Home

ବଜାରରେ ଅଲ୍‌ ନ୍ୟୁ ବିଏମ୍‌ଡବ୍ଲ୍ୟୁ ୧୩୦୦ ଜିଏସ୍‌

ଭୁବନେଶ୍ୱର,୧୫।୬ (ଅଭୟ ଦାଶ): ଦେଶର ପ୍ରମୁଖ ପ୍ରିମିୟମ ଦୁଇଚକିଆ ଯାନ ତଥା ଅନ୍ତଃରାଷ୍ଟ୍ରୀୟ ଅଟୋ ବ୍ରାଣ୍ଡ୍‌ ବିଏମ୍‌ଡବ୍ଲ୍ୟୁ (ବିଏମ୍‌ଡବ୍ଲ୍ୟୁ ମୋଟୋରାଡ୍‌ ଇଣ୍ଡିଆ)ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଅଲ୍‌ ନ୍ୟୁ ବିଏମ୍‌ଡବ୍ଲ୍ୟୁ ୧୩୦୦ଜିଏସ୍‌ର ସର୍ବଭାରତୀୟ ଅନାବରଣ ନିକଟରେ ହୋଇଯାଇଛି।…

ଭାରତର ରପ୍ତାନି ପରିମାଣ ଅଭିବୃଦ୍ଧି

ଭୁବନେଶ୍ୱର,୧୫।୬(ଅନୁରାଧା ମହାରଣା): ୨୦୨୪ ମେ’ରେ ଭାରତର ମୋଟ ରପ୍ତାନି ୧୦.୨୫ ପ୍ରତିଶତ ବୃଦ୍ଧି ପାଇବ। ୨୦୨୪ ଏପ୍ରିଲ-ମେ ମଧ୍ୟରେ ଭାରତର ମୋଟ ରପ୍ତାନି ୧୩୩.୬୧ ବିଲିୟନ ଡଲାର ହେବ ବୋଲି ଆକଳନ କରାଯାଇଛି, ଯାହା ୯.୨୧ ପ୍ରତିଶତ ଅଭିବୃଦ୍ଧି ଦର୍ଶାଉଛି। ଏପ୍ରିଲ-ମେ…

ୟେଦୁରପ୍ପାଙ୍କ ଗିରଫଦାରି ଉପରେ ରୋକ୍‌

ବେଙ୍ଗାଲୁରୁ,୧୪ା୬(ପି.ଟି.): ପୋକ୍‌ସୋ ମାମଲାରେ ସମ୍ପୃକ୍ତ କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ବି.ଏସ୍‌. ୟେଦୁରପ୍ପାଙ୍କୁ ଗିରଫ ନ କରିବା ପାଇଁ କର୍ନାଟକ ହାଇକୋର୍ଟ ଶୁକ୍ରବାର ଅପରାଧ ତଦନ୍ତ ବିଭାଗ (ସିଆଇଡି)କୁ ନିର୍ଦ୍ଦେଶ ଦେଇଛନ୍ତି। ମାମଲାର ତଦନ୍ତ ଚଳାଇଥିବା ସିଆଇଡିରେ ଆସନ୍ତା ୧୭ ତାରିଖରେ ହାଜର…

ୟୁକ୍ରେନ୍‌ ପଛଘୁଞ୍ଚା ଦେଲେ ଯୁଦ୍ଧବିରତି

ମସ୍କୋ,୧୫ା୬: ରୁଷିଆ-ଅଧିକୃତ ୟୁକ୍ରେନ୍‌ ଭୂଖଣ୍ଡରୁ କିଭ୍‌ ପଛଘୁଞ୍ଚା ଦେଇ ନର୍ଥ ଆଟଲାଣ୍ଟିକ୍‌ ଟ୍ରିଟି ଅର୍ଗାନାଇଜେଶନ୍‌ (ନାଟୋ) ସଦସ୍ୟତା ଯୋଜନାରୁ ଓହରିଲେ ମସ୍କୋ ତତ୍କାଳ ଯୁଦ୍ଧବିରତି ଘୋଷଣା କରିବ ବୋଲି ଶୁକ୍ରବାର ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ପ୍ରତିଶ୍ରୁତି ଦେଇଛନ୍ତି। ତେବେ ସାମରିକ ମେଣ୍ଟ…

ଭାରତ ଶାନ୍ତିପୂର୍ଣ୍ଣ ସମାଧାନ ଚାହେଁ

ବାରି(ଇଟାଲୀ),୧୫ା୬: ଭାରତ ସବୁ ସମସ୍ୟାର ମାନବକୈନ୍ଦ୍ରିକ ସମାଧାନରେ ବିଶ୍ୱାସ କରେ। ଆଲୋଚନା ଓ କୂଟନୀତି ଜରିଆରେ ୟୁକ୍ରେନ୍‌ ସଂଘର୍ଷର ଶାନ୍ତିପୂର୍ଣ୍ଣ ସମାଧାନ ସମ୍ଭବ। ଏଥିପାଇଁ ଭାରତ ନିଜ ସୀମାରେ ରହି ଯାହାକିଛି ପାରିବ, ସବୁ କରିବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…

