ଆଉ ୭ ଦିନ ମଧ୍ୟରେ ବନ୍ଦ ହୋଇଯିବ ଯୁଦ୍ଧ: ଆଶା ପ୍ରକଟ କଲେ ବାଇଡେନ
ଓ୍ବାଶିଂଟନ,୨୭।୨: ପାଞ୍ଚ ମାସରୁ ଅଧିକ ସମୟ ଧରି ଇସ୍ରାଏଲ ଏବଂ ହମାସ ମଧ୍ୟରେ ଯୁଦ୍ଧ ଚାଲିଛି। ଅକ୍ଟୋବର ୭, ୨୦୨୩ରେ, ହମାସ ଆତଙ୍କବାଦୀମାନେ ଇସ୍ରାଏଲ ଉପରେ ଆକ୍ରମଣ କରି ଶହ ଶହ ଲୋକଙ୍କୁ ବନ୍ଧକ ରଖିଥିଲେ। ଏହା ପରେ, ଇସ୍ରାଏଲ ଦୃଢ…
ନୂଆ ଏନ୍ଏସି ଘୋଷଣା କେବଳ ନିର୍ବାଚନୀ ଧୂଆଁବାଣ: ଭାଜପା
ଭୁବନେଶ୍ୱର,୨୭।୨(ସୁନିତ୍ ମିଶ୍ର):ରାଜ୍ୟ ସରକାରଙ୍କ ନୂଆ ଏନ୍ଏସି ଘୋଷଣା କେବଳ ଏକ ନିର୍ବାଚନୀ ଧୂଅଁାବାଣ। ଏହାର କୌଣସି ସାମ୍ବିଧାନିକ ବୈଧାନତା ନାହିଁ। ନୂଆ ଏନ୍ଏସି ଘୋଷଣା କରିବା ପାଇଁ ହେଲେ ସେହି ପ୍ରସ୍ତାବକୁ କ୍ୟାବିନେଟ୍ରେ ପାରିତ କରିବାକୁ ପଡ଼େ। କ୍ୟାବିନେଟ୍ ପ୍ରସ୍ତାବକୁ ବିଧାନସଭାରେ…
ରାଜ୍ୟ ସଭା ନିର୍ବାଚନ: ୟୁପି, ହିମାଚଳ, କର୍ନାଟକର ୧୫ ଆସନରେ ଭୋଟ ଗ୍ରହଣ ଆଜି
ନୂଆଦିଲ୍ଲୀ,୨୭।୨: ମଙ୍ଗଳବାର ଉତ୍ତରପ୍ରଦେଶ, ହିମାଚଳ ପ୍ରଦେଶ ଏବଂ କର୍ନାଟକର ୧୫ଟି ରାଜ୍ୟ ସଭା ଆସନରେ ନିର୍ବାଚନ ଅନୁଷ୍ଠିତ ହେବ। ଏହି ତିନୋଟି ରାଜ୍ୟରେ ଜଣେ ଅତିରିକ୍ତ ପ୍ରାର୍ଥୀଙ୍କ ପ୍ରବେଶ ହେତୁ ଭୋଟ ଦେବାକୁ ପଡିଲା। ମଙ୍ଗଳବାର ବିଳମ୍ବିତ ରାତିରେ ନିର୍ବାଚନ ଫଳାଫଳ…
ପ୍ରାର୍ଥୀ ବଦଳାଇ ବିଜେଡି ଜିତୁଛି
ଆନନ୍ଦପୁର,୨୭।୨(ସୁଶାନ୍ତ କୁମାର ସାହୁ):କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ପ୍ରମୁଖ ରାଜନୈତିକ ଦଳ ମଧ୍ୟରେ ପ୍ରସ୍ତୁତି ଆରମ୍ଭ ହୋଇଗଲାଣି। ବିଗତ ତିନୋଟି ନିର୍ବାଚନକୁ ଦେଖିଲେ ବିଜେଡି ଏଠାରେ ପ୍ରତିଥର ପ୍ରାର୍ଥୀ ବଦଳାଉଥିବାବେଳେ ଭାଜପା ଓ କଂଗ୍ରେସ ସେମାନଙ୍କ ପ୍ରାର୍ଥତ୍ତ୍ୱକୁ ପ୍ରାୟ ସ୍ଥିର…
ମୋ ବସ୍ ଇଞ୍ଜିନରେ ଲାଗିଗଲା ନିଆଁ
