାଉତରାୟ) କେନ୍ଦ୍ରାପଡ଼ା ଜିଲା ରାଜନଗର ଥାନା ହାତିନା ପଞ୍ଚାୟତ କଏଥା ଗାଁର ବରଯାତ୍ରୀଙ୍କ ଗଣ୍ଡଗୋଳ ଯୋଗୁ ମଙ୍ଗଳବାର ରାତିରେ ଉତ୍ତେଜନା ପ୍ରକାଶ ପାଇଥିଲା ା ଏଥିପାଇଁ ବରକନ୍ୟାଙ୍କୁ ପ୍ରାୟ ୬ଘଣ୍ଟା ଅଟକି ରହିବାକୁ ପଡିଥିଲା ା ବରପକ୍ଷ ୬୬ହଜାର ଟଙ୍କା…
ଆଜି ବିରଳ ପରିଦୃଷ୍ଟ ରୋଗ ଦିବସ
ପ୍ରତିବର୍ଷ ଫେବୃଆରୀ ଶେଷ ଦିନ (ଚଳିତ ବର୍ଷ ଫେବୃଆରୀ ୨୯ ତାରିଖ)କୁ ‘ବିରଳ ପରିଦୃଷ୍ଟ ରୋଗ ଦିବସ’ ଭାବରେ ପାଳନ କରାଯାଇଥାଏ। ଅନେକ ରୋଗ ଅଛି, ଯାହା ଖୁବ୍ କମ୍ ସଂଖ୍ୟାରେ ପରିଲକ୍ଷିତ ହୋଇଥାଏ। ଚଳିତ ବର୍ଷ ଏହି ଦିବସର ଥିମ୍…
ଏକତରଫା ପ୍ରେମ: ରାଜଧାନୀରେ ମହିଳାଙ୍କୁ ଛୁରି ଭୁସି ହତ୍ୟା
ଭୁବନେଶ୍ୱର,୨୯।୨(ସତ୍ୟଜିତ୍ ରାଉତ)ଭୁବନେଶ୍ୱର ବାପୁଜୀନଗରରେ ଜନୈକା ମହିଳାଙ୍କୁ ଛୁରି ଭୁସି ହତ୍ୟା କରିଛନ୍ତି ଜଣେ ଯୁବକ । ମୃତା ମହିଳା ହେଲେ ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ୍ ଗୋପୀମୋହନପୁର ପଞ୍ଚାୟତ ଛଅମଉଜ ଗ୍ରାମର ଗୀତାଞ୍ଜଳି ରଞ୍ଜିତ୍ ଓରଫ ଦୀପିକା ରାଣୀ। ଅଭିଯୁକ୍ତ ଯୁବକ…
ପଶ୍ଚିମବଙ୍ଗରେ ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ, ଗିରଫ ହେଲେ ସନ୍ଦେଶଖାଲି ମାମଲାର ମୁଖ୍ୟ ଅଭିଯୁକ୍ତ ଶାହାଜାହାନ ଶେଖ
କୋଲକାତା,୨୯।୨: ପଶ୍ଚିମବଙ୍ଗ ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ। ଦୀର୍ଘ ୫୫ ଦିନ ପରେ ଗିରଫ ହୋଇଛନ୍ତି ସନ୍ଦେଶଖାଲି ମାମଲାର ମୁଖ୍ୟ ଅଭିଯୁକ୍ତ ତଥା ଟିଏମ୍ସି ନେତା ଶାହଜାହାନ ଶେଖ। ତାଙ୍କୁ ବୁଧବାର ରାତି ୩ଟାରେ ମୀନାଖାନର ଏକ ଅଜ୍ଞାତ ସ୍ଥାନରୁ ଗିରଫ କରାଯାଇଛି।…
