Home

ନୂଆ ପନ୍ଥା ଆପଣାଇ ଯବାନଙ୍କ ଉପରେ ଆକ୍ରମଣ କରୁଛନ୍ତି ମାଓବାଦୀ, ୩ ସ୍ନାଇପର ଜ୍ୟାକେଟ୍‌ ଜବତ

ମାଲକାନଗିରି,୧୫ା୬(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ରେ ମାଓବାଦୀଙ୍କ ପ୍ରାଦୁର୍ଭାବ ଦିନକୁ ଦିନ ବଢ଼ିବାରେ ଲାଗିଛି। ସୁକ୍‌ମା ଜିଲା କଙ୍ଗାଲତୋଙ୍ଗ ଜଙ୍ଗଲରେ ଡିଆର୍‌ଜି, ବସ୍ତର ଫାଇଟର୍ସ ଓ କୋବ୍ରା ବାହିନୀର ଯବାନମାନେ ଶନିବାର କୋମ୍ବିଂ ସମୟରେ ମାଓବାଦୀଙ୍କ ସହ ମୁହାଁମୁହିଁ ହେବା ସହ ଗୁଳି ବିନିମୟ…

ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା; ୨ ମାସ ମଧ୍ୟରେ…

ନୂଆଦିଲ୍ଲୀ,୧୫।୬: ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଶନିବାର ବଡ଼ ଘୋଷଣା କରିଛନ୍ତି। ମାତ୍ର ୨ ମାସ ମଧ୍ୟରେ ଦେଶରେ ‘ବନ୍ଦେ ଭାରତ ସ୍ଲିପର’ ଟ୍ରେନ୍‌ ଗଡ଼ିବ। ସରକାର ଓ୍ବେଟିଂ(ଅପେକ୍ଷା) ସମସ୍ୟା ସହ ଲଢ଼ିବା ଲାଗି ଲଗାତର ଚେଷ୍ଟା କରୁଛନ୍ତି। ଏଣୁ ୬୦…

ସୂର୍ଯ୍ୟବଂଶୀ ସୂରଜ ହେଲେ ଉଚ୍ଚଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୧୫।୬: ଓଡ଼ିଶା ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବାର ୩ ଦିନ ପରେ ମୋହନ ମାଝି ସରକାରଙ୍କ ମନ୍ତ୍ରିପରିଷଦର ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନ କରାଯାଇଛି। ଏଥିରେ ଯୁବ ନେତା ଭାବେ ଚର୍ଚ୍ଚାରେ ରହୁଥିବା ସୂର୍ଯ୍ୟବଂଶୀ ସୂରଜଙ୍କୁ ଉଚ୍ଚଶିକ୍ଷା ବିଭାଗ ମିଳିଛି। ଏଥିସହ…

ମୁଖ୍ୟମନ୍ତ୍ରୀଙ୍କ ହାତରେ ରହିଲା ଏସବୁ ବିଭାଗ

ଭୁବନେଶ୍ୱର,୧୫ା୬: ରାଜ୍ୟରେ ନୂଆ ସରକାର ଗଠନ ହେବା ପରେ ଶନିବାର ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନ କରାଯାଇଛି। ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝି ୧୨ ତାରିଖରେ ଶପଥ ନେଇଥିବା ବେଳେ ଆଜି ତାଙ୍କ ମନ୍ତ୍ରିମଣ୍ଡଳରେ ସାମିଲ ହୋଇଥିବା ନୂଆ ମନ୍ତ୍ରୀମାନଙ୍କୁ ବିଭାଗ…

