Home

ବର୍ଷା ଯୋଗୁ ଅଷ୍ଟ୍ରେଲିଆ ବିପକ୍ଷ ମ୍ୟାଚ୍‌ ରଦ୍ଦ ହୋଇଗଲେ କ’ଣ ହେବ ଟିମ୍‌ ଇଣ୍ଡିଆର ଅବସ୍ଥା

ନୂଆଦିଲ୍ଲୀ,୨୪।୬: ଟି-୨୦ ବିଶ୍ୱକପ୍‌ରେ ଭାରତ ଏବଂ ଅଷ୍ଟ୍ରେଲିଆର ଦଳ ଆଜି ମୁହାଁମୁହିଁ ହେବେ। ଉଭୟଙ୍କ ମଧ୍ୟରେ ଏହି ମ୍ୟାଚ ସେଣ୍ଟ ଲୁସିଆର ଡାରେନ ସାମି ଜାତୀୟ କ୍ରିକେଟ ଷ୍ଟାଡିୟମରେ ଅନୁଷ୍ଠିତ ହେବ। ସେମିଫାଇନାଲ ଦୃଷ୍ଟିକୋଣରୁ ଅଷ୍ଟ୍ରେଲିଆ ପାଇଁ ଏହି ମ୍ୟାଚ ଅତ୍ୟନ୍ତ…

ଜାଣନ୍ତୁ ସୁଭଦ୍ରା ଯୋଜନାରୁ କିଏ ପଡ଼ିବେ ବାଦ୍‌, ଆଉ ଯୋଗ୍ୟ ହିିତାଧିକାରୀଙ୍କ ଆବେଦନ ପାଇଁ ଦରକାର କେଉଁ ଡକ୍ୟୁମେଣ୍ଟ

ଭୁବନେଶ୍ୱର,୨୪ା୬: ରାଜ୍ୟରେ ମୋହନ ସରକାର ଆରମ୍ଭ ହେବା ଦିନରୁ ନିର୍ବାଚନ ସମୟରେ ଦେଇଥିବା ବିଭିନ୍ନ ପ୍ରତିଶ୍ରୁତି ପୂରଣ ପାଇଁ ଉଦ୍ୟମ ଚାଲିଛି। ମୁଖ୍ୟମନ୍ତ୍ରୀ ପ୍ରଥମ ଦିନରେ ୪ଟି ପ୍ରତିଶ୍ରୁତି ଉପରେ କ୍ୟାବିନେଟ୍‌ ମୋହର ମାରିବା ସହ ଶୀଘ୍ର ପୂରଣ ପାଇଁ ଘୋଷଣା…

ପ୍ରଶ୍ନ ଘେରରେ ଆରମ୍ଭ ହେବ ମୋଦିଙ୍କ ୩.୦ ସରକାରଙ୍କ ପ୍ରଥମ ଲୋକ ସଭା ଅଧିବେଶନ

ନୂଆଦିଲ୍ଲୀ,୨୪।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ଭିନ୍ନ ଶୈଳୀ ପାଇଁ ଜଣାଶୁଣା। ୨୦୨୪ ରେ ତୃତୀୟ ଥର ପାଇଁ ଲୋକ ସଭା ନିର୍ବାଚନରେ ବିଜୟୀ ହୋଇ ସେ ପ୍ରଧାନମନ୍ତ୍ରୀ ହୋଇଛନ୍ତି। ସୋମବାର ୧୮ତମ ଲୋକ ସଭାର ପ୍ରଥମ ଅଧିବେଶନ ଆରମ୍ଭ ହେବ।…

କାମଚଳା ବାଚସ୍ପତି ଭାବେ ଶପଥ ନେଲେ ଭର୍ତ୍ତୃହରି

ନୂଆଦିଲ୍ଲୀ,୨୪ା୬: ଭାଜପା ଏମ୍‌ପି ଭର୍ତ୍ତୃହରି ମହତାବ ସୋମବାର କାମଚଳା ବାଚସ୍ପତି ଭାବେ ଶପଥ ନେଇଛନ୍ତି। ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଶପଥପାଠ କରାଇଛନ୍ତି। ଲଗାତର ୬ ଥର ବିଜେଡିର ଏମ୍‌ପି ହୋଇଥିବା ବେଳେ ଭର୍ତ୍ତୃହରି ଗତ ନିର୍ବାଚନରେ ଭାଜପାରେ…