ରାଜସ୍ଥାନରୁ ହଟିଲା ଏମ୍‌ଡିଏଚ୍‌, ଏଭରେଷ୍ଟ ମସଲା

ନୂଆଦିଲ୍ଲୀ,୧୫ା୬: ଏମ୍‌ଡିଏଚ୍‌ ଏବଂ ଏଭରେଷ୍ଟ କମ୍ପାନୀ ଦ୍ୱାରା ପ୍ରସ୍ତୁତ କେତେକ ନିର୍ଦ୍ଦିଷ୍ଟ ମସଲାରେ ହାନିକାରକ ସାମଗ୍ରୀ ବ୍ୟବହାର ହେଉଥିବା ଦର୍ଶାଇ ରାଜସ୍ଥାନ ସେଗୁଡ଼ିକୁ ବଜାରରୁ ହଟାଇଦେଇଛି। ଏନେଇ ରାଜସ୍ଥାନ ସରକାର ଗୁରୁବାର କେନ୍ଦ୍ରକୁ ପତ୍ର ଲେଖି ଅବଗତ କରାଇଥିବା ଜଣାପଡ଼ିଛି। ରାଜସ୍ଥାନ…

ଆମେରିକା-ସାଉଦି ପେଟ୍ରୋଡଲାର ଚୁକ୍ତିର ଅନ୍ତ

ରିୟାଧ,୧୫ା୬: ଡଲାର ବିନିମୟରେ ଅଶୋଧିତ ତୈଳ ବିକ୍ରି ପାଇଁ ଆମେରିକା ଏବଂ ସାଉଦି ଆରବ ମଧ୍ୟରେ ଦୀର୍ଘ ୮୦ ବର୍ଷ ଧରି ଚାଲିଆସିଥିବା ପେଟ୍ରୋଡଲାର ଚୁକ୍ତିର ଅନ୍ତ ଘଟିଛି। ୧୯୭୪ ଜୁନ୍‌ ୮ରେ ଦୁଇ ଦେଶ ମଧ୍ୟରେ ହୋଇଥିବା ଏହି ଚୁକ୍ତି…

ପୂରଣ ହୋଇପାରେ ବାକି ୬ ମନ୍ତ୍ରୀ ପଦ

ଭୁବନେଶ୍ୱର, ୧୫।୬(ସୁନିତ୍‌ ମିଶ୍ର): ରାଜ୍ୟରେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇସାରିବା ପରେ ଗତ ୧୨ ତାରିଖରେ ମୋହନ ଚରଣ ମାଝୀଙ୍କ ସରକାର ଶପଥ ଗ୍ରହଣ କରିଛି। ଏହି ଅବସରରେ ମୋହନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିବା ବେଳେ ତାଙ୍କ ସହ…

ଆଜି ମନ୍ତ୍ରୀମାନଙ୍କୁ ବଣ୍ଟାଯାଇପାରେ ବିଭାଗ

ଭୁବନେଶ୍ୱର, ୧୫।୬(ସୁନିତ୍‌ ମିଶ୍ର): ଓଡ଼ିଶାରେ ପ୍ରଥମ ଥର ଲାଗି ଭାଜପା ସରକାର ଗଠନ କରିଛି। ଦୀର୍ଘ ୨୪ ବର୍ଷ ଧରି କ୍ଷମତାରେ ରହିଥିବା ବିଜେଡି ସରକାରକୁ ହଟାଇ ରାଜ୍ୟରେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇସାରିବା ପରେ ଗତ ୧୨ ତାରିଖରେ…

ରାସ୍ତାରେ ଅଟକି ପିଲା, ସାଧାରଣ ଲୋକଙ୍କ ସହ କଥାହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪।୬(ଶର୍ମିଷ୍ଠା ପାଣିଗ୍ରାହୀ) – ନୂଆ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦାୟିତ୍ୱ ଗ୍ରହଣ କରିବା ପରଠାରୁ ସାଧାରଣ ଜନତାଙ୍କ ସହ ମିଶୁଛନ୍ତି। ସମସ୍ୟା ବୁଝି ସମାଧାନ ପାଇଁ ନିର୍ଦ୍ଦେଶ ଦେଉଛନ୍ତି। ଏପରିକି ରାସ୍ତାରେ ଯିବାବେଳେ ଯଦି କେହି ତାଙ୍କୁ ଭେଟିବାକୁ ଚାହୁଁଥିବା…

୧୭ରୁ ବଢ଼ିବ ବର୍ଷା

ଭୁବନେଶ୍ୱର, ୧୪।୬(ଅସମାପିକା ସାହୁ) – ପଶ୍ଚିମ ଓଡ଼ିଶାରେ ଏବେ ତାପମାତ୍ରା ଅଧିକ ରହୁଥିବା ବେଳେ ଉପକୂଳରେ ଗୁଳୁଗୁଳି ଅସହ୍ୟ ହେଉଛି। ଆସନ୍ତା ୩ଦିନ ପର୍ଯ୍ୟନ୍ତ ଏହିଭଳି ସ୍ଥିତି ଲାଗି ରହିବ। କିନ୍ତୁ ୧୭ ତାରିଖରୁ ବର୍ଷା ପରିମାଣ ବଢ଼ିବ। ବିଶେଷକରି ଦକ୍ଷିଣ…

ଇଡି,ସିବିଆଇ ଭୟରେ ବିଜେଡି ବିରୋଧୀ ଦଳ ଭୂମିକା ତୁଲାଇପାରିବ ନାହିଁ: ତାରା

ଭୁବନେଶ୍ୱର,୧୪ା୬-ଆଗାମୀ ଦିନରେ କଂଗ୍ରେସ ବିରୋଧୀ ଦଳ କାମ କରିବ । କାରଣ ଇଡି, ସିବିଆଇ ଭୟରେ ବିଜେଡି ବିରୋଧୀ ଦଳ ଭୂମିକା ତୁଲାଇ ପାରିବ ନାହିଁ । କଂଗ୍ରେସ ହିଁ ଆସନ୍ତା ୫ ବର୍ଷ ପାଇଁ ବିରୋଧୀ ଦଳ ଭୂମିକା ତୁଲାଇବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?