ଇପିଏଫ୍ ପେନ୍ସନ୍ ବୃଦ୍ଧି ମାମଲାରେ କେନ୍ଦ୍ର ସରକାରଙ୍କୁ ନୋଟିସ
କଟକ,୯ା୪ (କାର୍ତ୍ତିକ ସାହୁ):ଇପିଏଫ୍ ପେନ୍ସନ୍ ବୃଦ୍ଧି ମାମଲାରେ ଜବାବ ଦାଖଲ ଲାଗି ଓଡ଼ିଶା ହାଇକୋର୍ଟ କେନ୍ଦ୍ର ସରକାରଙ୍କ ଶ୍ରମ ଓ ଅର୍ଥ ମନ୍ତ୍ରଣାଳୟ ସଚିବଙ୍କ ସମେତ କେନ୍ଦ୍ରୀୟ ଭବିଷ୍ୟନିଧି ସଙ୍ଗଠନ ଆୟୁକ୍ତଙ୍କୁ ନୋଟିସ ଜାରି କରିଛନ୍ତି। ହାଇକୋର୍ଟ ବିଚାରପତି ଆଦିତ୍ୟ କୁମାର…
ସନ୍ଦିଗ୍ଧ ପାରା ଉଦ୍ଧାର:ଗୋଡ଼ରେ ଲାଗିଛି ଜିପିଏସ୍ ଟ୍ରାକର ଭଳି ଚିପ୍
ଢେଙ୍କାନାଳ,୯ା୪(ରତନ ନାୟାର):ଢେଙ୍କାନାଳ ଜିଲା ଗଁଦିଆ ବ୍ଲକ ନିହଲପ୍ରସାଦ ଥାନା ଲାଉଲଇ ଗ୍ରାମର ଏକ ମନ୍ଦିର ପରିସରରୁ ସୋମବାର ଏକ ପାରାକୁ ଅଞ୍ଚଳବାସୀ ଉଦ୍ଧାର କରିଛନ୍ତି। ଉକ୍ତ ପାରାର ଦୁଇ ଗୋଡ଼ରେ ବିଦେଶୀ ଭାଷାରେ ଲେଖାଥିବା ଜିପିଏସ୍ ଟ୍ରାକର ଭଳି ଚିପ୍ ଲାଗିଛି।…
କେବଳ ଶଙ୍ଖ ଚିହ୍ନ ପାଇଁ ୬ଥର ହୋଇଛନ୍ତି ଏମ୍ପି
କଟକ, ୯ା୪(ଶିଳ୍ପା ପ୍ରିୟଦର୍ଶିନୀ):ବାରବାଟୀ-କଟକ ବିଜେଡିର କର୍ମୀ ସମ୍ମିଳନୀ କଟକ ସାରଳା ଭବନରେ ସୋମବାର ପୂର୍ବାହ୍ନରେ ଅନୁଷ୍ଠିତ ହୋଇଥିଲା। ଏହି ସମ୍ମିଳନୀରେ ଯୋଗଦେବା ପରେ ବିଜେଡି କଟକ ଜିଲା ସଭାପତି ଦେବାଶିଷ ସାମନ୍ତରାୟ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ଭାଜପା କଟକ ଲୋକ ସଭା…
ନବୀନ ନିବାସରେ ସମ୍ବିତଙ୍କ ବିରୋଧରେ ସ୍ବର
ଜଗତ୍ସିଂହପୁର,୯ା୪(ପ୍ରମୋଦ କୁମାର ନାୟକ):ଜଗତ୍ସିଂହପୁର ଜିଲାର ଅନ୍ୟତମ ପ୍ରମୁଖ ବିଧାନସଭା ନିର୍ବାଚନମଣ୍ଡଳୀ ପାରାଦୀପରେ ଏ ପର୍ଯ୍ୟନ୍ତ ବିଜେଡି ପ୍ରାର୍ଥୀ ଘୋଷଣା କରି ନାହିଁ। ପ୍ରାର୍ଥୀ ଘୋଷଣାରେ ଯେତିକି ବିଳମ୍ବ ହେଉଛି ନିର୍ବାଚନ ମଣ୍ଡଳୀରେ ବିଧାୟକ ସମ୍ବିତ ରାଉତରାୟଙ୍କ ବିରୋଧରେ ଅସନ୍ତୋଷ ସେତିକି ବଢ଼ିବାରେ…