ମୋଦିଙ୍କୁ ପ୍ରଶଂସା କଲେ ଶରଦ ପାଓ୍ବାର, କହିଲେ ତୁମ ପାଇଁ ଆମେ…

ମୁମ୍ବାଇ,୧୫ା୬: ଶନିବାର ଏମ୍‌ଭିଏ ନେତା ଶରଦ ପାଓ୍ବାର, ଉଦ୍ଧବ ଠାକରେ ଏବଂ ପୃଥ୍ବୀରାଜ ଚୌହାନ ମୁମ୍ବାଇରେ ମିଳିତ ସାମ୍ବାଦିକ ସମ୍ମିଳନୀ କରି ରାଜ୍ୟରେ ୨୦୨୪ ଲୋକ ସଭା ନିର୍ବାଚନରେ ମିଳିତ ମେଣ୍ଟକୁ ସମର୍ଥନ କରିଥିବାରୁ ଦେଶବାସୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏନ୍‌ସିପି (ଏସ୍‌ସିପି)ର…

ମନ୍ତ୍ରୀଙ୍କୁ ବିଭାଗ ବଣ୍ଟନ: ଜାଣନ୍ତୁ କାହାକୁ ମିଳିଲା କେଉଁ ବିଭାଗ…

ଭୁବନେଶ୍ୱର,୧୫ା୬: ରାଜ୍ୟରେ ନୂଆ ସରକାରରେ ଶନିବାର ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନ କରାଯାଇଛି। ରାଜଭବନ ପକ୍ଷରୁ ଜାରି ନିର୍ଦ୍ଦେଶନାମା ଅନୁସାରେ, ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶରେ ରାଜ୍ୟପାଳ ରଘୁବର ଦାସ ଆଜି ନିଜ କ୍ଷମତାର ଉପଯୋଗ କରି ମନ୍ତ୍ରୀମାନଙ୍କୁ ବିଭାଗ ଆବଣ୍ଟନ କରିଛନ୍ତି । ମୁଖ୍ୟମନ୍ତ୍ରୀ…

ଇନ୍ଦିରା ଗାନ୍ଧୀଙ୍କୁ ‘ମଦର ଅଫ୍‌ ଇଣ୍ଡିଆ’ କହିଲେ ମୋଦି ସରକାରଙ୍କ ଏହି ମନ୍ତ୍ରୀ, କଂଗ୍ରେସର ବି କଲେ ପ୍ରଶଂସା

ନୂଆଦିଲ୍ଲୀ,୧୫।୬: ମୋଦି ସରକାରଙ୍କ ଜଣେ ମନ୍ତ୍ରୀ କଂଗ୍ରେସ ଏବଂ ଇନ୍ଦିରା ଗାନ୍ଧୀଙ୍କ ପ୍ରଶଂସାରେ ଶତମୁଖ ହୋଇଛନ୍ତି। ସେ ହେଲେ କେନ୍ଦ୍ରମନ୍ତ୍ରୀ ସୁରେଶ ଗୋପି। ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରାଙ୍କୁ ସେ ‘ମଦର ଅଫ୍‌ ଇଣ୍ଡିଆ’ କହିଥିବା ବେଳେ କଂଗ୍ରେସର ଦିବଂଗତ ନେତା ଏବଂ…

ଘର ବାରଣ୍ଡାରେ ବସିଥିବା ବେଳେ ହେଲା ବଜ୍ରପାତ: ଶାଶୁଙ୍କ ଜୀବନ ଗଲା, ଜ୍ୱାଇଁ ଗୁରୁତର

ଦିଗପହଣ୍ଡି,୧୫ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଡ଼ା ପଞ୍ଚାୟତ ଝାଟିପିଟିଆ ଗ୍ରାମ ଦଳିତ ସାହିରେ ବଜ୍ରପାତ ଘଟିବାରୁ ଜାନକୀ ନାଇକ ନାମ୍ନୀ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି ଏବଂ ତାଙ୍କ ଜ୍ବାଇଁ ଟୁକୁନା ନାଇକ ଗୁରୁତର ଅବସ୍ଥାରେ ଚିକିତ୍ସିତ…