ଜମିରେ ପଚୁଛି ଷ୍ଟ୍ରବେରୀ
ଦାରିଙ୍ଗବାଡି,୨୯ା୨(ଅରୁଣ ସାହୁ)ଦାରିଙ୍ଗବାଡି ପ୍ରଥମେ ଜୈବିକ ପଦ୍ଧତିରେ କଫି ଚାଷ କରି ସାରା ବିଶ୍ୱରେ ପ୍ରସିଦ୍ଧି ଲାଭ କରିଛି। ସେହି କ୍ରମରେ ଗତ ୨୦୨୨-୨୩ ଆର୍ଥିକ ବର୍ଷ ପ୍ରଥମଥର ପାଇଁ କନ୍ଧମାଳ ଜିଲାରେ ଜିଲା ପ୍ରଶାସନର ଉଦ୍ୟମରେ ଷ୍ଟ୍ରବେରୀ ଚାଷ ଆରମ୍ଭ କରାଯାଇଥିଲା।…
ଅସ୍ବାଭାବିକତା ବିରୋଧରେ କହିବା ଲାଗି ବୃତ୍ତି ସୁଯୋଗ ଦେଇଛି
ପୁରୀ ଜିଲା ଅସ୍ତରଙ୍ଗର ଅଶୋକ ସ୍ବାଇଁ। ସ୍ବିଡେନ୍ର ଉପସଲା ବିଶ୍ୱବିଦ୍ୟାଳୟର ‘ପିସ୍ ଆଣ୍ଡ୍ କନ୍ଫ୍ଲିକ୍ଟ ରିସର୍ଚ୍ଚ’ ବିଭାଗରେ ପ୍ରଫେସର ଭାବେ କାର୍ଯ୍ୟରତ। ଅନ୍ତର୍ଜାତୀୟ ସ୍ତରର ବୁଦ୍ଧିଜୀବୀ ଭାବେ ସେ ଜଣାଶୁଣା। ନିକଟରେ ଭାରତ ସରକାର ତାଙ୍କ ଦରିଆପାରି ଭାରତୀୟ ନାଗରିକତ୍ୱ (ଓସିଆଇ)…
୬ଜଣଙ୍କୁ ମିଳିବ ‘ସଙ୍ଗୀତ ନାଟକ ଅକାଦେମୀ ଫେଲୋଶିପ୍’
ଭୁବନେଶ୍ୱର, ୨୯।୨ (ବନ୍ଦନା ସେଠୀ)କେନ୍ଦ୍ର ସଙ୍ଗୀତ ନାଟକ ଅକାଦେମୀ ପକ୍ଷରୁ ‘ସଙ୍ଗୀତ ନାଟକ ଅକାଦେମୀ ଫେଲୋଶିପ୍’ (ଅକାଦେମୀ ରତ୍ନ) ସହ ଅକାଦେମୀ ପୁରସ୍କାର ଏବଂ ଉସ୍ତାଦ ବିସ୍ମିଲ୍ଲା ଖାନ୍ ଯୁବ ପୁରସ୍କାର ଘୋଷଣା କରାଯାଇଛି। କଳା କ୍ଷେତ୍ରରେ ଉତ୍କର୍ଷତା ପାଇଁ ୬ଜଣ…
ଅସ୍ତ୍ର ଛାଡ଼ିଲେ ମଣିପୁର ପୋଲିସ କମାଣ୍ଡୋ
ଇମ୍ଫାଲ, ୨୯।୨: ମଣିପୁରରେ ଜଣେ ବରିଷ୍ଠ ପୋଲିସ ଅଧିକାରୀଙ୍କ ଅପହରଣ ସହ ତାଙ୍କ ବାସଭବନକୁ ଆକ୍ରମଣ ବିରୋଧରେ ରାଜ୍ୟର ପୋଲିସ କମାଣ୍ଡୋମାନେ ପ୍ରତୀକାତ୍ମକ ବିରୋଧ କରି ଅସ୍ତ୍ରଶସ୍ତ୍ର ତ୍ୟାଗ କରିଛନ୍ତି। ଇମ୍ଫାଲ ଘାଟି ଅନ୍ତର୍ଗତ ୪ଟି ଜିଲାର ୧୦୦ରୁ ଅଧିକ କମାଣ୍ଡୋ…
