ଚର୍ଚ୍ଚ ଉପରେ ଆତଙ୍କବାଦୀ ଆକ୍ରମଣ: ୧୫ ମୃତ
ବୁର୍କିନା ଫାସୋ,୨୬।୨: ଉତ୍ତର ବୁର୍କିନା ଫାସୋରେ ଏକ କ୍ୟାଥୋଲିକ ଚର୍ଚ୍ଚ ଉପରେ ଆତଙ୍କବାଦୀ ଆକ୍ରମଣ ହୋଇଛି। ଏଥିରେ ଅତି କମରେ ୧୫ ସାଧାରଣ ନାଗରିକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଦୁଇଜଣ ଆହତ ହୋଇଥିଲେ। ଡୋରି ସୁବାର ପାଦ୍ରି ଜାନ-ପିଆର ସାଭଡୋଗୋ…
ଡାଇବେଟିସ୍ ଥିଲେ ପିଅନ୍ତୁ ଏହି ଗ୍ରୀନ୍ ଜୁସ୍, ନିୟନ୍ତ୍ରଣରେ ରହିବ ସୁଗାର ଲେବଲ୍
ଡାଇବେଟିସ୍ ଏକ ସାଂଘାତିକ ରୋଗ। ଯାହା ଉଭୟ ବଂଶାନୁଗତ ଏବଂ ଜୀବନଶୈଳୀ ଯୋଗୁ ହୋଇଥାଏ। ଯେତେବେଳେ ଜଣେ ବ୍ୟକ୍ତିଙ୍କର ଡାଇବେଟିସ୍ ଥାଏ, ଇନ୍ସୁଲିନ ଶରୀରରେ ଉତ୍ପାଦନ ବନ୍ଦ କରିଦିଏ କିମ୍ବା ଇନସୁଲିନ ପ୍ରତିରୋଧ ଯୋଗୁ ଏହାର କାର୍ଯ୍ୟକାରିତା ବାଧାପ୍ରାପ୍ତ ହୁଏ। ଏହି…
ଆପାର୍ଟମେଣ୍ଟରୁ ଚୋରି ରୋକିବାକୁ ବ୍ଲୁପ୍ରିଣ୍ଟ୍
ଭୁବନେଶ୍ୱର,୨୬।୨(ସତ୍ୟଜିତ୍ ରାଉତ):ରାଜଧାନୀର ଆପାର୍ଟମେଣ୍ଟଗୁଡିକରେ ଚୋରି ରୋକିବାକୁ କମିଶନରେଟ ପୋଲିସ ବ୍ଲୁପ୍ରିଣ୍ଟ୍ ପ୍ରସ୍ତୁତ କରୁଛି। ଏଥିପାଇଁ କମିଶନରେଟ ପୋଲିସ ମୁଖ୍ୟାଳୟରେ ଚାଲିଥିବା ଦୁଇଦିନିଆ ବୈଠକ ରବିବାର ଶେଷ ହୋଇଛି। ବୈଠକର ଦ୍ୱିତୀୟ ଦିନରେ ୨୮୫ଜଣ ଆପାର୍ଟମେଣ୍ଟ ମାଲିକ, ସୋସାଇଟି ସଭାପତି, ସମ୍ପାଦକଙ୍କ ସହ…
ଭାଜପା ସହ ମେଣ୍ଟ ନେଇ ବିଜେଡି ନେତା ଅସନ୍ତୁଷ୍ଟ: ଅଜୟ କୁମାର
ଭୁବନେଶ୍ୱର,୨୬।୨(ସୁନିତ୍ ମିଶ୍ର):ଆମ ଓଡ଼ିଶା, ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଓ ଭାଜପା ମଧ୍ୟରେ ମେଣ୍ଟ ହୋଇଛି, ଯେଉଁଥିିପାଇଁ ବିଜେଡି ନେତାଙ୍କ ମଧ୍ୟରେ ବହୁତ ଅସନ୍ତୋଷ ରହିଛି ବୋଲି ଓଡ଼ିଶା ପ୍ରଦେଶ କଂଗ୍ରେସ ପ୍ରଭାରୀ ଅଜୟ କୁମାର କହିଛନ୍ତି। ଗଣମାଧ୍ୟମକୁ ପ୍ରତିକ୍ରିୟା…
