କଂଗ୍ରେସର ଚିନ୍ତା ବଢ଼ିଲା: ଇଣ୍ଡିଆରୁ ଦୂରେଇଲେ ମେହବୁବା…
ଶ୍ରୀନଗର,୧୯।୨ : ଜମ୍ମୁ-କଶ୍ମୀରରେ ଇଣ୍ଡିଆ ଆଉ ଏକ ଅସୁବିଧାର ସମ୍ମୁଖୀନ ହୋଇଛି। ନ୍ୟାଶନାଲ କନଫରେନ୍ସ (ଏନସି) ପରେ ବର୍ତ୍ତମାନ ପିପୁଲ୍ସ ଡେମୋକ୍ରାଟିକ ପାର୍ଟି (ପିଡିପି) ମଧ୍ୟ ଲୋକସଭା ନିର୍ବାଚନରେ ପୃଥକ ପ୍ରାର୍ଥୀ ଦେବାକୁ ନିଷ୍ପତ୍ତି ନେଇଛି। ଦଳର ସଂସଦୀୟ କମିଟି ଖୁବ…
ଅଶ୍ୱିନଙ୍କ ପାଇଁ ପଦିଏ କଥା କହି ସମସ୍ତଙ୍କ ହୃଦୟ ଜିତିଲେ ରୋହିତ ଶର୍ମା
ରାଜକୋଟ,୧୯।୨: ରାଜକୋଟ ଟେଷ୍ଟରେ ଭାରତ ଇଂଲଣ୍ଡକୁ ପରାସ୍ତ କରିଛି। ଏହି ମ୍ୟାଚ ସମୟରେ ପାରିବାରିକ ଜରୁରିକାଳୀନ ପରିସ୍ଥିତି ଯୋଗୁ ରବିଚନ୍ଦ୍ରନ ଅଶ୍ୱିନ ଘରକୁ ଯାଇଥିଲେ। ସେ ୨୪ ଘଣ୍ଟା ମଧ୍ୟରେ ଫେରି ଆସିଥିଲେ। ଟିମ ଇଣ୍ଡିଆର ବିଜୟ ପରେ ରୋହିତ ଶର୍ମା…
ଦୁଇ ଜନଜାତି ମଧ୍ୟରେ ସଂଘର୍ଷ: ୬୪ ଜଣଙ୍କ ନରସଂହାର…
ପୋର୍ଟ ମୋର୍ସବେ,୧୯।୨ : ପାପୁଆ ନ୍ୟୁ ଗିନିରେ ଦୁଇ ଜନଜାତି ହିଂସାରେ ନରସଂହାରର ରୂପ ନେଇଛି। ଏଥିରେ ୬୪ ଜଣଙ୍କର ମୃତ୍ୟୁ ଘଟିଛି। ସମସ୍ତଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା। ଏଥିସହ ଏପର୍ଯ୍ୟନ୍ତ ପୋଲିସ ପକ୍ଷରୁ କୌଣସି ପ୍ରକାରର ବିବୃତ୍ତି ଆସିନାହିଁ।…
ବିଜେଡିରେ ବିପ୍ଳବ ଜେନା
ଭୁବନେଶ୍ୱର,୧୯।୨(ସୁନିତ୍ ମିଶ୍ର):ଅନୁଗୋଳ ଜିଲା କଂଗ୍ରେସ ସଭାପତି ତଥା ୨୦୧୯ରେ ଅନୁଗୋଳ ନିର୍ବାଚନମଣ୍ଡଳୀରୁ ପ୍ରାର୍ଥୀ ହୋଇଥିବା ବିପ୍ଳବ ଜେନା ରବିବାର ହଜାରରୁ ଊର୍ଦ୍ଧ୍ୱ ସମର୍ଥକଙ୍କୁ ନେଇ ବିଜେଡିରେ ଯୋଗ ଦେଇଛନ୍ତି। ଶଙ୍ଖଭବନଠାରେ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଓ ପୂର୍ବତନ…
ଶାସକ ଦଳରେ କନ୍ଦଳ, ଫାଇଦା ଆଶାରେ ବିରୋଧୀ
ଅସ୍ତରଙ୍ଗ,୧୯।୨(ପ୍ରଦୀପ୍ତ ଦୀକ୍ଷିତ):ପୁରୀ ଜିଲା କାକଟପୁର ବିଧାନସଭା ନିର୍ବାଚନମଣ୍ଡଳୀ ଅସ୍ତରଙ୍ଗ ବ୍ଲକର ୧୫, କାକଟପୁର ବ୍ଲକର ୧୬, ଗୋପ ବ୍ଲକର ୧୪ ପଞ୍ଚାୟତ ଓ କୋଣାର୍କ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍ଏସି)କୁ ନେଇ ଗଠିତ। ଏହି ଆସନରୁ ୨୦୧୯ ନିର୍ବାଚନରେ ଭାରତୀୟ ଜନତା…
ଷ୍ଟଣ୍ଟ୍ କରିବାରୁ ପୋଲିସ ଦ୍ୱାରା ପୁରସ୍କୃତ
ପୁନେ:ପୁନେଠାରୁ ପ୍ରାୟ ୧୫ କିଲୋମିଟର ଦୂରରେ ଥିବା ପିମ୍ପ୍ରି-ଚିଞ୍ଚ୍ୱାଡ଼ର ଏକ ରାସ୍ତାରେ ଜଣେ ଯୁବକ ଚଳନ୍ତା କାର ଉପରେ ବସି ଷ୍ଟଣ୍ଟ୍ ପ୍ରଦର୍ଶନ କରୁଥିବା ନେଇ ଏକ ଭିଡିଓ ସାମାଜିକ ଗଣମାଧ୍ୟମ ଏକ୍ସରେ ଭାଇରାଲ ହେବାରେ ଲାଗିଛି। ପୁନେ ପୋଲିସ ପକ୍ଷରୁ…
ପରିଚୟ ଖୋଜୁଛି ଐତିହାସିକ ମହୁରିଗଡ଼
ବ୍ରହ୍ମପୁର,୧୯ା୨(ଅଶୋକ କୁମାର ସାହୁ):ଗଞ୍ଜାମ ଜିଲା ମହୁରି ରାଜବଂଶର ଅନେକ ଐତିହ୍ୟ ସୁରକ୍ଷା ଅଭାବରୁ ଏବେ ଧ୍ୱଂସପ୍ରାୟ। ସେହି ଧ୍ୱଂସାବଶେଷ ଉପରେ ଠିଆ ହୋଇଥିବା ବ୍ରିଟିଶ ଯୁଦ୍ଧର ମୂକସାକ୍ଷୀ ମହୁରିଗଡ଼ ଭଳି ମଧ୍ୟଯୁଗୀୟ ଐତିହ୍ୟ ଆଉ କିଛିଦିନ ପରେ ମାଟିରେ ମିଶିଯିବ। ରାଜତନ୍ତ୍ରର…
ଜିଲା ମୁଖ୍ୟ ଚିକିତ୍ସାଳୟରେ ସୁଇପର କଲେ ଚିକିତ୍ସା
ସମ୍ବଲପୁର,୧୯ା୨(ଭବାନୀ ଶଙ୍କର ଭୋଇ):ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍ଏଚ୍)ରେ ସୁଇପର ରୋଗୀଚିକିତ୍ସା କରୁଥିବା ଅଭିଯୋଗ ହୋଇଛି। ଅଭିଯୋଗକ୍ରମେ ଶନିବାର ଯୁଯୁମୁରା ହାତୀବାରିରେ ସଡ଼କ ଦୁର୍ଘଟଣାରେ ପ୍ରାୟ ୭ଜଣ ଆହତଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଅଣାଯାଇଥିଲା। ଏମାନଙ୍କ ମଧ୍ୟରୁ ୪ଜଣ ଗୁରୁତରଙ୍କୁ କାଜୁଆଲଟିରେ…
ଜ୍ଞାନ ଆହରଣ ପାଇଁ ବାହାର ରାଜ୍ୟକୁ ଯିବେ ଚାଷୀ
ଭୁବନେଶ୍ୱର, ୧୯।୨(ଅସମାପିକା ସାହୁ):ମତ୍ସ୍ୟ-ପ୍ରାଣୀ ସମାବେଶ ଓଡ଼ିଶା ୨୦୨୪ ରବିବାର ଉଦ୍ଯାପିତ ହୋଇଯାଇଛି। ଉତ୍ସବରେ ସଭାପତିତ୍ୱ କରି କୃଷି ଓ କୃଷକ ସଶକ୍ତୀକରଣ, ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ କହିଲେ, ରାଜ୍ୟର ୯୨ ପ୍ରତିଶତ ଚାଷୀ କ୍ଷୁଦ୍ର…
ଓଡ଼ିଶାରେ ୩୩% ଲୋକ ମୋଟା
ଭୁବନେଶ୍ୱର,୧୯ା୨(ଅସମାପିକା ସାହୁ): ଆଜିର ସମୟରେ ଆମ ଖାଦ୍ୟଶୈଳୀ ଠିକ୍ ନ ଥିବାରୁ ମୋଟାପଣ ବଢ଼ୁଛି। ଦେଶ ତୁଳନାରେ ଓଡ଼ିଶାରେ ଅଧିକ ଲୋକ ଏପରି ଶାରୀରିକ ଅସନ୍ତୁଳନତାର ଶିକାର ହେଉଛନ୍ତି। ଭାରତରେ ୩୦% ଲୋକ ମୋଟାପଣର ଶିକାର ହେଉଥିବା ବେଳେ ଓଡ଼ିଶାରେ ଏହା…
ୟୁକ୍ରେନର ଅବଦିଭକା ସହରକୁ ଦଖଲ କଲେ ରୁଷିଆ ସୈନ୍ୟ, ପୁଟିନ କଲେ ପ୍ରଶଂସା…
ମସ୍କୋ/କିଭ,୧୯।୨ : ରୁଷିଆର ପ୍ରତିରକ୍ଷା ମନ୍ତ୍ରୀ ସର୍ଗେଇ ଶୋଏଗୁ କହିଛନ୍ତି ରୁଷିଆ ସୈନ୍ୟ ୟୁକ୍ରେନର ଅବଦିଭକା ସହରକୁ ସମ୍ପୂର୍ଣ୍ଣ ଭାବେ ନିଜ ଦଖଲକୁ ନେଇଛନ୍ତି। ପ୍ରତିରକ୍ଷା ମନ୍ତ୍ରଣାଳୟ କହିଛି ଲେଫ୍ଟନାଣ୍ଟ ଜେନେରାଲ ଆଣ୍ଡ୍ରେ ମର୍ଡଭିଚେଭଙ୍କ ନେତୃତ୍ୱରେ ସୈନ୍ୟମାନେ ଏହି ସଫଳତା ହାସଲ…
ପିଓକେରେ ଚାଇନା ପ୍ରଯୁକ୍ତି, ପାକିସ୍ତାନୀ ଟାଓ୍ବାର
ନୂଆଦିଲ୍ଲୀ,୧୯ା୨(ପି.ଟି.):ଆତଙ୍କବାଦୀ ଓ ସେମାନଙ୍କ ସହଯୋଗୀଙ୍କୁ କଶ୍ମୀର ଭିତରକୁ ଅନୁପ୍ରବେଶ କରାଇବା ଉଦ୍ଦେଶ୍ୟରେ ପାକ୍-ଅଧିକୃତ କଶ୍ମୀର (ପିଓକେ) ସଂଲଗ୍ନ ନିୟନ୍ତ୍ରଣରେଖାରେ ପାକିସ୍ତାନ ଲଗାତର ଭାବେ ଟେଲିକମ୍ ଟାଓ୍ବାର ବଢ଼ାଇଚାଲିଛି। ଆତଙ୍କବାଦୀ ସଙ୍ଗଠନଗୁଡ଼ିକ ଚାଇନା ଦ୍ୱାରା ବିକଶିତ ଓ୍ବାଇଏସ୍ଏମ୍ଏସ୍ ସେବା ବ୍ୟବହାର କରିଆସୁଛନ୍ତି। ଏହି…
Archives