ରେଙ୍ଗାଲିରେ ଅଟକିବ ‘ସମଲେଶ୍ୱରୀ’, ଲୋଇସିଂହା, ମୁରିବାହାଲରେ ‘ପୁରୀ-ଦୁର୍ଗ ଏକ୍ସପ୍ରେସ୍’
ଭୁବନେଶ୍ୱର,୨୯।୨(ଅନୁରାଧା ମହାରଣା)ସମଲେଶ୍ୱରୀ ଏକ୍ସପ୍ରେସ୍ ଏବଂ ପୁରୀ ଦୁର୍ଗ ଏକ୍ସପ୍ରେସ୍ ପରୀକ୍ଷାମୂଳକ ଭାବେ ନିର୍ଦ୍ଧାରିତ ଷ୍ଟେଶନରେ ରହଣି କରିବ। ୧୮୦୦୫ ହାଓଡ଼ା-ଜଗଦଳପୁର ସମଲେଶ୍ୱରୀ ଏକ୍ସପ୍ରେସ୍ ଗୁରୁବାରଠାରୁ ଏବଂ ୧୮୦୦୬ ଜଗଦଲପୁର-ହାଓଡ଼ା ସମଲେଶ୍ୱରୀ ଏକ୍ସପ୍ରେସ ୨୯ ତାରିଖରୁ ରେଙ୍ଗାଲି ଷ୍ଟେଶନରେ ଅଟକିବ। ହାଓଡ଼ାରୁ ଛାଡୁଥିବା…
କ୍ୟାନ୍ସରରୁ ବଞ୍ଚାଇବ ୧୦୦ ଟଙ୍କାର ସ୍ବଦେଶୀ ଟାବଲେଟ୍
ନୂଆଦିଲ୍ଲୀ, ୨୯।୨: ଆମେରିକା ଓ ଚାଇନା ପରେ ବିଶ୍ୱର ତୃତୀୟ ସର୍ବାଧିକ କ୍ୟାନ୍ସର ରୋଗୀ ଭାରତରେ ଥିବାବେଳେ ଅଧିକାଂଶ ସ୍ଥାନରେ ଚିକିତ୍ସା ପରେ ମଧ୍ୟ ରୋଗୀଙ୍କ ଶରୀରରେ ପୁନର୍ବାର କ୍ୟାନ୍ସରର ଲକ୍ଷଣ ଦେଖାଦେଇଥାଏ। କର୍କଟ ରୋଗର ସର୍ବବୃହତ୍ ମେଡିକାଲ ଟାଟା ମେମୋରିଆଲ୍…
ବିଲ୍ ଗେଟ୍ସଙ୍କୁ ‘କିସ୍ ହ୍ୟୁମାନିଟାରିଆନ ସମ୍ମାନ’
ଭୁବନେଶ୍ୱର,୨୯।୨(ଅନୁରାଧା ମହାରଣା)ମାଇକ୍ରୋସଫ୍ଟର ସହପ୍ରତିଷ୍ଠାତା ତଥା ବିଲ୍ ଆଣ୍ଡ୍ ମିଲିଣ୍ଡା ଗେଟ୍ସ ଫାଉଣ୍ଡେଶନର ସହ-ଅଧ୍ୟକ୍ଷ ବିଲ୍ ଗେଟସଙ୍କୁ ସମ୍ମାନଜନକ ‘କିସ୍ ହ୍ୟୁମାନିଟାରିଆନ ସମ୍ମାନ ୨୦୨୩’ ଦିଆଯାଇଛି। ଭୁବନେଶ୍ୱରରେ ଆୟୋଜିତ ଏକ ସ୍ବତନ୍ତ୍ର ଉତ୍ସବରେ କିଟ୍ ଓ କିସ୍ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତ…
Archives


