Home

୮୯ ପ୍ରତିଶତ ଜମି ପଡ଼ିଆ ପଡ଼ିଛି

ନୟାଗଡ,୨୦।୬(ଲୋକନାଥ ମିଶ୍ର)ଆକାଶରେ ଘଡ଼ଘଡ଼ି ମାରୁଛି ଓ ବିଜୁଳି ଦେଖା ଦେଉଛି । ହେଲେ ବର୍ଷା ହେଉନି । ମୌସୁମୀ ଆଗମନରେ ବିଳମ୍ବ କାରଣରୁ ରଜ ଯିବା ପରେ ବି ବର୍ଷା ହେଉ ନ ଥିବାରୁ ଧାନ ଚାଷ ପ୍ରାରମ୍ଭରୁ ଚାଷୀର ଚିନ୍ତା…

ଚୁଡ଼ାରେ ରଙ୍ଗ: ମାଲଗୋଦାମରେ ଚଢ଼ାଉ

କଟକ,୨୦ା୬ (କାର୍ତ୍ତିକ ସାହୁ)ସାଧାରଣ ଲୋକଠୁ ଆରମ୍ଭ କରି ସବୁବର୍ଗର ଲୋକଙ୍କ ଦ୍ୱାରା ଚୁଡ଼ା ଏକ ସହଜ, ସରଳ ତଥା ଗ୍ରହଣୀୟ ଖାଦ୍ୟ। ମାତ୍ର ସେହି ଚୁଡ଼ାରେ ଅପମିଶ୍ରଣ ହେଉଛି। ଏହାକୁ ନେଇ ପ୍ରଶାସନିକ ସ୍ତରରେ ତନାଘନା ଆରମ୍ଭ ହୋଇଛି। ଉପକୂଳ ଜିଲାର…

କେନ୍ଦ୍ରମନ୍ତ୍ରୀ ଲେଖିଲେ, ‘ବେଢ଼ି ପଡାଓ ବଚ୍ଚାଓ୍ବ’

ଭୋପାଳ,୨୦ା୬: କେନ୍ଦ୍ରମନ୍ତ୍ରୀ ସାବିତ୍ରୀ ଠାକୁର ହିନ୍ଦୀରେ ‘ବେଟି ପଢ଼ାଓ, ବେଟି ବଚାଓ’ ସ୍ଲୋଗାନ ଲେଖିବା ଜାଣିନାହାନ୍ତି। ମଧ୍ୟପ୍ରଦେଶର ଏକ କାର୍ଯ୍ୟକ୍ରମରେ ମହିଳା ଓ ଶିଶୁ ବିକାଶ ରାଷ୍ଟ୍ରମନ୍ତ୍ରୀ ସାବିତ୍ରୀ ଏହି ସ୍ଲୋଗାନକୁ ଭୁଲ୍‌ ଭାବେ ଉଲ୍ଲେଖ କରିଛନ୍ତି। ସୋସିଆଲ ମିଡିଆରେ ଏହା…

ଆହାର କେନ୍ଦ୍ର ଆଗରେ ଲମ୍ବା ଧାଡି

କଟକ,୨୦।୬(ଶିଳ୍ପା ପ୍ରିୟଦର୍ଶିନୀ)ଏସ୍‌ସିବି ମେଡିକାଲରେ ଯୋଜନାରେ ସୀମିତ ରହିଛି ଦ୍ୱିତୀୟ ଆହାର କେନ୍ଦ୍ର। ମେଡିକାଲ ପରିସରରେ ଥିବା ଗୋଟିଏ ଆହାର କେନ୍ଦ୍ର ରୋଗୀ ଓ ସେମାନଙ୍କ ସମ୍ପର୍କୀୟଙ୍କ ଖାଦ୍ୟର ଚାହିଦା ପୂରଣ କରିପାରୁନାହିଁ। ଫଳରେ ଲମ୍ବା ଧାଡ଼ିରେ ସେମାନେ ଉକ୍ତ ଆହାର କେନ୍ଦ୍ର…

ପ୍ରତିରକ୍ଷା ଚୁକ୍ତି ସ୍ବାକ୍ଷରକଲେ ପୁଟିନ୍‌, କିମ୍‌

ପ୍ୟୋଙ୍ଗ୍‌ୟାଙ୍ଗ୍‌, ୨୦।୬: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ୨୪ ବର୍ଷ ପରେ ପ୍ରଥମ ଥର ପାଇଁ ଉତ୍ତର କୋରିଆ ଗସ୍ତରେ ରହିଛନ୍ତି। ଉତ୍ତର କୋରିଆ ରାଜଧାନୀ ପ୍ୟୋଙ୍ଗ୍‌ୟାଙ୍ଗ୍‌ଠାରେ ଉଭୟ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ଓ ଉତ୍ତର କୋରିଆ ନେତା କିମ୍‌…

ଅପାରଗ ଏନ୍‌ଟିଏ, ଅନ୍ଧାରରେ ଲକ୍ଷ ଲକ୍ଷ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ

ଦେଶରେ ଡାକ୍ତରୀ, ଇଞ୍ଜିନିୟରିଂ ଓ ଫେଲୋଶିଫ୍‌ ଭଳି ସମ୍ମାନଜନକ ପାଠ୍ୟକ୍ରମଗୁଡ଼ିକରେ ନାମ ଲେଖାଇବା ପାଇଁ ଉଦ୍ଦିଷ୍ଟ ପ୍ରବେଶିକା ପରୀକ୍ଷାର ପରିଚାଳନା ଦାୟିତ୍ୱ ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ହାତରେ ନ୍ୟସ୍ତ ରହିଛି। କିନ୍ତୁ କେନ୍ଦ୍ର ଉଚ୍ଚଶିକ୍ଷା ମନ୍ତ୍ରଣାଳୟ ଅଧୀନ ଏହି ଏଜେନ୍ସିର…