‘୨୦୧୯ର ପ୍ରତିଶୋଧ ନେବ ଭାଜପା’
କଟକ,୨୬ା୨(ଶିଳ୍ପା ପ୍ରିୟଦର୍ଶିନୀ):ରାଜ୍ୟ ସରକାରଙ୍କ ଆକ୍ରୋଶମୂଳକ ମନୋଭାବକୁ ଭାଜପା ପକ୍ଷରୁ ବିରୋଧ କରାଯାଉଛି। ବହୁସଂଖ୍ୟକ ଯୁବତୀଯୁବକ ମଧ୍ୟ ଏହାକୁ ବିରୋଧ କରୁଛନ୍ତି। ଆଗାମୀ ନିର୍ବାଚନରେ ବିଜେଡିକୁ ହରାଇ ରାଜ୍ୟ ଏବଂ କେନ୍ଦ୍ରରେ ଭାଜପା ଡବଲ ଇଞ୍ଜିନ ସରକାର ଗଢିବ। ଭାଜପା ଓଡ଼ିଶାରେ ନିଶ୍ଚିତ…
ଆଜି ଦେଶବାସୀଙ୍କୁ ହଜାର ହଜାର କୋଟି ଟଙ୍କା ଉପହାର ଦେବେ ମୋଦି
ନୂଆଦିଲ୍ଲୀ,୨୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଦେଶକୁ ହଜାର ହଜାର କୋଟି ଟଙ୍କା ଉପହାର ଦେବେ। ଏଥିରେ ଅନେକ ରେଳ ଏବଂ ଭିତ୍ତିଭୂମି ବିକାଶ ପ୍ରକଳ୍ପ ଅନ୍ତର୍ଭୁକ୍ତ। ପ୍ରଧାନମନ୍ତ୍ରୀ ଭିତ୍ତି ପ୍ରସ୍ତର ସ୍ଥାପନ କରିବେ ଏବଂ ଭିଡିଓ କନଫରେନ୍ସିଂ ମାଧ୍ୟମରେ ୪୧,୦୦୦କୋଟିରୁ…
ତୁଟିବ ନାହିଁ ଗାନ୍ଧୀ ପରିବାରର ରାୟବରେଲି ସହ ଥିବା ସମ୍ପର୍କ, ବରୁଣ ସମ୍ଭାଳିବେ ଦାୟିତ୍ୱ!
ନୂଆଦିଲ୍ଲୀ,୨୫।୨: କଂଗ୍ରେସ ଏମପି ରାହୁଲ ଗାନ୍ଧୀ ଆମେଠି ଲୋକ ସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ନାରାଜ ହୋଇଥିବାରୁ ପାରମ୍ପାରିକ ଗ୍ରାଣ୍ଡ ପାର୍ଟିରେ ଥିବା ଲୋକମାନେ ବର୍ତ୍ତମାନ ଅନ୍ୟ ଜଣେ ଗାନ୍ଧୀ – ବରୁଣ ଗାନ୍ଧୀଙ୍କ ସପକ୍ଷରେ ଅଛନ୍ତି। ଯେହେତୁ ରାହୁଲ ଗାନ୍ଧୀ…
ଅବିବାହିତା ଯୁବତୀ ଛାଡ଼ିଯାଇଥିବା ଶିଶୁଙ୍କ ମୃତ୍ୟୁ
କେନ୍ଦୁଝର,୨୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ) : ସ୍ଥାନୀୟ ମନୋଜ ମଞ୍ଜରୀ ଶିଶୁ ଭବନରେ ଶନିବାର ଏକ ୩ ମାସର ଶିଶୁ ପୁତ୍ରର ମୃତ୍ୟୁ ଘଟିଛି। ଶିଶୁଟିକୁ ଜଣେ ଅବିବାହିତା ଯୁବତୀ ଛାଡ଼ି ଯାଇଥିବା ବେଳେ ପରେ ଶିଶୁଙ୍କ ମୃତ୍ୟୁ ଘଟିଥିଲା। ଏହାର ଠିକ୍…