ପଣ୍ୟ ପରିବହନରେ ଏପିଏସ୍ଇଜେଡ୍ର ନୂଆ ମାଇଲଖୁଣ୍ଟ
ନୂଆଦିଲ୍ଲୀ,୯।୪: ପ୍ରତି ବର୍ଷ ଭଳି ଚଳିତ ମଧ୍ୟ ଆଦାନୀ ପୋର୍ଟସ୍ ଆଣ୍ଡ୍ ସ୍ପେଶିଆଲ ଇକୋନମିକ୍ ଜୋନ ବା ଏପିଏସ୍ଇଜେଡ୍ ପଣ୍ୟ ପରିବହନରେ ଉଲ୍ଲେଖନୀୟ ସଫଳତା ହାସଲ ସହ ନୂଆ ମାଇଲଖୁଣ୍ଟ ହାସଲ କରିଛି। ଏପରିକି ୨୦୨୩-୨୪ ଆର୍ଥିକ ବର୍ଷରେ କମ୍ପାନୀ ବିଶ୍ୱବ୍ୟାପୀ ୪୨୦…
ଷ୍ଟେଶନରେ ମିଳିବ ଅଟା, ଚାଉଳ
ଭୁବନେଶ୍ୱର,୯।୪(ଅନୁରାଧା ମହାରଣା): ଏଣିକି ଦେଶର ରେଳ ଷ୍ଟେଶନଗୁଡ଼ିକରେ ଅଟା ଏବଂ ଚାଉଳ ମିଳିବ। ଏକ ପାଇଲଟ ପ୍ରୋଜେକ୍ଟ ଅଧୀନରେ ଭାରତୀୟ ରେଳପଥ ଷ୍ଟେଶନରେ ଥିବା ଲୋକଙ୍କୁ ଅଟା ଏବଂ ଚାଉଳ ବିକ୍ରୟ କରିବାକୁ ନିଷ୍ପତ୍ତି ନେଇଛି। ଷ୍ଟେଶନରେ ଯାତ୍ରୀମାନଙ୍କୁ ଅଟା ଏବଂ…
ୟୁପିଆଇ ମାଧ୍ୟମରେ ଏଟିଏମ୍ରୁ ଉଠିବ ଟଙ୍କା
ଭୁବନେଶ୍ୱର,୯।୪(ଅନୁରାଧା ମହାରଣା): ଗତ ସପ୍ତାହରେ ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ଗଭର୍ନର ଶକ୍ତିକାନ୍ତ ଦାସ ୟୁପିଆଇ (ୟୁନିଫାଏଡ ପେମେଣ୍ଟ ଇଣ୍ଟରଫେସ) ସମ୍ବନ୍ଧରେ ଏକ ବଡ଼ ଘୋଷଣା କରିଥିଲେ। ତାଙ୍କ କହିବାନୁସାରେ, ଖୁବ ଶୀଘ୍ର ୟୁପିଆଇ ବ୍ୟବହାରକାରୀମାନେ ନିଜ ଫୋନରେ ୟୁପି ଆପ…
ନିର୍ବାଚନ ଲଢ଼ିପାରିବେ ଦିଲୀପ ରାୟ
ନୂଆଦିଲ୍ଲୀ,୯ା୪:କୋଇଲା ଦୁର୍ନୀତି ମାମଲାରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲୀପ ରାୟଙ୍କ ଦୋଷୀସାବ୍ୟସ୍ତ ରାୟ ଉପରେ ଦିଲ୍ଲୀ ହାଇକୋର୍ଟ ସୋମବାର ସ୍ଥଗିତାଦେଶ ଲଗାଇଛନ୍ତି। ଫଳରେ ସେ ୨୦୨୪ ନିର୍ବାଚନ ଲଢ଼ିପାରିବେ। ୧୯୯୯ରେ ଝାଡ଼ଖଣ୍ଡର କୋଇଲା ଖଣି ଆବଣ୍ଟନରେ ଅନିୟମିତତାକୁ ନେଇ ପୂର୍ବରୁ ଦିଲୀପ ଦୋଷୀସାବ୍ୟସ୍ତ…
ଦୀପକ ଏଇଏସ୍ଏଲ୍ର ନୂଆ ଏମ୍ଡି ତଥା ସିଇଓ
