Home

ଲିମ୍‌କା ବୁକ୍‌ ଅଫ୍‌ ରେକଡର୍‌ସରେ ଭାରତୀୟ ରେଳପଥ

ଭୁବନେଶ୍ୱର, ୧୬।୬ (ଅନୁରାଧା ମହାରଣା): ଏକାଧିକ ସ୍ଥାନରେ ଆୟୋଜିତ ଜନସେବା କାର୍ଯ୍ୟକ୍ରମରେ ସବୁଠୁ ଅଧିକ ଲୋକଙ୍କୁ ଏକତ୍ରିତ କରିବା ଲାଗି ଭାରତୀୟ ରେଳପଥ ଲିମ୍‌କା ବୁକ୍‌ ଅଫ୍‌ ରେକଡର୍‌ସ(ଏଲ୍‌ବିଆର୍‌)ରେ ସ୍ଥାନ ପାଇଛି। ରେଳ ମନ୍ତ୍ରଣାଳୟ ୨୦୨୪ ଫେବୃୟାରୀ ୨୬ରେ ଏକ କାର୍ଯ୍ୟକ୍ରମ…

ବଜାରରେ ଅମୂଲର ନୂତନ ଉତ୍ପାଦ ସମ୍ଭାର

ଭୁବନେଶ୍ୱର,୧୬।୬ (ଅଭୟ ଦାଶ): ଦେଶର ପ୍ରମୁଖ ଦୁଗ୍ଧ ଉତ୍ପାଦକ ତଥା ଗୁଜରାଟ କୋ-ଅପରେଟିଭ ମିଲ୍କି ମାେକେଟିିଂ ଫେଡେରେଶନ ଲିମିଟେଡ୍‌ (ଜିସିଏମ୍‌ଏମ୍‌ଏଫ୍‌ ଲିମିଟେଡ୍‌) ର ଅଗ୍ରଣୀ ବ୍ରାଣ୍ଡ ‘ଅମୂଲ’ର ନୂତନ ଉତ୍ପାଦ ସମ୍ଭାରକୁ ଓଡ଼ିଶା ବଜାରରେ ଶୁଭାରମ୍ଭ ସହ ବଜାର ପ୍ରବେଶ ସମ୍ପର୍କରେ…

୫- ଟି, ନବୀନ ଓଡ଼ିଶା ବ୍ୟାଗ୍‌ ପୋଡ଼ିଲେ

ବାଉଁଶୁଣୀ,୧୬ା୬(ଦେବାଶିଷ ନେପାକ)ବୌଦ୍ଧ ଜିଲା ବାଉଁଶୁଣୀ ଛକ ନିକଟରେ ଶନିବାର ୫- ଟି ଆମ ଓ ନବୀନ ଓଡ଼ିଶା ବ୍ୟାଗ୍‌କୁ ଭାଜପା କର୍ମୀ ପୋଡ଼ୁଥିବା ଦେଖିବାକୁ ମିଳିଛି। ସ୍ଥାନୀୟ ଅଞ୍ଚଳର ଭାଜପା ନେତା ପୁରନ୍ଦର ବକ୍ସିଙ୍କ ନେତୃତ୍ୱରେ ପୂର୍ଣ୍ଣଚନ୍ଦ୍ର ମେହେର, କିଶୋର ମେହେର,…

ବାପାଙ୍କ ପରେ ପୁଅଙ୍କୁ ମିଳିଲା ଆଇନ ବିଭାଗ

ଭୁବନେଶ୍ୱର,୧୬ା୬(ଅନିଲ ଦାସ)ରାଜ୍ୟରେ ପ୍ରଥମ ଥର ପାଇଁ ଭାଜପା ସରକାର ଗଠନ ହୋଇଛି। ମନ୍ତ୍ରିମଣ୍ଡଳରେ ଚିଲିକା ବିଧାୟକ ପୃଥ୍ବୀରାଜ ହରିଚନ୍ଦନଙ୍କୁ କ୍ୟାବିନେଟ ମନ୍ତ୍ରୀ ପାହ୍ୟା ମିଳିଛି। ତାଙ୍କୁ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗ ଦାୟିତ୍ୱ ମିଳିଛି। ତାଙ୍କ ବାପା ତଥା ଛତିଶଗଡ଼…

