ନା ବିଜୁ ବାବୁ କରିଥିଲେ, ନା ନବୀନ କରିବେ; ଜାଣନ୍ତୁ ଏଭଳି କାହିଁକି କହିଲେ ପାଣ୍ଡିଆନ…
ଭୁବନେଶ୍ୱର,୨୧।୫: ଚଳିତ ନିର୍ବାଚନରେ ବିଜେଡିର ପ୍ରଚାର ମଙ୍ଗ ଏକପ୍ରକାର ସମ୍ଭାଳିଛନ୍ତି ୫ଟି ଅଧ୍ୟକ୍ଷ ଭି କେ ପାଣ୍ଡିଆନ। ଏଥିଲାଗି ବିରୋଧୀ ଦଳ ପକ୍ଷରୁ ତାଙ୍କୁ ପ୍ରାୟତଃ ଟାର୍ଗେଟ କରାଯାଉଛି। ଅନେକେ ତାଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉତ୍ତରାଧିକାରୀ ବୋଲି କହୁଛନ୍ତି। ଏନେଇ…
ପାଣ୍ଡିଆନ କହିଲେ ଭିତିରି କଥା! ମେଣ୍ଟ ପାଇଁ ଭାଜପା-ବିଜେଡି ମଧ୍ୟରେ କୌଣସି ବୈଠକ ହୋଇ ନ ଥିଲା, କେବଳ ଦୁଇ ଜଣ ନେତା…
ଭୁବନେଶ୍ୱର,୨୧।୫: ଓଡ଼ିଶାରେ ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ରାଜ୍ୟର ଦୁଇ ପ୍ରମୁଖ ଦଳ ବିଜେଡି ଏବଂ ଭାଜପା ପରସ୍ପରକୁ କଟାକ୍ଷ କରୁଥିବା ଦେଖିବାକୁ ମିଳୁଛି। ହେଲେ ନିର୍ବାଚନ ପୂର୍ବରୁ ସ୍ଥିତି ଭିନ୍ନ ରହିଥିଲା। କାରଣ ଉଭୟ ଦଳ ରାଜ୍ୟରେ ମେଣ୍ଟ…
ପାଗ ବିଗାଡିବ ନିର୍ବାଚନ: ୨୪ ଘଣ୍ଟାରେ ବଙ୍ଗୋପସାଗରରେ ବଡ଼ ଲଘୁଚାପ, ଏହି ଜିଲାରେ ଛେଚିବ
ଭୁବନେଶ୍ୱର,୨୧।୫: ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ବୁଧବାର ସୁଦ୍ଧା ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହି ଲଘୁଚାପ ଉତ୍ତର-ପୂର୍ବ ଦିଗକୁ ଗତି କରିବା ସହିତ ୨୪ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତର…
‘ଆଏ ହାଏ, ଓଏ ହୋଏ..ବଦୋ ବଦି’ ଗାଇଥିବା ଗାୟକଜଣଙ୍କ କିଏ? ଯାହାଙ୍କୁ ମିଳିଥିଲା ୨୮ ବିବାହ ପ୍ରସ୍ତାବ, ସେଲିବ୍ରିଟିଙ୍କ ଭଳି ଯିଏ ବଦଳାଇଛନ୍ତି ନାମ…
ବମ୍ବେ: ବର୍ତ୍ତମାନ ସମୟରେ ସୋସିଆଲ ମିଡିଆରେ ଟ୍ରେଣ୍ଡ ପାଲଟିଛି ଏକ ଗୀତ ‘ଆଏ ହାଏ, ଓଏ ହୋଏ, ବଦୋ ବଦି…’। ପ୍ରାୟ ସମସ୍ତଙ୍କ ମୁହଁରେ ଏହି ଗୀତ ରହିଛି। ଏହି ଗୀତକୁ ଗାଇଛନ୍ତି ଚାହତ ଫତେହ ଅଲ୍ଲୀ ଖାନ୍। ରାତାରାତି ସେ…
ଅପରାଜିତାଙ୍କ ଖୋଲା ଚ୍ୟାଲେଞ୍ଜ, ଆସ ମୋ ସହ ବିତର୍କ କର
ଭୁବନେଶ୍ୱର,୨୧।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଭୁବନେଶ୍ୱରରେ ଏକ ବିଶାଳ ରୋଡ ଶୋ’ କରି ଶକ୍ତି ପ୍ରଦର୍ଶନ କରିଛନ୍ତି। ଏହି ସମୟରେ ସେ ନାଁ ନ ନେଇ ଜଣେ ଏମପିଙ୍କୁ ଟାର୍ଗେଟ କରିଥିଲେ। ସେ କହିଥିଲେ, ପୁରୀ ଶ୍ରୀମନ୍ଦିର ଏବଂ ଏକାମ୍ର…
ସମ୍ବିତ ପାତ୍ରଙ୍କୁ ପାଣ୍ଡିଆନ କହିଲେ, ନିଜ ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦିଅ
ଭୁବନେଶ୍ୱର,୨୧।୫: ମହାପ୍ରଭୁ ଜଗନ୍ନାଥଙ୍କୁ ନେଇ ପୁରୀ ଭାଜପା ଲୋକସଭା ପ୍ରାର୍ଥୀ ସମ୍ବିତ ପାତ୍ରଙ୍କ ବିବାଦୀୟ ବୟାନ ପରେ ଏନେଇ ପ୍ରତିକ୍ରିୟା ରଖିଛନ୍ତି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ । ଜାତୀୟ ଖବର ସରବରାହ ସଂସ୍ଥା ଏଏନଆଇକୁ ସାକ୍ଷାତକାର ଦେଇ ସେ କହିଛନ୍ତି,…
