Home

ଖଣ୍ଡଗିରି ମାଘ ମେଳା ନେଇ ମେୟରଙ୍କ ସୂଚନା, ଯାତ୍ରାରେ ଅଶ୍ଳୀଳ ନୃତ୍ୟ ପରିବେଷଣ…

ଭୁବନେଶ୍ବର, ୨/୧:  ମାଘ ମେଳା ପାଖେଇ ଆସୁଥିବା ବେଳେ ଅଶ୍ଲିଳ ନୃତ୍ୟକୁ ନେଇ ବଡ଼ ଘୋଷଣା କରିଛନ୍ତି ମେୟର ସୁଲୋଚନା ଦାସ । ଖଣ୍ଡଗିରି ମାଘ ମେଳାରେ ହେବନି ଅଶ୍ଳୀଳ ନୃତ୍ୟ । ମୋଟ ସାତୋଟି ପେଣ୍ଡାଲରେ ଯାତ୍ରା ପରିବେଷଣ ହେବ…

ଗ୍ରୀନ ଷ୍ଟିକର ନେଇ ପରିବହନ ବିଭାଗର ବଡ଼ ଘୋଷଣା, ସବୁ RTOରେ ଖୋଲିବ….

ଭୁବନେଶ୍ବର, ୨/୧:  ଆସନ୍ତା ୧୦ ତାରିଖରୁ ମିଳିବ ଗ୍ରୀନ ଷ୍ଟିକର । ପଲ୍ୟୁସନ କରିଥିବା ଗାଡିରେ ଲଗାଇପାରିବେ ଲୋକେ । ଏନେଇ ପରିବହନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି । ଆରଟିଓମାନଙ୍କରେ ଗ୍ରୀନ ଷ୍ଟିକର ପ୍ରଦାନ କରାଯିବ । ତେବେ…

ଆସନ୍ତାକାଲି ଦେଖିବାକୁ ମିଳିବ ସୁପରମୁନ୍‌, ତା’ ପରେ ଆଉ କେବେ ଜାଣନ୍ତୁ…

ଭୁବନେଶ୍ୱର,୨ା୧: ଆସନ୍ତାକାଲି ଅର୍ଥାତ୍‌ ଶନିବାର ଆକାଶରେ ଦେଖିବାକୁ ମିଳିବ ମହାଜାଗତିକ ଦୃଶ୍ୟ। ବର୍ଷର ପ୍ରଥମ ‘ସୁପରମୁନ’ ଦେଖିବାକୁ ମିଳିବ। ପୌଷ ପୂର୍ଣ୍ଣିମା ତିଥିରେ ପ୍ରଥମ ‘ସୁପରମୁନ’ ଭାବରେ ଦେଖାଯିବ। କାଲି ଚନ୍ଦ୍ର ପ୍ରାୟ ୩ ଲକ୍ଷ ୬୨ ହଜାର କିମି ନିକଟରେ…

ରାଗିକି ପଞ୍ଚମ ହୋଇଗଲେ ଜାଭେଦ ଅଖତର: ଦେଇଦେଲେ ଏମିତି ଧମକ

ପ୍ରବୀଣ ଗୀତିକାର ଜାଭେଦ ଅଖତର ପ୍ରତ୍ୟେକ ପ୍ରସଙ୍ଗରେ ସ୍ପଷ୍ଟ ମତ ରଖିବା ପାଇଁ ଜଣାଶୁଣା। ଅନ୍ୟ ଅନେକ ତାରକାଙ୍କ ପରି, ଆଜିକାଲି ସେ ମଧ୍ୟ ଡିପ୍‌ଫେକ୍‌ର ଶିକାର ହୋଇଛନ୍ତି। ଏଆଇ ଦ୍ୱାରା ହୋଇଥିବା ତାଙ୍କର ଏକ ଭିଡିଓ ଭାଇରାଲ ହେବା ପରେ…