ବାପାଙ୍କ ପାଇଁ ୩୫% ପିଲା କରିଛନ୍ତି ସ୍ବାସ୍ଥ୍ୟବୀମା

ଭୁବନେଶ୍ୱର,୧୬।୬(ଅନୁରାଧା ମହାରଣା): ବାପାମାନେ ପରିବାରର ମୂଳଦୁଆ ହୋଇଥିବାବେଳେ ପିଲାଙ୍କ ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ସେମାନେ ଯଥା ସମ୍ଭବ ପ୍ରଚେଷ୍ଟା କରିଥା’ନ୍ତି। ପିଲାମାନେ ବର୍ତ୍ତମାନ ବାପାଙ୍କ ପ୍ରତି ନିଜର ଦାୟିତ୍ୱବୋଧ ପ୍ରଦର୍ଶନର ନୂଆ ପନ୍ଥା ଆପଣାଉଛନ୍ତି। ବାପାଙ୍କ ସ୍ବାସ୍ଥ୍ୟଗତ ସମସ୍ୟା ଏଡ଼ାଇବା ପାଇଁ…

ପିସି ନେଲେ କି ଦେଲେ ଦଳରୁ ବିଦା: ମନମୋହନ

ଚାନ୍ଦବାଲି,୧୬ା୬(କିଷାନ ପାତ୍ର)ଓଡ଼ିଶାରେ ଏବେ ଭାଜପା ସରକାର ଗଠନ କରିଛି। ଭାଜପା ସରକାର ହେଉଛି ସାଧାରଣ ଲୋକଙ୍କ ସରକାର। ଲୋକଙ୍କ କାମ ସୁବିଧାରେ ଓ ମାଗଣାରେ ହେବ। ଭାଜପା ଦେଇଥିବା ସବୁ ପ୍ରତିଶ୍ରୁତି ପୂରଣ କରାଯିବ। ଶ୍ରୀଜଗନ୍ନାଥଙ୍କ ମନ୍ଦିରର ଚାରି ଦ୍ୱାର ଖୋଲାଗଲା,…

ପୂର୍ବ ଶଙ୍କରାଚାର୍ଯ୍ୟଙ୍କ ସମାଧି ସ୍ଥାନରେ ଘର ନିର୍ମାଣ ଅଭିଯୋଗ

ପୁରୀ,୧୬ା୬(ଅଜିତ୍‌ କୁମାର ମହାନ୍ତି)ସନାତନ ହିନ୍ଦୁ ଧର୍ମରେ ଜଗଦ୍‌ଗୁରୁ ଶଙ୍କରାଚାର୍ଯ୍ୟଙ୍କ ସ୍ଥାନ ସର୍ବୋଚ୍ଚ। ଚାରିଗୋଟି ପୀଠ ମଧ୍ୟରୁ ପୁରୀର ଗୋବର୍ଦ୍ଧନ ପୀଠ ଅନ୍ୟତମ। ଆଦି ଶଙ୍କରଙ୍କ ପରେ ତାଙ୍କର ଶିଷ୍ୟମାନେ ଗୋବର୍ଦ୍ଧନ ପୀଠରେ ଶଙ୍କରାଚାର୍ଯ୍ୟ ଭାବରେ ଦାୟିତ୍ୱ ତୁଲାଇ ଆସୁଛନ୍ତି। ବର୍ତ୍ତମାନ ଜଗଦ୍‌ଗୁରୁ…

ସଞ୍ଜୟଙ୍କୁ ଯୁବ, ମାନସଙ୍କୁ ବାଲ୍‌

ଭୁବନେଶ୍ୱର,୧୬।୬ (ଶର୍ମିଷ୍ଠା ପାଣିଗ୍ରାହୀ)କେନ୍ଦ୍ର ସାହିତ୍ୟ ଏକାଡେମୀର ଯୁବ ଓ ବାଲ୍‌ ପୁରସ୍କାର – ୨୦୨୪ ଶନିବାର ଘୋଷଣା କରାଯାଇଛି। ଓଡ଼ିଆ ଭାଷାରେ ଯୁବ କଥାକାର ସଞ୍ଜୟ ପଣ୍ଡା ‘ଯୁବ ପୁରସ୍କାର’ ପାଇବା ପାଇଁ ମନୋନୀତ ହୋଇଛନ୍ତି। ତାଙ୍କ ଗଳ୍ପ ପୁସ୍ତକ ‘ହୁ…