ଭୁବନେଶ୍ୱର,୨୭।୨(ସୂର୍ଯ୍ୟକାନ୍ତ ବେହେରା): ଭରତପୁର ଷ୍ଟୁଡିଓ ଛକରେ ଏକ ମୋ ବସ୍ ଇଞ୍ଜିନରେ ସୋମବାର ମଧ୍ୟାହ୍ନରେ ନିଆଁ ଲାଗି ଯାଇଥିଲା। ଡ୍ରାଇଭର ସଙ୍ଗେ ସଙ୍ଗେ ଗାଡି ଷ୍ଟାର୍ଟ ବନ୍ଦ କରି ଯାତ୍ରୀଙ୍କୁ ବସରୁ ଓହ୍ଲାଇ ଦେଇଥିଲେ। ଷ୍ଟାର୍ଟ ବନ୍ଦ ହେବା ପରେ ନିଆଁ…
ଆର୍ଟିଇ ସୁବିଧାରୁ ବଞ୍ଚିତ ହେବେ ୩୫ ହଜାର ପିଲା
ଭୁବନେଶ୍ୱର, ୨୭।୨(ଅସମାପିକା ସାହୁ):ରାଜ୍ୟରେ ୩୫ହଜାରରୁ ଊର୍ଦ୍ଧ୍ୱ ଆର୍ଥିକ ଦୁର୍ବଳ ଶ୍ରେଣୀର ଛାତ୍ରୀଛାତ୍ର ଚଳିତବର୍ଷ ଶିକ୍ଷା ଅଧିକାର ଆଇନ(ଆର୍ଟିଇ) ଅନୁସାରେ ୨୫% ମାଗଣା ସିଟ୍ରେ ନାମ ଲେଖାରୁ ବଞ୍ଚତ୍ତ ହେବେ। ଗତବର୍ଷ ୪,୨୬୪ଟି ବେସରକାରୀ ବିଦ୍ୟାଳୟ ଆର୍ଟିଇରେ ପଞ୍ଜୀକରଣ କରିଥିବାବେଳେ ପ୍ରାୟ ୬୦ହଜାରରୁ…
ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମରେ ବିଧାୟକ ହଟହଟା
ରଣପୁର,୨୭ା୨(ସୁକାନ୍ତ କିଶୋର ଡାକୁଆ):ନୟାଗଡ଼ ଜିଲା ରଣପୁରସ୍ଥିତ ଗୋପାଳପୁର ପଞ୍ଚାୟତ କାର୍ଯ୍ୟାଳୟଠାରେ ରାଜ୍ୟ ସରକାରଙ୍କ ତରଫରୁ ଚାଲିଥିବା ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ବିଧାୟକ ଅତିଥି ଥିଲେ। ହେଲେ ସେ ଗୋପାଳପୁର ପଞ୍ଚାୟତର ବିଜେଡି ସଭାପତିଙ୍କୁ…
ସମ୍ପତ୍ତି ପାଇଁ ମାରିଦେଲେ:ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ
ବାଲିକୁଦା,୨୭ା୨(ତାପସ ସ୍ବାଇଁ):ଓଗରପୁର ଗାଁରେ ଗତ ସୋମବାର ବିଳମ୍ବିତ ରାତିରେ ଘଟିଥିବା ହତ୍ୟାକାଣ୍ଡ ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରି ସୋମବାର କୋର୍ଟ ଚାଲାଣ କରିଛି। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ସେ ହେଲେ…