ଇନ୍ଦୋରରେ ବିଷାକ୍ତ ପାଣି ଯୋଗୁ ୧୫ ଜଣଙ୍କ ମୃତ୍ୟୁ, ବାନ୍ତି -ଝାଡ଼ାରେ ୩୩୮ ଆକ୍ରାନ୍ତ, ଆଇସିୟୁରେ ୩୨ ରୋଗୀ

ଇନ୍ଦୋର,୨।୧: ମଧ୍ୟପ୍ରଦେଶ ଇନ୍ଦୋରର ଭାଗୀରଥପୁରାରେ ଦୂଷିତ ପାଣି ଯୋଗୁ ଅସୁସ୍ଥ ହେଉଥିବା ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗୁରୁବାର ୩୩୮ ଜଣ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ୩୨ ଜଣ ରୋଗୀ ICUରେ ଅଛନ୍ତି ଏବଂ ପ୍ରାଥମିକ ଚିକିତ୍ସା…

ଟିମ୍‌ ଇଣ୍ଡିଆକୁ ମିଳିବ ନୂଆ କୋଚ: ଇଂଲଣ୍ଡର କିମ୍ବଦନ୍ତୀଙ୍କୁ ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୨।୧: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ ଭାରତୀୟ ମହିଳା କ୍ରିକେଟ ଦଳ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛି। ଦଳ ଖୁବଶୀଘ୍ର ଜଣେ ନୂତନ ଶକ୍ତି ଏବଂ କଣ୍ଡିସନିଂ କୋଚ ପାଇବ। ଏହି ପ୍ରଶିକ୍ଷକଙ୍କୁ ମହିଳା ପ୍ରିମିୟର ଲିଗ (WPL 2026)…

EVM: କର୍ନାଟକରେ ନିର୍ବାଚନ ଆୟୋଗଙ୍କ ସର୍ଭେରେ ପାସ୍‌ କଲା ଇଭିଏମ୍‌, ରାହୁଲଙ୍କୁ ଟାର୍ଗେଟ କଲା ଭାଜପା

ନୂଆଦିଲ୍ଲୀ,୨।୧: କଂଗ୍ରେସ ନେତୃତ୍ୱାଧୀନ କର୍ନାଟକ ସରକାର ୨୦୨୪ ଲୋକ ସଭା ନିର୍ବାଚନ ପାଇଁ ଏକ ସର୍ଭେରେ ଇଭିଏମ ଉପରେ ଜନସାଧାରଣଙ୍କ ଦୃଢ଼ ଆସ୍ଥା ପାଇଛନ୍ତି। ଏହି ସର୍ଭେ ପ୍ରକାଶ ପାଇବା ପରେ, ଭାରତୀୟ ଜନତା ପାର୍ଟି (ଭାଜପା)ମଧ୍ୟ କଂଗ୍ରେସ ନେତା ରାହୁଲ…

ଲୋକସେବା ଭବନରେ ରିଲ୍ସ ନେଇ ଆସିବ ଗାଇଡ୍‌ଲାଇନ୍‌, ମନ୍ତ୍ରୀ କହିଲେ ସତ ଜଣାପଡ଼ିଲେ…

ଭୁବନେଶ୍ୱର,୨ା୧: ଲୋକସେବା ଭବନରେ ରିଲ୍ସ କରିବାକୁ ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଉଦ୍‌ବେଗ ପ୍ରକାଶ କରିଛନ୍ତି। ସେ କହିଛନ୍ତି, ଲୋକସେବା ଭବନରେ ରିଲ୍ସ ପାଇଁ ଗୃହ ବିଭାଗ ଗାଇଡ୍‌ଲାଇନ୍‌ ଆଣିବ। ଲୋକସେବା ଭବନରେ ରିଲ୍ସ କରିବା ଠିକ୍ କଥା ନୁହେଁ,…

‘ବିହାରରେ ୨୫ ହଜାରରେ ମିଳିଯିବେ ଝିଅ’, ବିବାଦୀୟ ବୟାନ ଦେଇ ଚର୍ଚ୍ଚାରେ ମନ୍ତ୍ରୀ ରେଖା ଆର୍ଯ୍ୟାଙ୍କ ସ୍ବାମୀ