ଓଡ଼ିଶାରେ ପ୍ରଥମ ଥର ପାଇଁ ଶାହା କହିଦେଲେ ଏମିତି କଥା, ବିରୋଧୀ ଛାନିଆ
ନୟାଗଡ,୨୧।୫: ସମ୍ବଲପୁରରେ ପ୍ରଚାର ପରେ ଢେଙ୍କାନାଳ ପରଜଙ୍ଗରେ ପହଞ୍ଚିଛନ୍ତି ଗୃହମନ୍ତ୍ରୀ ଅମିତ ଶାହ। । ବିରାଟ ଜନସଭାକୁ ସମ୍ବୋଧିତ କରି ସେ ପୁଣି ବିଜେଡି ଉପରେ ଲଗାତର ଆକ୍ରମଣ କରିଛନ୍ତି। ସେ କହିଛନ୍ତି, ଏଥର ଓଡ଼ିଶାରେ ଭାଜପା ସରକାର ହେବାକୁ ଯାଉଛି।…
ମୁଖ୍ୟମନ୍ତ୍ରୀଙ୍କୁ ପ୍ରଥମ ଥର ଏପରି ହମଲା କଲେ ଅପରାଜିତା, କହିଦେଲେ ଏମିତି ଯେ…
ଭୁବନେଶ୍ୱର,୨୧।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଜୋରଦାର ଆଟାକ୍ କରିଛନ୍ତି ଭୁବନେଶ୍ୱର ଏମପି ଅପରାଜିତା ଷଡଙ୍ଗୀ। ଭୁବନେଶ୍ୱର ଏମପି ଲିଙ୍ଗରାଜ ପ୍ରକଳ୍ପ କାମକୁ ବନ୍ଦ କରିବାକୁ ପ୍ରୟାସ କରିଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଥିବାବେଳେ ଅପରାଜିତା ଏହାର ପ୍ରମାଣ ମାଗିଛନ୍ତି। ଅପରାଜିତା କହିଛନ୍ତି, ଲିଙ୍ଗରାଜ…
ଓଡିଶା ଆସୁଛନ୍ତି ରାମ, ଏହିଠି କରିବେ ନିର୍ବାଚନୀ ପ୍ରଚାର
ଭୁବନେଶ୍ୱର,୨୧।୫: ଓଡିଶାକୁ ଜାରି ରହିଛି କେନ୍ଦ୍ର ନେତାଙ୍କ ମାରାଥନ ଗସ୍ତ । ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ସୋମବାର ସରିଥିବାବେଳେ କେନ୍ଦ୍ର ନେତାଙ୍କ ଘନଘନ ଓଡ଼ିଶା ଜସ୍ତ ରାଜ୍ୟ ରାଜନୀତିକୁ ସରଗରମ କରୁଛି। ସେହିପରି ଜଣକୁ ଜଣେ ଏକାଠି ହୋଇ ବିଜେଡି…
ରତ୍ନଭଣ୍ଡାର ଚାବି ହଜେଇଛି କିଏ? ସମ୍ବଲପୁରରୁ ଶାହାଙ୍କ ବଡ଼ ଖୁଲାସା
ସମ୍ବଲପୁର,୨୧।୫: ସମ୍ବଲପୁର ଅଇଁଠାପାଲି ପିଏଚଡି ପଡ଼ିଆରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ବିରାଟ ଜନସଭାକୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ଶାହା ବିଜେଡି ସରକାରଙ୍କୁ ରତ୍ନଭଣ୍ଡାର ପ୍ରସଙ୍ଗକୁ ନେଇ ଘେରିଛନ୍ତି। ସେ କହିଛନ୍ତି, ଭାଜପା ସରକାର ଆସିଲେ ଶ୍ରୀମନ୍ଦିର ୪…
ଗ୍ରୀଷ୍ମଋତୁରେ ଦେଖାଯିବେ ଷ୍ଟାଇଲିଶ୍: ଆପଣାନ୍ତୁ ଏହି ଟିପ୍ସ
ଖରାଦିନରେ ଆପଣଙ୍କ ସ୍କିନ୍ର ଦେଖାଶୁଣା ବହୁତ ଆବଶ୍ୟକ। ତା’ ସହ ଏହିଦିନରେ ଆପଣ କେଉଁ ପ୍ରକାର କପଡ଼ା ପିନ୍ଧୁଛନ୍ତି ଏହାଦ୍ୱାରା ବି ଆପଣଙ୍କ ତ୍ୱଚା ଉପରେ ଏହାର ପ୍ରଭାବ ପଡ଼ିଥାଏ। ଫ୍ୟାଶନ କଥା ପଡ଼ିଲେ କେତେକ ମହିଳା ଡିସିସନ୍ ନେବାକୁ ସମସ୍ୟାରେ…
ଦାମ୍ପତ୍ୟ ଜୀବନକୁ ସୁରୁଖୁରୁରେ ଆଗେଇନେବା ପାଇଁ ଏହି ୫ କଥା ମାନନ୍ତୁ
”ଦାମ୍ପତ୍ୟ ଜୀବନକୁ ସୁରୁଖୁରୁରେ ଆଗେଇନେବା ପାଇଁ ଉଭୟେ ସ୍ବାମୀସ୍ତ୍ରୀଙ୍କ ଆତ୍ମବିଶ୍ୱାସ ଦୃଢ଼ହେବା ଦରକାର। ନ ହେଲେ ସେମାନେ କୌଣସି କ୍ଷେତ୍ରରେ ନିଷ୍ପତ୍ତି ନେବା ସମୟରେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ଯଦି ଘର ଚଳାଇବା ସେମାନଙ୍କ ଉପରେ ଶତ ପ୍ରତିଶତ ନିର୍ଭର କରୁଥାଏ,…
Archives


