Home

୩୩୦୦ କୋଟି ଟଙ୍କାର ଉପହାର ଦେବେ ମୋଦି

ନୂଆଦିଲ୍ଲୀ,୨୦।୬: ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ହେବା ପରେ ନରେନ୍ଦ୍ର ମୋଦି ଯୋଗ ଦିବସରେ ପ୍ରଥମ ଗସ୍ତରେ ଜମ୍ମୁ କଶ୍ମୀରକୁ ୩୩୦୦ କୋଟି ଟଙ୍କା ଉପହାର ଦେବେ। ଏହା ସହିତ ସରକାରୀ ସେବା ପାଇଁ ୨୦୦୦ରୁ ଅଧିକ ଲୋକଙ୍କୁ ନିଯୁକ୍ତି ପତ୍ର…

ବାଲେଶ୍ୱରରେ କର୍ଫ୍ୟୁ କୋହଳ, ସ୍ଥିତିରେ ଆସୁଛି ସୁଧାର

ବାଲେଶ୍ୱର,୨୦ା୬(ମାନସ ବିଶ୍ୱାଳ): ବାଲେଶ୍ବର ସହରର ଭୁଜାଖିଆପିରସ୍ଥିତ ଏକ ସରକାରୀ ପାଣି ନାଳରେ ନାଲି ରଙ୍ଗପାଣି ପ୍ରବାହ ପ୍ରସଙ୍ଗକୁ ନେଇ ଗତ ସୋମବାର ସୃଷ୍ଟି ହୋଇଥିବା ଗୋଷ୍ଠୀ ସଂଘର୍ଷ ପୋଲିସ ପ୍ରଶାସନ ଓ ଜନ ପ୍ରତିନିଧିଙ୍କ ଉଦ୍ୟମରୁ ଆପାତତଃ ଏବେ ନିୟନ୍ତ୍ରଣାଧୀନ ରହିଛି।…

ବିଜୟ ‘ଚୌକା’ ଲଗାଇବାକୁ ପଡ଼ିଆକୁ ଓହ୍ଲାଇବ ଟିମ୍‌ଇଣ୍ଡିଆ:ଜାଣନ୍ତୁ କେବେ, କେଉଁଠି ଦେଖିପାରିବ ମ୍ୟାଚ୍‌

ନୂଆଦିଲ୍ଲୀ,୨୦।୬: ଟି-୨୦ ବିଶ୍ୱକପ ୨୦୨୪ରେ ଭାରତ ଆଜି ସୁପର-୮ରେ ଆଫଗାନିସ୍ତାନକୁ ଭେଟିବ। ବାରବାଡୋସରେ ଏହି ମ୍ୟାଚ ଖେଳାଯିବ। ସୁପର-୮ରେ ଉଭୟ ଦଳ ଗ୍ରୁପ-୧ରେ ଅଛନ୍ତି। ଆଫଗାନିସ୍ତାନର ଆହ୍ବାନ ଭାରତ ପାଇଁ ସହଜ ହେବ ନାହିଁ। ତେବେ ତିନିଟି ଗ୍ରୁପ ପର୍ଯ୍ୟାୟ ମ୍ୟାଚ…

ନିଟ୍‌ ଅନିୟମିତତା ମାମଲା: ପେପର୍‌ ଲିକ୍‌ ହୋଇଥିବା ମାନିଲେ ପରିକ୍ଷାର୍ଥୀ

ନୂଆଦିଲ୍ଲୀ,୨୦।୬: ନିଟ୍‌ ପରୀକ୍ଷା ଅନିୟମିତତାକୁ ନେଇ ବଡ଼ ଧରଣର ଖୁଲାସା ହୋଇଛି। ଏହି ମାମଲାରେ ଗିରଫ ହୋଇଥିବା ନିଟ୍‌ ପରୀକ୍ଷାର୍ଥୀ ଅନୁରାଗ ୟାଦବ ପ୍ରଶ୍ନପତ୍ର ଲିକ୍‌ ନେଇ ବଡ଼ ଖୁଲାସା କରିଛନ୍ତି। ସେ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ସ୍ବୀକାର କରିଛନ୍ତି।…

ଏହି ପ୍ରଶ୍ନ ଶୁଣି ରାଗିଗଲେ ଦ୍ରାବିଡ: କହିଲେ…

ନୂଆଦିଲ୍ଲୀ,୨୦।୬: ଟି -୨୦ ବିଶ୍ୱକପ ୨୦୨୪ରେ ସୁପର-୮ ଆରମ୍ଭ ହୋଇଛି। ଭାରତୀୟ ଦଳ ଆଜି ଆଫଗାନିସ୍ତାନକୁ ଭେଟିବ। ଏହି ମ୍ୟାଚ ବାରବାଡୋସର କେନ୍ସିଙ୍ଗଟନ ଓଭାଲରେ ଖେଳାଯିବ। ୧୯୯୭ରେ ଖେଳୁଥିବାବେଳେ ଟେଷ୍ଟ ମ୍ୟାଚରେ ଭାରତକୁ ପରାଜୟର ସାମ୍ନା କରିବାକୁ ପଡିଥିଲା। ଗୁରୁବାର ଖେଳାଯିବାକୁ…

