ଅବ୍ୟବସ୍ଥା ମଧ୍ୟରେ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ମିଳୁନି ପାନୀୟଜଳ, ସଫା ହେଉନି ଶୌଚାଳୟ
ଝାରସୁଗୁଡ଼ା, ୭ା୧୦(ଆଶିଷ ରଞ୍ଜନ ଦାଶ):ଶିକ୍ଷାର ମାନବୃଦ୍ଧି ସହ ଭିତ୍ତିଭୂମି ସୁଦୃଢ ପାଇଁ ସରକାର ବହୁ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ତେବେ ପ୍ରଶାସନିକ ଅବହେଳା ଯୋଗୁ ଝାରସୁଗୁଡ଼ା ଜିଲା ବେହେରାମାଲ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଅନେକ ଅବ୍ୟବସ୍ଥା ମଧ୍ୟରେ ଚାଲିଛି।…
ଆସନ୍ତା ୮ରେ ଓଡ଼ିଶା ବନ୍ଦ ଡାକରା: ଡିଇଏଲ୍ଇଡି ପରୀକ୍ଷାକୁ ନେଇ ଆସିଲା ବଡ଼ ଅପ୍ଡେଟ୍
କଟକ,୭।୧୦(କାର୍ତ୍ତିକ ସାହୁ):ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଡିପ୍ଲୋମା ଇନ୍ ଏଲିମେଣ୍ଟାରି ଏଜୁକେଶନ (ଡିଇଏଲ୍ଇଡି) ପରୀକ୍ଷା ଗତ ୩ ତାରିଖରୁ ଆରମ୍ଭ ହୋଇଛି। ଅଦ୍ୟାବଧି ଏହି ପରୀକ୍ଷାର ୩ଟି ପେପର ସରିଲାଣି। ଆସନ୍ତା ୮ ତାରିଖରେ ହେବାକୁ ଥିବା ପରୀକ୍ଷା…
ଝଡବର୍ଷା ସମ୍ଭାବନା: ୯ ଜିଲାକୁ ଆଲର୍ଟ ଜାରି
ଭୁବନେଶ୍ୱର, ୭ା୧୦ (ବନ୍ଦନା ସେଠୀ):ଆଶ୍ବିନରେ ଅନୁଭୂତ ହେଉଛି ବୈଶାଖ ତାତି। ବର୍ଷା ଛାଡ଼ୁ ଛାଡ଼ୁ ତାପମାତ୍ରାରେ ଲଗାତର ବୃଦ୍ଧି ଘଟି ୩୭ ଡିଗ୍ରୀ ପାଖାପାଖି ହୋଇଛି। ଫଳରେ ସକାଳ ୮ଟାରୁ ଡହଡହ ଖରାରେ ଅତିଷ୍ଠ ହୋଇପଡୁଛନ୍ତି ଲୋକେ। ଏଥିସହ ଗୁଳୁଗୁଳି ମଧ୍ୟ…
୧୩ରେ ରାଜ୍ୟ କ୍ୟାବିନେଟ୍: ୯ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିପାରେ ମୋହର
ଭୁବନେଶ୍ୱର,୭ା୧୦(ରବିନାରାୟଣ ଜେନା):ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଚଳିତମାସ ୧୩ରେ ରାଜ୍ୟ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁଥିବା ଉକ୍ତ ବୈଠକରେ ୯ଟି ଗୁରୁତ୍ୱପୂର୍ଣ୍ଣ…
ଅଭାବ ଆଗରେ ହାର୍ ମାନିଲାନି ସ୍ବପ୍ନ: ଶାଢ଼ି ପିନ୍ଧି ଖାଲିପାଦରେ ୧,୬୦୦ ମିଟର ଦୌଡ଼ିଲେ ମହିଳା
ରାଞ୍ଚି, ୭ା୧୦:ପରିସ୍ଥିତି ଯେତେ ପ୍ରତିକୂଳ ହେଉନା କାହିଁକି ମନରେ ଦୃଢ଼ ଇଚ୍ଛାଶକ୍ତି ଓ ସାହସ ଥିଲେ କୌଣସି ବି ବାଧାବିଘ୍ନ ଆପଣଙ୍କୁ ଲକ୍ଷ୍ୟରେ ପହଞ୍ଚତ୍ବାରୁ ଅଟକାଇ ପାରିବନାହିଁ। ଏହାର ଏକ ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ଝାଡ଼ଖଣ୍ଡରେ। ଜଣେ ବିଧବା ମହିଳା…
ଦିଲ୍ଲୀ-ଏନ୍ସିଆର୍ରେ ଭୂକମ୍ପ ଝଟ୍କା: ଭୟରେ ଘରୁ ବାହାରି ଆସିଲେ ଲୋକେ
ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍ସିଆର୍ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍ରେ ରିକ୍ଟର ସ୍କେଲ୍ରେ ଏହି ଭୂକମ୍ପର ତୀବ୍ରତା ୪.୪ ରେକର୍ଡ କରାଯାଇଛି। ଦିଲ୍ଲୀ, ନୋଏଡ଼ା,…
BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…
ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍ ଦଳର ନୂଆ ଅଧିନାୟକ ଭାବେ ନିଯୁକ୍ତି ଦିଆଯାଇଛି। ଗୁଆହାଟୀଠାରେ ଅନୁଷ୍ଠିତ ବିସିସିଆଇ (BCCI)…
BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ
ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ ‘ଏ’ ଟିମ୍ ଘୋଷଣା କରିଛି। ଚୟନକର୍ତ୍ତାମାନେ ଏକ ବଡ଼ ନିଷ୍ପତ୍ତି ନେଇ ଯୁବ…
ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…
ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା ଘଟିଯାଇଛି। କୀଟନାଶକ ପିଇ ଏକ ପ୍ରେମୀଯୁଗଳ ଆତ୍ମହତ୍ୟା କରିଛନ୍ତି। ମୃତକ ଦ୍ୱୟ ହେଲେ…
ଟିମ୍ ଇଣ୍ଡିଆକୁ ବଡ଼ ଝଟ୍କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…
ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ ଗସ୍ତ ପୂର୍ବରୁ ଟିମ୍ ଇଣ୍ଡିଆକୁ ଏକ ବଡ଼ ଝଟ୍କା ଲାଗିଛି। ଦଳର ୩୦…
IPL 2027: ଦିଲ୍ଲୀ କ୍ୟାପିଟାଲ୍ସର ନୂଆ ହେଡ୍ କୋଚ୍ ହେଲେ ସୌରଭ ଗାଙ୍ଗୁଲି, ହେମାଙ୍ଗ ବଦାନୀଙ୍କ ସ୍ଥାନ ନେଲେ ଦାଦା
ନୂଆଦିଲ୍ଲୀ,୬।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସିଜନ୍ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ (DC) ସୌରଭ ଗାଙ୍ଗୁଲିଙ୍କୁ ଟିମ୍ର ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି। ଫ୍ରାଞ୍ଚାଇଜ ନିଜର ଅଫିସିଆଲ୍ ସୋସିଆଲ୍ ମିଡିଆ ହ୍ୟାଣ୍ଡେଲ୍ ଜରିଆରେ ଏହି ସୂଚନା ଦେଇଛି।…
ଫ୍ରାନ୍ସିସ ହାଲଜେନ୍ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର
ଷ୍ଟକହୋମ,୬।୧୦: ଫ୍ରାନ୍ସିସ ହାଲଜେନ୍ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ପ୍ରଦାନ କରାଯାଇଛି; ମଙ୍ଗଳବାର ଏହି ଘୋଷଣା କରାଯାଇଥିଲା। ରୟାଲ ସ୍ବିଡିସ ଏକାଡେମୀ ଅଫ ସାଇନ୍ସେସ ଫ୍ରାନ୍ସିସ ହାଲଜେନ୍ (ୱିସ୍କନସିନ-ମାଡିସନ ବିଶ୍ୱବିଦ୍ୟାଳୟ, ଆମେରିକା)ଙ୍କୁ 2026 ମସିହା ପାଇଁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର…

