Home

ପ୍ରଥମ ବିଜୟରେ ପ୍ରଦୀପ ମନ୍ତ୍ରୀ

ଯାଜପୁର,୧୩ା୬(ହର୍ଷବର୍ଦ୍ଧନ ବେହେରା)ମୋହନ ମାଝିଙ୍କ ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇଛନ୍ତି ଯାଜପୁର ଜିଲା ସୁକିନ୍ଦା ବିଧାୟକ ପ୍ରଦୀପ ବଳସାମନ୍ତ(ଟୁଟୁ)ା ସେ ରାଷ୍ଟ୍ରମନ୍ତ୍ରୀ(ସ୍ବାଧୀନ ପାହ୍ୟା) ଭାବେ ଶପଥ ଗ୍ରହଣ କରିଛନ୍ତି। ପୂର୍ବରୁ ଉକ୍ତ ନିର୍ବାଚନମଣ୍ଡଳୀରୁ ନିର୍ବାଚିତ ହୋଇଥିବା ଶରତ ରାଉତ, ପ୍ରଫୁଲ୍ଲ ଘଡ଼େଇ ଓ ପ୍ରୀତିରଞ୍ଜନ…

ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡରୁ ସ୍ବେଚ୍ଛାକୃତ ଅବସର ଗ୍ରହଣ କରିଥିଲେ

ବଲାଙ୍ଗୀର,୧୩ା୬(ବୀରେନ୍ଦ୍ର କୁମାର ଝାଙ୍କର)ଓଡ଼ିଶାରେ ପ୍ରଥମ ଭାଜପା ସରକାରରେ ବଲାଙ୍ଗୀର ଜିଲାକୁ ମିଳିଛି ଦୁଇଟି ପଦବୀ। ପାଟଣାଗଡ଼ ବିଧାୟକ ତଥା ବରିଷ୍ଠ ଭାଜପା ନେତା କନକ ବର୍ଦ୍ଧନ ସିଂଦେଓ ଉପମୁଖ୍ୟମନ୍ତ୍ରୀ ଭାବେ ଓ ଲୋଇସିଂହା ବିଧାୟକ ତଥା ଭାଜପାର ଯୁବ ଚେହେରା ଡ.…

ସ୍ପେଶ୍‌ ଏକ୍ସ’ର ୨ ମହିଳା କର୍ମଚାରୀଙ୍କ ସହ ଯୌନ ସମ୍ବନ୍ଧ ରଖିଥିଲେ ମସ୍କ

ସାନ୍‌ ଫ୍ରାନ୍ସିସ୍କୋ, ୧୩।୬: ଆମେରିକୀୟ ମହାକାଶ ଯାନ ନିର୍ମାତା କମ୍ପାନୀ ସ୍ପେଶ୍‌ ଏକ୍ସ’ର ପ୍ରତିଷ୍ଠାତା ତଥା ସିଇଓ ଏଲନ ମସ୍କଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ ସାମ୍‌ନାକୁ ଆସିଛି। ସେ ସ୍ପେଶ ଏକ୍ସ’ର ଜଣେ ଇଣ୍ଟର୍ନ ଓ ଜଣେ ମହିଳା କର୍ମଚାରୀଙ୍କ ସହ…

ଇଞ୍ଜିନିୟରିଂ ଚାକିରି ଛାଡ଼ିଥିଲେ ଗଣେଶ ରାମ

ବାରିପଦା,୧୩ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ)ମୟୂରଭଞ୍ଜ ଜିଲା ଯଶିପୁର ବିଧାନସଭା ନିର୍ବାଚନମଣ୍ଡଳୀ ବିଧାୟକ ଗଣେଶ ରାମ ସିଂ ଖୁଣ୍ଟିଆ ନବଗଠିତ ରାଜ୍ୟ ଭାଜପା ମନ୍ତ୍ରିମଣ୍ଡଳରେ ରାଷ୍ଟ୍ରମନ୍ତ୍ରୀ(ସ୍ବାଧୀନ) ଭାବେ ସ୍ଥାନ ପାଇଛନ୍ତି। ଏନେଇ ନିର୍ବାଚନମଣ୍ଡଳୀରେ ଖୁସିର ମାହୋଲ ଦେଖିବାକୁ ମିଳିଛି। ଯଶିପୁର ବ୍ଳକ ଅଧୀନ ଅସ୍ତକୁଅଁର…