ମକ୍କାରେ ହଜ୍‌ଯାତ୍ରୀଙ୍କ ମୃତ୍ୟୁ ସଂଖ୍ୟା ୯୦୦ ଟପିଲା, ୬୮ ଭାରତୀୟ ସାମିଲ

ମକ୍କା,୨୦।୬: ଚଳିତ ବର୍ଷ ହଜ୍‌ଯାତ୍ରା ପାଇଁ ସାଉଦି ଆରବର ମକ୍କା ଓ ମଦିନା ସହରରେ ୨୦ ଲକ୍ଷରୁ ଅଧିକ ବ୍ୟକ୍ତିଙ୍କ ସମାଗମ ଘଟିଥିଲା। ହେଲେ ଭୀଷଣ ଗରମ ସହ ଗୁଳୁଗୁଳି କାରଣରୁ ସାଉଦି ଆରବରେ ୯୦୦ରୁ ଅଧିକ ହଜ୍‌ଯାତ୍ରୀଙ୍କ ମୃତ୍ୟୁ ଘଟିଛି।…

କିଏ ହେବେ କଂଗ୍ରେସର ବିଧାୟକ ଦଳ ନେତା? ରେସ୍‌ରେ…

ଭୁବନେଶ୍ୱର, ୨୦।୬(ସୁନିତ୍‌ ମିଶ୍ର)କଂଗ୍ରେସ ବିଧାୟକମାନଙ୍କ ସହିତ ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ଶରତ ପଟ୍ଟନାୟକ ଏବଂ ଦଳର ଅନ୍ୟ କିଛି ବରିଷ୍ଠ ନେତାଙ୍କୁ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ବୁଧବାର ଅନୁଷ୍ଠିତ ହୋଇଛି। ବୈଠକରେ ମୁଖ୍ୟତଃ ଆଗାମୀ ଦିନରେ କଂଗ୍ରେସର ଆଭିମୁଖ୍ୟ ରାଜ୍ୟରେ…

୬୬ ବର୍ଷରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୦।୬: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ୬୬ ବର୍ଷରେ ପଦାର୍ପଣ କରିଛନ୍ତି। ତାଙ୍କର ଜନ୍ମଦିନ ଉପଲକ୍ଷେ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟିଛି। ଏହି କ୍ରମରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଅଭିନନ୍ଦନ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଦେଶର ସର୍ବୋଚ୍ଚ…

କାହିଁକି ହାରିଲା ବିଜେଡି, ଖୋଲାଖୋଲି କହିଲେ ନବୀନ

ଭୁବନେଶ୍ୱର,୨୦।୬: ବିରୋଧୀ ଦଳର ନେତା ଭାବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ମନୋନୀତ କରାଯାଇଛି। ଶଙ୍ଖ ଭବନରେ ବିଜେଡି ବିଧାୟକ ଦଳ ବୈଠକ ବସି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ବିଧାୟକ ଦଳ ନେତା , ପ୍ରସନ୍ନ ଆଚାର୍ଯ୍ୟଙ୍କୁ ବିଧାୟକ ଦଳ…

କେବେ ଆସିବ କାଳିଆ ଟଙ୍କା? କୃଷିମନ୍ତ୍ରୀ ଦେଲେ ବଡ଼ ସୂଚନା

ଭୁବନେଶ୍ୱର,୨୦।୬: ପିଏମ କିଷାନ ଟଙ୍କା ଚାଷୀଙ୍କ ଖାତାକୁ ଆସିବା ପରେ ଏବେ କାଳିଆ ଟଙ୍କାକୁ ନେଇ ଜୋର ଧରିଲା ଚର୍ଚ୍ଚା । ବନ୍ଦ ହୋଇଯିବ ନା ଚାଲୁ ରହିବ ଦ୍ୱନ୍ଦ୍ୱରେ ହିତାଧିକାରୀ । ଯଦି ଚାଲୁ ରହିବ ତେବେ କେବେ ଆସିବ…

ଡିପ୍‌ଥେରିଆ ନେଲା ଜୀବନ, ୧୦ ବର୍ଷ ଶିଶୁର ମୃତ୍ୟୁ

ଭୁବନେଶ୍ୱର, ୨୦।୬: ଡିପ୍‌ଥେରିଆ ସଂକ୍ରମଣ ସ୍ବାସ୍ଥ୍ୟ ବିଭାଗର ଚିନ୍ତା ବଢ଼ାଇଦେଇଛି। ସଂକ୍ରମଣ ପଛର କାରଣ ଖୋଜୁଛି ସ୍ବାସ୍ଥ୍ୟ ବିଭାଗ। ଏହାରି ଭିତରେ ବ୍ରହ୍ମପୁର MKCGରେ ଜଣେ ଡିପ୍ଥେରିଆ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏନେଇ ସୂଚନା ଦେଇଛନ୍ତି MKCG ମେଡିକାଲ ଅଧୀକ୍ଷକ। ମୃତକ…

ଓଏମ୍‌ବିଏଡିସିରେ ସ୍ବାସ୍ଥ୍ୟସେବା ଦିଗହରା

ଯାଜପୁର,୨୦ା୬(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲାର ସ୍ବାସ୍ଥ୍ୟସେବା କ୍ଷେତ୍ରର ବିକାଶ ଦିଗରେ ଓଡ଼ିଶା ମିନେରାଲ ବିୟରିଂ ଏରିଆ ଡେଭଲପମେଣ୍ଟ କର୍ପୋରେଶନ(ଓଏମ୍‌ବିଏଡିସି) ପାଣ୍ଠିର ବିନିଯୋଗ ଅତି ନୈରାଶ୍ୟଜନକ ରହିଛି। ଫଳରେ ସୁକିନ୍ଦା ଖଣି ଅଞ୍ଚଳରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହେବା ସହ ବ୍ୟାସନଗର ସହରରେ ୧୦୦ ଶଯ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?