ମନ୍ତ୍ରୀମାନଙ୍କୁ ମିଳିଲା ଦାୟିତ୍ୱ, ନୂଆ CM ଙ୍କ ପାଖରେ ଗୃହ, ଅର୍ଥ

ଭୁବନେଶ୍ୱର,୧୬ା୬ (ଅନିଲ ଦାସ)ଓଡ଼ିଶାରେ ପ୍ରଥମ ଭାଜପା ସରକାର ଗଠନ ହେବାର ୩ ଦିନ ପରେ ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନ କରାଯାଇଛି। ରାଜ୍ୟପାଳ ରଘୁବର ଦାସଙ୍କ ଅନୁମୋଦନ ପରେ ଶନିବାର ଏ ନେଇ ରାଜଭବନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ବିଜ୍ଞପ୍ତି ଅନୁଯାୟୀ…

ବାଣ ବିସ୍ଫୋରଣରେ ହାବିଲଦାର ମୃତ ଘଟଣା: ୫୦ ଲକ୍ଷ କ୍ଷତିପୂରଣ ଦେବାକୁ ଓଏଚ୍‌ଆର୍‌ସିରେ ମାମଲା

କଟକ,୧୫ା୬(କାର୍ତ୍ତିକ ସାହୁ): କଟକ ସଦର ଥାନାର କାର୍ଯ୍ୟରତ ହାବିଲଦାର ପ୍ରଦୀପ କୁମାର ମଲ୍ଲିକ ଗତ ୧୪ ତାରିଖରେ ବାଣ ନିଷ୍କ୍ରିୟ କରୁଥିବା ବେଳେ ବିସ୍ଫୋରଣରେ ମୃତ୍ୟୁବରଣ କରିବା ଘଟଣାକୁ ନେଇ ଓଡ଼ିଶା ମାନବ ଅଧିକାର କମିଶନ(ଓଏଚ୍‌ଆର୍‌ସିରେ )ଙ୍କ ନିକଟରେ ଶନିବାର ଏକ…

ନୂଆ ପନ୍ଥା ଆପଣାଇ ଯବାନଙ୍କ ଉପରେ ଆକ୍ରମଣ କରୁଛନ୍ତି ମାଓବାଦୀ, ୩ ସ୍ନାଇପର ଜ୍ୟାକେଟ୍‌ ଜବତ

ମାଲକାନଗିରି,୧୫ା୬(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ରେ ମାଓବାଦୀଙ୍କ ପ୍ରାଦୁର୍ଭାବ ଦିନକୁ ଦିନ ବଢ଼ିବାରେ ଲାଗିଛି। ସୁକ୍‌ମା ଜିଲା କଙ୍ଗାଲତୋଙ୍ଗ ଜଙ୍ଗଲରେ ଡିଆର୍‌ଜି, ବସ୍ତର ଫାଇଟର୍ସ ଓ କୋବ୍ରା ବାହିନୀର ଯବାନମାନେ ଶନିବାର କୋମ୍ବିଂ ସମୟରେ ମାଓବାଦୀଙ୍କ ସହ ମୁହାଁମୁହିଁ ହେବା ସହ ଗୁଳି ବିନିମୟ…

ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା; ୨ ମାସ ମଧ୍ୟରେ…

ନୂଆଦିଲ୍ଲୀ,୧୫।୬: ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଶନିବାର ବଡ଼ ଘୋଷଣା କରିଛନ୍ତି। ମାତ୍ର ୨ ମାସ ମଧ୍ୟରେ ଦେଶରେ ‘ବନ୍ଦେ ଭାରତ ସ୍ଲିପର’ ଟ୍ରେନ୍‌ ଗଡ଼ିବ। ସରକାର ଓ୍ବେଟିଂ(ଅପେକ୍ଷା) ସମସ୍ୟା ସହ ଲଢ଼ିବା ଲାଗି ଲଗାତର ଚେଷ୍ଟା କରୁଛନ୍ତି। ଏଣୁ ୬୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?