ପାକିସ୍ତାନୀ ଆତଙ୍କବାଦୀଙ୍କ ରାଜକ୍ଷମା ଆବେଦନ ଖାରଜ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ,୧୩ା୬: ୨୦୦୦ ଡିସେମ୍ବର ୨୨ରେ ପାକିସ୍ତାନୀ ଆତଙ୍କବାଦୀମାନେ ଲାଲକିଲ୍ଲା ପରିସରରେ ଥିବା ୭ ରାଜପୁତନା ରାଇଫଲ୍ସ ଉପରେ ଅତର୍କିତ ଆକ୍ରମଣ କରିଥିଲେ। ଏଥିରେ ସେନାର ୩ ଯବାନଙ୍କ ମୃତ୍ୟୁ ଘଟିଥିଲା। ଲଶ୍କର-ଇ-ତୋଇବା (ଏଲ୍‌ଇଟି) ଆତଙ୍କବାଦୀ ମହମ୍ମଦ ଆରିଫ୍‌ ଓରଫ୍‌ ଆଶଫାକ୍‌ଙ୍କୁ ଦିଲ୍ଲୀ…

ତାମିଲିସାଇଙ୍କୁ ମଞ୍ଚରେ ଗାଳିକଲେ ଶାହା, ଭିଡିଓ ଭାଇରାଲ

ଅମରବତୀ,୧୩ା୬: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା ବୁଧବାର ଭାଜପା ନେତ୍ରୀ ତାମିଲିସାଇ ସୌନ୍ଦରାରାଜନ୍‌ଙ୍କୁ ଗାଳି କରୁଥିବା ବେଳର ଭିଡିଓ ସୋସିଆଲ ମିଡିଆରେ ବହୁଳ ପ୍ରସାରିତ ହୋଇଛି। ମଞ୍ଚାସୀନ ଶାହା ଏବଂ ପୂର୍ବତନ ଉପରାଷ୍ଟ୍ରପତି ଏମ୍‌.ଭେଙ୍କାୟା ନାଇଡୁଙ୍କୁ…

ସିଆର୍‌ପିଏଫ୍‌କୁ ରାତିଅଧିଆ ଆକ୍ରମଣ: ଯବାନ ମୃତ, ୬ ଆହତ

ଜମ୍ମୁ/ନୂଆଦିଲ୍ଲୀ,୧୩ା୬: ଜମ୍ମୁ-କଶ୍ମୀରର କଠୁଆ ଓ ଡୋଡା ଜିଲାରେ ଆତଙ୍କବାଦୀମାନେ ରାତିଅଧିଆ ଆକ୍ରମଣ କରିଛନ୍ତି। ଡୋଡାର ଚତ୍ତେରଗାଲାରେ ଥିବା କେନ୍ଦ୍ରୀୟ ରିଜର୍ଭ ପୋଲିସ ବଳ (ସିଆର୍‌ପିଏଫ୍‌)ର ଏକ ଚେକ୍‌ପୋଷ୍ଟରେ ଆତଙ୍କବାଦୀ ଆଖିବୁଜା ଗୁଳି ଚଳାଇବାରୁ ୬ ସୁରକ୍ଷା କର୍ମୀ ଆହତ ହୋଇଛନ୍ତି। ଆହତ…

ଓଡ଼ିଶାରେ ଭାଜପା ଶାସନ

ଭୁବନେଶ୍ୱର, ୧୩।୬ (ସୁନିତ୍‌ ମିଶ୍ର)ଓଡ଼ିଶାରେ ବୁଧବାରଠାରୁ ଆରମ୍ଭ ହୋଇଛି ଭାଜପା ଶାସନ। ଏହାସହ ରାଜ୍ୟରେ ‘ଡବଲ ଇଞ୍ଜିନ ସରକାର’ ପାଇଁ ଭାଜପା ଦେଇଥିବା ଆହ୍ବାନ ସଫଳ ହୋଇଛି। କେନ୍ଦୁଝର ବିଧାୟକ ମୋହନ ଚରଣ ମାଝି ରାଜ୍ୟର ୧୫ତମ ମୁଖ୍ୟମନ୍ତ୍ରୀ ଭାବେ ଶପଥ…

ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀମନ୍ଦିରର ୪ ଦ୍ୱାର

ପୁରୀ,୧୩: ଭକ୍ତଙ୍କ ପାଇଁ ଖୋଲିଛି ଶ୍ରୀମନ୍ଦିର ୪ ଦ୍ୱାର। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ, ପ୍ରଭାତୀ ପରିଡ଼ା ଏବଂ ନୂତନ ମନ୍ତ୍ରିପରିଷଦର ସମସ୍ତ ସଦସ୍ୟଙ୍କ ଉପସ୍ଥିତିରେ ଏହି ଦ୍ୱାରଗୁଡ଼ିକୁ ଖୋଲାଯାଇଛି। ଫଳରେ ଗୁରୁବାର ବିନା…

୪ ଦ୍ୱାର ଖୋଲାଯିବା ପରେ କ’ଣ ସବୁ ବ୍ୟବସ୍ଥା ରହିବ ଜାଣନ୍ତୁ…

ପୁରୀ,୧୨ା୬: ବୁଧବାର ପୁରୀ ଶ୍ରୀମନ୍ଦିର ପରିଚାଳନା କମିଟିର ଏକ ଜରୁରୀ ବୈଠକ ଅନୁଷ୍ଠିତ ହୋଇଛି। ଉକ୍ତ ବୈଠକରେ କିଛି ନିଷ୍ପତ୍ତି ନିଆଯାଇଛି। ଏହି ନିଷ୍ପତ୍ତିଗୁଡ଼ିକ ହେଲା ୪ ଦ୍ୱାରରେ ଜୋତା ଏବଂ ମୋବାଇଲ ଷ୍ଟାଣ୍ଡ କରାଯିବା ସହ ପାନୀୟ ଜଳ ବ୍ୟବସ୍ଥା,…

ଥମୁନି କାଶୀପୁର ଶିଶୁ ମୃତ୍ୟୁ, ଆଉ ଜଣେ ପୀଡ଼ିତା ଆଖି ବୁଜିଲେ

ଟିକିରି,୧୨ା୬(ପ୍ରଫୁଲ୍ଲ କୁମାର ବେହେରା): କିଛି ଦିନ ବ୍ୟବଧାନରେ ଅଜଣା ରୋଗରେ ୩ ଶିଶୁଙ୍କ ମୃତ୍ୟୁ ଘଟିଥିବା ବେଳେ ୫ ଗୁରୁତର ରହିଛନ୍ତି। ମଙ୍ଗଳବାର ରାତିରେ ଆଉ ଜଣେ ପୀଡ଼ିତା ଆଖି ବୁଜିଛନ୍ତି। ସେ ହେଉଛନ୍ତି ଉକ୍ତ ଗ୍ରାମର ବୁଧ ମାଝିଙ୍କ ଝିଅ…

ମନ୍ତ୍ରୀଶୂନ୍ୟ ବରଗଡ଼, ଜିଲାବାସୀ ନିରାଶ

ବରଗଡ଼,୧୨ା୬(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ପ୍ରଥମଥର ପାଇଁ ସଂଖ୍ୟା ଗରିଷ୍ଠତା ହାସଲ କରି ଭାଜପା ସରକାର ଗଠନ କରିଛି। ଏହିକ୍ରମରେ ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି, ୨ ଉପମୁଖ୍ୟମନ୍ତ୍ରୀ କେ.ଭି ସିଂଦେଓ, ପ୍ରଭାତୀ ପରିଡ଼ାଙ୍କ ସମେତ ୮ କ୍ୟାବିନେଟ ମନ୍ତ୍ରୀ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?