Home

ଅଶାନ୍ତ ବାଲେଶ୍ୱର: ପୁଣି ବଢିଲା କର୍ଫ୍ୟୁ ଅବଧି

ବାଲେଶ୍ୱର,୧୮।୬(ମାନସ ବିଶ୍ବାଳ ): ବାଲେଶ୍ୱରରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ପରେ ସହରରେ କର୍ଫ୍ୟୁ ଅବଧି ବଢାଯାଇଛି। ବାଲେଶ୍ବର ପୌରାଞ୍ଚଳରେ ୧୯ ତାରିଖ ମଧ୍ୟରାତ୍ରୀ ପର୍ଯ୍ୟନ୍ତ କର୍ଫ୍ୟୁ ବୃଦ୍ଧି କରାଯାଇଛି। କର୍ଫ୍ୟୁ ବୃଦ୍ଧି ନେଇ ବାଲେଶ୍ବର ଜିଲ୍ଲାପାଳଙ୍କ ପକ୍ଷରୁ ସୂଚନା ମିଳିଛି।…

ବିଜେଡି ନେତାଙ୍କ ବଡ଼ ଖୁଲାସା, ଏଥିପାଇଁ ହାରିଗଲୁ…

ଭୁବନେଶ୍ୱର,୧୮।୬: ରାଜ୍ୟରେ ଶୋଚନୀୟ ଭାବେ ପରାଜିତ ହୋଇଛି ବିଜେଡି। ତେବେ ଏହି ଅପ୍ରତ୍ୟାଶିତ ପରାଜୟକୁ ହଜମ କରିପାରୁ ନାହାନ୍ତି ଦଳୀୟ ନେତା। ତେବେ ପରାଜୟର କାରଣ ଖୋଜିବାକୁ ନଳ ଉଚ୍ଚସ୍ତରୀୟ କମିଟି ଗଠନ କରିବାକୁ ନିଷ୍ପତ୍ତି ହୋଇଥିଲେ ହେଁ ସେ କମିଟି…

ପିଏମ୍‌ କିଶାନ ଯୋଜନାରେ ଗଞ୍ଜାମର ୨.୬୦ ଲକ୍ଷ ଚାଷୀଙ୍କ ଆକାଉଣ୍ଟକୁ ଗଲା ୨ହଜାର ଟଙ୍କା

ଛତ୍ରପୁର, ୧୮।୬(ଦିଲୀପ ସାମଲ/ସନ୍ତୋଷ ପାଢ଼ୀ )- ତୃତୀୟ ଥର ପାଇଁ ଭାରତର ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦି ଦାୟିତ୍ୱ ଗ୍ରହଣ କରିବା ପରେ ପ୍ରଥମେ ପିଏମ୍‌ କିଷାନ ସମ୍ମାନ ନିଧି ପ୍ରଦାନ ସମ୍ବନ୍ଧୀୟ ଫାଇଲରେ ଦସ୍ତଖତ କରିଥିଲେ । ମଙ୍ଗଳବାର ପ୍ରଧାନମନ୍ତ୍ରୀ…

ଆକାଉଣ୍ଟକୁ ଆସିନାହିଁ କି ପିଏମ୍‌ କିଶାନ ଟଙ୍କା? ଏଠାରେ କରନ୍ତୁ ଅଭିଯୋଗ, ଜାଣନ୍ତୁ…

ନୂଆଦିଲ୍ଲୀ,୧୮।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ପିଏମ୍‌ କିଶାନ ସମ୍ମାନ ନିଧି ଯେଜନାର ୧୭ତମ କିସ୍ତି ଜାରି କରିଛନ୍ତି। ଦେଶର ପ୍ରାୟ ୯.୨୬ କୋଟି କୃଷକଙ୍କ ଆକାଉଣ୍ଟକୁ ୨୦୦୦ ଟଙ୍କା ଯାଇଛି। ତେବେ ଯଦି କୌଣସି କାରଣରୁ କାହା ଆକାଉଣ୍ଟକୁ ଟଙ୍କା…