ଭାଜପା-ବିଜେଡି ମୁହାଁମୁହିଁ

ଭୁବନେଶ୍ୱର,୨୦ା୬(ଅନିଲ ଦାସ)ରାଜ୍ୟରେ ଭାଜପା ସରକାର ଗଠନ ହେବା ପରେ ମହାନଦୀ ଜଳ ବିବାଦକୁ ନେଇ ରାଜନୀତି ଆରମ୍ଭ ହୋଇଯାଇଛି। ୨୪ ବର୍ଷ କ୍ଷମତାରେ ଥିବା ବିଜେଡି ଏବେ ମହାନଦୀ ଜଳ ବିବାଦକୁ ପ୍ରସଙ୍ଗ କରି ନୂଆ ସରକାରଙ୍କୁ ଘେରିବାକୁ ଉଦ୍ୟମ କରିଛି।…

ବାଲେଶ୍ୱରରେ କୋହଳ ହେଲା କର୍ଫ୍ୟୁ

ବାଲେଶ୍ୱର,୨୦ା୬(ମାନସ ବିଶ୍ବାଳ)ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟଣା ପରେ ବାଲେଶ୍ୱର ସହରର ଅଣାୟତ୍ତ ପରିସ୍ଥିତିକୁ ନିୟନ୍ତ୍ରଣକୁ ଆଣିବା ପାଇଁ ପ୍ରଶାସନ ପକ୍ଷରୁ ସୋମବାର ବିଳମ୍ବିତ ରାତିରୁ କର୍ଫ୍ୟୁ ଜାରି କରାଯାଇଥିଲା। ଗୁରୁବାରଠାରୁ ଏହି କଟକଣାରେ ସାମାନ୍ୟ କୋହଳ କରାଯିବ। ସକାଳ ୭ଟାରୁ…

ଶରଣାର୍ଥୀଙ୍କୁ ସ୍ବୀକୃତି ଦେବାକୁ ପ୍ରୟାସ

ବିଶ୍ୱରେ ଶରଣାର୍ଥୀଙ୍କୁ ସମ୍ମାନିତ କରିବା ଏବଂ ସେମାନଙ୍କ ପ୍ରତି ସମବେଦନା ଓ ସମର୍ଥନ ଜଣାଇବା ଲକ୍ଷ୍ୟରେ ‘ବିଶ୍ୱ ଶରଣାର୍ଥୀ ଦିବସ’ ପ୍ରତିବର୍ଷ ଜୁନ ୨୦ରେ ପାଳନ କରାଯାଏ। ଶରଣାର୍ଥୀଙ୍କ ସମସ୍ୟା ଏକ ବିଶ୍ୱସ୍ତରୀୟ ସମସ୍ୟା। ଏହାର ମୁକାବିଲା ପାଇଁ ପ୍ରୟାସ ମଧ୍ୟ…

ନିର୍ମାଣାଧୀନ କୋଠାରୁ ୨ ଟନ୍‌ ଲୁହା ସାମଗ୍ରୀ ଚୋରି

ଗୋପାଳପୁର,୧୯ା୬(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅନ୍ତର୍ଗତ ପିତାତଳି ପେଟ୍ରୋଲ ପମ୍ପ ଅଞ୍ଚଳରୁ ଏକ ନିର୍ମାଣାଧୀନ କୋଠା ପରିସରରୁ ୨ ଟନ୍‌ ବିଭିନ୍ନ ଲୁହା ସାମଗ୍ରୀ ଚୋରି ନେଇ ଗୋଳନ୍ଥରା ଥାନାରେ ଲିଖିତ ଅଭିଯୋଗ କରାଯାଇଛି। ଏ ନେଇ…

ସାଙ୍ଗଙ୍କ ସହ ଗାଧୋଇବାକୁ ଯାଇ ସମୁଦ୍ରରେ ଭାସିଗଲେ ଯୁବକ

ଛତ୍ରପୁର,୧୯ା୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ସମୁଦ୍ରରେ ବୁଡ଼ି ଜଣେ ଯୁବକ ନିଖୋଜ ହୋଇଯାଇଛନ୍ତି। ନିଖୋଜ ଯୁବକ ଜଣକ ହେଲେ କେ. ଆର୍ଯ୍ୟପଲ୍ଲୀ ଗ୍ରାମର ହେମନସେନ ବେହେରା। ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ, ଓଡ୍ରାଫ୍‌ ଓ ପୋଲିସ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି…

ମହିଳାଙ୍କୁ ପଥରରେ ଆକ୍ରମଣ କରି ଜଣେ ଗିରଫ

ଗୋପାଳପୁର,୧୯ା୬(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅନ୍ତର୍ଗତ ପନ୍ଦରା ସାହିରେ ମହିଳାଙ୍କୁ ପଥରରେ ଆକ୍ରମଣ କରିବା ଘଟଣାରେ ବୁଧବାର ପୋଲିସ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ଜଣଙ୍କ ପନ୍ଦରା ସାହିର ସାଗର ଜେନା ବୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?