ନୂଆଦିଲ୍ଲୀ,୯।୪ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଅଗ୍ରଣୀ ପରୀକ୍ଷା ପ୍ରସ୍ତୁତିକାରୀ ସଂସ୍ଥା (ଟେଷ୍ଟ ପ୍ରିପାରେଟୋରି ସର୍ଭିସେସ) ଆକାଶ ଏଜୁକେଶନାଲ ସର୍ଭିସେସ୍ ଲିମିଟେଡ(ଏଇଏସ୍ଏଲ୍)ର ନୂଆ ପରିଚାଳନା ନିର୍ଦ୍ଦେଶକ (ଏମ୍ଡି) ତଥା ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ଭାବେ ଦୀପକ ମେହରୋତ୍ରା…
ନିର୍ବାଚନ ପୂର୍ବରୁ କେତେଜଣ ଗିରଫ ହେବେ: ତାମିଲନାଡୁ ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ପ୍ରଶ୍ନ
ନୂଆଦିଲ୍ଲୀ,୯ା୪(ପି.ଟି.):ସାମାଜିକ ଗଣମାଧ୍ୟମରେ ଅଭିଯୋଗ ଆଣୁଥିବା ପ୍ରତ୍ୟେକଙ୍କୁ ଜେଲ ପଠାଇ ହେବ ନାହିଁ ବୋଲି ସୁପ୍ରିମକୋର୍ଟ ସୋମବାର ଟିପ୍ପଣୀ ଦେଇଛନ୍ତି। ଏଥିସହ ୨୦୨୧ରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍.କେ. ଷ୍ଟାଲିନଙ୍କ ପ୍ରତି ଅପମାନଜନକ ମନ୍ତବ୍ୟ ଦେଇଥିତ୍ବା ୟୁଟ୍ୟୁବର ଏ. ଦୁରାଇମୁରୁଗାନ ସତ୍ତାଇଙ୍କ ଜାମିନକୁ କାଏମ…
ଘରୋଇ ବଜାରରେ ଇନ୍ଧନ ଚାହିଦା ବୃଦ୍ଧି
ନୂଆଦିଲ୍ଲୀ,୯।୪: ଘରୋଇ ବଜାରରେ କ୍ରମାଗତ ଭାବେ ଇନ୍ଧନ ଚାହିଦା ବୃଦ୍ଧି ଘଟିବା ସହ ନୂତନ ମାଇଲଖୁଣ୍ଟ ହାସଲ କରିଛି। ଏପରି କି ୨୦୨୩-୨୪ ଆର୍ଥିକବର୍ଷ ଶେଷ ସୁଦ୍ଧା ଘରୋଇ ବଜାରରେ ଇନ୍ଧନ ଚାହିଦା ୫% ବୃଦ୍ଧି ପାଇଥିଲାବେଳେ ବ୍ୟବହାରରେ ୦.୬% ବାର୍ଷିକ ଭିତ୍ତିରେ…
ଶିକାରୀଙ୍କୁ ଧରୁଛି ସ୍ବତନ୍ତ୍ର କ୍ୟାମେରା
ଭୁବନେଶ୍ୱର, ୯ା୪(ଅସମାପିକା ସାହୁ):ଓଡ଼ିଶା ଜଙ୍ଗଲରେ ଶିକାର ବନ୍ଦ ପାଇଁ ଅଣ୍ଟା ଭିଡିଛି ବନ ବିଭାଗ। ଶିମିଳିପାଳ ଓ କୁଲଡିହାରେ ଶିକାରୀଙ୍କ ଗୁଳିରେ ୨ ବନ କର୍ମଚାରୀଙ୍କ ମୃତ୍ୟୁ ହେବା ପରେ ବିଳମ୍ବରେ ହେଲେ ବି ବିଭାଗର ନିଦ ଭାଙ୍ଗିଛି। ଶିକାରୀଙ୍କୁ ଧରିବାକୁ…
Archives