ଟିମ୍‌ ଇଣ୍ଡିଆ ହେଡ୍‌ କୋଚ୍‌ ପାଇଁ ସାକ୍ଷାତକାର ଦେଲେ ଗମ୍ଭୀର, ଖୁବ୍‌ଶୀଘ୍ର ହୋଇପାରେ ଘୋଷଣା

ନୂଆଦିଲ୍ଲୀ,୧୮।୬: ଟିମ୍‌ ଇଣ୍ଡିଆର ଆଗାମୀ ହେଡ୍‌ କୋଚ୍‌ ହେବେ ଗୌତମ ଗମ୍ଭୀର। ଏହା ସ୍ପଷ୍ଟ ହୋଇଥିଲେ ହେଁ କୋଚ୍‌ ନିଯୁକ୍ତି ନେଇ ସମସ୍ତ ପ୍ରକ୍ରିୟାକୁ ଅନୁସରଣ କରୁଛି ବିସିସିଆଇ। ଏକମାତ୍ର ଆବେଦନକାରୀ ହୋଇଥିଲେ ହେଁ ଗମ୍ଭୀରଙ୍କ ସାକ୍ଷାତକାର ନିଆଯାଉଛି। ମଙ୍ଗଳବାର ଗମ୍ଭୀର…

ସ୍କୁଲ ଛୁଟିକୁ ନେଇ ଆସିଲା ବଡ଼ ଖବର

ଭୁବନେଶ୍ୱର,୧୮।୬: ପୁଣି ବଢିଲା ଖରାଛୁଟି। ସାରା ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଥିବାରୁ ସ୍କୁଲ ଖୋଲିବ କି ନାହିଁ ଏନେଇ ନିଷ୍ପତ୍ତି ନେବାକୁ ସବୁ ଜିଲାର ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ସରକାର। ତେବେ ଖରାଛୁଟି ପର୍ବରୁ ମଙ୍ଗଳବାର ଅର୍ଥାତ୍‌ ଜୁନ୍‌…

ଏସିଆର ତୃତୀୟ ଦେଶ ଭାବେ ସମଲିଙ୍ଗୀ ବିବାହକୁ ଅନୁମତି ଦେବ ଥାଇଲାଣ୍ଡ, ପାରିତ ହେଲା…

ବ୍ୟାଙ୍କକ୍‌,୧୮।୬: ଏଣିକି ଥାଇଲାଣ୍ଡରେ ମଧ୍ୟ ସମଲିଙ୍ଗୀ ବିବାହ ବୈଧ ହୋଇଯିବ। ଏହାର ନ୍ୟାଶନାଲ ଆସେମ୍ଲିରେ ଏନେଇ ଜଡ଼ିତ ବିଧେୟକ ପାରିତ ହୋଇଛି। ଏବେ ଥାଇଲାଣ୍ଡର ରାଜା ମହା ବଜିରାଲୋକୋର୍ନ ମଞ୍ଜୁରୀ ଦେବା ପରେ ଏହି ବିବାହକୁ ଆଇନଗତ ମାନ୍ୟତା ମିଳିବ। ଥାଇଲାଣ୍ଡରେ…

ଶିଶୁଙ୍କ ଠାରେ ବେଶୀ ବ୍ୟାପୁଛି ଡିପଥେରିଆ: ଜାଣନ୍ତୁ ଟୀକା ନେବା କାହିଁକି ଜରୁରୀ

ଭୁବନେଶ୍ୱର,୧୮।୬: ରାଜ୍ୟରେ ଭୟାନକ ରୂପ ନେଲାଣି ଡିପଥେରିଆ। ରାୟଗଡ଼ା ପରେ କୋରାପୁଟ ଓ କଳାହାଣ୍ଡି ଜିଲାକୁ ମାଡ଼ିଲାଣି ଏହି ରୋଗ । ବର୍ତ୍ତମାନ ସୁଦ୍ଧା ୩ ଜିଲାରେ ୨୧ ସଂକ୍ରମିତ ଚିହ୍ନଟ ହେଲେଣି। ଏହି ରୋଗରେ ୫ ଜଣଙ୍କର ଜୀବନ ଯାଇଥିବାବେଳେ…

ଡ୍ରେନ୍‌ରେ ପଡ଼ି ନାବାଳକଙ୍କ ମୃତ୍ୟୁ ଘଟଣା: ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ୪ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ୱର,୧୮।୬(ଅସମାପିକା ସାହୁ): ରାଜଧାନୀ ଭୁବନେଶ୍ୱରରେ ମୁକୁଳା ଡ୍ରେନ୍‌ରେ ପଡ଼ି ନାବାଳକ ମୃତ୍ୟୁ ଘଟଣାକୁ ନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ମୃତକଙ୍କ ପରିବାରକୁ ସେ ୪ ଲକ୍ଷ ଟଙ୍କା ଅନୁକମ୍ପା ରାଶି ପ୍ରଦାନ କରିବା ସହ ଯଥାଶୀଘ୍ର…

ବିମାନବନ୍ଦରକୁ ବୋମାରେ ଉଡାଇ ଦେବାକୁ ଧମକ, ବଢ଼ାଗଲା ସୁରକ୍ଷା

ପାଟନା,୧୮।୬: ବିହାରର ପାଟନା ବିମାନବନ୍ଦରକୁ ବୋମାରେ ଉଡ଼ାଇଦେବାକୁ ଧମକ ମିଳିଛି। ଏହାପରେ ବିମାନବନ୍ଦରରେ ସୁରକ୍ଷା ବ୍ୟବସ୍ଥାକୁ ବଢ଼ାଇ ଦିଆଯାଇଛି। ତେବେ ଇମେଳ୍‌ ଜରିଆରେ ଧମକ ମିଳିଥିବା ନେଇ ପାଟଣା ବିମାନବନ୍ଦର ନିର୍ଦ୍ଦେଶକ ସୂଚନା ଦେଇଛନ୍ତି। ଏହା ପୂର୍ବରୁ ବଡୋଦରା ବିମାନବନ୍ଦର ଅଥୋରିଟିଙ୍କୁ…

ଉଦ୍‌ଘାଟନ ପୂର୍ବରୁ ଭୁଶୁଡ଼ିଲା ୧୨ କୋଟି ବିନିମୟରେ ନିର୍ମାଣ ହୋଇଥିବା ବ୍ରିଜ୍‌

ପାଟନା,୧୮।୬: ବିହାରର ଅରାରିଆ ଜିଲାର ଆଉ ଏକ ନିର୍ମାଣାଧୀନ ବ୍ରିଜ୍‌ ଭୁଶୁଡି ପଡ଼ିଛି। ଶିଖୀ ବ୍ଲକ ଏବଂ କୁର୍ସାକାଟାକୁ ସଂଯୋଗ କରିବା ପାଇଁ ଏହି ସେତୁ ନିର୍ମାଣ କରାଯାଉଥିଲା। ଏହା ଅଞ୍ଚଳର ବକରା ନଦୀ ଉପରେ ନିର୍ମାଣ କରାଯାଉଥିଲା। ତେବେ ଉଦଘାଟନ…

କିଷାନ ସମ୍ମାନ ନିଧି ଯୋଜନାର ୧୭ତମ କିସ୍ତି ଜାରି କଲେ ମୋଦି: କୃଷକଙ୍କ ଆକାଉଣ୍ଟକୁ ଗଲା ଟଙ୍କା

ବାରାଣସୀ,୧୮।୬: ତୃତୀୟ ଥର ପ୍ରଧାନମନ୍ତ୍ରୀ ହେବା ପରେ ନରେନ୍ଦ୍ର ମୋଦି ମଙ୍ଗଳବାର ନିଜ ସଂସଦୀୟ କ୍ଷେତ୍ର ବାରାଣାସୀ ଗ୍ରସ୍ତ କରିଛନ୍ତି। ଏହି ପରିପେକ୍ଷୀରେ ପ୍ରଧାନମନ୍ତ୍ରୀ ମୋଦି କିଷାନ ସମ୍ମାନ ନିଧି ଯୋଜନାର ୧୭ତମ କିସ୍ତି ପ୍ରଦାନ କରିଛନ୍ତି। ଫଳରେ ୨୦ ହଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?