୬ବର୍ଷ ବୟସରେ ପ୍ରଥମ ଶ୍ରେଣୀରେ ନାମଲେଖା ପାଇଁ ନିର୍ଦ୍ଦେଶ
ଭୁବନେଶ୍ୱର, ୨୫।୨(ଅସମାପିକା ସାହୁ)- ୨୦୨୪-୨୫ ଶିକ୍ଷାବର୍ଷ ଆରମ୍ଭ ହେବ। ଏହା ପୂର୍ବରୁ ନାମଲେଖା ଆରମ୍ଭ ହେବ। ତେଣୁ ପ୍ରଥମ ଶ୍ରେଣୀରେ ନାମଲେଖା ପାଇଁ ୬ବର୍ଷ ବୟସ ହୋଇଥିବା ଆବଶ୍ୟକ। ଏହାକୁ ପାଳନ କରିବା ପାଇଁ ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ସମସ୍ତ ରାଜ୍ୟକୁ…
ଅଧ୍ୟାପକ ନିଯୁକ୍ତି ପାଇଁ ସ୍ଥାନ ଚୟନ ପ୍ରକ୍ରିୟା ଆରମ୍ଭ
ଭୁବନେଶ୍ୱର, ୨୫।୨(ଅସମାପିକା ସାହୁ)- ରାଜ୍ୟରେ ନୂତନ ଭାବେ ୮୫୯ଜଣ ଆସନ୍ତା ୧ତାରିଖରେ ଏସ୍ଏସ୍ବି ଅଧ୍ୟାପକ ଭାବେ ନିଯୁକ୍ତି ପାଇବେ। ରାଜ୍ୟ ପ୍ରବରଣ ମଣ୍ଡଳୀ(ଏସ୍ଏସ୍ବି) ପକ୍ଷରୁ ଅନୁଦାନପ୍ରାପ୍ତ ବେସରକାରୀ କଲେଜରେ ଅଧ୍ୟାପକ ନିଯୁକ୍ତି ପାଇଁ ରବିବାର ଠାରୁ ସ୍ଥାନ ଚୟନ ପ୍ରକ୍ରିୟା ଆରମ୍ଭ…
ଲୋକ ସଭା ନିର୍ବାଚନକୁ ନେଇ ବଡ଼ ଭବିଷ୍ୟବାଣୀ କଲେ ସୁବ୍ରମଣ୍ୟମ ସ୍ବାମୀ
ନୂଆଦିଲ୍ଲୀ,୨୫।୨: ବରିଷ୍ଠ ଭାରତୀୟ ଜନତା ପାର୍ଟି (ଭାଜପା) ନେତା ସୁବ୍ରମଣ୍ୟମ ସ୍ବାମୀ ରବିବାର ଏକ ବଡ଼ ଭବିଷ୍ୟବାଣୀ କରିଛନ୍ତି। ସେ ଦାବି କରିଛନ୍ତି, ଆଗାମୀ ଲୋକ ସଭା ନିର୍ବାଚନରେ ‘ହିନ୍ଦୁ ଗୌରବ ବୃଦ୍ଧି’ ଦଳକୁ ଲାଭ ଦେଇପାରେ କିନ୍ତୁ ‘ମୋଦିଙ୍କ ଯାଦୁ’…
ମ୍ୟାଚ୍ ମଝିରେ ସର୍ଫରାଜଙ୍କୁ ଚେତାବନୀ ଦେଲେ ରୋହିତ ଶର୍ମା: ଦେଖନ୍ତୁ ଭିଡିଓ…
ରାଞ୍ଚି,୨୫।୨: ରାଞ୍ଚି ଟେଷ୍ଟରେ ଟିମ ଇଣ୍ଡିଆ ବିଜୟର ନିକଟତର ହୋଇଛି। ଚତୁର୍ଥ ଦିନରେ ଜିତିବାକୁ ଭାରତୀୟ ଦଳକୁ ୧୫୨ ରନ ସ୍କୋର କରିବାକୁ ପଡିବ। ଜିତିବା ପାଇଁ ଟିମ ଇଣ୍ଡିଆର ୧୯୨ ରନ ଲକ୍ଷ୍ୟ ରହିଛି। ତୃତୀୟ ଦିନର ଖେଳ ଶେଷ…
Archives