ଓଜନ ବଢାଏ ଏହି ଖରାପ ଅଭ୍ୟାସ

ନିଶାଦ୍ରବ୍ୟ ସେବନ ଏଭଳି ଏକ ଖରାପ ଅଭ୍ୟାସ ଯାହା ଅଯଥାରେ ଅନେକ ପ୍ରକାର ସ୍ବାସ୍ଥ୍ୟ ସମସ୍ୟାର କାରଣ ସାଜିଥାଏ। କେବଳ ସେତିକି ନୁହେଁ, ଏଥିପାଇଁ ଅକାଳ ମୃତ୍ୟୁର ସାମ୍‌ନା କରିବାକୁ ପଡ଼ିପାରେ। ତେଣୁ ଏଭଳି କୁଅଭ୍ୟାସକୁ ବର୍ଜନ କରିବା ଆବଶ୍ୟକ। ଏହା…

ଭାରତ ଆଜି ଅଷ୍ଟ୍ରେଲିଆକୁ ଭେଟିବ:ଜାଣନ୍ତୁ କେତେବେଳେ କେଉଁଠି ଦେଖିପାରିବେ ମ୍ୟାଚ୍‌..

ଗ୍ରସ୍‌ ଆଇସ୍‌ଲେଟ୍‌, ୨୩।୬(ପି.ଟି.):ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଭାରତ ଏହାର ଶେଷ ସୁପର-୮ ମ୍ୟାଚ୍‌ ସୋମବାର ଅଷ୍ଟ୍ରେଲିଆ ବିପକ୍ଷରେ ଖେଳିବ। ଭାରତ ଏପର୍ଯ୍ୟନ୍ତ ଖେଳିଥିବା ୨ଟିଯାକ ମ୍ୟାଚ୍‌ ଜିତି ୪ ପଏଣ୍ଟ ସହ ଗ୍ରୁପ୍‌-୧ ଟେବୁଲର ଶୀର୍ଷରେ ରହିଛି। ଅନ୍ୟପକ୍ଷରେ ଅଷ୍ଟ୍ରେଲିଆ…

ବ୍ୟାପମ୍‌ର ବୋପା

ପ୍ରବେଶିକା ପରୀକ୍ଷା, ନାମଲେଖା ଓ ନିଯୁକ୍ତିରେ ଘୋର ଅନିୟମିତତା ଯୋଗୁ ୨୦୧୩ରେ ମଧ୍ୟପ୍ରଦେଶରେ ଘଟିଥିବା ‘ବ୍ୟାପମ୍‌’ ଦୁର୍ନୀତିକୁ ଅନେକେ ମନେରଖିଥିବେ। ସେଥିରେ ରାଜନେତା, ଅମଲାତନ୍ତ୍ରୀ, ଡାକ୍ତରୀ, ଇଞ୍ଜିନିୟରିଂ କ୍ଷେତ୍ରରେ ପ୍ରତିଷ୍ଠିତ ବ୍ୟକ୍ତିବିଶେଷଙ୍କଠାରୁ ଆରମ୍ଭ କରି ପ୍ରଶ୍ନପତ୍ର ପ୍ରଘଟକାରୀ ଠିକାଦାର ଦଶନ୍ଧିବ୍ୟାପୀ ଅନେକ…

ଚାଇନାର ଚନ୍ଦ୍ର ଅଭିଯାନ

”ଚାଇନାର ଚଳିତ ଚେଙ୍ଗ’ଇ ୬ ଅଭିଯାନ ଚନ୍ଦ୍ରପୃଷ୍ଠରୁ ପ୍ରାୟ ୨ କି.ଗ୍ରା. ଓଜନର ମାଟି ସଂଗ୍ରହ କରି ପୃଥିବୀକୁ ଆଣିବ ବୋଲି ଲକ୍ଷ୍ୟ ରଖାଯାଇଛି। ଚାଇନା ଚନ୍ଦ୍ରର ଦୂରତମ ପାର୍ଶ୍ୱକୁ ସର୍ବପ୍ରଥମେ ୨୦୧୯ ମସିହାରେ ନିଜର ପ୍ରଥମ ଅଭିଯାନ ଚେଙ୍ଗ’ଇ ୪…