ଯେଉଁ ଜାତିର ଜନସଂଖ୍ୟା ଯେତେ, ସେମାନଙ୍କୁ ଭାଗ ମିଳୁ ସେତେ:ରାମ ମୂର୍ତ୍ତି
ଭୁବନେଶ୍ୱର,୨୭ା୨(ସୁନିତ୍ ମିଶ୍ର):ଓଡ଼ିଶାର ବିଭିନ୍ନ ଜିଲାରୁ ଆସିଥିବା ଦଳିତ ବର୍ଗର ପ୍ରତିନିଧିଙ୍କୁ ନେଇ ସୋମବାର ଅଖିଳ ଭାରତ ଦଳିତ ଅଧିକାର ଆନ୍ଦୋଳନର ପ୍ରଥମ ରାଜ୍ୟ ସମ୍ମିଳନୀ ସ୍ଥାନୀୟ ଭଗତୀ ଭବନ ସମ୍ମିଳନୀ କକ୍ଷରେ କେଏମୟୁ ରାଜ୍ୟ ସମ୍ପାଦକ ସୁର ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…
କର୍ନାଟକ ରାଜ୍ୟ ସଭା ନିର୍ବାଚନର ନମ୍ବର ଗେମ! କ୍ରସ ଭୋଟିଂର ଭୟ ମଧ୍ୟରେ ହୋଟେଲରୁ ସିଧା ଭୋଟ ଦେବାକୁ ଯିବେ ବିଧାୟକ
ବେଙ୍ଗାଲୁରୁ,୨୭।୨: ମଙ୍ଗଳବାର କର୍ନାଟକର ୪ ଟି ରାଜ୍ୟ ସଭା ଆସନ ପାଇଁ ଭୋଟ ଅନୁଷ୍ଠିତ ହେବ, ତେଣୁ ସମସ୍ତ ଦଳ ସେମାନଙ୍କ ବିଧାୟକଙ୍କ ପ୍ରତି ସତର୍କ ରହିଛନ୍ତି। କର୍ନାଟକ ପିସିସି ମୁଖ୍ୟ ଡି.କେ ଶିବକୁମାର କହିଛନ୍ତି ଯେ ତାଙ୍କ ଦଳର ସମସ୍ତ…
ଉଲଗ୍ନ ହୋଇ ରାସ୍ତାରେ ଖଣ୍ଡା ବୁଲାଇଲେ
ବାରଙ୍ଗ,୨୭ା୨(ଲିଙ୍ଗରାଜ ରାଉତ):ତ୍ରିଶୂଳିଆ ବାଙ୍କୀ ମୁଖ୍ୟରାସ୍ତାର ଗୋଡ଼ିସାହି ବଜାର ପାଖରେ ସୋମବାର ଉଲଗ୍ନ ଅବସ୍ଥାରେ ଜଣେ ୫୦ ବର୍ଷୀୟ ବ୍ୟକ୍ତି ଖଣ୍ଡା ଧରି ପ୍ରାୟ ଅଧଘଣ୍ଟା କାଳ ଆତଙ୍କ ଖେଳାଇଥିଲେ। ଏହାର ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ପୋଲିସ ଉକ୍ତ ବ୍ୟକ୍ତିଙ୍କୁ…
ଭାରତୀୟଙ୍କୁ ବିଦା କଲା ରୁଷିଆ ସେନା
ନୂଆଦିଲ୍ଲୀ,୨୭।୨:ରୁଷିଆ ସେନାରେ ଅନେକ ଭାରତୀୟ ଯୁବକ ସୁରକ୍ଷା ସହାୟକ ଭାବେ କାର୍ଯ୍ୟ କରୁଥିଲେ। ଭଲ ଦରମାରେ ଚାକିରି କରିବା ଲାଗି ପ୍ରଲୋଭିତ ହୋଇ ରୁଷିଆ ଯାଇ ସେମାନେ ସେଠାରେ ରୁଷୀୟ ସେନା ପାଇଁ ଯୁଦ୍ଧ କରୁଥିବା ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶ…
Archives


