ଓମ୍ ବିର୍ଲାଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ, କିଛି ବଡ଼ ହେବାକୁ ଯାଉଛି…
ନୂଆଦିଲ୍ଲୀ,୨୨।୭: ନିଟ୍-ୟୁଜି (NEET-UG) ପରୀକ୍ଷା ପେପର୍ ଲିକ୍କୁ ନେଇ ସଂସଦରେ ଚାଲିଥିବା ଗତିରୋଧ ମଧ୍ୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଲୋକ ସଭାରେ ଏହି ଗୁରୁତ୍ୱପୂର୍ଣ୍ଣ ମୁଦ୍ଦା ଉପରେ ବିସ୍ତୃତ ଆଲୋଚନା କରିବା ପାଇଁ କେନ୍ଦ୍ର ସରକାର ରାଜି ହୋଇଛନ୍ତି।…
ଜମ୍ମୁ-କାଶ୍ମୀରର ବଡ଼ ଆତଙ୍କବାଦୀ ଆକ୍ରମଣ: ଶହୀଦ ହୋଇଗଲେ…
ଶ୍ରୀନଗର,୨୨।୭: ଜମ୍ମୁ ଓ କାଶ୍ମୀରର ଅନନ୍ତନାଗରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଲାଲ ଚୌକ ନିକଟରେ ଆତଙ୍କବାଦୀ ଆକ୍ରମଣରେ ଜଣେ କନଷ୍ଟେବଳ ଶହୀଦ ହୋଇଛନ୍ତି। ଆକ୍ରମଣକାରୀ ଘଟଣାସ୍ଥଳରୁ ଖସି ପଳାଇଛି ଏବଂ ଆତଙ୍କବାଦୀଙ୍କୁ ଠାବ କରିବା ପାଇଁ ଏକ ସର୍ଚ୍ଚ…
୬୩ ବର୍ଷ ବୟସରେ ୪୫ ବର୍ଷର ପୂରୁଣା ସ୍ବପ୍ନ ପୂରଣ କଲେ ସୁଶୀଳା ଦେବୀ
ଚଣ୍ଡିଗଡ,୨୨।୭:ଶିକ୍ଷା ପାଇଁ କୌଣସି ବୟସ ସୀମା ନାହିଁ ବୋଲି ଆପଣ ହୁଏତ ଏହି କଥାଟି ଶୁଣିଥିବେ। ହରିୟାଣାର ଜଣେ ୬୩ ବର୍ଷୀୟା ଜେଜେମା ଏହାକୁ ସତ୍ୟ ପ୍ରମାଣିତ କରିଛନ୍ତି। ସୁଶୀଳା ଦେବୀ ମୂଳତଃ ରେୱାଡି ଜିଲାର କିନ୍ତୁ ମହେନ୍ଦ୍ରଗଡ଼ ଜିଲ୍ଲାର ବାସିନ୍ଦା।…
CJPକୁ ନବୀନଙ୍କ ସମର୍ଥନ ନେଇ ବର୍ଷିଲେ ଭର୍ତ୍ତୃହରି, କହିଲେ ତାଙ୍କ ମୁଖ୍ୟମନ୍ତ୍ରୀତ୍ୱ ସମୟରେ…
ଭୁବନେଶ୍ୱର,୨୨ା୭: ସିଜେପିକୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ସମର୍ଥନ ମନ୍ତବ୍ୟକୁ ନାପସନ୍ଦ କରିଛି ଭାଜପା। ଏକ ପ୍ରେସମିଟ୍ କରି କଡ଼ା ଜବାବ ଦେଇଛନ୍ତି ଭାଜପାର ବରିଷ୍ଠ ଏମ୍ପି ଭର୍ତ୍ତୃହରି ମହତାବ। ଦିଲ୍ଲୀରେ ଦଳୀୟ ଏମ୍ପିଙ୍କ ଉପସ୍ଥିତିରେ କଡ଼ା ଭାଷାରେ ନିନ୍ଦା କରିଛନ୍ତି।…
CJP ଆଗରେ ନଇଁଲେ ମୋଦି ସରକାର! କହିଲେ ଯାହା ଚାହିଁବେ…
ନୂଆଦିଲ୍ଲୀ,୨୨ା୭: ଦିଲ୍ଲୀରେ CJP (କକରୋଚ୍ ଜନତା ପାର୍ଟି) ତରଫରୁ ଜାରି ରହିଥିବା ପ୍ରତିବାଦ ପ୍ରଦର୍ଶନ ମଧ୍ୟରେ କେନ୍ଦ୍ର ସରକାର ଆଲୋଚନା ପାଇଁ ନିଜର ପ୍ରସ୍ତୁତି ଦେଖାଇଛନ୍ତି। ସରକାରୀ ସୂତ୍ର ଅନୁଯାୟୀ, କେନ୍ଦ୍ରମନ୍ତ୍ରୀ ଜେ.ପି. ନଡ୍ଡା ସୋନମ ୱାଙ୍ଗଚୁକଙ୍କୁ ଭେଟିଛନ୍ତି। ଏହି ସାକ୍ଷାତ…
ପଞ୍ଚସଖା ସ୍ମୃତି ପାଠାଗାର ଅସୁରକ୍ଷିତ: ଉପରୁ ଖସିଲା ସିଲିଂ, କର୍ମଚାରୀ କହିଲେ…
ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସତ୍ୟବାଦୀ ଅଞ୍ଚଳର ଏକମାତ୍ର ପୁରାତନ ସରକାରୀ ପାଠାଗାର ପଞ୍ଚସଖା ସ୍ମୃତି ପାଠାଗାରରେ ଦୀର୍ଘଦିନ ହେଲା ଦୁରାବସ୍ଥା ଲାଗିରହିଛି। ମଙ୍ଗଳବାର ଲଗାଣ ବର୍ଷାରେ ପାଠାଗାର ଆଜବେଷ୍ଟସ୍ ଛାତତଳେ ରହିଥିବା ସିଲିଂ ପଞ୍ଚସଖାଙ୍କ ପ୍ରତିମୂର୍ତ୍ତି ଉପରେ ଖସିପଡ଼ିଥିଲା। ସେଠାରେ…