ଆଲର୍ଜି ସମସ୍ୟା ଥିଲେ..ଆପଣାନ୍ତୁ ଏହି ଟିପ୍ସ

ଭିଟାମିନ୍‌-ଇ ଆମ ଶରୀର ପାଇଁ ବେଶ୍‌ ଲାଭପ୍ରଦ। ବିଶେଷ ଭାବରେ ଏଥିରେ ତତ୍ତ୍ୱ ରହିଛି ଯାହା ଆଲର୍ଜି ଭଳି ସମସ୍ୟାରୁ କେତେକାଂଶରେ ରକ୍ଷା କରିଥାଏ। କେବଳ ସେତିକି ନୁହେଁ, ଏପରି ଖାଦ୍ୟ ଖାଇବା ଦ୍ୱାରା ଆମ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି…

ଦୀର୍ଘାୟୁ ହେବାର ସହଜ ଉପାୟ

ଦୀର୍ଘାୟୁ ହେବାକୁ କିଏ ବା ନ ଚାହେଁ? ହେଲେ କେବଳ କହିଦେଲେ ତ ହେବ ନାହିଁ ଏଥିପାଇଁ କେତୋଟି ଦିଗ ପ୍ରତି ଧ୍ୟାନ ଦେବାକୁ ପଡିଥାଏ। ବିଶେଷଭାବରେ ଖାଦ୍ୟପେୟ ଏବଂ ଜୀବନଶୈଳୀ ପ୍ରତି ସତର୍କ ରହିବା ଦରକାର। ହେଲେ ଦୀର୍ଘାୟୁ ହେବା…

ଆତଙ୍କବାଦୀ ଆକ୍ରମଣରେ ୧୫ ପୋଲିସକର୍ମୀଙ୍କ ସହ ଅନେକ ନାଗରିକ ମୃତ

ମସ୍କୋ,୨୪।୬: ରୁଷିଆର ଦକ୍ଷିଣ ପ୍ରଦେଶ ଡେଜିସ୍ତାନରେ ଖ୍ରୀଷ୍ଟିଆନ ଏବଂ ଯିହୂଦୀମାନଙ୍କ ଧର୍ମସ୍ଥଳ ଉପରେ ଆତଙ୍କବାଦୀ ଆକ୍ରମଣ ହୋଇଛି। ଡେଜିସ୍ତାନର ଡର୍ବେଣ୍ଟ ସହରରେ ଏହି ଗୁଳି ବିନିମୟ ହୋଇଥିଲା। ଡେଜିସ୍ତାନର ଗଭର୍ନର କହିଛନ୍ତି, ବନ୍ଧୁକଧାରୀଙ୍କ ଆକ୍ରମଣରେ ୧୫ରୁ ଅଧିକ ପୋଲିସ ଏବଂ ଅନେକ…

ଆଜିଠୁ ଲୋକ ସଭାର ପ୍ରଥମ ଅଧିବେଶନ: ନୂଆ ଏମ୍‌ପି ନେବେ ଶପଥ

ନୂଆଦିଲ୍ଲୀ,୨୪।୬: ନୂତନ ସରକାର ଗଠନ ପରେ ୧୮ତମ ଲୋକ ସଭାର ପ୍ରଥମ ଅଧିବେଶନ ଆଜିଠାରୁ ଆରମ୍ଭ ହେବାକୁ ଯାଉଛି। ଲୋକ ସଭାର ପ୍ରଥମ ଅଧିବେଶନର ପ୍ରଥମ ଦିନରେ ବିରୋଧୀ ଇଣ୍ଡିଆ ଆଲାଇନ୍ସର ଏମ୍‌ପିମାନେ ସୋମବାର ସକାଳେ ସଂସଦ କମ୍ପ୍ଲେକ୍ସରେ ଏକାଠି ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?