ପାଣ୍ଡିଆନଙ୍କୁ ଟାର୍ଗେଟ୍‌ କରି ପ୍ରଦୀପଙ୍କ ବିସ୍ଫୋରକ ବୟାନ: ସନ୍ନ୍ୟାସ ନୁହେଁ, ଗୋଟିଗୋଟି କରି ହିସାବ ଦେବ, ନଚେତ୍‌…

ବରଗଡ଼,୧୫ା୬(ପ୍ରେମାନନ୍ଦ ଖମାରୀ): ସନ୍ନ୍ୟାସ ନୁହେଁ, ଯେଉଁମାନେ ବିଜେଡି ସରକାରଙ୍କ ୫-ଟି ଯୋଜନା ଜରିଆରେ ରାଜ୍ୟର ଖଣି, ଖାଦାନର ଶହଶହ କୋଟି ସମ୍ପତ୍ତି ହରିଲୁଟ୍‌ କରିଛନ୍ତି, ରାଜକୋଷରେ ରହିଥିବା ପଇସା ଲୁଟିଛନ୍ତି, ଭାଜପା ସରକାର ସେସବୁର ଗୋଟିଗୋଟି କରି ହିସାବ କରିବ ଏବଂ…

ଭାରତ ସରକାର କାହାକୁ ଦିଅନ୍ତି ଅଧିକ ଦରମା? ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ନା ରାଜ୍ୟପାଳ, ମୋଦିଙ୍କୁ ମିଳେ…

ଜାଣନ୍ତି କି ଭାରତ ସରକାର କେଉଁ ବ୍ୟକ୍ତିଙ୍କୁ ସର୍ବାଧିକ ଦରମା ପ୍ରଦାନ କରନ୍ତି? ସେ କେଉଁ ପଦବୀରେ ରହିଥାନ୍ତି ଏବଂ କେତେ ଟଙ୍କା ଦରମା ପାଆନ୍ତି। ସରକାରଙ୍କଠାରୁ ଦରମା ନେବା ଦୃଷ୍ଟିରୁ ପ୍ରଧାନମନ୍ତ୍ରୀ ପଞ୍ଚମ ସ୍ଥାନରେ ଅଛନ୍ତି। ପ୍ରଧାନ ବିଚାରପତି, ରାଜ୍ୟପାଳ,…

‘ହେଲୋ ଫର୍ମ ମେଲୋଦି ଟିମ୍‌’ ଭାଇରାଲ ହେଉଛି ମେଲୋନିଙ୍କ ସହ ମୋଦିଙ୍କ ଭିଡିଓ

ନୂଆଦିଲ୍ଲୀ,୧୫।୬: ଇଟାଲୀର ଆପୁଲିଆରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଶେଷ ହୋଇଛି। ହେଲେ ସମ୍ମିଳନୀର କିଛି ଏପରି ଦୃଶ୍ୟକୁ କେହି ନଜରଅନ୍ଦାଜ କରିପାରି ନାହାନ୍ତି। ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନିଙ୍କ ଆୟୋଜିତ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମେଲୋନିଙ୍କ ଏକାଠି…

ମାଟି ଅତଡ଼ା ଧସି ୩ ମହିଳାଙ୍କ ଜୀବନ ଗଲା

କୋରାପୁଟ,୧୫ା୬(ଅମିତାଭ ବେହେରା): କୋଲାବ ଡ୍ୟାମ୍‌ କୂଳରେ ୩ ଜଣ ମହିଳା ମୋରମ ଖୋଲୁଥିବା ବେଳେ ମାଟି ଅତଡ଼ା ଧସି ଚାପି ହୋଇଯିବାରୁ ସେମାନଙ୍କର ମୃତ୍ୟୁ ଘଟିଛି। ମିଳିଥିବା ସୂତ୍ରରୁ ପ୍ରକାଶ ଯେ, କୋରାପୁଟ ବ୍ଲକ ଅନ୍ତର୍ଗତ କେରଙ୍ଗା ପଞ୍ଚାୟତର କୋଲାବ ଡ୍ୟାମ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?