ମହାକାଳଙ୍କ ଶରଣରେ କାର୍ତ୍ତିକ
ମୁମ୍ବାଇ:ବଲିଉଡ୍ ଅଭିନେତା କାର୍ତ୍ତିକ ଆର୍ୟ୍ୟନ୍ଙ୍କୁ ନିକଟରେ ତାଙ୍କ ଅଭିନୀତ ଚଳଚ୍ଚିତ୍ର ‘ଚନ୍ଦୁ ଚାମ୍ପିୟନ’(୨୦୨୪) ପାଇଁ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ମିଳିଛି। ଏହା ତାଙ୍କର ପ୍ରଥମ ଜାତୀୟ ପୁରସ୍କାର। ଏହି ସଫଳତାକୁ ନେଇ ସେ ବେଶ୍ ଖୁସି ଅଛନ୍ତି। ଏବେ କାର୍ତ୍ତିକ ବାବା…
ଶରଦ ପାଓ୍ବାରଙ୍କ ହାତ ଧରି ଆଣିଲେ ମୋଦି: ରାଜନୀତିରେ ବଡ଼ ହଲହଲ
ନୂଆଦିଲ୍ଲୀ,୨୨।୭: ଜନ୍ତରମନ୍ତରରେ ଛାତ୍ରମାନଙ୍କ ଉପରେ ଲାଠିଚାର୍ଜ ଏବଂ ପ୍ରତିବାଦ ମଧ୍ୟରେ ଏନସିପି ମୁଖ୍ୟ ଶରଦ ପାୱାର ଏବଂ ତାଙ୍କ ଝିଅ ସୁପ୍ରିୟା ସୁଲେ ବୁଧବାର ସଂସଦ ଭବନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଥିଲେ। ସାକ୍ଷାତ ସମୟରେ ପ୍ରଧାନମନ୍ତ୍ରୀ ମୋଦି ଶରଦ ପାୱାରଙ୍କ…
ରଥଯାତ୍ରାରେ ଦ୍ୱିତୀୟ ଶିଶୁ ମୃତ୍ୟୁ: ପରିଚାଳନାକୁ ନେଇ ଉଠିଲା ପ୍ରଶ୍ନ
ପାରଳାଖେମୁଣ୍ଡି,୨୨ା୭(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ଚଳିତ ବର୍ଷର ରଥଯାତ୍ରା ଅବସରରେ ଘଟିଥିବା ଅଘଟଣାରେ ଆଉ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଛି। ଏଥିସହ ରଥଯାତ୍ରା ସମୟରେ ଘଟିଥିବା ଦୁଇଟି ପୃଥକ୍ ଘଟଣାରେ ଦୁଇ ଶିଶୁଙ୍କ ଜୀବନ ଯାଇଥିବାରୁ ପରିଚାଳନା ଓ ସୁରକ୍ଷା…
ଉଦ୍ଧବ ଠାକ୍ରେଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଝଟ୍କା, ୬ ଏମ୍ପିଙ୍କ ମିଶ୍ରଣକୁ…
ନୂଆଦିଲ୍ଲୀ,୨୨ା୭: ଶିବସେନାରେ ମିଶ୍ରଣକୁ ଅନୁମୋଦନ କରିବା ପାଇଁ ଲୋକ ସଭା ବାଚସ୍ପତି ଓମ୍ ବିର୍ଲା ଦେଇଥିବା ଆଦେଶକୁ ବୁଧବାର ଅସ୍ଥାୟୀ ଭାବରେ ସ୍ଥଗିତ ରଖିବାକୁ ମନା କରିଦେଇଛନ୍ତି ସୁପ୍ରିମକୋର୍ଟ। ଏନେଇ ବାଚସ୍ପତିଙ୍କ କାର୍ଯ୍ୟାଳୟ ଏବଂ ମିଶ୍ରଣରେ ଅଂଶଗ୍ରହଣ କରିଥିବା ୬ ଜଣ…
ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ, ସୂଚନା ଜାରି କରି ବିଭାଗ କହିଲା ଏହି…
ନୂଆଦିଲ୍ଲୀ,୨୨ା୭: ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ। ମେଟ୍ରୋ ରେଳ ନିଗମ (DMRC) ସୂଚନା ଦେଇଛି ଯେ, ଜାତୀୟ ରାଜଧାନୀରେ ସୁରକ୍ଷା କାରଣରୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ୧୬ଟି ମେଟ୍ରୋ ଷ୍ଟେଶନକୁ ବନ୍ଦ ରଖାଯାଇଛି। ଏଥିରେ ଲୋକକଲ୍ୟାଣ ମାର୍ଗ, ରାଜୀବ ଚୌକ,…
ଗୋଟିଏ ରାତିରେ ଏକାଧିକ ସ୍ଥାନରେ ଚୋରି: ଅଞ୍ଚଳରେ ଖେଳିଗଲା ଆତଙ୍କ
ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ରାତିରେ ଏକାଧିକ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଦାରିଙ୍ଗବାଡି ବଜାର ଉପରେ ରହିଥିବା ପ୍ରଶାନ୍ତ ମହାପାତ୍ରଙ୍କ ତାରିଣୀ ଜୁଏଲର୍ସରୁ ଲକ୍ଷାଧିକ ଟଙ୍କାର ସୁନା, ରୁପା ଚୋରି…