ଡେରାଡୁନ,୨।୧: ଉତ୍ତରାଖଣ୍ଡର ମହିଳା ସଶକ୍ତିକରଣ ମନ୍ତ୍ରୀ ରେଖା ଆର୍ଯ୍ୟଙ୍କ ସ୍ବାମୀ ଗିରଧାରୀ ଲାଲ ସାହୁଙ୍କ ଏକ ବୟାନ ବର୍ତ୍ତମାନ ଉତ୍ତରାଖଣ୍ଡରେ ରାଜନୈତିକ ଝଡ଼ ସୃଷ୍ଟି କରୁଛି। ଏହି ବୟାନ ଭାରତୀୟ ଜନତା ପାର୍ଟି (ଭାଜପା)ପାଇଁ ଏକ ନୂତନ ରାଜନୈତିକ ସଙ୍କଟ ସୃଷ୍ଟି…

ପୁରୀ ବଳଗଣ୍ଡି ଛକରେ ସ୍କୁଟିକୁ ଧକ୍କା ଦେଲା ବୋଲେରୋ, ନାବାଳକ ମୃତ

ପୁରୀ, ୨/୧( ଅଜିତ୍ କୁମାର ମହାନ୍ତି ): ସକାଳୁ ସକାଳୁ ବଡ଼ଦାଣ୍ଡରେ ଦୁର୍ଘଟଣା । ଶୁକ୍ରବାର ପୂର୍ବାହ୍ନରେ ପୁରୀ ବଡ଼ଦାଣ୍ଡରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ବଳଗଣ୍ଡି ଛକରେ ବୋଲେରୋ ଓ ସ୍କଟି ମଧ୍ୟରେ ଧକ୍କା ହେବାରୁ ଜଣେ…

୧୪ ଦିନ ପରେ ପଡ଼ିଥାନ୍ତା ହାତଗଣ୍ଠି, ସୁନିତାଙ୍କ ସହ ଫେରାର ହୋଇଗଲେ କନ୍ୟା: ପଛର କାରଣ ଜାଣିଲେ ଉଡ଼ିଯିବ ହୋଶ୍‌

ଚଣ୍ଡିଗଡ,୨।୧: ସମଲିଙ୍ଗୀ ବିବାହକୁ ଆଇନଗତ ଭାବରେ ସ୍ବୀକୃତି ମିଳିଥିଲେ ମଧ୍ୟ ସମାଜର ଧାରଣା ସମ୍ପୂର୍ଣ୍ଣ ବଦଳି ନାହିଁ। ପଞ୍ଜାବର ତରନତାରଣରୁ ଏକ ମାମଲା ଚର୍ଚ୍ଚାରେ ରହିଛି। ଏଠାରେ ଜଣେ କନ୍ୟା ତାଙ୍କ ବିବାହର ମାତ୍ର ୧୪ ଦିନ ପୂର୍ବରୁ ଜଣେ ମହିଳାଙ୍କ…

ପର୍ଯ୍ୟଟନସ୍ଥଳୀରେ ଜମୁଛି ଲୋକଙ୍କ ଭିଡ଼, ୧୧୦ ଫୁଟ ଉଚ୍ଚର ବତିଘର ଉପରୁ ସେଲ୍‌ଫି ନେଇ…

ମହାକାଳପଡ଼ା,୨ା୧ (ପ୍ରତାପ ଚନ୍ଦ୍ର ସ୍ବାଇଁ): ନୂଆବର୍ଷରେ ବିଭିନ୍ନ ଧାର୍ମିକ ପୀଠ ଓ ପର୍ଯ୍ୟଟନ ସ୍ଥଳରେ  ଶ୍ରଦ୍ଧାଳୁମାନଙ୍କ ଭିଡ଼ ପରିଲକ୍ଷିତ ହୋଇଥିଲା। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ ମନ୍ଦିର, ତଣ୍ଡା ବେଳାଭୂମି, ହୁକିଟୋଲା, ବତିଘରର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri