Home

ବିଶାଳ ସୌର ଶିଖା ଓ ଚମତ୍କାର ମେରୁ ଆଲୋକ

ଏହି ବର୍ଷ ମେ ମାସ ଦ୍ୱିତୀୟ ସପ୍ତାହରେ ମହାକାଶରେ ଏକ ଅଲୌକିକ ଘଟଣା ଦେଖିବାକୁ ମିଳିଥିଲା। ଏହା ଥିଲା ବିଶାଳ ସୌର ଶିଖା ଏବଂ ଚମତ୍କାର ମେରୁ ଆଲୋକ। ସୌର ଶିଖା ହେଉଛି ସୂର୍ଯ୍ୟ ପୃଷ୍ଠରୁ ନିର୍ଗତ ଶକ୍ତିଶାଳୀ ବିଦ୍ୟୁତ୍‌ ଚୁମ୍ବକୀୟ…

ରାୟଗଡ଼ାରେ ଡିପ୍‌ଥେରିଆ ଆତଙ୍କ

ଭୁବନେଶ୍ୱର/ ରାୟଗଡ଼ା,୧୭ା୬(ଅସମାପିକା ସାହୁ/ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କାଶୀପୁର ବ୍ଲକ ଅନ୍ତର୍ଗତ ମନୁଷପଦର ଗାଁରେ ଅଜଣା ରୋଗରେ ୫ ଶିଶୁଙ୍କ ମୃତ୍ୟୁ ପରେ କାରଣ ଖୋଜା ଆରମ୍ଭ ହୋଇଛି। ତେବେ ଡିପ୍‌ଥେରିଆ ରୋଗରେ ସମସ୍ତ ଶିଶୁଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ…

ମଜୁରି ବୃଦ୍ଧି ଯୋଗୁ ଚାଷୀ ଅଣନିଃଶ୍ୱାସୀ

ପଟ୍ଟାମୁଣ୍ଡାଇ,୧୭ା୬ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ନିଅଣ୍ଟିଆ ବର୍ଷା ଏବଂ ଚାଷଖର୍ଚ୍ଚ ବୃଦ୍ଧିକୁ ନେଇ ଚାଷୀ ଚିନ୍ତାରେ ପଡ଼ିଛନ୍ତି। ଏପରି କି ଅନେକ ଚାଷୀ ଚାଷକାର୍ଯ୍ୟରୁ ନିଜକୁ ଦୂରେଇ ନେଲେଣି। ଗୋଟିଏ ପଟେ ପ୍ରାକୃତିକ ବିପର୍ଯ୍ୟୟ, ଅନ୍ୟପକ୍ଷେ ଚାଷ…

ବଣରେ ରହୁଛି ୧୦୮ ଆମ୍ବୁଲାନ୍ସ, କ୍ଲବ ଘରେ ଷ୍ଟାଫ୍‌

ଗୋପ,୧୭।୬(ଭାରତୀ ଭୂଷଣ ଉପାଧ୍ୟାୟ): ସରକାର ସ୍ବାସ୍ଥ୍ୟସେବାକୁ ନେଇ ବିଭିନ୍ନ ଯୋଜନାରେ କୋଟି କୋଟି ଟଙ୍କା ବ୍ୟୟ କରୁଥିବାବେଳେ ଗୋପ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନ ନାଗପୁର ଉପ ସ୍ବାସ୍ଥ୍ୟକେନ୍ଦ୍ରରେ ସ୍ବାସ୍ଥ୍ୟସେବାର ଏକ ବିକଳ ଚିତ୍ର ଦେଖିବାକୁ ମିଳିଛି। ଏହି ଉପ ସ୍ବାସ୍ଥ୍ୟକେନ୍ଦ୍ରରେ ସମସ୍ତ…

କେନ୍ଦ୍ରୀୟ ଟିମ୍‌ ଫୋକସ୍‌ରେ ‘ବଲ୍କ ଓ୍ବେଷ୍ଟ ଜେନେରେଟର୍ସ’

ଭୁବନେଶ୍ୱର,୧୭।୬ (ବନ୍ଦନା ସେଠୀ): ୨୦୨୪ ସ୍ବଚ୍ଛ ସର୍ବେକ୍ଷଣର ତୃତୀୟ ପର୍ଯ୍ୟାୟ ସର୍ବେକ୍ଷଣ ଜୁଲାଇ ୫ରୁ ଆରମ୍ଭ ହେବାକୁ ଯାଉଛି। ଏହି କ୍ରମରେ କେନ୍ଦ୍ରୀୟ ଟିମ୍‌ ବିଭିନ୍ନ ରାଜ୍ୟର ୟୁଏଲ୍‌ବି ପରିଦର୍ଶନ କରିବେ। କେନ୍ଦ୍ରୀୟ ଟିମ୍‌ ଖୁବ୍‌ଶୀଘ୍ର ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳ…

ରତ୍ନଭଣ୍ଡାର ସ୍ଥିତି ଶୋଚନୀୟ, ଅଳଙ୍କାର ନଷ୍ଟ ହେବା ଆଶଙ୍କା

ପୁରୀ,୧୭ା୬(ଅଜିତ୍‌ ମହାନ୍ତି): ଭକ୍ତଙ୍କ ନିମନ୍ତେ ଶ୍ରୀମନ୍ଦିର ଚାରିଦ୍ୱାର ଖୋଲା ହେବା ପରେ ମହାପ୍ରଭୁଙ୍କ ରତ୍ନଭଣ୍ଡାର ଖୋଲାଯିବାକୁ ନେଇ ସାଧାରଣରେ ଉତ୍କଣ୍ଠା ଦେଖିବାକୁ ମିଳିଛି। ନୂତନ ଭାଜପା ସରକାର ଶାସନ ଗାଦିକୁ ଆସିବା ପୂର୍ବରୁ ଭକ୍ତଙ୍କ ନିମନ୍ତେ ଚାରିଦ୍ୱାର ଖୋଲାଯିବା ସହ ରତ୍ନଭଣ୍ଡାର…

ଗୋଟିଏ ନିଯୁକ୍ତି ୩.୨ କୋଟି

୨୦୧୪ରୁ ୨୦୨୪ ପର୍ଯ୍ୟନ୍ତ କେନ୍ଦ୍ରରେ ଭାଜପା ସରକାର ଗଢ଼ିଆସିଥିଲା। ନାମକୁମାତ୍ର ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ) ସରକାର କୁହାଯାଉଥିଲେ ମଧ୍ୟ ସହଯୋଗୀ ଦଳଗୁଡ଼ିକର କୌଣସି ଗୁରୁତ୍ୱ ରହୁ ନ ଥିଲା। ୨୦୨୪ ନିର୍ବାଚନରେ ଭାଜପାର ‘୪୦୦ ପାର୍‌’ ଧ୍ୱନି ବିଫଳ ହେବା…

ଶ୍ରୀମନ୍ଦିରରେ ପ୍ରବଳ ଭିଡ଼

ଭୁବନେଶ୍ୱର,୧୭ା୬(ସୁନିତ୍‌ ମିଶ୍ର): ରାଜ୍ୟରେ ଭାଜପା ସରକାରକୁ ଆସିବା ପୂର୍ବରୁ ଅନେକ ପ୍ରତିଶ୍ରୁତି ଲୋକଙ୍କ ଆଗରେ ରଖିଥିଲା। ଯେପରିକି ଦଳ ରାଜ୍ୟରେ ସରକାର ଗଠନ କରିବାର କିଛି ସମୟ ମଧ୍ୟରେ ଶ୍ରୀମନ୍ଦିର ଚାରିଦ୍ୱାର ଖୋଲିବାର ପ୍ରତିଶ୍ରୁତି ଦେଇଥିଲା। ସେହିକ୍ରମରେ ଦଳ ସରକାରକୁ ଆସିବା…

ବିଜେଡି: ବିରୋଧୀ ପରିବର୍ତ୍ତେ ଡର

ଭୁବନେଶ୍ୱର,୧୭।୬(ସୁନିତ୍‌ ମିଶ୍ର): ୨୦୦୦ ମସିହାରୁ ୨୪ ବର୍ଷ ଧରି ଓଡ଼ିଶାରେ ବିଜେଡି ସରକାର ଗଠନ କରିଆସୁଥିଲା। ହେଲେ ୨୦୨୪ ନିର୍ବାଚନରେ ଦଳ ପ୍ରଥମ ଥର ଲାଗି ମୋଟ୍‌ ୫୧ଟି ବିଧାନସଭା ଆସନରେ ଜିତି ଦୁଇ ନମ୍ବର ସ୍ଥାନକୁ ଖସିଆସିଛି। ଓଡ଼ିଶାରେ ପ୍ରଥମ…

ଉପବାଚସ୍ପତି ପଦ ନ ମିଳିଲେ ଏମିତି ପଦକ୍ଷେପ ନେବ ବିରୋଧୀ ମେଣ୍ଟ

ନୂଆଦିଲ୍ଲୀ,୧୬ା୬:ଅଷ୍ଟାଦଶ ଲୋକ ସଭାର ବାଚସ୍ପତି ପଦ ଲାଗି ଆସନ୍ତା ୨୬ ତାରିଖରେ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ବିରୋଧୀ ଇଣ୍ଡିଆ ବ୍ଲକ୍‌ ଉପବାଚସ୍ପତି ପଦ ଉପରେ ନଜର ରଖିଛି। ଯଦି ଏହାକୁ ଉପବାଚସ୍ପତି ପଦ ନ ମିଳେ ତେବେ ବିରୋଧୀ ଦଳଗୁଡ଼ିକ…

ସରକାରୀ ଚାକିରିରେ କିନ୍ନରଙ୍କୁ ଦିଆଯାଉ ୧ ପ୍ରତିଶତ ସଂରକ୍ଷଣ: ହାଇକୋର୍ଟଙ୍କ ନିର୍ଦ୍ଦେଶ

କୋଲକାତା,୧୬।୬: ରାଜ୍ୟର ସମସ୍ତ ସରକାରୀ ଚାକିରିରେ ଟ୍ରାନ୍ସଜେଣ୍ଡର ବା କିନ୍ନରଙ୍କ ପାଇଁ ଏକ ପ୍ରତିଶତ ସଂରକ୍ଷଣ ନିଶ୍ଚିତ କରିବାକୁ କଲିକତା ହାଇକୋର୍ଟ ପଶ୍ଚିମବଙ୍ଗ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଅଦାଲତ ଦର୍ଶାଇଛନ୍ତି ଯେ ଟ୍ରାନ୍ସଜେଣ୍ଡର ବ୍ୟକ୍ତିଙ୍କ ପାଇଁ ନିଯୁକ୍ତି କ୍ଷେତ୍ରରେ ରାଜ୍ୟ ସମାନ…

୫ ଦିନରେ ଲକ୍ଷେ ଲୋକଙ୍କୁ ଭେଟିସାରିଲେଣି ନୂଆ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୬।୬: ଗତ ଜୁନ ୧୨ ତାରିଖରେ ଦାୟିତ୍ୱ ନେବା ପରଠାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଲଗାତର ଭାବେ ସାଧାରଣ ଲୋକଙ୍କ ସହ ମିଶୁଛନ୍ତି। ଗତ ୫ ଦିନ ଧରି ଏହିପରି ଅନେକ ବ୍ୟକ୍ତି ମୁଖ୍ୟମନ୍ତ୍ରୀଙ୍କୁ ଭେଟୁଛନ୍ତି। ସମସ୍ତେ ପ୍ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?